ଅପରାଧ

ଶିଶୁକୁ ବି ଛାଡିଲେନି….୫ ବର୍ଷର ଶିଶୁଙ୍କୁ ସରପଞ୍ଚଙ୍କ ଯୌନ ନିର୍ଯାତନା, ମାଡ଼ ମାରି….

ନୂଆଦିଲ୍ଲୀ,୧୪।୧: ତେଲେଙ୍ଗାନାର ୟଦାଦ୍ରି ଭୁବନଗିରି ଜିଲ୍ଲାରୁ ଏକ ଛାତିଥରା ଘଟଣା ସାମ୍ନାକୁ ଆସିଛି ।ଭୁବନଗିରି ମଣ୍ଡଳର ପେଞ୍ଚଲାପାଡୁ ଗାଁରେ, ସମାଜର ରକ୍ଷକ ଭାବରେ ବିବେଚିତ ପୂର୍ବତନ ସରପଞ୍ଚ ଏଲାୟା ଭକ୍ଷକ ସାଜିଛନ୍ତି । ଅଭିଯୁକ୍ତ ଏଲାୟାଙ୍କ ବିରୁଦ୍ଧରେ ଜଣେ ୫ ବର୍ଷର…

କୁମୁଡ଼ ହତ୍ୟାକାଣ୍ଡ ଘଟଣା: ସିନ୍‌ ରିକ୍ରିଏସନ୍‌ ପରେ ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଆନନ୍ଦପୁର,୧୪ା୧(ସୁଶାନ୍ତ କୁମାର ସାହୁ): ଜମିବାଡ଼ି ବିବାଦ ପାଇଁ କକାଙ୍କ ପରିବାର ସଂଘବଦ୍ଧ ଆକ୍ରମଣରେ ପୁତୁରାଙ୍କ ମୃତ୍ୟୁ ଘଟଣାରେ ଅଭିଯୁକ୍ତ କକା ଓ କକାପୁଅ ଭାଇ (ବାପ-ପୁଅ)ଙ୍କୁ ଗିରଫ କରିଛି ପୋଲିସ। ତେବେ ହତ୍ୟାକାଣ୍ଡ ଘଟଣାର ସିନ୍‌ ରିକ୍ରିଏସନ ପରେ ଘସିପୁରା ପୋଲିସ…

ଚୋରଙ୍କୁ ପଚରାଉଚରା ପରେ ଛାଡ଼ିଦେଲା ପୋଲିସ, ଗିରଫ ଦାବିରେ ତାତିଲେ ଲୋକେ

ବଲାଙ୍ଗୀର,୧୨ା୧(ସୁନିଲ କୁମାର ମହାନ୍ତି): ସଦର ଥାନା କୁଶମେଲ ପଞ୍ଚାୟତର ଇଲେକ୍ଟ୍ରି ତାର ଚୋରି ହୋଇଥିଲା। ଲୋକେ ପୋଲିସକୁ ଖବର ଦେଇବାରୁ ସଦର ପୋଲିସ ଚୋରମାନଙ୍କୁ ଥାନାକୁ ଆଣିଥିଲା ସତ ମାତ୍ର ପରେ ଛାଡ଼ିଦେଇଥିବା ପଞ୍ଚାୟତବାସୀ ଅଭିଯୋଗ କରିଛନ୍ତି। ତେବେ ଏହାର ପ୍ରତିବାଦରେ…

ଇଂଲଣ୍ଡରୁ ମାଆ ମୃତ୍ୟୁର ସ୍କ୍ରିପ୍ଟ ନେଇ ଆସିଲେ ପୁଅ, ଗୁହାଳରେ ରହି ହତ୍ୟା ପରେ ଘର ପାଣିଟାଙ୍କିରେ….

ନୂଆଦିଲ୍ଲୀ,୧୨ା୧: ହରିୟାଣାର ଯମୁନାନଗରରୁ ଏକ ଖବର ସାମ୍ନାକୁ, ଯାହାକୁ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି । ଏହି କାହାଣୀଟି କୌଣସି ଫିଲ୍ମ ଥ୍ରୀଲରଠାରୁ କମ୍ ନୁହେଁ, କିନ୍ତୁ ଏହାର ଶେଷ ସମ୍ପୂର୍ଣ୍ଣ ଦୁଃଖଦ ଏବଂ ହୃଦୟ ବିଦାରକ। ପୁଅକୁ ତାଙ୍କ ମାଆ ସାତ…

ନାବାଳକଙ୍କୁ ଏୟାରଗନ୍‌ରୁ ଗୁଳି ଚଳାଇଲେ ଯୁବକ, ଫେରାର ହୋଇଯିବା ସମୟରେ…

ସମ୍ବଲପୁର,୧୧ା୧(ପ୍ରମୋଦ ବହିଦାର): ସମ୍ବଲପୁର ସଦରଥାନା ଅନ୍ତର୍ଗତ ମିର୍ଗାମୁଣ୍ଡା ଗ୍ରାମରେ ରବିବାର ପୂର୍ବାହ୍ନରେ ଜଣେ ଯୁବକଙ୍କ ଗୁଳିରେ ସେହି ଗ୍ରାମର ଜଣେ ନାବାଳକ ଗୁରୁତର ହୋଇଛନ୍ତି। ସେ ହେଉଛନ୍ତି ମିର୍ଗାମୁଣ୍ଡା ଗ୍ରାମର ପ୍ରତାପ କିଷାନ(୯)। ଗୁରୁତର ଅବସ୍ଥାରେ ତୁରନ୍ତ ତାଙ୍କୁ କଟକ ସ୍ଥାନାନ୍ତର…

ଭାଜପା କର୍ମୀଙ୍କୁ ସଂଘବଦ୍ଧ ଆକ୍ରମଣ: ୧୦ରୁ ଊର୍ଦ୍ଧ୍ୱ ଆହତ, ପୋଲିସ ପହଞ୍ଚିବାରୁ…

ହାଟଡିହୀ,୧୧ା୧(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରରେ ଏବେ ରାଜନୈତିକ ଅଶାନ୍ତ ଆରମ୍ଭ ହେଲାଣି। ଫଳରେ ଛକାପଞ୍ଝା ବଢ଼ିବାରେ ଲାଗିଛି l ଖବରରୁ ଜଣାଯାଇଛି, ରବିବାର ଆନନ୍ଦପୁର ବିଧାୟକ ଅଭିମନ୍ୟୁ ସେଠୀଙ୍କ ନିଜ ଇଞ୍ଚୋଳ ପଞ୍ଚାୟତ ଅଧୀନ ଭୂତପଦା ଗ୍ରାମରେ…

ବେଆଇନ ଭାବେ ବିକୁଥିଲେ ବିଦେଶୀ ମଦ: ମାଡ଼ି ବସିଲା ଦିଗପହଣ୍ଡି ଅବକାରୀ ବିଭାଗ, ଅଭିଯୁକ୍ତଙ୍କୁ…

ଦିଗପହଣ୍ଡି,୧୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ଥାନା ଭାରପ୍ରାପ୍ତ ଓଆଇସି ଏନ୍‌. ତ୍ରିପତୀ ରେଡ୍ଡୀ ସଦଳବଳେ ଶନିବାର ସାରେ ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ଯୋଗିଆ ପଲ୍ଲୀ ଗ୍ରାମ ରାସ୍ତାରେ ପାଟ୍ରୋଲିଂ କରୁଥିବା ବେଳେ ଗ୍ରାମର ରମେଶ ରେଡ୍ଡୀ…

ବଡ଼ବାପାଙ୍କୁ ହତ୍ୟା କରି ମୃତଦେହ ପାଖରେ ଜଗି ରହିଲେ ପୁତୁରା, ସ୍ଥାନୀୟ ଲୋକେ ପହଞ୍ଚିବାରୁ…

ବାରିପଦା,୧୦ା୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା କରଞ୍ଜିଆ ଥାନା ଅଧୀନ କରଡ଼ିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ମାନସିକ ବିକାରଗ୍ରସ୍ତ ପୁତୁରା ଜଣକ ବଡ଼ବାପାଙ୍କୁ ଠେଙ୍ଗାରେ ଆକ୍ରମଣ କରି ହତ୍ୟା କରିଛନ୍ତି। ଏପରିକି ହତ୍ୟା କରିବା ପରେ ପୁତୁରା ଜଣକ…

