ଅପରାଧ

ବସ୍‌କୁ ଅପେକ୍ଷା କରିଥିଲେ, ପିଟି ଦେଲା ତେଲ ଟ୍ୟାଙ୍କର; ଘଟଣାସ୍ଥଳରେ ଲିୟନ…

ଦିଗପହଣ୍ଡି,୧ା୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି-ତପ୍ତପାଣି ମୁଖ୍ୟ ରାସ୍ତାର ପୋଡ଼ାମାରୀ ଗ୍ରାମ ବନବିଭାଗ କାର୍ଯ୍ୟାଳୟ ସମ୍ମୁଖରେ ଏକ ତେଲ ଟ୍ୟାଙ୍କର ଧକ୍କାରେ ଜଣେ ୩ ବର୍ଷର ଶିଶୁ ଗୁରୁତର ହୋଇଛନ୍ତି। ସେ ହେଲେ ଲିୟନ ଗମାଙ୍ଗ। ତାଙ୍କ ଘର ଗଜପତି ଜିଲା ମୋହନା…

ରାତିର ସୁଯୋଗ ନେଇ ଘରେ ପଶି ନାବାଳିକାଙ୍କୁ କରିଥିଲେ ବଳାତ୍କାର, ବ୍ରହ୍ମପୁର ଜେଲ୍‌କୁ ଗଲେ ମୁରଲୀ

ଦିଗପହଣ୍ଡି,୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗ୍ରାମରେ ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ବାଳତ୍କାର ଘଟଣାରେ ପୋଲିସ ଅଭିଯୁକ୍ତ ମୁରଲୀ ବେହେରାଙ୍କୁ ଗିରଫ କରି ମଙ୍ଗଳବାର ବ୍ରହ୍ମପୁର ପୋକ୍ସ କୋର୍ଟକୁ ଚାଲାଣ କରିଛନ୍ତି। ଥାନା ମାମଲା…

ଗଞ୍ଜାମରେ ପୁଣି ଚାଞ୍ଚଲ୍ୟ: ଗେଷ୍ଟ ହାଉସ୍‌କୁ ପ୍ରେମିକାଙ୍କୁ ଆଣିି ଛୁରୀ ଭୂଷି ହତ୍ୟା, ଥାନାରେ ଆତ୍ମସମର୍ପଣ କରି…

ବ୍ରହ୍ମପୁର, ୧।୭(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲାରେ ଆଇନଶୃଙ୍ଖଳା ଦିନକୁ ଦିନ ବିପର୍ଯ୍ୟସ୍ତ ହେବାରେ ଲାଗିଛି। ଛାତ୍ରୀଙ୍କୁ ଗଣବଳାତ୍କାର ଘଟଣାକୁ ଜାତୀୟସ୍ତରରେ ନିନ୍ଦା କରାଯାଉଛି। ନାବାଳିକା ବଳାତ୍କାର ଘଟଣା ଦିନକୁ ଦିନ ବଢୁଛି। ସେହି ଅନୁପାତରେ ଗତ ୪ ଦିନ ମଧ୍ୟରେ…

ଶିଶୁକନ୍ୟାକୁ ନୀଳ ବାସ୍କେଟ୍‌ରେ ପୂରାଇ ରାସ୍ତା ଉପରେ ଛାଡ଼ି ଦେଇଗଲେ ମା’-ବାପା, ଲେଖିଦେଇ ଗଲେ‘Sorry’

ମୁମ୍ବାଇ,୩୦ା୬: ମହାରାଷ୍ଟ୍ରର ନଭି ମୁମ୍ବାଇରେ ଏକ ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି। ୩ ଦିନର ଏକ ଶିଶୁକନ୍ୟାକୁ ଟୋକେଇରେ ପୂରାଇ ରାସ୍ତାକଡ଼ରେ କେହି ନିଷ୍ଠୁର ମାଆ-ବାପା ଛାଡ଼ି ଚାଲିଯାଇଛନ୍ତି। ଏହା ସହିତ ଏକ କାଗଜରେ ‘Sorry’ ଲେଖିବା ସହ ଛାଡ଼ିବାର…

