ଅପରାଧ

ପ୍ରେମିକଙ୍କ ସହ ମିଶି ସ୍ବାମୀଙ୍କୁ ହତ୍ୟା କଲେ ସ୍ତ୍ରୀ

ମୁଜଫରନଗର, ୨୦।୫: ଉତ୍ତର ପ୍ରଦେଶର ମୁଜାଫରନଗରରେ ଏକ ଚାଞ୍ଜଲ୍ୟକର ଘଟଣା ଘଟିଛି। ପ୍ରେମିକଙ୍କ ସହ ମିଶି ସ୍ବାମୀଙ୍କୁ ପିଟପିଟି ହତ୍ୟା କରିଛନ୍ତି ସ୍ତ୍ରୀ। ହତ୍ୟାର ୧୫ ଦିନ ପରେ ଏକ ନାଳରୁ ପୋଲିସ ହରିଶ୍‌(୩୧)ଙ୍କ ମୃତଦେହ ଉଦ୍ଧାର କରିଛି। ଏହି ଘଟଣାରେ…

ଅନୁଭବଙ୍କୁ ହତ୍ୟା ଧମକ ଦେଇଥିବା ଯୁବକ ଗିରଫ

କଟକ ଅଫିସ/ଭୁବନେଶ୍ୱର,୧୯।୫(ବ୍ୟୁରୋ): ବିଜେଡି ଏମ୍‌ପି ତଥା ଅଭିନେତା ଅନୁଭବ ମହାନ୍ତିକୁ ହତ୍ୟା ଧମକ ଦେଇଥିବା ଅଭିଯୋଗରେ ଜଣେ ଯୁବକଙ୍କୁ ଗିରଫ କରାଯାଇଛି। ସେ ହେଲେ କାଳିଆ ବାରିକ। କାଳିଆ କଟକସ୍ଥିତ ଝାଞ୍ଜିରୀମଙ୍ଗଳା ଅଞ୍ଚଳରେ ରହି ମିସ୍ତ୍ରି କାମ କରୁଥିଲେ। କଟକ ସ୍ପେଶାଲ…

ଯାଜପୁରରେ ସାନି ମତଦାନ ପୂର୍ବରୁ ନିର୍ବାଚନୀ ହିଂସା: ଭୁଜାଲିରେ ଆକ୍ରମଣ, ଜଣେ ଗୁରୁତର

ଯାଜପୁର ଅଫିସ,୧୯।୫- ବିଞ୍ଝାରପୁର ନିର୍ବାଚନମଣ୍ଡଳୀର ୧୩୫ ନଂ ବୁଥ୍‌ କଲ୍ୟାଣପୁରଠାରେ ରବିବାର ସାନି ମତଦାନ ହେବା ପୂର୍ବରୁ ନିର୍ବାଚନୀ ହିଂସା ଦେଖିବାକୁ ମିଳିଛି। ଶନିବାର ବିଳମ୍ବିତ ରାତିରେ ଏହି ରାଜନୈତିକ ହିଂସାରେ ରଞ୍ଜିତ ଦାସ ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି।…

ନିଶାଦିଆ ଲୁଟେରାଙ୍କୁ ଧରିବାରେ ପୋଲିସ ନିଷ୍କ୍ରିୟ: ପୁଣି ଶିକାର ହେଲେ ୩ ଯାତ୍ରୀ

ଭୁବନେଶ୍ୱର,୧୯ା୫(ବ୍ୟୁରୋ)-ବାରମ୍ବାର ଥାନାରେ ଅଭିଯୋଗ ହେଲେ ମଧ୍ୟ ପୋଲିସ ନିଶାଦିଆ ଲୁଟେରାଙ୍କୁ ଗିରଫ କରିବାରେ ବିଫଳ ହୋଇଛି। ଫଳରେ ଦିନକୁ ଦିନ ରାଜଧାନୀର ବରମୁଣ୍ଡା ବସ୍‌ଷ୍ଟାଣ୍ଡ୍‌, ରେଲ୍‌ଓ୍ବେ ଷ୍ଟେଶନରେ ଲୁଟପାଟ୍‌ ବଢ଼ିଚାଲିଛି। ଶନିବାର ପୁଣି ୩ଜଣ ଯାତ୍ରୀଙ୍କୁ ନିଶା ଦେଇ ହଜାର ହଜାର…

ରାଜଧାନୀ ଓଭରବ୍ରିଜ୍‌ରେ ମାତିଲେ ଲୁଟେରା: ଅଧଘଣ୍ଟାରେ ସିରିଜ୍‌ ଲୁଟ୍‌; ଚେନ୍‌, ଭ୍ୟାନିଟି ଝାମ୍ପିନେଲେ;ଦୁଇ ମହିଳାଙ୍କ ମୁଣ୍ଡ ଫାଟିଲା

ଭୁବନେଶ୍ୱର, ୧୯।୫(ବ୍ୟୁରୋ)- ରାଜଧାନୀରେ ପୁଣି ସକ୍ରିୟ ହୋଇଉଠିଛି ଲୁଟେରା ଗ୍ୟାଙ୍ଗ୍‌। ଚନ୍ଦ୍ରଶେଖରପୁର ଥାନାଞ୍ଚଳରେ ହୋଇଥିବା ସିରିଜ ଲୁଟ୍‌ ମାମଲାରେ ପୋଲିସ ଏଯାଏ ଲୁଟେରାଙ୍କୁ ଠାବ କରିପାରି ନ ଥିବାବେଳେ ଶନିବାର ଅଧଘଣ୍ଟା ଭିତରେ ଜାତୀୟ ରାଜପଥରେ ଏକାଧିକ ଲୁଟ୍‌ ହୋଇଛି। ରସୁଲଗଡ…

ଦେଶୀ ମଦ ଜବତ, ଜଣେ ଗିରଫ

ଦିଗପହଣ୍ଡି,୧୮ା୫(ଡି.ଏନ୍‌.ଏ.): ଦିଗପହଣ୍ଡି ପୁଞ୍ଜିକୟାଁ ଛକ ନିକଟ ପାନ ଦୋକାନରେ ଦେଶୀ ମଦ ବିକ୍ରି କରୁଥିବା ସୀମାଞ୍ଚଳ ପାତ୍ରଙ୍କୁ ଶନିବାର ପୋଲିସ କୋର୍ଟଚାଲାଣ କରିଛି। ଶୁକ୍ରବାର ସନ୍ଧ୍ୟାରେ ସୀମାଞ୍ଚଳ ଦୋକାନ ପାଖରେ ଏକ ଜରି ବ୍ୟାଗ ଧରି ଠିଆ ହୋଇଥିଲେ। ପୋଲିସ ଏସ୍‌ଆଇ…

ଖୋର୍ଦ୍ଧାରେ ଏନ୍‌କାଉଣ୍ଟର : ୨ ଅପରାଧୀ ଗୁରୁତର

ଖୋର୍ଦ୍ଧା ଅଫିସ/ବେଗୁନିଆ,୧୮ା୫ (ଡି.ଏନ.ଏ.): ଖୋର୍ଦ୍ଧା ଜିଲା ପୋଲିସ ପକ୍ଷରୁ ବେଗୁନିଆ ଥାନା ଅନ୍ତର୍ଗତ ତାଳଚୁଆ ପାହାଡ଼ ନିକଟରେ ଶନିବାର ପୋଲିସ ଏବଂ ଅପରାଧୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏଥିରେ ୨ ଅପରାଧୀଙ୍କୁ ଏନ୍‌କାଉଣ୍ଟର କରାଯାଇଛି। ଜଣେ ହେଲେ ବେଗୁନିଆ ଥାନା…

ଠେଙ୍ଗାରେ ପିଟି ଯୁବକଙ୍କୁ ହତ୍ୟା

ଆସିକା,୧୭।୫(ଡି.ଏନ୍‌.ଏ.)- ଆସିକା ଥାନା ସିଦ୍ଧନଈ ପଞ୍ଚାୟତ ବଣବାଲି ଗ୍ରାମରେ ଶୁକ୍ରବାର ଅପରାହ୍ନ ପ୍ରାୟ ୩ଟାରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଛି। ମୃତକ ଜଣକ ସେହି ଗ୍ରାମର ଗଗନ ନାଇକ(୨୪)। ଗଗନ ନିଜ ଗ୍ରାମଠାରୁ ଅଧାକିଲୋମିଟର ଦୂରରେ ଥିବା ଝରଣା ନାଳକୁ ମାଛ…

ଗୁଳିମାଡରେ ଆହତ ଭିକାରୀଙ୍କ ମୃତ୍ୟୁ

ଖଲ୍ଲିକୋଟ,୧୭।୫(ଡି.ଏନ୍‌.ଏ.)- ଖଲ୍ଲିକୋଟ ଥାନା କେଶପୁର ବଜାର ହନୁମାନ ମନ୍ଦିର ନିକଟରେ ଗୁରୁବାର ରାତିରେ ଅଜଣା ଦୁର୍ବୃତ୍ତଙ୍କ ଗୁଳିମାଡରେ ରାମଚନ୍ଦ୍ରପୁର ଗ୍ରାମର ଭିକାରୀ ତରେଇ ଆହତ ହୋଇଥିଲେ। ତାଙ୍କୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍‌ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଶୁକ୍ରବାର ତାଙ୍କର ମୃତ୍ୟୁ…

୨୦୧୭ରେ ନୂଆସାହି ବଜାରରୁ ବୋଲୋରୋ ଚୋରି ଘଟଣା: ଦୁଇ ବର୍ଷ ପରେ ଅଭିଯୁକ୍ତ ଗିରଫ

କପ୍ତିପଦା,୧୭।୫(ଡି.ଏନ୍‌.ଏ.): ୨୦୧୭ ମସିହାର ଏକ ବୋଲେରୋ ଚୋରି ଘଟଣାରେ କପ୍ତିପଦା ପୋଲିସକୁ ସଫଳତା ମିଳିଛି। ଦୀର୍ଘ ଦୁଇ ବର୍ଷ ପରେ ପୋଲିସ ଅଭିଯୁକ୍ତ ଠାକୁରମୁଣ୍ଡା ଥାନା ଅଧୀନ ଖୁଣ୍ଟାପୋଷୀ ଗ୍ରାମର ଭୀମସେନ ମାଝିଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେହିଭଳି…

କଟକ କେନ୍ଦ୍ରାଞ୍ଚଳ ଗୋଇନ୍ଦା ବିଭାଗର ଚଢ଼ାଉ: ୫୩ ଗ୍ରାମ୍‌ ବ୍ରାଉନ୍‌ସୁଗାର ଜବତ, ଅଭିଯୁକ୍ତ ଗିରଫ

କଟକ ରୋଡ୍‌,୧୭।୫(ଡି.ଏନ୍‌.ଏ.): କଟକ କେନ୍ଦ୍ରାଞ୍ଚଳ ଅବକାରୀ ଗୋଇନ୍ଦା ବିଭାଗ ଶୁକ୍ରବାର ରାଜଧାନୀର ମଞ୍ଚେଶ୍ୱର ଥାନା ଅଞ୍ଚଳରେ ଚଢ଼ାଉ କରି ଜଣେ ବ୍ରାଉନସୁଗାର ବ୍ୟବସାୟୀଙ୍କୁ ଗିରଫ କରିଛି। ଅଭିଯୁକ୍ତଜଣଙ୍କ ହେଲେ ଉକ୍ତ ଥାନା ଅଧୀନ କଳାରାହାଙ୍ଗ ଗ୍ରାମର କୃଷ୍ଣଚନ୍ଦ୍ର ନାଥ। ତାଙ୍କଠାରୁ ୫୩…

ଯୁବକଙ୍କୁ ହତ୍ୟା ଉଦ୍ୟମ ଘଟଣା: ୩ ଗିରଫ, ୨ ଖଣ୍ଡା ଜବତ

ବ୍ରହ୍ମପୁର ଅଫିସ,୧୭।୫: ଗଞ୍ଜାମ ଜିଲା ବଡବଜାର ପୋଲିସ ଗୁରୁବାର ରାତିରେ ଟୁଟୁ ହାତୀ ହତ୍ୟାଉଦ୍ୟମ ଘଟଣାରେ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନଙ୍କଠାରୁ ୨ଟି ଖଣ୍ଡା ଜବତ ହୋଇଛି। ତେବେ ପୂର୍ବଶତ୍ରୁତାକୁ କେନ୍ଦ୍ରକରି ଟୁଟୁଙ୍କୁ ଏଭଳି ମରଣାନ୍ତକ ଆକ୍ରମଣ କରାଯାଇଥିବା ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?