ହୁକ ପକାଇ ଅବାଧରେ ବିଦ୍ୟୁତ୍ ଚୋରି, ବିଭାଗ ଜାଣି ଅଜଣା
ଗଞ୍ଜାମ,୩୧ା୧(ବିଦ୍ୟାଧର ସାହୁ): ଗଞ୍ଜାମ ସହର ଓ ଆଖପାଖ ଅଞ୍ଚଳରେ ଅବାଧରେ ବିଦ୍ୟୁତ୍ ଚୋରି ହେଉଥିଲେ ମଧ୍ୟ ଜାଣି ଅଜଣା ରହୁଛି ବିଦ୍ୟୁତ୍ ବିଭାଗ। ଗଞ୍ଜାମ ସହର ସାନ ବଜାର ଅଞ୍ଚଳ ଦୈନଦିନ ଖୁଣ୍ଟରୁ ହୁକ ପକାଇ ପାଣି ମଟର ଚାଲୁଥିବା ଦେଖିବାକୁ…
ସ୍କୁଲରେ ହଣାକଟା: ୯ମ ଶ୍ରେଣୀ ଛାତ୍ରଙ୍କୁ ହାଣିଲେ ୧୦ମ ଛାତ୍ର
ବାଲେଶ୍ୱର,୩୧ା୧(ବାଞ୍ଛାନିଧି ଦେ): ବିଦ୍ୟାଳୟ ପରିସର ଏବେ ଅସୁରକ୍ଷିତ ହୋଇପଡ଼ିଛି। କେଉଁଠି ଛାତ୍ର ବ୍ୟାଗରେ ବନ୍ଧୁକ ଆଣୁଛନ୍ତି ତ ଆଉ କେଉଁଠି ଛାତ୍ରଙ୍କ ହାତରେ ରହୁଛି ମାରଣାସ୍ତ୍ର। ଜଣେ ୯ମ ଶ୍ରେଣୀ ଛାତ୍ରଙ୍କୁ ଭୁଜାଲିରେ ହାଣିଛନ୍ତି ଜଣେ ୧୦ମ ଶ୍ରେଣୀ ଛାତ୍ର। ଏପରି…
ପଶ୍ଚିମବଙ୍ଗର ୨୧ ଚୋରଙ୍କୁ ବାନ୍ଧିଲା ଭଞ୍ଜନଗର ପୋଲିସ, ବିଦେଶୀ ଲିଙ୍କ୍ର ହେବ ଖୋଳତାଡ଼, ପାଖରୁ ମିଳିଲା…
ଭଞ୍ଜନଗର,୩୧ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଆନ୍ତଃରାଜ୍ୟ ଚୋର ଗ୍ୟାଙ୍ଗର ୨୧ ଜଣକୁ ଗିରଫ କରିବାରେ ସକ୍ଷମ ହୋଇଛି। ଏଥିସହ ସେମାନଙ୍କଠାରୁ ୧୦୬୬ଟି ମୋବାଇଲ, ୧୨୭୫ଟି ବ୍ୟାଟେରି, ୪୨୫ ଫୋନର ମଦର୍ ବୋର୍ଡ, ୫ଟି ଟାବଲେଟ, ନକଲି…
କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ…
ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି ହତ୍ୟା କରାଯାଇଛି । ରକ୍ତ ଜୁଡୁବୁଡୁ ଅବସ୍ଥାରେ ତାଙ୍କୁ ବିଷମ କଟକ ଖ୍ରୀଷ୍ଟିଆନ…
ଧାର ଟଙ୍କା ମାଗିବାରୁ ଗୁଳିମାଡ଼, ନଷ୍ଟ ହେଲା ବ୍ୟକ୍ତିଙ୍କ ଆଖି
ଭୁବନ,୩୦ା୧(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ବାରୁଆ (ଖ) ଗ୍ରାମର ପଞ୍ଚାନନ ରାଉତ ଧାନ କିଣିବା ପାଇଁ ଦେଇଥିବା ଟଙ୍କା ମାଗିବାରୁ ଗୁରୁବାର ରାତି ଗୁଳିମାଡ଼ର ଶିକାର ହୋଇଛନ୍ତି। ଭୁବନ ଥାନା ବାରୁଆଁ (ଖ) ପଞ୍ଚାୟତ କଅଁସର ଗୋଡ଼ା…
ଅସଲି ଟ୍ରେଡିଂ କମ୍ପାନୀର ଫେକ୍ ଆପ୍, ହ୍ବାଟ୍ସଆପ୍ ଗ୍ରୁପ କରି ଲୁଟିଥିଲେ ୯୪.୬୨ ଲକ୍ଷ ଟଙ୍କା; ୩ ଯୁବକଙ୍କୁ ବାନ୍ଧିଲା…
ଦେବଗଡ, ୨୯ା୧ (ଶଶାଙ୍କ ଶେଖର ଝାଙ୍କର): ଅବସର ପ୍ରାପ୍ତ ଜଣେ ସରକାରୀ କର୍ମଚାରୀଙ୍କ ଠାରୁ ୯୪ ଲକ୍ଷ ୬୨ ହଜାର ୪୬୧ ଟଙ୍କା ସାଇବର ଠକେଇ ଅଭିଯୋଗରେ ଦେବଗଡ ଜିଲା ରିଆମାଳ ଥାନା ଅଂଚଳର ୩ ଜଣ ସାଇବର ଠକ ଗୁରୁବାର…
ବନ ବିଭାଗ ଜାଲରେ ଚୋର: ଚୋରି କରୁଥିବା ବେଳେ ୪ ଜଣଙ୍କୁ କାବୁ କଲେ…