‘୫୦୦ ଟଙ୍କା ନେଇ କାହା ସହ ବୁଲି ଯାଇଥିଲୁ?’ ଚରିତ୍ରକୁ ସନ୍ଦେହ କରି ସ୍ତ୍ରୀଙ୍କ ଜୀବନ ନେଇଗଲେ ସ୍ବାମୀ

ରାଉରକେଲା,୨୮।୬(ସଂଗୀତା ଜେନା): ଦକ୍ଷିଣ ରାଉରକେଲା ଜଳଦା “ଏ” ବ୍ଲକ ଅନ୍ତର୍ଗତ ଫେଟ୍‌ କଲ୍‌ ଛକ ସ୍ଥିତ ହାଟିନଟୋଲା ବସ୍ତିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଚରିତ୍ରକୁ ସନ୍ଦେହ ସହ ମାତ୍ର ୫ଶହ ଟଙ୍କା ପାଇଁ ସ୍ତ୍ରୀଙ୍କ ଜୀବନ ନେଇଯାଇଛନ୍ତି। ମୃତକ ହେଲେ…

ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ, ବିଭିନ୍ନ ସ୍ଥାନରେ ରହିଛି ଦାମୀ ଫ୍ଲାଟ୍‌ ସହ…

ବ୍ରହ୍ମପୁର,୨୮ା୬(ସୁବାସ ଚନ୍ଦ୍ର ପାଢ଼ୀ): ସହକାରୀ ଯନ୍ତ୍ରୀଙ୍କୁ ମହଙ୍ଗା ପଡ଼ିଛି କୋଟିପତି ହେବା ନିଶା। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଯନ୍ତ୍ରୀ। ଓଡ଼ିଶା ଭିଜିଲାନ୍ସ ବିଭାଗ ପକ୍ଷରୁ ଗଞ୍ଜାମ ବ୍ଲକର ସହକାରୀ ଯନ୍ତ୍ରୀ ସୁଶୀଲ କୁମାର ପଣ୍ଡାଙ୍କ…

ମା’ଙ୍କୁ ଲୁହା ପାଇପ୍‌ରେ ପିଟିପିଟି ହତ୍ୟା କଲେ ପୁଅ, ଘରେ କେହି ନ ଥିବା ବେଳେ…

ଦିଗପହଣ୍ଡି,୨୬ା୬(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ କରବାଲୁଆ ଗ୍ରାମ ବନ୍ଧ ସାହିର ଉଲି ବେହେରା(୫୫)ଙ୍କୁ ଗୁରୁବାର ମଧ୍ୟାହ୍ନରେ ତାଙ୍କ ପୁଅ ସନ୍ତୋଷ ବେହେରା(୩୯) ଲୁହା ପାଇପ୍‌ରେ ପିଟିପିଟି ହତ୍ୟା କରିଥିବା ଅଭିଯୋଗ ହୋଇଛି। ଖବରପାଇ ଚିକିଟି…

ଜୀବନରୁ ମାରିଦେବି କହି ଡିଟୋନେଟର ଖଞ୍ଜିଥିଲେ, ଶୋଇଥିବା ବେଳେ ହେଲା ବିସ୍ଫୋରଣ, ତା ପରେ…

ଦିଗପହଣ୍ଡି,୨୫।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଗୋକର୍ଣ୍ଣପୁର ଗ୍ରାମରେ ପୂର୍ବ ଶତୃତାକୁ କେନ୍ଦ୍ରକରି ଇ. ମୁନା ଦୋରାଙ୍କ ଘରକୁ ଡିଟୋନେଟର ସାହାଯ୍ୟରେ ବିସ୍ଫୋରଣ ଘଟାଇ ତାଙ୍କ ସପରିବାରକୁ ହତ୍ୟା ଉଦ୍ୟମ ଅଭିଯୋଗରେ ପୋଲିସ ଗୁରୁବାର ଅଭିଯୁକ୍ତ ଯୁବକଙ୍କୁ…

ରାଜା ରଘୁବଂଶୀ ହତ୍ୟା ମାମଲାରେ ଏହି ୫ ଜିନିଷ ଖୋଜୁଛି ପୋଲିସ, ପ୍ରମାଣ ମିଳିଗଲେ…

ଶିଲଂ,୨୫ା୬: ଇନ୍ଦୋରର ବ୍ୟବସାୟୀ ରାଜା ରଘୁବଂଶୀ ହତ୍ୟା ମାମଲାରେ ୮ ଅଭିଯୁକ୍ତ ପୋଲିସ ହେପାଜତରେ ଅଛନ୍ତି। ଏଥିରେ ତିନି ଜଣ ହତ୍ୟାକାରୀ, ଦୁଇ ଜଣ ଷଡ଼ଯନ୍ତ୍ରକାରୀ ଏବଂ ତିନି ଜଣ ପ୍ରମାଣ ନଷ୍ଟକାରୀ ସାମିଲ ଅଛନ୍ତି। ପୋଲିସ ହତ୍ୟା ସହିତ ଜଡ଼ିତ…

ବେଳାଭୂମିରେ କଲେଜ ଛାତ୍ରୀଙ୍କୁ ଗଣବଳାତ୍କାର ଘଟଣା: ୬ ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେଲା କ୍ରାଇମ୍‌ବ୍ରାଞ୍ଚ

ଗୋପାଳପୁର, ୨୪।୬(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମିରେ କଲେଜ ଛାତ୍ରୀଙ୍କୁ ଗଣବଳାତ୍କାର ଘଟଣା ଏବେ କ୍ରାଇମବ୍ରାଞ୍ଚ (ସିଏଡବ୍ଲୁ) ତଦନ୍ତ କରୁଛି। ବ୍ରହ୍ମପୁର ପ୍ରଥମଶ୍ରେଣୀ ବିଚାର ବିଭାଗୀୟ ମାଜ୍ରିଷ୍ଟେଟ କୋର୍ଟ (ଗ୍ରାମାଞ୍ଚଳ)ଙ୍କଠାରେ କ୍ରାଇମବ୍ରାଞ୍ଚ ପକ୍ଷରୁ ରିମାଣ୍ଡ ପାଇଁ ଆବେଦନ କରାଯାଇଥିବା…

ଗୋପାଳପୁର ଗଣବଳାତ୍କାର ଘଟଣା: ଅଭିଯୁକ୍ତଙ୍କ କ୍ରାଇମ୍‌ ସିନ୍‌ ସିସିଟିଭିରେ କଏଦ

ଭୁବନେଶ୍ୱର,୨୩ା୬: ଗୋପାଳପୁର ଗଣବଳାତ୍କାର ଘଟଣାରେ କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଅଭିଯୁକ୍ତଙ୍କ କ୍ରାଇମ୍‌ ସିନ୍‌ ସିସିଟିଭିରେ କଏଦ ହୋଇଛି। ଅଭିଯୁକ୍ତଙ୍କ ବିରୋଧରେ ମିଳିଛି ଗୁରୁତ୍ୱପୂର୍ଣ୍ଣ ଡିଜିଟାଲ ପ୍ରମାଣ। ଗିରଫ ୧୦ ଅଭିଯୁକ୍ତଙ୍କ…

ଯୁବକଙ୍କ ଉପରକୁ ୫ ରାଉଣ୍ଡ ଗୁଳି କଲେ ଦୁର୍ବୃତ୍ତ, ମେଡିକାଲରେ ଭର୍ତ୍ତି

ବାରିପଦା,୨୩ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ୧୮ ନମ୍ବର ଜାତୀୟ ରାଜପଥ ବାଇଗଣବାଡ଼ିଆ-କୁଚେଇ ମଝିରେ ସୋମବାର ଗୁଳିମାଡ଼ ହୋଇଛି। ଏଥିରେ ଜଣେ ଯୁବକ ଗୁରୁତର ହୋଇ ବାରିପଦା ମେଡିକାଲରେ ଚିକିତ୍ସିତ ହେଉଛନ୍ତି। ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ କଟକ ବଡ଼ ମେଡିକାଲକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri