ଅପରାଧ

ରାସ୍ତାକଡ଼ରେ ଥୁଆ ହୋଇଛି ସ୍କୁଟି, ଗଛରେ ଝୁଲୁଛି ପ୍ରେମୀଯୁଗଳଙ୍କ ମୃତଦେହ

ଖୋର୍ଦ୍ଧା,୧୭।୪(ପ୍ରଭାତ ପାଣିଗ୍ରାହୀ): ରାସ୍ତାକଡ଼ରେ ଥୁଆ ହୋଇଛି ସ୍କୁଟି। ଗଛରେ ଝୁଲୁଛନ୍ତି ପ୍ରେମୀଯୁଗଳ। ଖୋର୍ଦ୍ଧା ଜଙ୍କିଆ ଥାନା ସିକୋ ଫାଣ୍ଡି ଅନ୍ତର୍ଗତ ବେଗୁନିଆ ବ୍ଲକର ବୋତଳମା ପଞ୍ଚାୟତ ଗୌଡ଼ପାଟଣା ନିକଟବର୍ତ୍ତୀ ମହୁଳାକୁଦିଆର ଏକ ଗଛରେ ଯୁବତୀଯୁବକଙ୍କ ମୃତଦେହ ଝୁଲୁଛି। ଉଭୟଙ୍କ ଫଟୋ...

ପୋଲିସ ପାଟ୍ରୋଲିଂ ବେଳେ ୧୪ ବସ୍ତା ଗଞ୍ଜେଇ ଜବତ: ମାଫିଆ ଚମ୍ପଟ

ବାଲିଗୁଡ଼ା,୧୬।୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ଥାନା ସିର୍ତ୍ତିିଗୁଡା ପଞ୍ଚାୟତର ଜଙ୍ଗୁଙ୍ଗିଆ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଲାଣ ହେଉଥିବା ପୋଲିସ କୌଣସି ସୂତ୍ରରୁ ଖବର ପାଇ ସେଠାରେ ପହଞ୍ଚିଥିଲା। ତେବେ ପୋଲିସ ଗାଡି ଆସୁଥିବା...

ନକଲି ସୁନା ବନ୍ଧକ ରଖିବା ଆଳରେ ୫ ଜଣଙ୍କଠାରୁ ଠକିଥିଲେ ଲକ୍ଷାଧିକ ଟଙ୍କା, ମହିଳାଙ୍କୁ ବାନ୍ଧିଲା ଭଞ୍ଜନଗର ପୋଲିସ

ଭଞ୍ଜନଗର,୧୬।୪(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ନକଲି ସୁନା ବନ୍ଧକ ରଖି ୫ ମହିଳାଙ୍କଠାରୁ ଲକ୍ଷାଧିକ ଟଙ୍କା ଠକି ନେଇଥିବା ଅଭିଯୋଗରେ ଜଣେ ମହିଳାଙ୍କୁ ପୋଲିସ ବୁଧବାର ଗିରଫ କରିଛି। ସେ ହେଲେ ଭଞ୍ଜନଗର ଥାନା ଅନ୍ତର୍ଗତ...

ଜାତୀୟ ରାଜପଥ କଡ଼ରେ ପଡ଼ିଛି ୨ ଅପରିଚିତ ଯୁବକଙ୍କ ମୃତଦେହ, ପରିଚୟ ଖୋଜୁଛି ପୋଲିସ

ବଲାଙ୍ଗୀର, ୧୬।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସହର ମଠଖାଇ ଜଙ୍ଗଲ ସନ୍ନିକଟ ବଲାଙ୍ଗୀର-ଦେଓଗାଁ ୨୬ ନଂ ଜାତୀୟ ରାଜପଥ କଡ଼ରୁ ଦୁଇଜଣ ଅପରିଚିତ ଯୁବକଙ୍କ ମୃତଦେହକୁ ବୁଧବାର ସଦର ଥାନା ପୋଲିସ ଉଦ୍ଧାର କରିଛି। ମୃତ୍ୟୁର କାରଣ ସ୍ପଷ୍ଟ ହୋଇ...

କ୍ୟାମେରାରେ କଏଦ ହେଲା ହତ୍ୟାକାରୀଙ୍କ ଭୟଙ୍କର ଚେହେରା

ବଲାଙ୍ଗୀର,୧୪ା୪(ସୁନୀଲ କୁମାର ମହାନ୍ତି): ରବିବାର ରାତିରେ ବଲାଙ୍ଗୀର ସହରର ବିଷ୍ଣୁମୁଣ୍ଡାଠାରେ ଜଣେ ବ୍ୟବସାୟୀ ମନୋଜ ନାଏକଙ୍କୁ ବୀଭତ୍ସ ଭାବରେ ହତ୍ୟାକରି ହତ୍ୟାକାରୀ ଜଣକ ଫେରାର ମାରିଥିଲେ। ହତ୍ୟାକାରୀ ଫେରାର ସମୟର ଦୃଶ୍ୟ ସିସିଟିଭି କ୍ୟାମେରାରେ କଏଦ ହୋଇଥିବା ଦେଖିବାକୁ ମିଳିଛି।...

ମା’ ହତ୍ୟାର ପ୍ରତିଶୋଧ ନେଲେ ପୁଅ, ପଥରରେ ଛେଚି ବାପାଙ୍କୁ କଲେ ହତ୍ୟା

ରାଉରକେଲା,୧୪ା୪(ସଙ୍ଗୀତା ଜେନା): ବହୁ ପୂର୍ବରୁ ମାଆଙ୍କୁ ହତ୍ୟା କରିବାର ପ୍ରତିଶୋଧ ନେବା ପାଇଁ ଜଣେ ପୁଅ ବିଷ୍ଣୁ- (୨୨) ତାଙ୍କ ବାପା କ୍ରାନ୍ତି କୁମାର ବର୍ମା (୫୫ ବର୍ଷ)ଙ୍କୁ  ହତ୍ୟା କରିଛନ୍ତି। ଏପରି ଘଟଣା ଘଟିଛି ସୁନ୍ଦରଗଡ଼ ଜିଲା ବ୍ରାହ୍ମଣୀ...

ସରପଞ୍ଚଙ୍କ ସ୍ବାମୀଙ୍କୁ ବନ୍ଧୁକ ଦେଖାଇ ହତ୍ୟା ଧମକ

ଦିଗପହଣ୍ଡି,୧୪ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ସରପଞ୍ଚ ବର୍ଷା ସେଠୀଙ୍କ ସ୍ବାମୀ ପିଣ୍ଟୁ ସେଠୀଙ୍କୁ ଦିଗପହଣ୍ଡି କେନାଲ ସାହିରେ ରହୁଥିବା ଆଡପଡ଼ା ଗ୍ରାମର ସୁନୀଲ ସେଠୀ ବନ୍ଧୁକ ଦେଖାଇ ହତ୍ୟା ଧମକ ଦେଇଥିବା ଅଭିଯୋଗ...

ବନ୍ଧୁକ ସହ ଅଭିଯୁକ୍ତ ଗିରଫ

ଭଞ୍ଜନଗର,୧୩ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ବାଇବାଲିର ପଞ୍ଚାନନ ନାଇକଙ୍କୁ ଏକ ହତ୍ୟା ଧମକ ମାମଲାରେ ଗିରଫ କରିଛନ୍ତି। ଏଥିସହ ତାଙ୍କଠାରୁ ପୋଲିସ ଏକ ଦେଶୀ ବନ୍ଧୁକ ଜବତ କରିଛି। ସାରେ ପଞ୍ଚାନନଙ୍କୁ ଭଞ୍ଜନଗର କୋର୍ଟ ଚାଲାଣ...

