ଅପରାଧ

ବେଆଇନ ଭାବରେ ଅନ୍‌ଲୋଡିଂ ହେଉଥିଲା ଶହଶହ ଜିଞ୍ଜର ବୋତଲ, ମାଡ଼ିବସିଲା ଅବକାରୀ ବିଭାଗ

ବାଲେଶ୍ୱର,୨୨ା୨(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ଭ୍ରାମ୍ୟମାଣ ଅବକାରୀ ୟୁନିଟ୍‌ ପକ୍ଷରୁ ରବିବାର ଚଢ଼ାଉ କରାଯାଇଛି। ସୋର ଥାନା ଅନ୍ତର୍ଗତ ଦୟାନିଧିପୁର ନିକଟ ଖେଳପଡ଼ିଆରେ ବେଆଇନ ଭାବେ ଏକ ଭ୍ୟାନ୍‌ରୁ ଜିଞ୍ଜର ଅନ ଲୋଡିଂ ହେଉଥିବା ଖବର ପାଇ ଅବକାରୀ ଅଧୀକ୍ଷକ ମନୋଜ…

ମଦ ପିଇବାକୁ ବାପାଙ୍କୁ ମାଗିଲେ ଟଙ୍କା ନଦେବାରୁ ହାଣିଲେ…

ଦିଗପହଣ୍ଡି,୨୨|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ିି ପଞ୍ଚାୟତ ଦସିପୁର ଗାଁ ରେ ଶନିବାର ରାତି ପ୍ରାୟ ୧ ଟାରେ ଘଟିଯାଇଛି ଏକ ଅଘଟଣ।ପାରିବାରିକ ହିଂସା କାରଣରୁ ଗ୍ରାମର କେ.ବୁଲୁ ରେଡ୍ଡୀ(୫୨) ଙ୍କୁ ତାଙ୍କ ଏକମାତ୍ର ପୁଅ…

ଜେଲ ଗଲେ କୋଟିପତି ଫରେଷ୍ଟର: ଆୟରୁ ୪୭୦ ଶତକଡ଼ା ଅଧିକ ସମ୍ପତ୍ତି କରିଥିଲେ ଠୁଳ, ୪ କୋଟିର ମାଲିକ

ଭବାନୀପାଟଣା,୨୧।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ରେଞ୍ଜର ଭଟାଙ୍ଗପଦର ଫରେଷ୍ଟର ଭାଗବତ ଭୂଷଣ ବେହେରା ଶୁକ୍ରବାର ଭିଜିଲାନ୍ସ ଜାଲରେ ପଡିଥିଲେ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭବାନୀପାଟଣା ସ୍ପେଶାଲ ବିଚାରପତି ସର୍ଚ୍ଚ ୱାରେଣ୍ଟ ଆଧାରରେ ଭିଜିଲାନ୍ସ ଟିମ ୩ ଟି…

ଜମିରେ ପଡ଼ିଛି ମୃତଦେହ, ଉପରେ ପଡ଼ିଛି ସାଇକେଲ, ହତ୍ୟା ଅଭିଯୋଗ ଆଣି…

ଦେବଗଡ଼,୨୧ା୨(ଶଶାଙ୍କ ଶେଖର ଝାଙ୍କର ): ଦେବଗଡ଼ ଜିଲା ବାରକୋଟ ଥାନା ଦଣ୍ଡାସିଂହା ଗ୍ରାମ ନିକଟ ରାସ୍ତାକଡ଼ରୁ ଏକ ମୃତଦେହ ଜବତ ହୋଇଛି। ମୃତକ ଦଣ୍ଡାସିଂହା ଗ୍ରାମର ଶଙ୍କର ଦେହୁରୀ ବୋଲି ଜଣାପଡ଼ିଛି। ରାସ୍ତାକଡ଼ ଚାଷଜମି ଭିତରେ ଶଙ୍କରଙ୍କ ମୃତଦେହ ପଡ଼ିଥିବାବେଳେ ଉପରେ…

ଯୁବକଙ୍କୁ ହତ୍ୟା କରି ଫିଙ୍ଗିଦେଲେ ଦୁର୍ବୃତ୍ତ

ଛତ୍ରପୁର,୨୦ା୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରରେ ଯୁବକଙ୍କୁ ସଂଘବଦ୍ଧ ଭାବେ ହତ୍ୟା କରାଯାଇଛି। ଛତ୍ରପୁର ଥାନା ଅଧୀନ ରିକାପଲ୍ଲୀ ଗେଟ୍‌ ପାଖରେ ହତ୍ୟା କରାଯାଇଥିବା ଦେଖିବାକୁ ମିଳିଛି। ମୃତକ ଜଣକ ହେଲେ ଛତ୍ରପୁର ଥାନା ଅରୁଗୁଣୀ ଗ୍ରାମର ଆର. ରାଜା ରାଓ।…

ପୁରୁଣା ସୁନାକୁ ନୂଆ ଭଳି କରିବା ବାହାନାରେ ସୁନା ଚୋରି, ୬ ମହିଳାଙ୍କୁ କୋର୍ଟ ଚାଲାଣ କଲା…

ଲାଞ୍ଜିଗଡ଼,୧୯ା୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜି ପଞ୍ଚାୟତ ଅଞ୍ଚଳରେ ସୁନା ଚୋରି ମାମଲାରେ ବୁଧବାର ବିଶ୍ୱନାଥପୁର ଥାନା ପୋଲିସ ୬ ମହିଳାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ ହେଲେ ଛତିଶଗଡ ରାଜ୍ୟ ସରଗୁଜା ଜିଲା…

ପଦ୍ମପୁର ତହସିଲଦାରଙ୍କୁ ନିଲମ୍ବନ କଲେ ସରକାର

ବରଗଡ଼,୧୯ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପଦ୍ମପୁର ତହସିଲଦାର ବିପିନ କୁମାର ପ୍ରଧାନଙ୍କୁ ଦୁର୍ନୀତି ଅଭିଯୋଗରେ ନିଲମ୍ବନ କରିଛନ୍ତି ରାଜ୍ୟ ସରକାର। ଜିଲାପାଳଙ୍କ ରିପୋର୍ଟ ଆଧାରରେ ପଦ୍ମପୁରର ତହସିଲଦାରଙ୍କୁ ନିଲମ୍ବନ କରାଯାଇଛି। ରାଜସ୍ବ ବିଭାଗରେ କୌଣସି ପ୍ରକାର ଦୁର୍ନୀତିକୁ ବରଦାସ୍ତ କରାଯିବ ନାହିଁ…

ଯାତ୍ରା ଦେଖିବାକୁ ଯାଇଥିଲେ ପରିବାର ଲୋକେ, ଘରେ ପଶି…

ଖୋର୍ଦ୍ଧା,୧୯ା୨(ପ୍ରଭାତ ପାଣିଗ୍ରାହୀ): ଗାଁ ଗାଁରେ ମାତିଲେଣି ଚୋର। ଘରେ କେହି ନ ଥିବା ସୁଯୋଗ ନେଇ ଦିନରେ ଟାର୍ଗେଟ ଏବଂ ବିଳମ୍ବିତ ରାତିରେ ଘରେ ପଶି ଲୁଟ୍‌ କରୁଛନ୍ତି। ବୁଧବାର ବିଳମ୍ବିତ ରାତିରେ ବୋଲଗଡ଼ ଥାନା ବାଙ୍କୋଇ ଫାଣ୍ଡି ଅନ୍ତର୍ଗତ ଅସରଳା…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ କାର୍ଯ୍ୟରତ ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା ଲଗାଇଥିବା ଜଣାପଡ଼ିଛି। ଏହା ପୂର୍ବରୁ…

ଭବାନୀପାଟଣା ସହରରେ ଫୁଟିଲା ଗୁଳି

ଭବାନୀପାଟଣା,୧୮ା୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ବିବିସିପଡ଼ା ହନୁମାନ ମନ୍ଦିର ନିକଟରେ ମଙ୍ଗଳବାର ବିଳମ୍ବିତ ରାତିରେ ଗୁଳିକାଣ୍ଡ ହୋଇଛି। ସାମାନ୍ୟ ବଚସାରୁ ଜଣେ ମଦ୍ୟପ ଯୁବକ ଗୁଳିକାଣ୍ଡ ଘଟାଇଥିବା ସୂଚନା ମିଳିଛି। ଏହି ଘଟଣାରେ ୩ ଜଣ ଯୁବକଙ୍କୁ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି ସନ୍ଧ୍ୟାରେ କୋର୍ଟ ଚାଲାଣ କରିଛନ୍ତି। ଥାନା ମାମଲା ନଂ.୫୮/୨୬ ଅନୁଯାୟୀ ଜାମିନ ଆବେଦନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?