ଅପରାଧ

ଘରର ଲାଇନ୍‌ କାଟି ଖୁଡ଼ୀଙ୍କୁ ହତ୍ୟା କରିବାକୁ ଯାଇଥିଲେ ପୁତୁରା, ପାଟି କରିବାରୁ…

ମୋରଡ଼ା,୧ା୪(ସ୍ମାରକ ମାଜୀ): ନିଜ ଖୁଡ଼ୀକୁ ଡାହାଣୀ ସନ୍ଦେହ କରି ଜୀବନରୁ ମାରିଦେବାକୁ ପୁତୁରା ଉଦ୍ୟମ କରିଥିବା ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ ସଂସା ଗ୍ରାମରେ। ସୂଚନା ଅନୁଯାୟୀ, ଉକ୍ତ ଗ୍ରାମର ସୋମବାରୀ ହାଁସଦା ତାଙ୍କ ପରିବାର…

ଲୋମ ଟାଙ୍କୁରି ଉଠିବ…. ଅବୈଧ ସମ୍ପର୍କ ପାଇଁ ପ୍ରେମିକାକୁ ମାରି ଖଣ୍ଡ ଖଣ୍ଡ କଲା ପ୍ରେମିକ, ଫ୍ରିଜରେ ପୁରାଇ….

ନୂଆଦିଲ୍ଲୀ,୩୦।୩: ବିଶାଖାପାଟଣାରେ ଏକ ଲୋମହର୍ଷଣକାରୀ ଘଟଣା ବର୍ତ୍ତମାନ ସାରା ଦେଶରେ ଚର୍ଚ୍ଚାର ବିଷୟ ପାଲଟିଛି । ଏଠାରେ ଜଣେ ବ୍ୟକ୍ତି ସାମାନ୍ୟ ଯୁକ୍ତିତର୍କ ପରେ ଜଣେ ମହିଳାଙ୍କୁ ନିର୍ମମ ଭାବରେ ହତ୍ୟା କରିଥିଲେ। କେବଳ ଏତିକି ନୁହେଁ ହତ୍ୟା ପରେ ସେ…

ରାମନବମୀ ଶୋଭାଯାତ୍ରାବେଳେ ଫାଙ୍କା ଗୁଳିଚାଳନା କରି ଫସିଲେ ବିଧାୟକ, ଏବେ…

ବଲାଙ୍ଗୀର/ଟିଟିଲାଗଡ଼,୨୯ା୩ (ବୀରେନ୍ଦ୍ର କୁମାର ଝାଙ୍କର/ଶରତ ମିଶ୍ର): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଶୁକ୍ରବାର ଶ୍ରୀରାମ ନବମୀ ଉତ୍ସବ ଶୋଭାଯାତ୍ରାରେ ଫୁଟିଛି ଗୁଳି। ଆଉ ଏହି ଗୁଳି ଚଳାଇଛନ୍ତି ସ୍ଥାନୀୟ ବିଧାୟକ ନବୀନ ଜୈନ। ନବୀନ ଏକାଧିକ ସ୍ଥାନରେ ଫାଙ୍କା ଗୁଳିଚାଳନା କରିବାର…

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। କର୍ତ୍ତବ୍ୟରେ ଅବହେଳା ପ୍ରଦର୍ଶନ କରିଥିବା ଅଭିଯୋଗରେ ଯାଜପୁର ଏସ୍‌ପି ୟଶ ପ୍ରତାପ…

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା ଅନୁପମା ମହାନନ୍ଦଙ୍କୁ ଶାଶୁଘର ଲୋକେ ହତ୍ୟା କରିଥିବା ନେଇ ତୁଷୁରା ପୋଲିସ ଷ୍ଟେଶନରେ…

ଯୁବତୀଙ୍କ ଗାଡ଼ିକୁ ସାଇଡ୍‌ କରିଦେଲେ ଯୁବକ, ରାଗି କି ଯୁବତୀ ଯାହା କଲେ ଭିଡିଓ ଦେଖିଲେ…

ଜୟପୁର,୨୭ା୩: ଜୟପୁରର ରାସ୍ତାରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ଯାହା ଦେଖିବା ପରେ ଲୋକେ ସ୍ତବ୍ଧ ହୋଇଯାଇଛନ୍ତି। ଛୋଟ ଛୋଟ ରାସ୍ତା ବିବାଦ କିମ୍ବା ସାଇଡ୍‌-ଷ୍ଟେପିଂ ସାଧାରଣ ଘଟଣା ହୋଇଥାଏ। ମାତ୍ର ଏହି ପରିସ୍ଥିତି ଭିନ୍ନ ଥିଲା। କ୍ରୋଧର ବଶବର୍ତ୍ତୀ ହୋଇ…

କିଏ ସେହି ଅଜଣା ବ୍ୟକ୍ତି? ମହେନ୍ଦ୍ରଗିରି ପାଦଦେଶରୁ ମୃତଦେହ ଉଦ୍ଧାର ପରେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ମହେନ୍ଦ୍ରଗିରି ପାଦଦେଶରେ ଥିବା ମାଡ଼ବା ଗ୍ରାମ ନିକଟସ୍ଥ ଏଙ୍ଗାରସିଂ ପାହାଡ଼ ଉପରୁ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି। ପୋଲିସ ଏହି ଘଟଣାରେ ଏକ ଅପମୃତ୍ୟୁ ମାମଲା…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି। ଜିଲା ଆରକ୍ଷୀ ଅଧୀକ୍ଷକ ଯତୀନ୍ଦ୍ର କୁମାର ପଣ୍ଡାଙ୍କ ନିର୍ଦ୍ଦେଶକ୍ରମେ ଅଡବା ପୋଲିସ ଗୁରୁବାର…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ ହାଡ଼ ମିଳିବା ପରେ ସ୍ଥାନୀୟ ଅଞ୍ଚଳରେ ଭୟ ଓ ଚାଞ୍ଚଲ୍ୟ ଖେଳିଯାଇଛି। ପୋଲିସ…

ବ୍ୟବସାୟୀଙ୍କ ଘରେ କଳାକନା ବୁଲାଇଲେ ଲୁଟେରା, ସୁନା ଅଳଙ୍କାର ସହ ନଗଦ ଲୁଟିନେଲେ …

ବ୍ରହ୍ମପୁର,୨୫ା୩(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ବଡ଼ବଜାର ଥାନା ଅନ୍ତର୍ଗତ ପ୍ରେମନଗର ୭ ଲାଇନରେ ରହୁଥିବା ବିଶିଷ୍ଟ ବ୍ୟବସାୟୀ ପୁ. ପ୍ରଭାକରଙ୍କ ଘରେ ଲୁଟେରାମାନେ କଳାକନା ବୁଲାଇଛନ୍ତି। ଘର ଗ୍ରୀଲ୍‌ ତାଲା ଭାଙ୍ଗି ଘର ଭିତରେ ଥିବା ଦୁଇଟି ଆଲମିରାରୁ ପ୍ରାୟ…

ଠିକଣା ପଚାରିବା ଆଳରେ ଅପହରଣ ଉଦ୍ୟମ: ରାୟଗଡ଼ାରେ ଅଳ୍ପକେ ବର୍ତ୍ତିଲା ୧୨ ବର୍ଷର ପିଲା, ସହରରେ ଚାଞ୍ଚଲ୍ୟ

ରାୟଗଡା, ୨୪।୩(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡା ସହର ଅଞ୍ଚଳରେ ଏକ ଚିନ୍ତାଜନକ ଘଟଣା ସାମ୍ନାକୁ ଆସିଛି। ଆଜି ରାତ୍ର ପ୍ରାୟ ସାଢେ ୮ଟା ସମୟରେ ଜଣେ ୧୨ ବର୍ଷର ପିଲାକୁ ଠିକଣା ପଚାରିବା ଆଳରେ ଅପହରଣ କରିବାକୁ ଜଣେ ଅଜଣା ବ୍ୟକ୍ତି…

ପୁଣି ଅଶାନ୍ତ ବରଗଡ଼: ଅଟୋ ଚାଳକଙ୍କୁ ସାଇଡ୍‌ ଦେବାକୁ କହିବାରୁ ଭୁଜାଲି ମାଡ଼, ଭୟଭୀତ ସହରବାସୀ…

ବରଗଡ଼, ୨୪।୩ (ପ୍ରେମାନନ୍ଦ ଖମାରୀ): କିଛି ଦିନର ଶାନ୍ତି ପରେ ବରଗଡ଼ ସହର ପୁଣି ଅଶାନ୍ତ ହୋଇପଡ଼ିଛି। ମଙ୍ଗଳବାର ସନ୍ଧ୍ୟାରେ ସ୍ଥାନୀୟ ଟାଉନ ଥାନା ସମ୍ମୁଖ ହାଟପଦା ଅଞ୍ଚଳରେ ଜଣେ ଯୁବକଙ୍କୁ ସଂଘବଦ୍ଧ ଭୁଜାଲି ମାଡ଼ ହୋଇଛି। ଏହି ଆକ୍ରମଣରେ ୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?