ଅସଲି ପୋଲିସ ସ୍ତ୍ରୀଙ୍କ ନକଲି କାରନାମା, ସ୍ବାମୀଙ୍କ ଡ୍ରେସ୍‌ ପିନ୍ଧି ସୋସିଆଲ ମିଡିଆରେ ରଖିଥିଲେ ଡିପି

ଭୁବନେଶ୍ୱର,୧୩ା୪: ଅସଲି ପୋଲିସ ସ୍ତ୍ରୀଙ୍କ ନକଲି କାରନାମା ଏବେ ଧରାପଡ଼ିଯାଇଛି। ଏସ୍‌ଓଜିରେ କାର୍ଯ୍ୟରତ ଜଣେ କନଷ୍ଟେବଳଙ୍କ ସ୍ତ୍ରୀ ଗିରଫ ହୋଇଛନ୍ତି। ସବୁଠୁ ରୋଚକ ଖବର ହେଲା ସେ ସ୍ବାମୀଙ୍କ ପୋଲିସ ପୋଷାକ ପିନ୍ଧି ସୋସିଆଲ ମିଡିଆରେ ତାଙ୍କର ଡିପି ରଖିଥିଲେ।...

ବେଆଇନ ନିଶା କାରବାର ନେଇ କାଉନ୍‌ସିଲରଙ୍କ ଅଭିଯୋଗ, ଅବକାରୀ ବିଭାଗ- ଗଞ୍ଜାମ ପୋଲିସର ଚଢ଼ାଉ

ଗଞ୍ଜାମ,୧୨।୪(ବିଦ୍ୟାଧର ସାହୁ): ଗଞ୍ଜାମ ସହର ଓ ଆଖପାଖ ଅଞ୍ଚଳରେ ନିଶା କାରବାର ବୃଦ୍ଧି ପାଇଥିବା ନେଇ ସ୍ଥାନୀୟ କିଛି କାଉନ୍‌ସିଲର ଶୁକ୍ରବାର ସାରେ ଗଞ୍ଜାମ ଥାନାରେ ଅଭିଯୋଗ କରିଥିଲେ l ଅଭିଯୋଗ ଆଧାରରେ ଶନିବାର ଗଞ୍ଜାମ ଥାନା ପୋଲିସ ଓ...

ଶିକୁଳାରେ ଟିକିନା ମହାପାତ୍ର ହତ୍ୟା ମାମଲା: ୨ଜଣଙ୍କୁ ବାନ୍ଧିଲା ପୋଲିସ, ଏବେ ବି ମୁଖ୍ୟ ଅଭିଯୁକ୍ତ ଫେରାର

ପୁରୁଷୋତ୍ତମପୁର,୧୨।୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଗତମାସ ୨୮ତାରିଖ ରାତିରେ ଟିକିନା ଓରଫ ଦୁଷ୍ମନ୍ତ ମହାପାତ୍ରଙ୍କୁ ବୀଭତ୍ସ ଭାବେ ହାଣି ହତ୍ୟା କରାଯାଇଥିଲା। ଏହାକୁ ନେଇ ପୋଲିସ ମାମଲା ନଂ ୨୪୦/୨୫ ପ୍ରକାରେ ଦୁଇ...

ଗଞ୍ଜେଇ ଚାଲାଣ କରୁଥିଲେ, ୩ ଆଇଆର୍‌ବି ଯବାନଙ୍କୁ ବହିଷ୍କୃତ କଲେ ବୌଦ୍ଧ ଏସ୍‌ପି, ଗିରଫ ପରେ କୋର୍ଟଚାଲାଣ

ବୌଦ୍ଧ,୧୨।୪(ଅଜିତ କୁମାର ବାରିକ): ବୌଦ୍ଧ ଜିଲାର ମନମୁଣ୍ଡା ଥାନାରେ ମାଓବାଦୀ ଅପରେଶନ ପାଇଁ ବାରାକ୍‌ରେ ଆଇଆର୍‌ବି ଯବାନମାନେ ନିୟୋଜିତ ଥିଲେ। କିନ୍ତୁ ବାରାକରେ ଗଞ୍ଜେଇ ରଖି ଯବାନମାନେ ଚାଲାଣ କରୁଥିବା ଖବର ଏସ୍‌ପି ଜାଣିପାରିଥିଲେ। ଜିଲା ଆରକ୍ଷୀ ଅଧିକ୍ଷକ ଏହା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri