ଗଞ୍ଜେଇ ଜବତ: ୬ ଗିରଫ, ୩ ଫେରାର
ଜୟପୁର, ୨୫।୫(ଡି.ଏନ୍.ଏ.): କୋରାପୁଟ ଜିଲା ଜୟପୁର ଉପଖଣ୍ଡ ପୋଲିସ, ଜୟପୁର ଟାଉନ, ସଦର ଏବଂ ବୈପାରିଗୁଡ଼ା ଥାନା ପକ୍ଷରୁ ଶନିବାର ପୃଥକ ପୃଥକ ଭାବେ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ୧୫୦୦ କେଜି ଗଞ୍ଜେଇ ଜବତ କରାଯାଇଛି। ଏହି କାରବାରରେ ସମ୍ପୃକ୍ତ…
ଲୁହାସ୍କ୍ରାପ ଚୋରାଚାଲାଣ : ୩ ଗିରଫ, ଟେମ୍ପୋ ଓ ବନ୍ଧୁକ ଜବତ
ବଡ଼ବିଲ,୨୫ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ପୋଲିସ ଝାଡ଼ଖଣ୍ଡକୁ ଚୋରାଚାଲାଣ ହେଉଥିବା ଏକ ଲୁହାସ୍କ୍ରାପ ବୋଝେଇ ଟେମ୍ପୋକୁ ରାଜ୍ୟ ସୀମାନ୍ତରୁ ଜବତ କରିବା ସହ ଘଟଣାରେ ସଂପୃକ୍ତ ୩ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଟେମ୍ପୋ ଡ୍ରାଇଭର ବଡ଼ବିଲ…
ଧରାପଡ଼ିଲେ ଡକାୟତ, ବନ୍ଧୁକ ଓ ଭୁଜାଲି ଜବତ
ତିହିଡ଼ି,୨୫ା୫(ଡି.ଏନ୍.ଏ.): ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ ତାଳପଦା ଗ୍ରାମରୁ ତିହିଡ଼ି ପୋଲିସ ଶୁକ୍ରବାର ରାତିରେ ଜଣେ ଡକାୟତଙ୍କୁ ଧରିଛି। ସେହି ଡକାୟତଙ୍କ ନାଁ ଦୀପକ ନାୟକ ଓରଫ କାଳିଆ। ପୋଲିସ ତାଙ୍କ ଠାରୁ ଗୋଟିଏ ବନ୍ଧୁକ ଓ ଭୁଜାଲି ଜବତ…
ଓୟୁଏଟି ପ୍ରବେଶିକା ପରୀକ୍ଷାରେ ନକଲି ପରୀକ୍ଷାର୍ଥୀ ମାମଲା: ୪ ଅଭିଯୁକ୍ତଙ୍କୁ ୨ ଦିନିଆ ରିମାଣ୍ଡରେ ନେଲା ପୋଲିସ
ଭୁବନେଶ୍ୱର,୨୫।୫(ବ୍ୟୁରୋ): ଓୟୁଏଟି ପ୍ରବେଶିକା ପରୀକ୍ଷାରେ ନକଲି ପରୀକ୍ଷାର୍ଥୀ ଧରାପଡ଼ିବା ପରେ ଏହା ପଛରେ ଏକ ବଡ଼ ର଼୍ୟାକେଟ୍ କାମ କରୁଥିବା ପୋଲିସ ଜାଣିବାକୁ ପାଇଥିଲା। ଏ ନେଇ ଅଧିକ ଖୋଳତାଡ଼ କରିବା ଲାଗି ଗିରଫ ୪ ଅଭିଯୁକ୍ତଙ୍କୁ ୩ ଦିନିଆ ରିମାଣ୍ଡ…
୧୫ କେଜି ବାର୍ହା ମାଂସ ଜବତ: ୧ ଗିରଫ, ୩ ଫେରାର
ଓଡ଼ଗାଁ, ୨୫ା୫(ସ୍ବ.ପ୍ର.): ନୟାଗଡ ବନଖଣ୍ଡ ଏବଂ ଓଡ଼ଗାଁ ବନାଞ୍ଚଳ ଅନ୍ତର୍ଗତ ଗୋଚ୍ଛା ସଂରକ୍ଷିତ ଜଙ୍ଗଲ ସନ୍ନିକଟ ହଳନ୍ଦାପଲ୍ଲୀ ଗ୍ରାମ ନିକଟରୁ ଶନିବାର ସକାଳେ ବନ ବିଭାଗ ୧୫ କେଜି ବାର୍ହା ମାଂସ ଜବତ କରିଛି। ଏହି କାରବାରରେ ସମ୍ପୃକ୍ତ ଜଣଙ୍କୁ ପୋଲିସ…
ବଧୂହତ୍ୟା ଅଭିଯୋଗ
ପଦ୍ମପୁର,୨୪।୫ (ଡି.ଏନ.ଏ.) : ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ରାଜଘରପୋଖରୀ ପଞ୍ଚାୟତ ସାନକୋରବାଟିଆ ଗ୍ରାମର ଉଷାରାଣୀ ଜେନା ନାମ୍ନୀ ଜଣେ ମହିଳାଙ୍କୁ ଶାଶୁଘର ଲୋକେ ପୋଡ଼ି ମାରିଦେଇଥିବା ନେଇ ନାୟକାଣିଡିହୀ ଥାନାରେ ଅଭିଯୋଗ ହୋଇଛି। ଏନେଇ ପୋଲିସ ଏକ ମାମଲା(ନଂ.୮୧/୧୯)…
କାଶିପାଳ ଗ୍ରାମରେ ଅଘଟଣ: ମଦ କାରବାରକୁ ନେଇ ବଚସା, ସ୍ବାମୀଙ୍କ ମାଡ଼ରେ ସ୍ତ୍ରୀ ମୃତ
ଝୁମ୍ପୁରା,୨୨।୫(ଡି.ଏନ୍.ଏ.): କେନ୍ଦୁଝର ଜିଲା ଝୁମ୍ପୁରା ଥାନା ଅନ୍ତର୍ଗତ କାଶିପାଳ ଗ୍ରାମରେ ବୁଧବାର ଏକ ଅଘଟଣ ଘଟିଛି। ମଦ କାରବାରକୁ ନେଇ ବଚସା ହେବାରୁ ସ୍ବାମୀଙ୍କ ମାଡ଼ରେ ସ୍ତ୍ରୀଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ସବିତା ମହାକୁଡ଼। ସୂଚନାନୁଯାୟୀ, ମଦ ବ୍ୟବସାୟକୁ ନେଇ…
ଅନୁଗୋଳରେ ମୋବାଇଲ ଅବକାରୀ ବିଭାଗର ଚଢ଼ାଉ: ୯ଶହ ଲିଟର ଦେଶୀ ମହୁଲି ଜବତ, ୨ ଗିରଫ
ଅନୁଗୋଳ ଅଫିସ,୨୨।୫: ଅନୁଗୋଳ ମୋବାଇଲ ଅବକାରୀ ବିଭାଗ ବୁଧବାର ଚଢ଼ାଉ କରି ୯ଶହ ଲିଟର ଦେଶୀ ମହୁଲି ଜବତ କରିଛି। ଜରାସିଂହାରୁ ଚୋରାରେ ଏହି ଦେଶୀ ମଦ ଚାଲାଣ ହେଉଥିବା ଜଣାପଡ଼ିଛି। ଘଟଣାରେ ଦୁଇଜଣଙ୍କୁ ଗିରଫ କରାଯାଇଥିବା ଜିଲା ମୋବାଇଲ ଅବକାରୀ…