ଥୁଆମୂଳ ରାମପୁର, ୨୯।୧ (ଦୁର୍ଗା କୀର୍ତ୍ତି): ସରକାରୀ ପ୍ରକଳ୍ପରୁ ସାମଗ୍ରୀ ଚୋରି କରିବା ଚୋରଙ୍କୁ ମହଙ୍ଗା ପଡ଼ିଛି। ଗୋପାଳପୁର ପଞ୍ଚାୟତ ସ୍ଥିତ ପାଟଜୋର ଡଙ୍ଗର ବନୀକରଣ ପ୍ରକଳ୍ପରୁ ଲୁହା ଖୁଣ୍ଟ ଓ ତାରବାଡ଼ ଚୋରି କରୁଥିବା ବେଳେ ବନ ବିଭାଗ ଟିମ୍…
ମୁଣ୍ଡକୁ ଚଢ଼ିଗଲା ରାଗ, ପାରିବାରିକ ବିବାଦ ପରେ ସ୍ତ୍ରୀଙ୍କ ବେକ-ମୁଣ୍ଡକୁ ହାଣିଦେଲେ ସ୍ବାମୀ
ରାୟଗଡା,୨୯।୧(ଆଶିଷ ରଞ୍ଜନ ପଣ୍ଡା)- ପାରିବାରିକ ବିବାଦରୁ ପତ୍ନୀକୁ ହତ୍ୟା କଲା ସ୍ବାମୀ। ରାୟଗଡା ଜିଲା କୁମ୍ବିକୋଟା ଫାଣ୍ଡି ଅଞ୍ଚଳରେ ପତ୍ନୀ ଶୋଇଥିବା ବେଳେ ସ୍ବାମୀ ଟାଙ୍ଗିଆରେ ହାଣି ହତ୍ୟା କରିଥିବା ଭଳି ଅଭାବନୀୟ ଘଟଣା ଘଟିଛି। ସୂଚନାରୁ ଜଣାପଡିଛି, ରାୟଗଡା ବ୍ଲକ…
ନାବାଳକଙ୍କୁ ବାଲିରେ ପୋତିଦେଲେ ୬ ସାଙ୍ଗ, ଭିଡିଓ ଉତ୍ତୋଳନ କରି ଦେଲେ ଏମିତି ଧମକ
ଗୁଣପୁର,୨୯ା୧(ସଙ୍କେତ ପାତ୍ର/ସୁଜାତା ପାଢ଼ୀ): ପିଲାଖେଳ ଯେ, ଜଣେ ନାବାଳକଙ୍କ ଜୀବନ ନେଇଯାଇଥାନ୍ତା ତାହା ଏକ ଭିଡିଓରୁ ଜଣାପଡ଼େ। ଏଭଳି ଏକ ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ଜିଲା ଗୁଣପୁର ଥାନା ଅନ୍ତର୍ଗତ ମେରିଙ୍ଗି ଗ୍ରାମରେ। ୨୫ ତାରିଖ ସନ୍ଧ୍ୟାରେ ଅଜୁ ଶବର,…
ପ୍ରେମରେ ଅନ୍ଧ! ବିବାହକୁ ବିରୋଧ କଲେ ବାପା-ମାଆ, ବିଷ ଇଞ୍ଜେକ୍ସନ ଦେଇଦେଲେ ଝିଅ
ହାଇଦ୍ରାବାଦ,୨୯।୧: ତେଲେଙ୍ଗାନାର ଭିକାରାବାଦ ଜିଲାର ବାନ୍ଥରାମ ମଣ୍ଡଳରେ ଜଣେ ଯୁବତୀ ତାଙ୍କ ପିତାମାତାଙ୍କୁ ବିଷ ଇଞ୍ଜେକ୍ସନ ଦେଇ ହତ୍ୟା କରିଥିବା ଅଭିଯୋଗ ହୋଇଛି । ପ୍ରେମ ବିବାହକୁ ବିରୋଧ କରିବାରୁ ହତ୍ୟା କରିଥିବା ସୂଚନା ରହିଛି । ପୋଲିସର କହିବା ଅନୁଯାୟୀ,…
ନାବାଳିକାଙ୍କୁ ଅସଦାଚରଣ କରି ଥାନାରେ ଯୁବକ ଅଟକ
ଧର୍ମଶାଳା,୨୯ା୧(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ଚହଟା ଗ୍ରାମର ଜଣେ ଯୁବକ ୭ବର୍ଷର ନାବାଳିକାଙ୍କୁ ଅସଦାଚରଣ କରିଥିବା ଅଭିଯୋଗରେ ଧର୍ମଶାଳା ପୋଲିସ ଯୁବକଙ୍କୁ ଥାନାରେ ଅଟକ ରଖିଥିବା ଜଣାପଡ଼ିଛି। ତେବେ ଘଟଣାର ସ୍ପଷ୍ଟତା ଜଣାପଡ଼ି ନ ଥିବା…
ଦେବଗଡ଼ରେ ଲଜ୍ଜା: ନାମଯଜ୍ଞ ଦେଖିବାକୁ ଯାଇ ବଳାତ୍କାରର ଶିକାର ହେଲେ ଶିଶୁକନ୍ୟା, ଚିତ୍କାର କରିବାରୁ…
ଦେବଗଡ଼,୨୬ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନା ଅଞ୍ଚଳରେ ୫ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ରବିବାର ରାତିରେ ନାମଯଜ୍ଞ ଦେଖିବାକୁ ଯାଇଥିବା ବେଳେ ବଳାତ୍କାରର ଶିକାର ହୋଇଥିବା ଅଭିଯୋଗ ହୋଇଛି। ବାରକୋଟ ଥାନା ବାଲିରୋଇ ଗ୍ରାମର ଉଦିତ ପାତ୍ର…

