ଚାକିରି କରାଇ ଦେବି କହି ମହିଳାଙ୍କୁ ଠକେଇ, ଜେଲ୍ ଗଲେ ଅଭିଯୁକ୍ତ
ଦିଗପହଣ୍ଡି,୧୯ା୧(ଅଶେଷ ନାଥ ମିଶ୍ର): ରାଜ୍ୟ ସରକାରଙ୍କ ତହସିଲ କିମ୍ବା ବ୍ଲକ କାର୍ଯ୍ୟାଳୟରେ ସରକାରୀ ଚାକିରି କରାଇ ଦେବି କହି ଜଣେ ମହିଳାଙ୍କ ନିକଟରୁ ବିଭିନ୍ନ ପର୍ଯ୍ୟାୟରେ ୨ ଲକ୍ଷ ୯୦ ହଜାର ଠକେଇ କରାଯାଇଥିବା ଅଭିଯୋଗ ହୋଇଛି। ଠକେଇର ଶିକାର...
ଝିଅ ବିବାହ ଲାଗି ଗାଁକୁ ଆସିଥିଲେ, ପୋଖରୀ ହୁଡ଼ାରୁ ମିଳିଲା ବାପାଙ୍କ ଖଣ୍ଡ ବିଖଣ୍ଡିତ ମୃତଦେହ
ସୋରଡ଼ା,୧୯।୧(ରଜନୀ ମହାପାତ୍ର): ଝିଅକୁ ବିବାହ କରାଇବା ଲାଗି ଗାଁକୁ ଆସିଥିଲେ ବାହାର ରାଜ୍ୟରେ ଦାଦନ ଖଟିବାକୁ ଯାଇଥିବା ବାପା। ହେଲେ ତା’ ପୂର୍ବରୁ ପୋଖରୀ ହୁଡ଼ାରୁ ମିଳିଛି ତାଙ୍କର ରକ୍ତ ଜୁଡ଼ୁବୁଡ଼ୁ ମୃତଦେହ। ଗଞ୍ଜାମ ଜିଲା ବଡଗଡ ଥାନା ରାଇବନ୍ଧ...
ଲାଞ୍ଜିଗଡ଼ ବ୍ଲକ ଯନ୍ତ୍ରୀଙ୍କୁ ମାଡ଼ ମାରି ଗାଳିଗୁଲଜ କରିଥିଲେ, ୩ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କଲା ପୋଲିସ
ଲାଞ୍ଜିଗଡ, ୧୮।୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ କନିଷ୍ଠ ଯନ୍ତ୍ରୀଙ୍କୁ ମାଡ ମାରିବା ଓ ଗାଳିଗୁଲଜ ଅଭିଯୋଗରେ ୩ ଜଣ ଅଭିଯୁକ୍ତକୁ କୋର୍ଟ ଚାଲାଣ କରିଛି ବିଜେପୁର ପୋଲିସ I ସେମାନେ ହେଲେ ବେନଗାଁ ପଞ୍ଚାୟତ ପଦ୍ମଥୋପା...
ପ୍ରେମିକଙ୍କ ଫଟୋ ଧରି ଆତ୍ମହତ୍ୟା କରିଥିଲେ ନାବାଳିକା, ବାପା ଆଣିଲେ ଏମିତି ସାଂଘାତିକ ଅଭିଯୋଗ ଜାଣିଲେ…
କେନ୍ଦୁଝର,୧୮ା୧(ନରେଶ ଚନ୍ଦ୍ର ପଟ୍ଟନାୟକ): ଟାଉନ ଥାନା ଅନ୍ତର୍ଗତ ନରଣପୁର ଗ୍ରାମର ଉଦୟ ବଲ୍ଲଭ ବାରିକଙ୍କ ଝିଅ ରୂପଶ୍ରୀ (୧୬) ଗତ ୧୩ ତାରିଖ ରାତିରେ ଦଉଡ଼ି ଦେଇ ଆତ୍ମହତ୍ୟା କରିଥିଲେ। ଏହାକୁ ନେଇ ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ...
ଧନୁଯାତ୍ରା ଦେଖିବାକୁ ଯାଇ ବଳାତ୍କାର ମାମଲା: ସାମ୍ନାକୁ ଆସିଲା ସିସିଟିଭି ଫୁଟେଜ୍, ପୀଡ଼ିତାଙ୍କ ସହ ଥିବା ଯୁବକଜଣଙ୍କ କିଏ?
ବରଗଡ଼,୧୭।୧(ପ୍ରେମାନନ୍ଦ ଖମାରୀ)-ବରଗଡ଼ ଧନୁଯାତ୍ରା ଦେଖିବାକୁ ଆସି ନିଖୋଜ ଯୁବତୀଙ୍କୁ ଅପହରଣ, ବଳାତ୍କାର ଏବଂ ହତ୍ୟା ଉଦ୍ୟମ ଘଟଣା ସାରା ରାଜ୍ୟରେ ଚର୍ଚ୍ଚାର ବିଷୟ ପାଲଟିଛି। ଘଟଣାକୁ ୫ଦିନ ବିତି ଯାଇଥିବା ବେଳେ ଏପର୍ଯ୍ୟନ୍ତ ଅଭିଯୁକ୍ତମାନଙ୍କୁ ପୋଲିସ ଗିରଫ କରିବାରେ ସକ୍ଷମ...
ନିଶା ଦେଇ ଜେଜେମା’-ନାତୁଣୀଙ୍କୁ ଅପହରଣ ଘଟଣା: ୫ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ, ସୁନା ଜବତ
ପୁରୁଷୋତ୍ତମପୁର,୧୭ା୧ (ସୀମାଞ୍ଚଳ ମିଶ୍ର): ପୁରୁଷୋତ୍ତମପୁର ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଯାହାକି ଏକ ଅଟୋ ଯୋଗେ ଘରକୁ ଫେରୁଥିବା ବେଳେ ଅଟୋ ଚାଳକ ଜଣେ ୬୦ ବର୍ଷିଆ ବୃଦ୍ଧାଙ୍କ ସହ ୬ ବର୍ଷର ଶିଶୁ କନ୍ୟାଙ୍କୁ ଅପହରଣ କରିନେଇ...
ବସଷ୍ଟାଣ୍ଡରେ ସାଙ୍ଗଙ୍କୁ ଛାଡ଼ିବାକୁ ଯାଇ ଘରକୁ ଫେରି ନ ଥିଲେ, ସାପୁଆ ନାଳରୁ ମିଳିଲା ନିଖୋଜ ଯୁବକଙ୍କ ମୃତଦେହ
ଗୋପାଳପୁର,୧୭।୧(ନବୀନ ରାଜ ଆଚାରୀ): ଗତ ୧୪ ତାରିଖରୁ ନିଖୋଜ ଥିଲେ ଯୁବକ। ଶୁକ୍ରବାର ନାଳରେ ଭାସୁଥିବା ଅବସ୍ଥାରେ ଠାବ ହୋଇଛି ମୃତଦେହ। ମୃତକ ହେଲେ ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଧିନସ୍ଥ ପାଟପୁର ଗ୍ରାମର ଶାନ୍ତନୁ ନାୟକ (୨୩)। ଏ...
ରୋଜ୍ଭ୍ୟାଲି ଚିଟ୍ଫଣ୍ଡ ଠକେଇ ମାମଲାରେ ଚାର୍ଜଫ୍ରେମ୍
ଭୁବନେଶ୍ୱର,୧୭ା୧(ସତ୍ୟଜିତ୍ ରାଉତ): ରୋଜଭ୍ୟାଲି ଚିଟ୍ଫଣ୍ଡ ଠକେଇ ମାମଲାରେ ଭୁବନେଶ୍ୱରସ୍ଥିତ ସ୍ବତନ୍ତ୍ର କୋର୍ଟ (ପିଏମ୍ଏଲ୍ଏ) ତଥା ଜିଲା ଓ ଦୌରା ଜଜ୍ ଚାର୍ଜଫ୍ରେମ୍ କରିଛନ୍ତି। ରୋଜ୍ଭ୍ୟାଲି ଚେୟାରମ୍ୟାନ ଗୌତମ କୁଣ୍ଡୁ, ପରିଚାଳନା ସଦସ୍ୟ ଶିବମୟ ଦତ୍ତ ଏବଂ ଅନ୍ୟ ସମ୍ପୃକ୍ତ ଅଭିଯୁକ୍ତଙ୍କ...
