ଦଶପଲ୍ଲାରେ ଚାଞ୍ଚଲ୍ୟ: ୩ ଦିନ ଧରି ନିଖୋଜ ବିରଞ୍ଚିଙ୍କ ମୃତଦେହ ମାଟି ତଳୁ ଉଦ୍ଧାର, ଘଟଣାସ୍ଥଳରେ…
ନୟାଗଡ଼,୧।୧୧(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଦଶପଲା ଥାନା ଟାକରା ପଞ୍ଚାୟତ ଅସନିବେରେଣା ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗତ ୩ ଦିନ ଧରି ନିଖୋଜ ଥିବା ବିରଞ୍ଚି ନାଏକ ନାମକ ଜଣେ ବ୍ୟକ୍ତିଙ୍କ ମୃତଦେହ ରବିବାର ମାଟି ତଳୁ…
ବୋଲେରୋରେ ପିଛା କରି ବାଇକ୍ ଅଟକାଇଲେ, ମାଡ଼ ମାରି ମଉସାଙ୍କ ମୁଣ୍ଡ ଫଟାଇଥିଲେ; ପୁତୁରା ଗିରଫ, ଜେଲ୍କୁ ଗଲେ…
ଦିଗପହଣ୍ଡି,୧।୧୧(ଅଶେଷ ନାଥ ମିଶ୍ର): ପାରିବାରିକ କଳହକୁ ନେଇ ମଉସାଙ୍କୁ ହତ୍ୟା ଉଦ୍ୟମ ଘଟଣାରେ ଅଭିଯୁକ୍ତ ପୁତୁରାଙ୍କୁ ପୋଲିସ ଗିରଫ କରି କୋର୍ଟଚାଲାଣ କରିଛି। ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍ ପୋଡ଼ାମାରି ଗ୍ରାମ ଗେଟ୍ ସାହିର କେ. କାହ୍ନା ପାତ୍ର (୨୩)ଙ୍କୁ ପାଟପୁର…
ତ୍ରିଲୋଚନ ହତ୍ୟାକାଣ୍ଡ ଘଟଣା: ସିନ୍ ରିକ୍ରିଏଶନ କଲା ପୋଲିସ, ଗୋଟି ଗୋଟି କରି ସତ ବଖାଣିଲେ ଅପରାଧୀ
ପାଟଣା,୩୦ା୧୦(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନାରେ କାର୍ଯ୍ୟରତ ମହିଳା କନଷ୍ଟେବଳ ତୁଳସୀ ମହାନ୍ତଙ୍କ ସ୍ବାମୀ ତଥା ବ୍ୟବସାୟୀ ତ୍ରିଲୋଚନ ମହାନ୍ତଙ୍କ ହତ୍ୟାକାଣ୍ଡର ଏକ ମାସ ପରେ ପୋଲିସ ହତ୍ୟାକାଣ୍ଡ ଉପରୁ ପର୍ଦ୍ଦା ଉଠାଇଛି। ଶୁକ୍ରବାର ହତ୍ୟାକାଣ୍ଡର ରହସ୍ୟ ଉନ୍ମୋଚନ କରିବା…
ଚିକେନ୍ କିଣିବାକୁ ଯାଇ ବିବାହିତ ଯୁବକ ନିଖୋଜ: ସୁଇଚ୍ ଅଫ୍ ଅଛି ମୋବାଇଲ୍ ଫୋନ୍, ପାଟଣା ଥାନାର ଦ୍ୱାରସ୍ଥ…
ପାଟଣା, ୨୯।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲ୍ଲା ପାଟଣା ଥାନା ଅନ୍ତର୍ଗତ ସାଧୁପଡ଼ାରେ ଭଡ଼ାଘରେ ରହୁଥିବା ଜଣେ ବିବାହିତ ଯୁବକ ଚିକେନ୍ କିଣିବାକୁ ବଜାରକୁ ଯାଇ ସନ୍ଦେହଜନକ ଭାବେ ନିଖୋଜ ହୋଇଯାଇଛନ୍ତି। ନିଖୋଜ ଯୁବକ ଜଣକ ହେଉଛନ୍ତି ରାମଚନ୍ଦ୍ରପୁର ଥାନା…
ଡେରାବିଶ ବ୍ଲକରେ ୧.୦୬ କୋଟି ଟଙ୍କାର ସରକାରୀ ଅର୍ଥ ହଡ଼ପ: ସଦର ଥାନାରେ ବିଡ଼ିଓଙ୍କ ଏତଲା, ବରିଷ୍ଠ କିରାଣୀ ଫେରାର
ଡେରାବିଶ, ୨୯।୧୦ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକରେ କାର୍ଯ୍ୟରତ ବରିଷ୍ଠ କିରାଣୀ ଶଶିକାନ୍ତ ରଣା ଚଞ୍ଚକତା କରି ୧ କୋଟି ୬ ଲକ୍ଷ ୩ ହଜାର ୫୯୫ ଟଙ୍କାର ସରକାରୀ ଅର୍ଥ ହଡ଼ପ କରିଥିବା ସାଙ୍ଘାତିକ ଅଭିଯୋଗ…
ପଣ୍ଡିତରାୟ ସାହି ଜୁଆ ଆଡ୍ଡା ଉପରେ ପୋଲିସର ଅତର୍କିତ ଚଢ଼ାଉ: ୧୧ ଜୁଆଡ଼ି ଗିରଫ, ଅନ୍ଧାରର ସୁଯୋଗ ନେଇ…
ଦିଗପହଣ୍ଡି/ଚିକିଟି, ୨୮।୧୦(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ପଣ୍ଡିତରାୟ ସାହିରେ ଚାଲିଥିବା ଜୁଆ ଆଡ୍ଡା ଉପରେ ଚିକିଟି ଫାଣ୍ଡି ପୋଲିସ୍ ଅତର୍କିତ ଚଢ଼ାଉ କରି ୧୧ ଜଣ ଜୁଆଡ଼ିଙ୍କୁ ଗିରଫ କରିଛି। ଚଢ଼ାଉ ସମୟରେ ଜୁଆଡ଼ିଙ୍କ ନିକଟରୁ…
ଡେରାବିଶ ବ୍ଲକ୍ରେ କୋଟିଏରୁ ଉର୍ଦ୍ଧ୍ୱ ଟଙ୍କାର ସରକାରୀ ଅର୍ଥ ହଡ଼ପ: ସିନିୟର ଆସିଷ୍ଟାଣ୍ଟଙ୍କ ନାଁରେ ଅଭିଯୋଗ, ତଦନ୍ତ ପାଇଁ…
ଡେରାବିଶ, ୨୮।୧୦(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ୍ରେ ଏକ ବଡ଼ଧରଣର ସରକାରୀ ଅର୍ଥ ହେରଫେର ଓ ଦୁର୍ନୀତିର ପର୍ଦ୍ଦାଫାଶ ହୋଇଛି। ବ୍ଲକ୍ରେ କାର୍ଯ୍ୟରତ ସିନିୟର ଆସିଷ୍ଟାଣ୍ଟ ଶଶିକାନ୍ତ ରଣା ୧ କୋଟି ୬ ଲକ୍ଷ ୩ ହଜାର ୫୯୫…
ଘରେ ପଶି ବୃଦ୍ଧଙ୍କୁ ଠେଙ୍ଗାରେ ମାଡ଼, ରକ୍ଷା କରିବାକୁ ଆସି ଆକ୍ରମଣର ଶିକାର ହେଲେ ଦିବ୍ୟାଙ୍ଗ ଝିଅ, ପଡ଼ୋଶୀଙ୍କ ନାମରେ…
ଦିଗପହଣ୍ଡି, ୨୭।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ବଳରାମ ନଗରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ବୃଦ୍ଧ ଓ ତାଙ୍କ ଦିବ୍ୟାଙ୍ଗ ଝିଅଙ୍କୁ ସଙ୍ଘବଦ୍ଧ ଭାବେ ଠେଙ୍ଗାରେ…
ଅଳଙ୍କାର ସଫା କରିବା ବାହାନାରେ ଲୁଟ୍: ମହିଳାଙ୍କୁ ଚକମା ଦେଇ ସୁନା ଚେନ୍-ମୁଦି ନେଇ ଚମ୍ପଟ ମାରିଲେ…
ଗଞ୍ଜାମ, ୨୭।୧୦(ବିଦ୍ୟାଧର ସାହୁ): ଘରେ କୌଣସି ପୁରୁଷ ଲୋକ ନ ଥିବାର ସୁଯୋଗ ନେଇ ସୁନା-ରୁପା ଅଳଙ୍କାର ସଫା କରିବା ବାହାନାରେ ଜଣେ ମହିଳାଙ୍କଠାରୁ ଲକ୍ଷାଧିକ ଟଙ୍କାର ସୁନା ଚେନ୍ ଓ ମୁଦି ଲୁଟି ନେଇଛନ୍ତି ଦୁଇଜଣ ଦୁର୍ବୃତ୍ତ। ଏହିପରି ଏକ…
ଜଙ୍ଗଲରୁ ମିଳିଲା କବିରାଜଙ୍କ ମୃତଦେହ, କେହି ହତ୍ୟା କରି ଫିଙ୍ଗି ଦେଇ…
ବାରିପଦା,୨୬ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବିଜାତଳା ବ୍ଲକ ଅନ୍ତର୍ଗତ ଖେଜୁରୀ ଓ କାକୁଡ଼ିରୁମା ଜଙ୍ଗଲ ମଧ୍ୟବର୍ତ୍ତୀ ଅଞ୍ଚଳରୁ ଜଣେ କବିରାଜଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ହେଲେ ଗୋରୁମହିଷାଣି ଥାନା ଅନ୍ତର୍ଗତ ତାଣ୍ଡିପାଣି ଗ୍ରାମର ରାମେଶ୍ୱର ପିଙ୍ଗୁଆ (୪୫)। ତାଙ୍କୁ…
ଘର ତାଲା ଭାଙ୍ଗି ଦୁର୍ବୃତ୍ତ ଲୁଟି ନେଲେ ୨୦ ଭରି ସୁନା ଅଳଙ୍କାର ସହ ସ୍କୁଟି
ଦିଗପହଣ୍ଡି,୨୫ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ୧ ନଂ ଓ୍ବାର୍ଡ ପୁଞ୍ଜିକୟଁା ଛକ ବିଷଧର ନଗରରେ ରହୁଥିବା ପ୍ରଧାନଶିକ୍ଷକ ପଦ୍ମନ ଶବରଙ୍କ ଘର ଗ୍ରୀଲ୍ ଓ କବାଟ ତାଲା ଭାଙ୍ଗି କିଛି ଦୁର୍ବୃତ୍ତ ଆଲମିରା ଚାବି ତାଡ଼ି ସେଥିରେ…
ଦିଗପହଣ୍ଡିରେ କଲେଜ ନିର୍ବାଚନ ପରବର୍ତ୍ତୀ ହିଂସା ଓ ହତ୍ୟା ଉଦ୍ୟମ: ପୁଣି ୨ ଅଣଛାତ୍ର ଗିରଫ, ଜେଲ୍ ଗଲେ…
ଦିଗପହଣ୍ଡି, ୨୪।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ଛାତ୍ର ନିର୍ବାଚନ ପରବର୍ତ୍ତୀ ହିଂସାକାଣ୍ଡ ଓ ହତ୍ୟା ଉଦ୍ୟମ ଘଟଣାରେ ପୋଲିସକୁ ବଡ଼ ସଫଳତା ମିଳିଛି। ଏହି ଘଟଣାରେ ସମ୍ପୃକ୍ତ ଅନ୍ୟ ୨ ଜଣ ଅଣଛାତ୍ରଙ୍କୁ…

