ରାସ୍ତାକଡ଼ରେ ପଡ଼ିଛି ଅଜଣା ବ୍ୟକ୍ତିଙ୍କ ଗଳିତ ମୃତଦେହ,ପରିଚୟ ଖୋଜୁଛି ପୋଲିସ; ହତ୍ୟା କରି ନା…?
ବେଲଗୁଣ୍ଠା,୧୦।୩(କୃଷ୍ଣଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ଭଞ୍ଜନଗର-ବେଲଗୁଣ୍ଠା ମୁଖ୍ୟ ରାସ୍ତାର ନୂଆଗାଁ ନିକଟରୁ ମଙ୍ଗଳବାର ପୂର୍ବାହ୍ନରେ ଜଣେ ଅଜଣା ବ୍ୟକ୍ତିଙ୍କ ଗଳିତ ମୃତଦେହ ଉଦ୍ଧାର କରାଯାଇଛି। ମୃତଦେହଟି ସମ୍ପୂର୍ଣ୍ଣ ପଚି ଯାଇଥିବାରୁ ମୃତକଙ୍କ ପରିଚୟ ମିଳିପାରି ନାହିଁ। ସୂଚନାନୁଯାୟୀ, ସକାଳେ ଉକ୍ତ ରାସ୍ତା…
ଉତ୍ତରପ୍ରଦେଶର ୬ ଯୁବକଙ୍କୁ ବାନ୍ଧିଲା ପୋଲିସ, ବୁଲିବୁଲି ବିକ୍ରି କରୁଥିଲେ…
ଭଞ୍ଜନଗର,୯ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ତାରସିଂ ଥାନା ପୋଲିସ ସୋମବାର ଉତ୍ତରପ୍ରଦେଶର ୬ ଜଣ ଯୁବକଙ୍କୁ ଗିରଫ କରି ଭଞ୍ଜନଗର କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତମାନେ ଭଞ୍ଜନଗର ଅଞ୍ଚଳର ବିଭିନ୍ନ ଗ୍ରାମରେ ବୁଲିବୁଲି କିଛି ନାମୀଦାମୀ କମ୍ପାନୀର ଜିନିଷକୁ କମ୍…
ହିନ୍ଦୁ ଯୁବତୀଙ୍କୁ ମୁସଲମାନ ଯୁବକଙ୍କ ପ୍ରତାରଣା: ହୋଟେଲରେ ରଖି ଦେଉଥିଲେ ନିର୍ଯାତନା, ଶାରୀରିକ ସମ୍ପର୍କ ରଖିବା ସହ…
ଭୁବନେଶ୍ୱର,୯ା୩ (ତ୍ରିନାଥ ମହାନ୍ତି): ଜଣେ ହିନ୍ଦୁ ଯୁବତୀଙ୍କୁ ଜନୈକ ମୁସଲମାନ ଯୁବକ ପ୍ରେମ ପ୍ରତାରଣା କରିଛନ୍ତି। ଯୁବକ ଜଣକ ମୁସଲମାନ ବୋଲି ନ ଜଣାଇ ଯୁବତୀଙ୍କୁ ପ୍ରଥମେ ପ୍ରେମରେ ଫସାଇଥିଲେ। ପରେ ତାଙ୍କ ସହ ଶାରୀରିକ ସମ୍ପର୍କ ରଖିବା ସହ ଧର୍ମ…
ଘରକୁ ଫେରିବାବେଳେ ଅଟକାଇ ଜଣଙ୍କୁ ହତ୍ୟା କଲେ ଦୁର୍ବୃତ୍ତ, ଜଣେ ଗୁରୁତର
ବଘିଆପଡ଼ା,୯ା୩(ଶ୍ରୀକାନ୍ତ ସାହୁ): ବୌଦ୍ଧ ଜିଲା ହରିପୁର ଛକରେ ଏକ ହତ୍ୟାକାଣ୍ଡ ହୋଇଛି। ତେବେ ପୂର୍ବ ଶତ୍ରୁତାକୁ ନେଇ ଏହି ହତ୍ୟା ହୋଇଥିବା ଜଣାପଡ଼ିଛି। ସୂଚନା ମୁତାବକ, ବୌଦ୍ଧ ଥାନାର ମୁଣ୍ଡାପଡ଼ା ଗ୍ରାମର ଶାନ୍ତନୁ ଝାଙ୍କର ( ୩୪) ଓ ବାସୁଦେବ ଝାଙ୍କର…
ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…
ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ହେଲେ ପୁରୁଷୋତ୍ତମ ମହାନ୍ତ। ସୂଚନାନୁଯାୟୀ, ଦେବେନ୍ଦ୍ର…
ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…
ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ ହେଲେ ୧୧୦ ବର୍ଷର ବଟ ମଲ୍ଲିକ। ସେ ତାଙ୍କର ବିଧବା ବୋହୂ, ନାତୁଣୀ…
ବରଗଡ଼ରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା, ସ୍ପଷ୍ଟ ଦିବାଲୋକରେ ଟ୍ରକ୍ ଚାଳକଙ୍କୁ ଛୁରାମାଡ଼
