ନାବାଳିକାଙ୍କୁ ଗଣବଳାତ୍କାର, ୪ ଜଣଙ୍କୁ ବାନ୍ଧିଲା ପୋଲିସ
କୁଚିଣ୍ଡା,୪ା୧୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ମହୁଲପାଲି ଥାନା ଅଞ୍ଚଳରେ ଜଣେ ୧୪ବର୍ଷର ନାବାଳିକାଙ୍କୁ ଗଣବଳାତ୍କାର ହୋଇଥିବା ଅଭିଯୋଗ ହୋଇଛି। ପୋଲିସ ଏହି ଘଟଣାରେ ୪ଜଣଙ୍କୁ ଗିରଫ କରି ବୁଧବାର ସମ୍ବଲପୁର ପୋକ୍ସୋ କୋର୍ଟକୁ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ହେଲେ...
ରାଜଧାନୀରେ ଚାଞ୍ଚଲ୍ୟ: ମର୍ନିଂ ଓ୍ବାର୍କରେ ଯାଇଥିଲା ପୁଅ, ମା’-ବାପାଙ୍କ ସହ ଝିଅଙ୍କ ଗଳା କାଟିଦେଲେ…
ନୂଆଦିଲ୍ଲୀ,୪।୧୨: ରାଜଧାନୀ ଦିଲ୍ଲୀରେ ବୁଧବାର ଟ୍ରିପଲ୍ ମର୍ଡରକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଛି। ଦକ୍ଷିଣ ଦିଲ୍ଲୀର ନେବ ସରାୟର ଦେବଲିରେ ସ୍ବାମୀ-ସ୍ତ୍ରୀ ଏବଂ ଝିଅଙ୍କୁ ଛୁରି ଭୂସି ହତ୍ୟା କରାଯାଇଛି। ଘଟଣା ସମୟରେ ପୁଅ ମର୍ନିଂ ଓ୍ବାର୍କରେ ଯାଇଥିଲେ। ସେ ଫେରି...
ଯାତ୍ରା ଦେଖିବାକୁ ଯାଇ ଗାଁକୁ ଫେରିବା ବେଳେ ଗଣବଳାତ୍କାରର ଶିକାର ହେଲେ ନାବାଳିକା
କୁଚିଣ୍ଡା,୧ା୧୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ମହୁଲପାଲି ଥାନା ଅଞ୍ଚଳରେ ଜଣେ ୧୪ବର୍ଷର ନାବାଳିକାଙ୍କୁ ଗଣବଳାତ୍କାର ହୋଇଥିବା ପୋଲିସରେ ଅଭିଯୋଗ ହୋଇଛି। ଏନେଇ ପୋଲିସ ଏକ ପୋକ୍ସୋ ଆକ୍ଟରେ ଏକ ମାମଲା ରୁଜୁ କରି ୪ଜଣଙ୍କୁ ଅଟକ ରଖି ତଦନ୍ତ ଚଳାଇଛି।...
ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିବା ପରେ ଗାତ ଖୋଳି ପୋତୁଥିଲେ ସ୍ବାମୀ, ଆଉ ତା’ ପରେ…
କାମାକ୍ଷାନଗର,୧ା୧୨: ଢେଙ୍କାନାଳ ଜିଲା ମହାବୀରୋଡ୍ ଥାନା ଅନ୍ତର୍ଗତ ମଝିକା ଗାଁରେ ରବିବାର ରାତିରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଶୋଇଥିବା ଅବସ୍ଥାରେ ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ଦେଇଛନ୍ତି ସ୍ବାମୀ। ହତ୍ୟା ପରେ ଗାତ ଖୋଳି ପୋତିବା ବେଳେ ଗ୍ରାମବାସୀ ଧରିଥିଲେ।...
ପୁଅବୋହୂଙ୍କୁ ପେଟ୍ରୋଲ ଢ଼ାଳି ନିଆଁ ଲଗାଇଦେଲେ ବାପା
ବାରଙ୍ଗ,୩୦।୧୧: ପାରିବାରିକ କଳହର କରୁଣ ପରିଣତି। ପୁଅବୋହୂଙ୍କୁ ପେଟ୍ରୋଲ ଢ଼ାଳି ବାପା ନିଆଁ ଲଗାଇ ପୋଡ଼ି ମାରି ଦେବାକୁ ଚେଷ୍ଟା କରିବା ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ଗୁରୁତର ଅବସ୍ଥାରେ ପୁଅବୋହୂଙ୍କୁ ଉଦ୍ଧାର କରାଯାଇ କଟକ ଏସ୍ସିବିରେ ଭର୍ତ୍ତି କରାଯାଇଛି।...
ବିଦ୍ୟାଳୟ ଅର୍ଥ ଆତ୍ମସାତ୍ ଅଭିଯୋଗରେ ଭାରପ୍ରାପ୍ତ ପ୍ରଧାନଶିକ୍ଷକଙ୍କୁ ୪ ବର୍ଷ ଜେଲ୍
ବାଲିଗୁଡ଼ା,୨୯ା୧୧(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ଫୁଲବାଣୀ ଭିଜିଲାନ୍ସ ଜଜ୍ ଏକ ଦୁର୍ନୀତି ଓ ଅର୍ଥ ଆତ୍ମସାତ ମାମଲାର ସାକ୍ଷ୍ୟ ପ୍ରମାଣକୁ ଭିତ୍ତିକରି ବାଲିଗୁଡ଼ା ବ୍ଲକ ଅନ୍ତର୍ଗତ ଡୁକୁଲାମିଲା ନୂତନ ପ୍ରାଥମିକ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନଶିକ୍ଷକ ବିଭୂନନ୍ଦନ କେଶରୀ ନାୟକଙ୍କୁ...
୮୮ କେଜି ରୁପା ଇଟା ସହ ନଗଦ ୫ ଲକ୍ଷରୁ ଅଧିକ ଟଙ୍କା ଜବତ: ୨ ଗିରଫ
ଖଲ୍ଲିକୋଟ,୨୯ା୧୧(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଜାତୀୟ ରାଜପଥ ନଂ୧୬ ଗୁରାପଲ୍ଲି ଟୋଲ୍ଗେଟ ନିକଟରେ ଖଲ୍ଲିକୋଟ ପୋଲିସର ଗାଡ଼ି ଯାଞ୍ଚବେଳେ ଏକ କାର୍ରୁ ୮୮ କେଜି ରୁପା ସହ ନଗଦ ୫ ଲକ୍ଷ ୪୬ ହଜାର ୬...
ମହିଳାଙ୍କ ନାମରେ ଋଣ ଟଙ୍କା ଉଠାଇ ସପରିବାର ଫେରାର ହୋଇଗଲେ ଅଭିଯୁକ୍ତ
ଦିଗପହଣ୍ଡି,୨୯ା୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ପଞ୍ଚାୟତ ନୂଆଗଡ଼ ଗ୍ରାମର କିଛି ମହିଳାଙ୍କ ନାମରେ ପ୍ରାୟ ସାଢ଼େ ୫ ଲକ୍ଷ ଋଣ ଟଙ୍କା ଉଠାଇ ସେହି ଗ୍ରାମର ଜଣେ ବ୍ୟକ୍ତି ପରିବାର ସହ ଫେରାର...
ଘରେ ପଶି ପୁତୁରାଙ୍କୁ ହତ୍ୟା, ଦାଦାଙ୍କୁ ଅଟକ ରଖିଲା ପୋଲିସ
ବ୍ରହ୍ମପୁର,୨୮ା୧୧(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲାରେ ଘରୋଇ ହିଂସା ଓ ପୂର୍ବ ଶତ୍ରୁତାରୁ ମାସେ ଭିତରେ ୩ ମୁଣ୍ଡ ଗଡ଼ିସାରିଲାଣି। ପୂର୍ବରୁ ଶେରଗଡ଼ରେ ଦୁଇଟି ହତ୍ୟାକାଣ୍ଡ ଘଟିଥିବାବେଳେ ବୁଧବାର ବିଳମ୍ବିତ ରାତିରେ ସଦର ଥାନା ଅନ୍ତର୍ଗତ ରୋହିଗାଁ ବଡ଼ସାହିରେ ପୁଣି...
ରାଜ୍ୟର ୯ ଜିଲାରେ ସର୍ବାଧିକ ଗଞ୍ଜେଇ ଚାଷ, ଏଥର ହେବ ମୂଳପୋଛ: ଡିଜିପି
ଭୁବନେଶ୍ୱର,୨୫ା୧୧: ରାଜ୍ୟରୁ ଗଞ୍ଜେଇ ଚାଷ ମୂଳପୋଛ କରିବାକୁ ପୋଲିସ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଗ୍ରୀନ କ୍ଲିନ୍ ଅଭିଯାନ ନେଇ ଡିଜିପି ଓ୍ବାଇବି ଖୁରାନିଆ ସୂଚନା ଦେଇ କହିଛନ୍ତି, ମୋଟ୍ ୫୪ଟି ଗଞ୍ଜେଇ ଚାଲାଣ ଓ ଚାଷ ନେଇ ମାମଲା...
ନିର୍ଯାତନାର କାହାଣୀ ବଖାଣିଲେ ବାଂଲାଦେଶୀ ଦେହଜୀବୀ
ଭୁବନେଶ୍ୱର,୨୫ା୧୧(ସତ୍ୟଜିତ୍ ରାଉତ): କଟକରେ ବାଂଲାଦେଶର ଜଣେ ନାବାଳିକା ଉଦ୍ଧାର ପରେ ଏହାକୁ ନେଇ କମିଶନରେଟ୍ ପୋଲିସ ଅଧିକ ତନାଘନା ଚଳାଇଛି। ତେବେ କଟକ ସହ ଭୁବନେଶ୍ୱରରେ ମଧ୍ୟ ବାଂଲାଦେଶ ଯୁବତୀ ସକ୍ରିୟ ଥିବା ଚର୍ଚ୍ଚା ହେଉଛି। ଭୁବନେଶ୍ୱରରେ ସେକ୍ସ ୱାର୍କର...
ବାଂଲାଦେଶୀ ନାବାଳିକା ପ୍ରସଙ୍ଗରେ ଦମ୍ପତିଙ୍କୁ ଉଠାଇନେଲା ପୋଲିସ
କଟକ,୨୪ା୧୧: ବାଂଲାଦେଶୀ ନାବାଳିକା ପ୍ରସଙ୍ଗରେ ପୋଲିସ ୨ ଜଣଙ୍କୁ ଉଠାଇ ନେଇଛି। କଟକ ସଦର ଥାନା ଅଞ୍ଚଳର ଦୁଇ ଜଣଙ୍କୁ ମଧୁପାଟଣା ପୋଲିସ ଉଠାଇ ନେଇଥିବା ଜଣାପଡ଼ିଛି। ନାବାଳିକାଙ୍କ ବୟାନ ଆଧାରରେ ଜଣେ ମହିଳା ଓ ଜଣେ ପୁରୁଷଙ୍କୁ ମଧୁପାଟଣା...
Archives