ଅତର ଭାଟିରୁ ଚୋରି, ୫ଜଣଙ୍କୁ ବାନ୍ଧି କୋର୍ଟ ଚାଲାଣ କଲା…

ଛତ୍ରପୁର,୯ା୧(ଦିଲୀପ ସାମଲ): ଚମାଖଣ୍ଡି ଥାନା ଅନ୍ତର୍ଗତ କଣମଣା ଅଞ୍ଚଳର ଏକ ଅତର ଭାଟିରୁ ଚୋରି ଅଭିଯୋଗରେ ୫ ଜଣଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ ହେଲେ ମାଟିଖାଲ ଅଞ୍ଚଳର ମିଟୁ ପ୍ରଧାନ, କଣମଣା ଅଞ୍ଚଳର ଏସ. ମୋହନ…

ଝିଅ ଜନ୍ମ ପରେ ଦେଉଥିଲେ ଯୌତୁକ ନିର୍ଯାତନା, ବାପଘରକୁ ଯିବା ପରେ ଦ୍ୱିତୀୟ ବିବାହ: ଥାନାରେ ସ୍ତ୍ରୀ ଦେଲେ…

ଦିଗପହଣ୍ଡି,୯।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ଏନ୍‌.ପୁଷ୍ପା ରେଡ୍ଡୀଙ୍କୁ ତାଙ୍କ ସ୍ବାମୀ ଏନ୍‌. ସୂର୍ଯ୍ୟ ରେଡ୍ଡୀ ଏବଂ ଶାଶୁ, ଶ୍ବଶୁର, ନଣନ୍ଦ ଅଧିକ ଯୌତୁକ ପାଇଁ ଶାରୀରିକ ଓ ମାନସିକ ନିର୍ଯାତନା ଦେଇଥିବା…

ଅବକାରୀ ବିଭାଗର ୨ ଦିନିଆ ଧରପଗଡ଼: ୨୨୭ ଲିଟର ଦେଶୀ ମଦ, ୨୯୦୦ ଲିଟର ମହୁଲ ପୋଚ ସହ…

ରାୟଗଡ଼ା, ୯।୧(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ଜିଲା ଅବକାରୀ ବିଭାଗ ପକ୍ଷରୁ ରାୟଗଡ଼ା ଉପଖଣ୍ଡର ବିଭିନ୍ନ ସ୍ଥାନରେ ରେଡ କରାଯାଇ ୯ଜଣ ପୁରୁଷ ଓ ଜଣେ ମହିଳାଙ୍କୁ ଗିରଫ କରାଯାଇଛି । ସେମାନଙ୍କ ଠାରୁ ୨୨୮ ଲିଟର ଦେଶୀ ମଦ, ୨୯୦୦…

ଜାମୁ ଗଛ ପାଇଁ ଭାଇକୁ ମାରିଲେ ଭାଇ: ଏପଟେ ସ୍ବାମୀଙ୍କ ବାଟକୁ ଚାହିଁ ରହିଥିଲେ ସ୍ତ୍ରୀ- ଝିଅ

ରାୟଗଡ଼ା/ଅମ୍ବାଦଳା,୯।୧(ଆଶିଷ ରଞ୍ଜନ ପଣ୍ଡା/ରବୀନ୍ଦ୍ର ପଣ୍ଡା): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବଡ଼ବାପାଙ୍କ ପୁଅ ଟାଙ୍ଗିଆ ଚୋଟରେ ସାନବାପାଙ୍କ ପୁଅର ମୃତ୍ୟୁ ଘଟିଛି। ରାୟଗଡ଼ା ଜିଲା ମୁନିଗୁଡ଼ା ବ୍ଲକ ଅମ୍ବାଦଳା ଥାନା ଇଚ୍ଛାପୁର ପଞ୍ଚାୟତର ବଡ଼ନାଗଝରି ଗ୍ରାମରେ ଶୁକ୍ରବାର ଏଭଳି ହତ୍ୟାକାଣ୍ଡ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?