ଅପରାଧ

ସାବତ ମା’ଙ୍କ ତଣ୍ଟିଚିପି ହତ୍ୟା କଲା ପୁଅ

ନବରଙ୍ଗପୁର,୨୦ା୭(ବି.ପ୍ର.): ନବରଙ୍ଗପୁର ଗାଦବାଗଡ଼ା ସ୍ବାମୀ ବିକେକାନନ୍ଦ ବିଦ୍ୟାଳୟ ନିକଟରେ ରହୁଥିବା ଶ୍ରୀଧର ମହାପାତ୍ରଙ୍କ ପୁଅ ସୂର୍ଯ୍ୟକାନ୍ତ ମହାପାତ୍ର ଏକ ଗାମୁଚା ସାହାଯ୍ୟରେ ସାବତ ମାଆ ରୁନି ମହାପାତ୍ର(୫୦)ଙ୍କ ତଣ୍ଟିଚିପି ହତ୍ୟା କରିଛନ୍ତି। ସେ ନିଜେ ପୋଲିସ ନିକଟରେ ଏହା ସ୍ବୀକାର...

ଗୁଣିଗାରେଡ଼ି ସନ୍ଦେହରେ ଦମ୍ପତିଙ୍କୁ ହତ୍ୟା କରି ଜାଳିଦେଲେ!

ଯାଜପୁର ଅଫିସ,୨୦ା୭: ଯାଜପୁର ଜିଲା କଳିଙ୍ଗନଗର ଥାନା ସୁକିନ୍ଦା ବ୍ଲକ ପିଙ୍ଗଳ ପଞ୍ଚାୟତ ଅନ୍ତର୍ଗତ ନିମପଲ୍ଲୀ ଗ୍ରାମର ଏକ ଦମ୍ପତିଙ୍କୁ ଗୁଣିଗାରେଡ଼ି ସନ୍ଦେହରେ ରବିବାର ବିଳମ୍ବିତ ରାତିରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ମିଳିଥିବା ସୂଚନା ଅନୁଯାୟୀ, ସେହି...

ଚରିତ୍ରକୁ ସନ୍ଦେହ କରି ଝିଅକୁ ପିଟି ପିଟି ମାରିଦେଲା ବାପା

ବେମେତରା, ୧୯।୭: ଝିଅର ଚରିତ୍ରକୁ ସନ୍ଦେହ କରି ଜଣେ ବାପା କେତେ ହିଂସ୍ରରୂପ ଧାରଣ କରିବାରେ ତାହା ଛତିଶଗଡ଼ର ବେମେତରା ଜିଲାରେ ଦେଖିବାକୁ ମିଳିଛି। ବେମେତରାର ନାନ୍ଦଲ ଗ୍ରାମର ହରିଶଙ୍କର ସାହୁ କିଛିଦିନ ହେବ ତାଙ୍କ ୧୫ ବର୍ଷୀୟ ନାବାଳିକା...

ବନ୍ଧୁକ ଦେଖାଇ ଅପହରଣ ଘଟଣା: ୪ ଦୁର୍ଦ୍ଦାନ୍ତ ଅପରାଧୀ ଗିରଫ

ବଲାଙ୍ଗୀର ଅଫିସ,୧୯ା୭: ବନ୍ଧୁକ ଦେଖାଇ ଅପହରଣ ଓ ଡକାୟତି ଘଟଣାରେ ଟାଉନ ଥାନା ପୋଲିସ ୪ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଗିରଫ କରିଥିବା ସୂଚନା ଦେଇଛି। ଗିରଫ ଅଭିଯୁକ୍ତମାନେ ହେଲେ ମାଳପଡ଼ାର ସୋମ୍ୟରଞ୍ଜନ ଦାଶ, ସଞ୍ଜୀବ ମୁଗ୍ରୀ, ବିଶାଳ ସୁନା, ଆକାଶ...

୩ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ବ୍ରାଉନସୁଗାର ଜବତ, ଜଣେ ଅଟକ

ବାରିପଦା ଅଫିସ,୧୯ା୭: ମୟୂରଭଞ୍ଜ ଜିଲାରୁ ରବିବାର ସକାଳେ ଏସ୍‌ଟିଏଫ୍‌ ୩.୨୮ କିଲୋଗ୍ରାମ ବ୍ରାଉନସୁଗାର ଜବତ କରିଥିବା ନେଇ ଡିଜିପି ଅଭୟ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ସେହିଭଳି ଏହି ଘଟଣାରେ ଜଣେ ଅଟକ ଥିବା ନେଇ ସୂଚନା ଦେଇଛନ୍ତି। ଜବତ...

ବାପାଙ୍କୁ ହତ୍ୟାକଲେ ଡାକ୍ତର ପୁଅ

ଭୁବନେଶ୍ୱର,୧୯। ୭(ବ୍ୟୁରୋ): ସନ୍ଦେହରୁ ପାରିବାରିକ ଅଶାନ୍ତି। ସ୍ଥିତି ଏପରି ହେଲା ଶେଷରେ ବାପାଙ୍କୁ ବିଧାମାରି ହତ୍ୟାକଲେ ଡାକ୍ତର ପୁଅ। ଖଣ୍ଡଗିରି ଥାନା ଅନ୍ତର୍ଗତ ଜଗମୋହନ ନଗରରେ ଏଭଳି ଏକ ସ୍ପର୍ଶକାତର ଘଟଣା ଘଟିଛି। ମୃତକ ହେଲେ କୃଷି ବିଭାଗର ପୂର୍ବତନ...

ବିପଦ ବଢ଼ାଉଛି ଚୋରା କାରବାର

ବଇଣ୍ଡା, ୧୯ା୭(ଡି.ଏନ.ଏ.):  ପେଟ୍ରୋଲ, ଡିଜେଲ ଭଳି ଦହନଶୀଳ ସାମଗ୍ରୀ ବହୁଳ ପରିମାଣରେ ଗଚ୍ଛିତ ବିପଦପୂର୍ଣ୍ଣ ହୋଇଥିଲେ ହେଁ ଏହାକୁ ଖାତିର କରୁନାହାନ୍ତି ଚୋରା ବ୍ୟବସାୟୀ। ବ୍ୟାରେଲ ବ୍ୟାରେଲ ତେଲକୁ ଅନେକେ ଘରେ ରଖି ବେପାର ଚଳାଇ ଏହାର ସମ୍ଭାବ୍ୟ ଭୟଙ୍କର ପରିଣତି...

ଓଡ଼ିଶାରେ ଅରୁଣାଚଳ ପ୍ରଦେଶ ମଦ: କିଣୁଛନ୍ତିି ପଚାଶରେ, ବିକ୍ରି ଦେଢ଼ଶହ

ଅନୁଗୋଳ ଅଫିସ୍‌, ୧୯ା୭: ଅରୁଣାଚଳ ପ୍ରଦେଶରୁ ଚୋରା ମଦ ଆଣି ଅନୁଗୋଳରେ ପସରା ମେଲାଇଛନ୍ତି ମାଫିଆ। ୫୦ ଟଙ୍କାରେ କିଣି ବେପାରୀଙ୍କୁ ସେହି ମଦ ଦେଢଶହରୁ ଊର୍ଦ୍ଧ୍ୱ ଟଙ୍କାରେ ବିକ୍ରି କରି ସେମାନେ ମାଲାମାଲ ହେଉଛନ୍ତି। କରୋନା ପାଇଁ ଲକ୍‌ଡାଉନ କଟକଣା...

ବଳାତ୍କାର ପୀଡ଼ିତା ନାବାଳିକାକୁ ଜୀବନ୍ତ ଜାଳିଦେଲେ

ଭିଓ୍ବାନୀ, ୧୮।୭- ହରିୟାଣାର ଭିଓ୍ବାନୀ ଜିଲାରେ ଏମିତି ଏକ ଘଟଣା ଘଟିଛି ଯାହା ଶୁଣିଲେ ଲୋମ ଟାଙ୍କୁରୀ ଉଠିବ। ଏଠାରେ ଜଣେ ଯୁବକ ନିଜ ବନ୍ଧୁଙ୍କ ସହ ମିଶି ପ୍ରଥମେ ନାବାଳିକାଙ୍କୁ ବଳାତ୍କାର କରି ଏହାର ଭିଡିଓ ଶୁଟିଂ କରିଥିଲେ।...

ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ, ଥାନାରେ ୨ ଅଟକ

ଡେରାବିଶ,୧୮ା୭(ସ୍ବ.ପ୍ର.): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଡେରାବିଶ ବ୍ଲକ ଅଞ୍ଚଳରେ ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ହୋଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତିକରି କେସ୍‌ ନଂ- ୧୬୧/୨୦ ବିଭିନ୍ନ ଦଫାରେ ଏକ ମାମଲା ରୁଜୁ କରାଯିବା...

ଦୁର୍ଦ୍ଦାନ୍ତ ଅପରାଧୀ ଜଗାଙ୍କୁ ହତ୍ୟା: ଡମ୍ପର ଜବତ, ୩ ଅଟକ

ଭୋଗରାଇ,୧୮ା୭(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା କମର୍ଦ୍ଦା ଥାନା ଅଧୀନ ଖୁରନ୍ତିଆ ଗ୍ରାମର ଦୁର୍ଦ୍ଦାନ୍ତ ଅପରାଧୀ ଜଗା ଓରଫ ରତନ ଦାସ(୨୮)ଙ୍କୁ କେତେକ ବ୍ୟକ୍ତି ଶୁକ୍ରବାର ବିଳମ୍ବିତ ରାତିରେ ଡମ୍ପର ଚାପି ହତ୍ୟା କରିଥିବା ଅଭିଯୋଗ ହୋଇଛି। କମର୍ଦ୍ଦା ପୋଲିସ ଶନିବାର ସକାଳେ...

ମାନବପ୍ରେମୀ ଆଦିତ୍ୟ ଦାସ ମୃତ୍ୟୁ ମାମଲା: ବିଦ୍ୟାଶ୍ରୀଙ୍କ ମା’, ଭାଇଙ୍କୁ ଜିଆର୍‌ପି ପୋଲିସର ଜେରା

ଭୁବନେଶ୍ୱର,୧୮।୭(ବ୍ୟୁରୋ): ସମାଜସେବୀ ଆଦିତ୍ୟ ଦାସ ମୃତ୍ୟୁ ମାମଲା ଦିନକୁ ଦିନ ରୋଚକ ମୋଡ଼ ନେଉଛି। ଶନିବାର ଜିଆର୍‌ପି ପୋଲିସ ଆଦିତ୍ୟଙ୍କ ସ୍ତ୍ରୀ ବିଦ୍ୟାଶ୍ରୀଙ୍କ ମା’ ଏବଂ ଭାଇଙ୍କୁ ପଚରାଉଚରା କରିଥିବା ସୂଚନା ମିଳିଛି। କଟକ କାଜିବଜାରସ୍ଥିତ ଘରକୁ ଯାଇ ପୋଲିସ...

Advertisement


Archives

Model This Week

Why Dharitri