ଅପରାଧ

ବରଗଡ଼ରେ ପୁଣି ବିପୁଳ ପରିମାଣର କଫସିରଫ୍‌ ଜବତ, ୬ଜଣଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ

ବରଗଡ଼,୨୪।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଟାଉନ ଥାନା ପୋଲିସ ଶନିବାର ପୁଣି ବିପୁଳ ପରିମାଣରେ କଫସିରପ୍‌ ଜବତ କରିଛି। ଏଥିରେ ସମ୍ପୃକ୍ତ ୬ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ସେମାନେ ହେଲେ, ବରଗଡ଼ ଟାଉନ ଥାନା ବରଡ଼ୋଲ ଗ୍ରାମର ସତ୍ୟବାନ ପ୍ରଧାନ(୪୨), ବିକ୍ରମ…

ଗୁଡ଼ି ଗାରେଡି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା କରି ହାତଗୋଡ଼ ବାନ୍ଧି ନଦୀରେ ଫିଙ୍ଗିଥିଲେ, ୬ ଜଣଙ୍କୁ ବାନ୍ଧିଲା… 

ରାୟଗଡ଼ା,୨୪।୧(ଆଶିଷ ରଞ୍ଜନ ପଣ୍ଡା/ପ୍ରଫୁଲ କୁମାର ବେହେରା)- ବକ୍ସାଇଟ ପାଇଁ ବିଶ୍ୱ ପ୍ରସିଦ୍ଧ ରାୟଗଡ଼ା ଜିଲାର କାଶୀପୁର ବ୍ଲକ । ହେଲେ ଆଜିବି ସେଠାକାର ବାସିନ୍ଦା ଗୁଣିଗାରେଡି ଭଳି ଅନ୍ଧବିଶ୍ୱାସରେ ପଡ଼ି ହତ୍ୟା କରିବାକୁ ପଛାଉ ନାହାନ୍ତି । ଏଭଳି ଏକ ଘଟଣାକ୍ରମରେ…

ଆମେରିକାରେ ୪ ଭାରତୀୟଙ୍କୁ ହତ୍ୟା, ସ୍ତ୍ରୀଙ୍କ ସହ ଆଉ ୩ ଜଣଙ୍କୁ ହତ୍ୟା କରି ସ୍ବାମୀ…

ଓ୍ବାଶିଂଟନ,୨୪ା୧: ଆମେରିକାର ଜର୍ଜିଆରେ ଏକ ଘରୋଇ ବିବାଦରେ ଜଣେ ଭାରତୀୟ ମହିଳା ଏବଂ ତାଙ୍କ ତିନି ଜଣ ସମ୍ପର୍କୀୟଙ୍କୁ ଗୁଳି କରି ହତ୍ୟା କରାଯାଇଛି। ସେହି ସମୟରେ ଏହି ଘରୋଇ ହିଂସାରୁ ରକ୍ଷା ପାଇବା ପାଇଁ ୩ ଜଣ ପିଲା ଏକ…

ଶିବ ମନ୍ଦିରରୁ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଲୁଟିନେଲେ ଦୁର୍ବୃତ୍ତ

ପରଜଙ୍ଗ,୨୪ା୧(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା କନ୍ତୋର ପଞ୍ଚାୟତ ଅନ୍ତର୍ଗତ ଚାନ୍ଦପୁର ଗାଁ ଶିବ ମନ୍ଦିରରୁ ଶୁକ୍ରବାର ରାତିରେ ଲକ୍ଷାଧିକ ଟଙ୍କାର ମନ୍ଦିର ସାମଗ୍ରୀ ଲୁଟି ନେଇଛନ୍ତି ଦୁର୍ବୃତ୍ତ। ମନ୍ଦିର କବାଟ ତାଲା ଭାଙ୍ଗି ମନ୍ଦିର ଭିତରେ ଥିବା ପିତ୍ତଳ…

ଚା’ର ପ୍ରଲୋଭନ ଦେଖାଇ ଜଙ୍ଗଲକୁ ନେଇଗଲେ, ୧୦ ବର୍ଷର ଝିଅକୁ ବଳାତ୍କାର କରି…

ନୂଆଦିଲ୍ଲୀ,୨୩।୧: ଜାତୀୟ ରାଜଧାନୀ ଦିଲ୍ଲୀରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ୧୦ ବର୍ଷର ଝିଅକୁ ଚା’ର ପ୍ରଲୋଭନ ଦେଖାଇ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି। କେନ୍ଦ୍ରୀୟ ଦିଲ୍ଲୀର ପ୍ରସାଦ ନଗର ପୋଲିସ ଷ୍ଟେସନ ୧୨ ଘଣ୍ଟା…

ମ୍ୟୁଟେସନ କରାଇ ଦେବାକୁ ଲାଞ୍ଚ ନେଉଥିଲେ ଆର୍‌ଆଇ, ମାଡ଼ିବସିଲା ଭିଜିଲାନ୍ସ

କଟକ,୨୨ା୧(କାର୍ତ୍ତିକ ସାହୁ): କଟକ ସଦର ତହସିଲ ଅନ୍ତର୍ଗତ କଖଡ଼ି ସର୍କଲ ଆର୍‌ଆଇ ଜାନକୀ ରଞ୍ଜନ ମଲ୍ଲିକ ମ୍ୟୁଟେସନ ମାମଲାରେ ଗୁରୁବାର ୧୦,୦୦୦ ଟଙ୍କା ଲାଞ୍ଚ ନେଉଥିବା ସମୟରେ ତାଙ୍କୁ ଗିରଫ କରିଛି ଓଡ଼ିଶା ଭିଜିଲାନ୍ସ। ଜମି ମାଲିକ ଏଥିପାଇଁ ଅନଲାଇନରେ ଆବେଦନ…

ବନ୍ଧୁକ ଧରି କାର୍‌ ଅଟକାଇବା ଫଟୋ ସୋସିଆଲ ମିଡିଆରେ ପୋଷ୍ଟ କଲେ ୨ ଯୁବକ: ସ୍ଥାନୀୟ ଅଞ୍ଚଳରେ ଆତଙ୍କ

ପାଟଣା,୨୨ା୧(ବୀର କିଶୋର ଦାଶ): ରାସ୍ତା ଉପରେ ପୋଲିସ କିମ୍ବା ଆର୍ମିର ବେଆଇନ ବନ୍ଧୁକ ଧରି ଏକ ବୋଲେରୋ ଓ ଏକ କାର୍‌କୁ ଅଟକାଇବା ଭଳି ଫଟୋ ଉଠାଇ ହାଟ୍ସଆପ ଷ୍ଟାଟସ୍‌ରେ ରଖିଛନ୍ତି। ଯେଉଁ ଫଟୋ କି ସ୍ଥାନୀୟ ପାଟଣା ଅଞ୍ଚଳରେ ମୋବାଇଲରୁ…

ବରଗଡ଼ରେ ପୁଣି କଫ ସିରପ କାରବାର: ୭୬ ହଜାରରୁ ଅଧିକ ଟଙ୍କା ଜବତ ସହ…

ବରଗଡ଼,୨୧ା୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲସ ବୁଧବାର ୫୦୫୦ବୋତଲ କଫ୍‌ ସିରପ୍‌ ଜବତ କରିଛି। ଏଥିରେ ସମ୍ପୃକ୍ତ ୬ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଥିବାବେଳେ ଅନ୍ୟ ୨ ନାବାଳକଙ୍କୁ ଅଟକ ରଖିଛି। ଗିରଫ ଅଭିଯୁକ୍ତମାନେ ହେଲେ ବରଗଡ଼ ଜିଲା ଭଟଲି…

ବିବାହିତା ପ୍ରେମିକାଙ୍କୁ ଭେଟିବା ହେଲା ମହଙ୍ଗା, ପ୍ରେମିକକୁ ବନ୍ଧକ ରଖି ମାଡ଼ ମାରିବା ପରେ ପରିସ୍ରା…

ଜୟପୁର,୧୯।୧: ରାଜସ୍ଥାନର ଝାଲାୱାରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିବାହିତ ପ୍ରେମିକାଙ୍କୁ ଭେଟିବାକୁ ଆସିବା ପ୍ରେମିକଙ୍କୁ ମହଙ୍ଗା ପଡିଛି । ପୀଡିତଙ୍କ ପରିବାର ଅଭିଯୋଗ କରିଛନ୍ତି ଯେ, ପ୍ରେମିକାଙ୍କ ଶ୍ୱଶୁର ଘର ଲୋକେ ତାଙ୍କୁ ମାଡ଼ ମାରିଥିଲେ ଏବଂ…

କଣ୍ଟେନରରେ ଚାଲାଣ ହେଉଥିଲା କ୍ୱିଣ୍ଟାଲ କ୍ୱିଣ୍ଟାଲ ଗଞ୍ଜେଇ, ମାଡ଼ି ବସିଲା ପୋଲିସ, ସିକ୍ରେଟ୍‌ ଚାମ୍ବର ଦେଖି…

ଅମରପାଲି,୧୯ା୧(ପୀତାମ୍ବର ସାହୁ): ସୁବଳୟା ପୋଲିସକୁ ମିଳିଛି ବଡ଼ ସଫଳତା। କଣ୍ଟେନରରେ କ୍ୱିଣ୍ଟାଲ କ୍ୱିଣ୍ଟାଲ ଗଞ୍ଜେଇ ଚୋରା ଚାଲାଣ ବେଳେ ସୁବଳୟା ପୋଲିସ ମାଡ଼ି ବସିଛି। ଗଞ୍ଜେଇ ଚୋରା ଚାଲାଣ ବେଳେ ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଅନ୍ତର୍ଗତ ଦୁରଦୁରା ନର୍ସରୀ ନିକଟରୁ…

ପ୍ରେମ ସମ୍ପର୍କରେ ଫାଟ: ୭ ବର୍ଷ ହେଲା ମିଳୁନି ପ୍ରେମିକଙ୍କ ପତ୍ତା, ପ୍ରେମିକା କହିବେ ସବୁ…

ଭୁବନେଶ୍ୱର,୧୯ା୧(ତ୍ରିନାଥ ମହାନ୍ତି): ୭ ବର୍ଷ ତଳେ ଚନ୍ଦକା ଥାନା ଅଞ୍ଚଳରୁ ନିଖୋଜ ବ୍ୟବସାୟୀ ବଳରାମ ସାହାଣୀଙ୍କର ଏଯାଏ ପତ୍ତା ମିଳିନି। ହେଲେ ଏହି ମାମଲାରେ ୫ଦିନ ତଳେ ବ୍ରହ୍ମପୁରରୁ ଗିରଫ ହୋଇଥିବା ତାଙ୍କ ପ୍ରେମିକା ରଶ୍ମିତା ସ୍ବାଇଁଙ୍କୁ ଚନ୍ଦକା ଥାନା ପୋଲିସ…

ଭୟଙ୍କର ହତ୍ୟାକାଣ୍ଡ; ୨ ସ୍ତ୍ରୀଙ୍କୁ ଛାଡି ତୃତୀୟ ସହ ଲିଭ-ଇନରେ ରହୁଥିଲେ ଅବସରପ୍ରାପ୍ତ ରେଳ କର୍ମଚାରୀ, ପ୍ରେମିକାକୁ କାଟି…

ଲକ୍ଷ୍ନୌ,୧୮ା୧: ଉତ୍ତରପ୍ରଦେଶ ଝାନ୍ସୀର ସିପ୍ରି ବଜାର ପୋଲିସ ଷ୍ଟେସନ ଅନ୍ତର୍ଗତ ବ୍ରହ୍ମନଗରରେ ରହୁଥିବା ଜଣେ ଅବସରପ୍ରାପ୍ତ ରେଳ କର୍ମଚାରୀ ତାଙ୍କ ଲିଭ୍-ଇନ୍ ପାର୍ଟନରଙ୍କୁ ହତ୍ୟା କରି ତାଙ୍କ ଶରୀରକୁ ଖଣ୍ଡ ଖଣ୍ଡ କରି କାଟି ଦେଇଥିଲେ। ସେ ଖଣ୍ଡଗୁଡ଼ିକୁ ପୋଡ଼ି ଦେଇଥିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?