ଅପରାଧ

କୋଟିପତି ଯନ୍ତ୍ରୀ: ସମ୍ବଲପୁରରେ ରହିଛି ୨ ପ୍ଲଟ୍‌, ନଗଦ ୫୦ ଲକ୍ଷ ଟଙ୍କା ସହ ଘରୁ ବାହାରିଲାଣି ୧୦ ଭରି ସୁନା

ରାୟଗଡ଼ା,୨୯ା୫(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜନସ୍ବାସ୍ଥ୍ୟ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ ସହଦେବ କିଷାନ ଭିଜିଲାନ୍ସରେ ଧରା ପଡ଼ିଥିଲେ। ଯନ୍ତ୍ରୀ କିଷାନ ରାତି ପ୍ରାୟ ୭.୩୦ରେ ଜଣେ ଠିକାଦାରଙ୍କଠାରୁ ୧ଲକ୍ଷ ୫୦ ହଜାର ଟଙ୍କା ଲାଞ୍ଚ ନେଇ ଗାଡ଼ିରେ ଯିବା ବେଳେ ମାଡ଼ି…

୫ ଟନ୍‌ ମାଓବାଦୀ ବିସ୍ଫୋରକ ଲୁଟ୍‌ ଘଟଣା: ରାଉରକେଲାରେ NIAଟିମ୍‌-DG

ରାଉରକେଲା,୨୯ା୫(ସଙ୍ଗୀତା ଜେନା): ରାଉରକେଲା ପୋଲିସ ଜିଲା କାର୍ଯ୍ୟାଳୟରେ ପୋଲିସ ଡିଜି, ଆଇଜି, ପଶ୍ଚିମାଞ୍ଚଳ ଡିଆଇଜି, ସୁନ୍ଦରଗଡ଼ ଏସ୍‌ପି ଏବଂ ପୋଲିସ ଜିଲାର ଅଧିକାରୀମାନଙ୍କୁ ନେଇ ଚାଲିଥିବା ବୈଠକ ଶେଷ ହୋଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ଲୁଟ୍‌ ହୋଇଥିବା ମାଓବାଦୀ ବିସ୍ଫୋରକ ଦ୍ରବ୍ୟ ଉଦ୍ଧାର…

ଫୋନ୍‌ ପେ’ରେ ଲାଞ୍ଚ ନେଇ ଧରାପଡ଼ିଲେ କ୍ଷୁଦ୍ର ଜଳସେଚନ ବିଭାଗର ୨ କର୍ମଚାରୀ, ବିଲ୍‌ କରାଇବାକୁ କହି…

ପାରଳାଖେମୁଣ୍ଡି,୨୯ା୫(ଗିରିଧାରୀ ପରିଚ୍ଛା): କ୍ଷୁଦ୍ର ଜଳସେଚନ ବିଭାଗ ୨ କର୍ମଚାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ୨ ଜଣ ହେଲେ କ୍ୟାସିଅର ନରେଶ ପଟ୍ଟନାୟକ, ଆକାଉଣ୍ଟାଣ୍ଟ ସୁରଜ ପ୍ରସାଦ ଜୟସ୍ବାଲ। ଜଣେ ଠିକାଦାରଙ୍କ ୪ଟି କାମର ବିଲ୍‌ କରାଇ ଦେବା ପାଇଁ ୩୦ ହଜାର…

ଭିଜିଲାନ୍ସ ଜାଲରେ ରାୟଗଡ଼ା ଜନସ୍ବାସ୍ଥ୍ୟ ବିଭାଗ ଅଧିକ୍ଷଣ ଯନ୍ତ୍ରୀ, ଗାଡ଼ିରୁ ମିଳିଲା ପୁଳା ପୁଳା ଟଙ୍କା…

ରାୟଗଡ଼ା,୨୮।୫(ଆଶିଷ ରଞ୍ଜନ ପଣ୍ଡା)- ଠିକାଦାରଙ୍କଠାରୁ ଲାଞ୍ଚ ନେଉଥିଲେ। ଭିଜିଲାନ୍ସ ଜାଲରେ ପଡ଼ିଲେ ରାୟଗଡ଼ା ଜନସ୍ବାସ୍ଥ୍ୟ ବିଭାଗ ଅଧିକ୍ଷଣ ଯନ୍ତ୍ରୀ ସହଦେବ କିଶନ। ତାଙ୍କ ନିକଟରୁ ଲକ୍ଷାଧିକ ଟଙ୍କା ଜବତ କରାଯାଇଛି। ମିଳିଥିବା ସୂଚନା ମୁତାବକ, ଅଧିକ୍ଷଣ ଯନ୍ତ୍ରୀ କିଷାନ ବୁଧବାର ସା…