ପେଟ୍ରୋଲ ପମ୍ପରେ ଡକାୟତି ଯୋଜନା ପଣ୍ଡ: ପାଟ୍ରୋଲିଂ ବେଳେ ପୋଲିସ ହାତରେ ଧରାପଡ଼ିଲେ, ୬ ଗିରଫ; ବୋମା, ଖଣ୍ଡା ଜବତ
ବ୍ରହ୍ମପୁର ଅଫିସ,୨୧।୫: ବଡ଼ବଜାର ପୋଲିସ ଏକ ଡକାୟତ ଗ୍ୟାଙ୍ଗକୁ କାବୁ କରିଛି। ଥାନାଧିକାରୀ ପ୍ରଶାନ୍ତ ଭୂପତି ଏବଂ ତାଙ୍କ ଟିମ୍ ସୋମବାର ରାତ୍ରିକାଳୀନ ପାଟ୍ରୋଲିଂ କରୁଥିବା ବେଳେ ଶ୍ରୀକ୍ଷେତ୍ର ବିହାରରେ ବିଭିନ୍ନ ପ୍ରକାର ମାରଣାସ୍ତ୍ର ସହ ଏକତ୍ରିତ ହୋଇଥିବା ୬ ଜଣିଆ…
ଚୋରି ଉଦ୍ୟମ ବିଫଳ: ଯୁବକଙ୍କୁ ଆକ୍ରମଣ କରି ଅଭିଯୁକ୍ତ ଫେରାର
ବଅଁରପାଳ,୨୧।୫(ଡି.ଏନ୍.ଏ.): ଅନୁଗୋଳ ଜିଲା ବଅଁରପାଳ ନାଲ୍କୋ ଥାନା ଅନ୍ତର୍ଗତ ଏକ୍ସିସ୍ ବ୍ୟାଙ୍କ ପଛପଟେ ଏକ ଭଡାଘରେ ରହୁଥିବା ସିଦ୍ଧନାଥ ଗିରିଙ୍କ ଘରୁ ସୋମବାର ବିଳମ୍ବିତ ରାତିରେ ଚୋରି ଉଦ୍ୟମ ହୋଇଥିଲା। ମାତ୍ର ସିଦ୍ଧନାଥଙ୍କ ପୁଅ ଆନନ୍ଦ ଏହା ଜାଣିପାରି ଚୋରମାନଙ୍କୁ ଧରିବାକୁ…
୧୧ବର୍ଷର ଝିଅକୁ ୩୩ବର୍ଷୀୟ ଯୁବକଙ୍କୁ ବିକିଦେଲେ ପିତା: ୩ ଦିନ ବଳାତ୍କାର କରି ଛାଡ଼ିଦେଲେ ଯୁବକ
ଭୋପାଳ, ୨୦।୫: ମଧ୍ୟ ପ୍ରଦେଶର ଛତରପୁର ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଜଣେ ମଦୁଆ ନିଜ ୧୧ବର୍ଷ ଝିଅଙ୍କୁ ୫୦ ହଜାର ଟଙ୍କାରେ ୩୩ବର୍ଷୀୟ ଯୁବକଙ୍କୁ ବିକି ଦେଇଛନ୍ତିି। ଉକ୍ତ ଯୁବକ ଜଣଙ୍କ ଝିଅଟିକୁ ୩ ଦିନ ପର୍ଯ୍ୟନ୍ତ…
ମହିଳାଙ୍କ ଗହଣା ଲୁଟନ୍ତି ନାହିଁ ଏହି ଲୁଟେରା ଗ୍ୟାଙ୍ଗ୍: ଜାଣନ୍ତୁ କାହିଁକି
ଗ୍ରେଟର ନୋଏଡା, ୨୦।୫: ଉତ୍ତର ପ୍ରଦେଶର ଗ୍ରେଟର ନୋଏଡାରେ ପୋଲିସ ଏକ ଲୁଟେରା ଗ୍ୟାଙ୍ଗ୍କୁ ଗିରଫ କରିଛି। କାର୍ ଏବଂ ଗହଣା ଚୋରି କରୁଥିବା ଏହି ଗ୍ୟାଙ୍ଗ୍ ନାଁରେ ରହିଛି ୩୦ଟି ମାମଲା। ୨୦୧୫ରୁ ଏହି ଗ୍ୟାଙ୍ଗ୍ ବିଭିନ୍ନ ଚୋରି ଘଟଣାରେ…

