ଅପରାଧ

ଜମି ବିବାଦରୁ ହତ୍ୟା: ବଡ଼ଭାଇ ଖଣ୍ଡା ଚୋଟରେ ସାନଭାଇର ଜୀବନ ଗଲା

ସିମୁଳିଆ, ୧୫।୧୦(ଡି.ଏନ.ଏ.)-ଜମିବାଡ଼ି ବିବାଦକୁ କେନ୍ଦ୍ର କରି ମଙ୍ଗଳବାର ବାଲେଶ୍ୱର ଜିଲା ସିମୁଳିଆ ଥାନା ଖଇରା ବ୍ଲକ ବିଷ୍ଣୁପୁର ଗ୍ରାମରେ ଏକ ହତ୍ୟାକାଣ୍ଡ ଘଟିଛି। ବଡ଼ଭାଇ କୈଳାସ ମାଝି(୫୦)ଙ୍କ ଖଣ୍ଡା ଚୋଟରେ ସାନଭାଇ ସୁରେଶ(୩୭)ଙ୍କର ମୃତ୍ୟୁ ଘଟିଛି। ଏ ସମ୍ପର୍କରେ ମୃତ...

ମା’ବାପା ପୋଲିସ ଅଧିକାରୀ, ପୁଅ ନିଶା ବେପାରୀ

ପୁରୀ ଅଫିସ/ନିମାପଡ଼ା, ୧୪ା୧୦(ଡି.ଏନ୍‌.ଏ.): ମା’, ବାପା ଉଭୟ ପୋଲିସ ଅଧିକାରୀ। ମାତ୍ର ସେମାନଙ୍କର କଲେଜ ପଢୁଆ ପୁଅ ଜଣେ ନିଶା ବେପାରୀ। ବ୍ରାଉନସୁଗାର କାରବାର ଅଭିଯୋଗରେ ସୋମବାର ଅବକାରୀ ବିଭାଗ ହାତରେ ସମ୍ପୃକ୍ତ ଯୁବକ ଧରାପଡ଼ିବା ପରେ ଏହି ଘଟଣା...

ବିଜେପୁରରେ ବିଆର୍‌ସି ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ପାଇଖାନା ବିଲ୍‌ ବିବାଦ ହତ୍ୟାର କାରଣ, ୩ ଅଭିଯୁକ୍ତ ଗିରଫ

ବରଗଡ଼ ଅଫିସ/ବିଜେପୁର,୧୫।୧୦- ବରଗଡ଼ ଜିଲା ବିଜେପୁର ନିକଟ ବାଉଁଶପୋଲା ଡମ୍ପିଂୟାର୍ଡରୁ ଆରଡବ୍ଲୁଏସ୍‌ଏସ୍‌ ବିଭାଗ ଅଧୀନ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମର ଗୋଷ୍ଠୀ ସାଧନ ସଂଯୋଜକ (ବିଆର୍‌ସି) ତରଣୀସେନ ମହଲାଙ୍କ ମୃତଦେହ ଉଦ୍ଧାର ଘଟଣାର ପର୍ଦ୍ଦାଫାଶ ହୋଇଛି। ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ ଯୋଜନାର...

ବିଭିନ୍ନ ଜୁଆ ଆଡ୍ଡାରେ ଚଢ଼ାଉ: ୫୦ ଜୁଆଡ଼ି ଗିରଫ,୨ ଲକ୍ଷରୁ ଊର୍ଦ୍ଧ୍ୱ ଜବତ

ବ୍ରହ୍ମପୁର ଅଫିସ,୧୪।୧୦: ବ୍ରହ୍ମପୁର ପୋଲିସ ରବିବାର ରାତିରେ ଜିଲାର ବିଭିନ୍ନ ଜୁଆ ଆଡ୍ଡା ଉପରେ ଚଢ଼ାଉକରି ୫୦ ଜୁଆଡ଼ିଙ୍କୁ ଗିରଫ କରିଛି। ଘଟଣାସ୍ଥଳରୁ ୨ଲକ୍ଷ ୧୦ହଜାର ୯ଶହ ୬୦ଟଙ୍କା, ୨୬ଟି ମୋବାଇଲ ଫୋନ୍‌ ଓ ୪ ବାଇକ ଜବତ କରିଛି।...

ଦାଦାବଟିକୁ କେନ୍ଦ୍ରକରି ଯୁବକଙ୍କୁ ଖଣ୍ଡାରେ ଆକ୍ରମଣ

ବ୍ରହ୍ମପୁର ଅଫିସ,୧୪।୧୦: ଗଞ୍ଜାମ ଜିଲା ବଡ଼ବଜାରର ଝରଣାନଗରରେ ରବିବାର ରାତିରେ ୨ ଜଣ ଅପରାଧୀ ଦାଦାବଟି ମାଗିବା ସହ ଜଣେ ଯୁବକଙ୍କୁ ଖଣ୍ଡାରେ ଆକ୍ରମଣ କରିଛନ୍ତି। ଆହତ ଯୁବକ ଜଣଙ୍କ ରାଧାକାନ୍ତ ସାହିର ତୋଫାନ ଗୌଡ଼ ଓରଫ କାମିନୀ (୨୨)।...

ପୋଲିସ ପରିଚୟଦେଇ ମହିଳାଙ୍କଠାରୁ ସୁନା ଅଳଙ୍କାର ଲୁଟ୍‌

ପୁରୀ ଅଫିସ,୧୪।୧୦: ନିଜକୁ ପୋଲିସ ପରିଚୟ ଦେଇ ୨ ଯୁବକ ମହିଳାଙ୍କଠାରୁ ସୁନାଅଳଙ୍କାର ଲୁଟି ନେଇଛନ୍ତି। ଘଟଣାଟି ଘଟିଛି ପୁରୀ ଜିଲା ସିଟି ଡିଏସ୍‌ପିଙ୍କ ଅଫିସଠାରୁ ମାତ୍ର ଶହେ ମିଟର ଦୂରରେ। ଲୁଟ୍‌ର ଶିକାର ହୋଇଥିବା ମହିଳା ହେଲେ କୁମୁଟି...

ମୋଷ୍ଟ ଓ୍ବାଣ୍ଟେଡ ପ୍ରଫୁଲ୍ଲଙ୍କୁ ୪ ଦିନିଆ ରିମାଣ୍ଡରେ ନେବ ଏସ୍‌ଟିଏଫ୍‌

ଭୁବନେଶ୍ୱର,୧୪ା୧୦(ବ୍ୟୁରୋ) : ଖୋର୍ଦ୍ଧା ତାପଙ୍ଗ ଅଞ୍ଚଳରେ ବେଆଇନ ପଥର ଉତ୍ତୋଳନ ଓ ଅସ୍ତ୍ରଶସ୍ତ୍ର କାରବାରରେ ଗିରଫ ଅଭିଯୁକ୍ତ ପ୍ରଫୁଲ୍ଲ କୁମାର ନାୟକ ଓରଫ ଟୁନାଙ୍କୁ ରିମାଣ୍ଡରେ ଆଣିବ ଏସଟିଏଫ। ଗତ ୧୦ ତାରିଖରେ ପ୍ରଫୁଲ ଏବଂ ସହଯୋଗୀ ଅବନୀକାନ୍ତ ସାମନ୍ତରାୟଙ୍କୁ...

ବିଭିନ୍ନ ଜୁଆ ଆଡ୍ଡାରେ ଚଢ଼ାଉ: ୧୬ ଗିରଫ, ଲକ୍ଷାଧିକ ଟଙ୍କା ଜବତ

କୋରାପୁଟ,୧୪।୧୦(ସ୍ବ.ପ୍ର.): କୋରାପୁଟ ସଦର ଓ ଟାଉନ ଥାନା ପୋଲିସ ପକ୍ଷରୁ ରବିବାର ବିଳମ୍ବିତ ରାତ୍ରରେ ସହରର ସୁନାପୁର ଓ ସଦର ଥାନା ଅନ୍ତର୍ଗତ ଅପରକୋଲାବ ଅଞ୍ଚଳରେ ଚାଲିଥିବା ବିଭିନ୍ନ ଜୁଆ ଆଡ୍ଡା ଉପରେ ଚଢ଼ାଉ କରାଯାଇଥିଲା। ୧୬ ଜୁଆଡିଙ୍କୁ ଗିରଫ...

ଯୁବତୀଙ୍କୁ ଅସଦାଚରଣ, ଅଭିଯୁକ୍ତ ଗିରଫ

କଟକ ରୋଡ,୧୪ା୧୦(ଡି.ଏନ୍‌.ଏ.): ଜଣେ ଯୁବତୀଙ୍କୁ ଅସଦାଚରଣ ଅଭିଯୋଗରେ ଲକ୍ଷ୍ମୀସାଗର ପୋଲିସ ରବିବାର ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ କେନ୍ଦୁଝର ଜିଲା ରାମଚନ୍ଦ୍ରପୁର ଥାନା ଅଞ୍ଚଳର ରମାକାନ୍ତ ନନ୍ଦ। ପୋଲିସ ସୂଚନା ଅନୁଯାୟୀ, ରବିବାର ପୂର୍ବାହ୍ନ...

ଡକାୟତି ଉଦ୍ୟମ ପଣ୍ଡ : ଅଟକ ୨ ଡକାୟତ ଜେଲ ଗଲେ

ରଣପୁର,୧୪ା୧୦(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ଥାନାରେ ଅଟକ ଥିବା ୨ ଡକାୟତ ଡମସାହିର ଯଶୋଦା ପ୍ରଧାନ (୩୮) ଓ ସୁବ୍ରତ ନାୟକ (୪୫)ଙ୍କୁ ପୋଲିସ ଗିରଫ କରି ରବିବାର କୋର୍ଟ ଚାଲାଣ କରଥିଲା। ଜାମିନ ନାମଞ୍ଜୁର ପରେ ଉଭୟଙ୍କୁ ରଣପୁର...

ଚୌଦ୍ୱାରରେ ଏନ୍‌କାଉଣ୍ଟର: ଦୁର୍ଦ୍ଦାନ୍ତ ଅପରାଧୀ ଜିତୁ ଗୁରୁତର

ଚୌଦ୍ୱାର,୧୩ା୧୦(ଡି.ଏନ୍‌.ଏ.): କଟକ ଜିଲା ଚୌଦ୍ୱାର ଅଞ୍ଚଳରେ ରବିବାର ସକାଳେ ପୋଲିସ-ଅପରାଧୀ ମୁହଁାମୁହିଁ ହୋଇଛନ୍ତି। ଚୌଦ୍ୱାର ପୋଲିସ ଓ ସ୍ପେଶାଲ ସ୍କ୍ବାଡ ଏନ୍‌କାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ଚାଉଳିଆଗଞ୍ଜ ଥାନା ଅଧୀନ ଅପର୍ଣ୍ଣା ନଗରର ଅଜୟ ସାହୁ ଓରଫ ଜିତୁ (୨୮) ଗୁରୁତର...

ଭାଜପା ନେତାଙ୍କୁ ଗୁଳିକରି ହତ୍ୟା : ସପ୍ତାହକରେ ୩ ଭାଜପା ନେତାଙ୍କୁ କରାଗଲାଣି ହତ୍ୟା

ଉତ୍ତରପ୍ରଦେଶ,୧୩।୧୦: ଉତ୍ତରପ୍ରଦେଶର ସହାରନପୁର ଜିଲାରେ ଭାରତୀୟ ଜନତା ପାର୍ଟି(ଭାଜପା)ର ଜଣେ କାର୍ଯ୍ୟକର୍ତ୍ତାଙ୍କୁ ଗୁଳିକରି ହତ୍ୟା କରାଯାଇଛି। ରାଜ୍ୟରେ ଗୋଟିଏ ସପ୍ତାହ ମଧ୍ୟରେ ୩ ଭାଜପା ନେତାଙ୍କୁ ହତ୍ୟା କରା ଯାଇସାରିଲାଣି। ସୂଚନାଯୋଗ୍ୟ,ଶନିବାର ଭାଜପା ନେତା ଧାରା ସିଂହ(୪୭) ଦେବବନ୍ଦରୁ ସହାରନପୁର...

ଶିଶୁପୁତ୍ର ସହ ଅପ୍ରାକୃତିକ ଯୌନ ସମ୍ପର୍କ : ଜେଲ୍‌ ଗଲେ ଯୁବକ

ମାର୍ଶାଘାଇ,୧୩।୧୦(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅଞ୍ଚଳର ଜଣେ ୬ ବର୍ଷର ଶିଶୁପୁତ୍ରଙ୍କ ସହ ଗାଁରେ ବୁଲି କପଡ଼ା ବିକ୍ରି କରୁଥିବା ଜଣେ ଯୁବକ ଅପ୍ରାକୃତିକ ଯୌନ ସମ୍ପର୍କ ରଖି କୋର୍ଟ ଚାଲାଣ ହୋଇଛନ୍ତି। ସଂପୃକ୍ତ ଯୁବକ ଜଣକ ଉତ୍ତରପ୍ରଦେଶର...

ଜୁଆଡ଼ି ଧରପଗଡ଼ ଅଭିଯାନ : ୯୩ କୋର୍ଟ ଚାଲାଣ

ବ୍ରହ୍ମପୁର ଅଫିସ,୧୩।୧୦: ବ୍ରହ୍ମପୁର ପୋଲିସ ଜିଲାରେ ଜୁଆଡ଼ି ଧରପଗଡ଼ ଅଭିଯାନରେ ୭ଟି ଥାନା ପକ୍ଷରୁ ଶନିବାର ରାତିରେ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ୯୩ ଜୁଆଡ଼ିଙ୍କୁ ଗିରଫ କରାଯାଇଛି। ସେମାନଙ୍କ ନିକଟରୁ ୪ ଲକ୍ଷ ୨୪ ହଜାର ୨୧୫ ଟଙ୍କା...

ଯୁବକଙ୍କ ମୃତଦେହ ଉଦ୍ଧାର

ଭୁବନେଶ୍ୱର,୧୩।୧୦(ବ୍ୟୁରୋ): ଭୁବନେଶ୍ବର ଭିଏସ୍‌ଏସ୍‌ ନଗରରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ ଆଣିଛନ୍ତି। ମୃତକ ହେଉଛନ୍ତି ଅବକାଶ ପାଇକରାୟ(୩୦)। ଶନିବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି। ଘଟଣାସ୍ଥଳରେ ଶହୀଦନଗର...

ବସ୍‌ ଡ୍ରାଇଭର, କଣ୍ଡକ୍ଟରଙ୍କୁ ମାଡ଼ମାରି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ସଜନାଗଡ଼,୧୩।୧୦(ଡି.ଏନ୍‌.ଏ): ବାଲେଶ୍ୱର ଜିଲା ନୀଳଗିରି ଥାନା ଅନ୍ତର୍ଗତ ୧୯ ନଂ. ରାଜ୍ୟ ରାଜପଥ ସଜନାଗଡ଼ ନିକଟ ଜାବୁଢିସାହି ଛକଠାରେ ଶନିବାର ରାତିରେ ଏକ ଯାତ୍ରୀବାହୀ ବସ୍‌ ଡ୍ରାଇଭର, କଣ୍ଡକ୍ଟରଙ୍କୁ ମାରଣାସ୍ତ୍ର ଦେଖାଇବା ସହ ମାଡ଼ମାରି ଦୁର୍ବୃତ୍ତ ୧୦ ହଜାର ଟଙ୍କା...

ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ

ଧାମନଗର,୧୨।୧୦(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଶନିବାର ଅଭିଯୋଗ ହୋଇଛି। ନାବାଳିକା ଜଣକ ଟ୍ୟୁସନରୁ ଫେରୁଥିବା ବେଳେ ଉକ୍ତ ଅଞ୍ଚଳର ଜଣେ ଯୁବକ ତାଙ୍କୁ ଏକୁଟିଆ ପାଇ ନିକଟସ୍ଥ ଜଙ୍ଗଲକୁ ନେଇ ବଳାତ୍କାର...

୨ ଗୋରୁ ବୋଝେଇ କଣ୍ଟେନର ଅଟକ: ୮ ଗିରଫ

ରେମୁଣା,୧୨ା୧୦(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ଅନ୍ତର୍ଗତ ଶେରଗଡ଼ ଟୋଲ୍‌ଗେଟ୍‌ ଦେଇ ୭ ଗୋରୁବୋଝେଇ କଣ୍ଟେନର ଯାଉଥିବା ବେଳେ ଆର୍‌ଏସ୍‌ଏସ୍‌ର କେତେଜଣ ଯୁବକ ତାଙ୍କୁ ପିଛା କରି ଶେରଗଡ଼ ଛକ ବିସିଇଟି କଲେଜ ନିକଟ ଜାତୀୟ ରାଜପଥରେ ଅଟକାଇଥିଲେ। ସେଥିରୁ...