ଜମିବାଡ଼ି ବିବାଦର ସମାଧାନ ପାଇଁ ଲାଞ୍ଚ ନେବା ବେଳେ ଧରାପଡ଼ିଲେ RI

ଢେଙ୍କାନାଳ,୨୮ା୫(ରତନ ନାୟାର): ଢେଙ୍କାନାଳ ଜିଲା ହିନ୍ଦୋଳ ତହସିଲ ରାସୋଳ ଥାନା ଗଣ୍ଡାନାଳୀ ରାଜସ୍ବ ସର୍କଲର ରାଜସ୍ବ ନିରୀକ୍ଷକ(RI) ଶଶିଭୂଷଣ ବେହେରା ବୁଧବାର ସକାଳେ ନିଜ କାର୍ଯ୍ୟାଳୟରେ ୪ଟି ମ୍ୟୁଟେଶନ କେସ୍‌ ପାଇଁ ୬୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ବିଭାଗ…

ବଡ଼ ବଡ଼ କଣ୍ଟେନରରେ ହାଇଦ୍ରାବାଦକୁ ହେଉଥିଲା ଗୋ’ ଚାଲାଣ: ୨୪୯ ଗାଈ ଜବତ, ୨୨ଜଣଙ୍କୁ ବାନ୍ଧିଲା…

କୋରାପୁଟ,୨୭।୫(ଅମିତାଭ ବେହେରା): କୋରାପୁଟରେ ବେଆଇନ ଗୋ’ ଚାଲାଣ ବେଳେ ପୋଲିସ ପକ୍ଷରୁ ବ୍ୟାପକ ଚଢ଼ାଉ। ଏଥିରେ ୬ କଣ୍ଟେନର ସହ ୨୪୯ ଗାଈ ଜବତ ହୋଇଥିବା ବେଳେ ସମ୍ପୃକ୍ତ ୨୨ ଜଣଙ୍କୁ ଗିରଫ କରାଯାଇଥିବା ଟାଉନ ଥାନା ଅଧିକାରୀ ପ୍ରକାଶ କରିଛନ୍ତି।…

ମାଲିକଙ୍କ ନୃସଂଶ କାଣ୍ଡ: ଗାଈଜଗାଳିଙ୍କ ତଣ୍ଟିକୁ ଗାମୁଛାରେ ଚିପି ମାରିଦେଲେ

ପାଟଣା,୨୭।୫(ବୀରକିଶୋର ଦାଶ): ମାଲିକ ପ୍ରଥମେ ଗାମୁଛାରେ ତଣ୍ଟିକୁ ଚିପିଦେଲେ ପରେ ଠେଲି ଦେବାରୁ ତଳେପଡି ଚାଲିଗଲା ଗାଈଜଗାଳିଙ୍କ ଜୀବନ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କେନ୍ଦୁଝର ଜିଲା ପାଟଣା ବ୍ଲକ ଚିନାମାଳିପୋଷି ଗ୍ରାମରେ। ଘଟଣାସ୍ଥଳରେହିଁ ଜଗୁଆଳିଙ୍କ ମୃତ୍ୟୁ ଘଟିଛି।…

ଟାର୍ଗେଟରେ WhatsApp: ଯୁବକଙ୍କ ପାଖକୁ ଆସିଲା ଗୋଟିଏ ଫଟୋ ଡାଉନ୍‌ଲୋଡ ପରେ ଆକାଉଣ୍ଟରୁ କଟିଗଲା ୨ଲକ୍ଷ

ଭୋପାଳ,୨୭।୫: WhatsApp ଆମସମସ୍ତଙ୍କୁ ଏକ ସାଥିରେ ଯୋଡି ରଖିଛି। ଯୁବକ ହୁଅନ୍ତୁ କି ବୟସ୍କ ପ୍ରାୟ ସମସ୍ତେ ଏହି ମେସେଜିଂ ଆପକୁ ବ୍ୟବହାର କରୁଛନ୍ତି। ଫ୍ୟାମିଲି ଗ୍ରୁପ୍‌ ଟିଏ କରି ମଧ୍ୟ ସେଥିରେ କିଛି ଫଟୋ, ଭିଡିଓ ଶେୟାର କରୁଛନ୍ତି। ସବୁଠୁ…

କେବଳ ଜ୍ୟୋତି ନୁହନ୍ତି ପୁଳାପୁଳା ଟଙ୍କା ଲୋଭରେ ପାକ୍‌-ସ୍ପାଏ ସାଜିଥିଲେ CRPF ଯବାନ: ଦେଉଥିଲେ ସମ୍ବେଦନଶୀଳ…

ନୂଆଦିଲ୍ଲୀ,୫,୨୬: ପାକିସ୍ତାନ ପାଇଁ ଗୁପ୍ତଚରୀ କରିବା ପଡ଼ିଲା ମହଙ୍ଗା। ପାକ୍‌- ସ୍ପାଏ ନେଇ CRPF ଯବାନଙ୍କୁ ଗିରଫ କରାଯାଇଛି। ଦିଲ୍ଲୀରୁ ଗିରଫ କରିଛି NIA। ସୂଚନାଯୋଗ୍ୟ, ଜାତୀୟ ତଦନ୍ତ ସଂସ୍ଥା (NIA) ଦିଲ୍ଲୀରୁ ଜଣେ CRPF ଯବାନଙ୍କୁ ଗିରଫ କରିଛି। ସେ…

ଦୁର୍ନୀତି ଖବର ପ୍ରସାରଣ କରିବାରୁ ସାମ୍ବାଦିକଙ୍କୁ ମାଡ଼: ୨ ଜଣଙ୍କୁ ଗିରଫ କଲା ପୋଲିସ

ବଲାଙ୍ଗୀର,୨୬ା୫(ସୁନୀଲ ମହାନ୍ତି): ସାମ୍ବାଦିକ ବିଜୟ ପ୍ରଧାନଙ୍କୁ ଅମାନୁଷିକ ଭାବେ ଗୋଡ଼ହାତ ବାନ୍ଧି ମାଡ଼ ମାରିବା ଘଟଣାରେ ଦୁଇ ଅଭିଯୁକ୍ତ ଅବିନାଶ ଦଳେଇ ଓ ଆଦିତ୍ୟ ଜେନାଙ୍କୁ ଗିରଫ କରିଛି ପୋଲିସ। ମାଷ୍ଟରମାଇଣ୍ଡ ଠିକାଦାର ଗଜେନ୍ଦ୍ର ଦଳେଇ ଏବେ ବି ଫେରାର ଥିବା…

ମନ୍ଦିର ରୋଷ ଘରେ ନାବାଳିକାଙ୍କୁ ବଳାତ୍କାର କଲେ ପୂଜକ: ପ୍ରବଳ ରକ୍ତସ୍ରାବ ହେବାରୁ…

ଜମନକିରା,୨୬ା୫(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ଥାନା ସଦର ମହକୁମାସ୍ଥିତ ବାବା ମୁକ୍ତେଶ୍ୱର ମନ୍ଦିର ରୋଷେଇ ଗୃହରେ ରବିବାର ମଧ୍ୟାହ୍ନ ପ୍ରାୟ ସାଢ଼େ ୧୨ଟାରେ ଜଣେ ୧୨ବର୍ଷୀୟା ନାବାଳିକା ବଳାତ୍କାରର ଶିକାର ହୋଇଛି। ମନ୍ଦିରର ଜଣେ ସହଯୋଗୀ ପୂଜକ ଶୋଭା…

ମହିଳାଙ୍କୁ ଗଣବଳାତ୍କାର ପରେ ବୀଭତ୍ସ ହତ୍ୟା: ଯୌନାଙ୍ଗରେ ଲୁହାରଡ୍‌ ପୂରାଇ ଗର୍ଭାଶୟ କାଢ଼ିଦେଲେ

ଭୋପାଳ୨୬ା୫: ଦିଲ୍ଲୀର ବୀଭତ୍ସ ନିର୍ଭୟା ମାମଲାର ପୁନରାବୃତ୍ତି ମଧ୍ୟପ୍ରଦେଶର ଖଣ୍ଡଓ୍ବା ଜିଲାରେ ଦେଖିବାକୁ ମିଳିଛି। ରୋଶନି ଚୌକି ଅଞ୍ଚଳରେ ଜଣେ ୪୫ ବର୍ଷୀୟା ଆଦିବାସୀ ମହିଳାଙ୍କୁ ଗଣବଳାତ୍କାର ପରେ ବଳାତ୍କାରୀମାନେ ତାଙ୍କ ଯୌନାଙ୍ଗରେ ଲୁହାରଡ୍‌ ପୂରାଇ ଗର୍ଭାଶୟକୁ ବାହାର କରିଦେଇଥିଲେ। ଶୁକ୍ରବାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri