ଅପରାଧ

ହୃଦୟ ବିଦାରକ… ପ୍ରେମିକ ସହିତ ଧରାପଡ଼ିଲେ ସ୍ତ୍ରୀ, ପୋଲିସ ଉପସ୍ଥିତିରେ ଗଳା କାଟି ହତ୍ୟା କଲେ ସ୍ବାମୀ

ହାଇଦ୍ରାବାଦ,୭।୪: ତେଲେଙ୍ଗାନାର ସାଙ୍ଗାରେଡ୍ଡି ଜିଲାର ଜାହିରାବାଦରୁ ଏକ ହୃଦୟ ବିଦାରକ ଖବର ସାମ୍ନାକୁ ଆସିଛି । ଜଣେ ସ୍ୱାମୀ ପୋଲିସ ଉପସ୍ଥିତିରେ ଚଳନ୍ତା ଗାଡ଼ି ଭିତରେ ତାଙ୍କ ସ୍ତ୍ରୀଙ୍କ ଗଳାକୁ ଛୁରୀରେ କାଟି ହତ୍ୟା କରିଛନ୍ତି । ମହିଳାଜଣକ ତାଙ୍କ ପ୍ରେମିକଙ୍କ…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ପାର୍ସଲୀ ପଞ୍ଚାୟତଠାରେ ନିୟମଗିରି ସୁରକ୍ଷା ସମିତିର ଖବରଦାତା ସମ୍ମିଳନୀ…

ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍‌ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…

ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା ସମୟରେ ବିଶୃଙ୍ଖଳାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ ଓ…

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ ଗ୍ରାମର ବାସିନ୍ଦା ସିକନ୍ଦର ମଣ୍ଡଳଙ୍କ ସ୍ତ୍ରୀ କୃପା କୁମାରୀ ତାଙ୍କ ଜ୍ୱାଇଁ ବିଜୟ…

କେନାଲରୁ ମିଳିଲା ଶୁଭଲକ୍ଷ୍ମୀଙ୍କ ମୃତଦେହ, ହତ୍ୟା ସନ୍ଦେହ, ପଡ଼ୋଶୀ ଘରକୁ ପଶିଲା ସନ୍ଧାନୀ କୁକୁର

ରାଜନଗର, ୪ା୪(ଭାସ୍କର ରାଉତରାୟ): ନିଖୋଜ ଥିବା ଶୁଭଲକ୍ଷ୍ମୀଙ୍କ ମୃତଦେହ ଶୁକ୍ରବାର କେନାଲରୁ ମିଳିଛି। ଗାଁ ନିକଟ କେନାଲରେ ଖୋଜାଖୋଜି ପୂର୍ବରୁ ମୃତଦେହ ଭାସି ଆସିଥିବା ଦେଖିବାକୁ ମିଳିଥିଲା। ତଦନ୍ତ ସମୟରେ ପଡ଼ୋଶୀ ଘରକୁ ସନ୍ଧାନୀ କୁକୁର ବାରମ୍ବାର ଯାଇଥିଲା। ପୋଲିସ ପଡ଼ୋଶୀ…

ଠାକୁରଘରେ ପଶିିଯିବାରୁ ଦଳିତ ବୃଦ୍ଧାଙ୍କୁ ଆକ୍ରମଣ, ଥାନାର ଦ୍ୱାରସ୍ଥ ହେବା ପରେ…

ପଟ୍ଟାମୁଣ୍ଡାଇ,୪ା୪(କଳ୍ପତରୁ ନାୟକ): କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅଧିନ ଖଣତା ଗ୍ରାମର ଜଣେ ଦଳିତ ମାନସିକ ବିକାରଗ୍ରସ୍ତ ବୃଦ୍ଧାଙ୍କୁ ଗୁରୁବାର ଆକ୍ରମଣ ହୋଇଛି। ଗ୍ରାମର ଜଣଙ୍କ ବ୍ୟକ୍ତିଗତ ଠାକୁର ଘରେ ବୃ୍‌ଦ୍ଧାଙ୍କ ପ୍ରବେଶକୁ ବାରଣ କରିବା ସହିତ ତାଙ୍କୁ ଆକ୍ରମଣ…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି ଜିଲା ପୋଲିସ। ଏହି ମାମଲାରେ ଜଣେ ମହିଳାଙ୍କ ସମେତ ସମୁଦାୟ ୫ ଜଣ…

ଯୁବକଙ୍କୁ ହତ୍ୟା କରି ଟାଙ୍ଗିଦେଲେ, ଛାନ୍‌ଭିନ୍‌ କରୁଛି ସାଇଣ୍ଟିଫିକ୍‌ ଟିମ୍‌

ବାଲେଶ୍ୱର,୩ା୪(ବାଞ୍ଛାନିଧି ଦେ): ଏକ ପରିତ୍ୟକ୍ତ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ମାଳ ଗାଁରେ ଘଟିଛି ଏପରି ଅଭାବନୀୟ ଘଟଣା। ଯୁବକଙ୍କ ଗୋଡ଼ ତଳେ ଲାଗିଥିବାରୁ ପରିବାର ଲୋକେ ହତ୍ୟା ଅଭିଯୋଗ ଆଣିଛନ୍ତି…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ଜଣକ ହେଲେ ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା ଅନ୍ତର୍ଗତ ନୂଆଗଡ଼ ବ୍ଲକର ବୁରିପଦର ଗାଁରେ ଚଢ଼ାଉ କରି ପୋଲିସ ବିପୁଳ ପରିମାଣର…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩ ବର୍ଷର ନାବାଳିକାକୁ ଜଣେ ବ୍ୟକ୍ତି ବଳାତ୍କାର କରିବା ସହ ଗର୍ଭବତୀ କରିଥିବା ନେଇ…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର ଦିନ ଭଟଲି ବଜାର ପଡ଼ାରେ ଏକ ଅତର୍କିତ ଚଢ଼ାଉ କରି ଜଣେ ମହିଳାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?