ବରଗଡ଼,୭ା୩(ପ୍ରେମାନନ୍ଦ ଖମାରୀ): ଶାନ୍ତିପ୍ରିୟ ବରଗଡ଼ ଜିଲାରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇପଡ଼ିଛି। ଦିନ ଦ୍ବିପ୍ରହରରେ ଏଠାକାର ବିଚ୍ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି। ଛୁରି, ଭୁଜାଲି ଆକ୍ରମଣରେ ଲୋକେ ଗୁରୁତର ହେଉଛନ୍ତି। ବିଭିନ୍ନ ସମୟରେ ଆକ୍ରମଣ ଯୋଗୁ ଲୋକଙ୍କ ଜୀବନ…
ସ୍ତ୍ରୀଙ୍କୁ ପିଟିପିଟି ମାରିଦେଲେ ସ୍ବାମୀ, ପୋଲିସ ପଚାରିବାରୁ କହିଲେ କାଲି ରାତିର ଘଟଣା…
ଦେବଗଡ଼,୭ା୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ବମ୍ପରଡ଼ା ଆଇଆରବି ବାଟାଲିୟନ ପଛପାଖରୁ ଜଣେ ମହିଳାଙ୍କ ମୃତଦେହ ଜବତ ହେଇଥିବା ଜଣାପଡ଼ିଛି। ତେବେ ଘରୋଇ କଳିରୁ ସ୍ତ୍ରୀଙ୍କ ପିଟିପିଟି ସ୍ବାମୀ ହତ୍ୟା କରିଥିବା ଅନୁମାନ କରାଯାଉଛି। ଅଭିଯୁକ୍ତ ସ୍ବାମୀକୁ ପୋଲିସ…
୭ ବର୍ଷର ଶିଶୁକୁ ଅପହରଣ କରି ଗଳାକାଟି ହତ୍ୟା: ଟଙ୍କାମାଗିଲେ, ପରେ ମୃତଦେହ ବସ୍ତାରେ ବାନ୍ଧି…
ବିଷମକଟକ,୭।୩(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ ଅନ୍ତର୍ଗତ ଚାଟିକଣା ଅଞ୍ଚଳରେ ଜଣେ ୭ ବର୍ଷର ଶିଶୁକୁ ଅପହରଣ ପରେ ଗଳାକାଟି ହତ୍ୟା କରାଯିବା ଘଟଣା ସମଗ୍ର ରାୟଗଡ଼ା ଜିଲାରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ସୂଚନାମୁତାବକ, ଚାଟିକଣାସ୍ଥିତ ପୁରୁଣା ଷ୍ଟେଶନ…
ସାଙ୍ଗମାନଙ୍କ ସହ ଖେଳୁଥିଲାବେଳେ ନାବାଳିକାଙ୍କୁ ବଳାତ୍କାର, ଆସାମୀଙ୍କୁ ଅଦାଲତ ଶୁଣାଇଲେ ଏହି ରାୟ…
କଟକ,୬ା୩(ପ୍ରଭୁକଲ୍ୟାଣ ପାଲ): ନାବାଳିକା ବଳାତ୍କାର ମାମଲାରେ ଆସାମୀକୁ ଶୁକ୍ରବାର ସଜା ଶୁଣାଇଛନ୍ତି କଟକ ସ୍ବତନ୍ତ୍ର ପୋକ୍ସୋ ଅଦାଲତ। ଆସାମୀ କୃଷ୍ଣଚନ୍ଦ୍ର ମଲ୍ଲିକଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ ସଜା ଶୁଣାଇଛନ୍ତି କୋର୍ଟ। ଜରିମାନା ବାବଦ ୨୦,୦୦୦ ଟଙ୍କା ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ।…
ସ୍ବାମୀ ସହ ମିଶି ପ୍ରେମିକଙ୍କୁ ହତ୍ୟା, ସ୍ପଷ୍ଟ ଦିବାଲୋକରେ ଛୁରୀ ଭୁସି…..
ମୁମ୍ବାଇ,୬।୩: ନାଗପୁର ଜିଲାର ଖପରଖେଡା ଅଞ୍ଚଳରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ଦିନ ସ୍ପଷ୍ଟ ଦିବାଲୋକରେ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ଖପରଖେଡା-କୋରାଡି ରାସ୍ତାରେ ଜଣେ ସ୍ୱାମୀ-ସ୍ତ୍ରୀ ଜଣେ ଯୁବକଙ୍କୁ…
ଅରଖପୁର ଗୁଳିକାଣ୍ଡ: ଅଭିଯୋଗକାରୀ ହିଁ ନିଜେ ସୂତ୍ରଧର, ରଚିଥିଲେ ହାଇ-ଭୋଲଟେଜ୍ ନାଟକ, ପର୍ଦ୍ଦାଫାଶ କଲା…
ପୁରୁଷୋତ୍ତମପୁର, ୫।୩ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଅରଖପୁର ଗ୍ରାମରେ ଚାଞ୍ଚଲ୍ୟ ଖେଳାଇଥିବା ଗୁଳିକାଣ୍ଡ ଘଟଣାର ରହସ୍ୟ ଉପରୁ ପରଦା ହଟାଇଛି ପୋଲିସ। ଯେଉଁ ଯୁବକ ଜଣକ ଗୁଳିମାଡ଼ର ଶିକାର ହୋଇଥିବା ଅଭିଯୋଗ କରିଥିଲେ, ସେ ନିଜେ…