ଧନୁଯାତ୍ରା ଦେଖିବାକୁ ଆସି ବଳାତ୍କାରର ଶିକାର ହେଲେ ଯୁବତୀ: ଅଭିଯୁକ୍ତଙ୍କ ଗିରଫ ଦାବିରେ ରାସ୍ତାକୁ ଓହ୍ଲାଇଲେ ଲୋକେ
ବରଗଡ଼,୧୬ା୧(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଥିବାବେଳେ ଗତ ୧୨ତାରିଖ ଧନୁଯାତ୍ରା ଦେଖିବାକୁ ଆସିଥିବା ଜଣେ ଯୁବତୀ ନିଖୋଜ ହୋଇଯିବା ଏବଂ ଘଟଣାର ୪୮ଘଣ୍ଟା ପରେ ତାଙ୍କୁ ବରଗଡ଼ ସହର ଉପକଣ୍ଠ କୁର୍ଲା ଜଙ୍ଗଲରୁ ରକ୍ତ...
୩ ବ୍ୟବସାୟୀଙ୍କୁ ଲହୁଲୁହାଣ କରି ୧୫ ଲକ୍ଷ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
ଉମରକୋଟ,୧୫ା୧(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ଥମୁନି ଲୁଟେରାଙ୍କ ଆତଙ୍କରାଜ। ସଂଘବଦ୍ଧ ଆକ୍ରମଣ କରି ୧୫ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି ଲୁଟେରା। ଦୁଇ ଦିନ ତଳେ ନବରଙ୍ଗପୁର ସହରସ୍ଥିତ ଘରେ ପଶି ୨୦ ଲକ୍ଷ ଟଙ୍କା ଲୁଟ୍ ଘଟଣାର ପର୍ଦ୍ଦାଫାଶ...
ମୋହନାରୁ ଗଞ୍ଜେଇ ନେଇ ବ୍ରହ୍ମପୁର ଯାଉଥିଲେ ଅଭିଯୁକ୍ତ, ହାଜତ ପଠାଇଲା ଅବକାରୀ
ଦିଗପହଣ୍ଡି,୧୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ଥାନା ଏସ୍ଆଇ ଅନୀତା ପ୍ରଧାନ ଗଜପତି ଜିଲା ମୋହନା ଥାନା କୀର୍ତ୍ତିଗି ଗ୍ରାମର ଜିତେନ୍ଦ୍ର ପାଇକଙ୍କୁ ଶୁକ୍ରବାର ବ୍ରହ୍ମପୁର ଜିଲା ଦୌରା ଜଜ କୋର୍ଟକୁ ଚାଲାଣ କରିଛନ୍ତି। ଅବକାରୀ ମାମଲା...
ସ୍ବାମୀଙ୍କ ସହ ଜେଲ୍ ଗଲେ ସହଦେବ ହତ୍ୟାଘଟଣାର ମାଷ୍ଟରମାଇଣ୍ଡ୍ ଲିପିକା
ଭୁବନେଶ୍ୱର,୧୦ା୧: ବ୍ରାଉନଗୁଗାର ବିକ୍ରି ଏବଂ ରସୁଲଗଡ଼ ବ୍ରିଜ୍ ଉପରେ ସହଦେବ ନାୟକଙ୍କୁ ହତ୍ୟା କରିବା ଘଟଣାର ମାଷ୍ଟରମାଇଣ୍ଡ୍ ଲିପିକା ନାୟକଙ୍କୁ ମଞ୍ଚେଶ୍ୱର ଥାନା ପୋଲିସ ବାନ୍ଧିଛି। ସ୍ବାମୀ ଲକ୍ଷ୍ମୀଧର ନାୟକଙ୍କ ସହ ମିଶି ସେ ଏହି ଅପରାଧ ଘଟାଇଥିଲେ। ବର୍ତ୍ତମାନ...
Archives


