ଅପରାଧ

ବୃଦ୍ଧାଶ୍ରମରୁ ଦୁର୍ବୃତ୍ତ ଚୋରି କରିନେଲେ ବିଭିନ୍ନ ସାମଗ୍ରୀ, ପୋଲିସର ତନାଘନା

ଛତ୍ରପୁର,୯ା୧(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ଗୋଲାପଲ୍ଲୀସ୍ଥିତ ଯଶୋଦା ଫାଉଣ୍ଡେଶନ ଆଣ୍ଡ ଟ୍ରଷ୍ଟ ଆନୁକୂଲ୍ୟରେ ଥିବା ‘କସ୍ତୁରବା ବୃଦ୍ଧାଶ୍ରମ ଗୃହରୁ ବିଭିନ୍ନ ସାମଗ୍ରୀ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଏନେଇ ଟ୍ରଷ୍ଟି ସାଗରିକା ପଣ୍ଡା ଲିଖିତ ଭାବେ ଛତ୍ରପୁର…

ହତ୍ୟାକାରୀଙ୍କୁ ଗିରଫ ଦାବିରେ ରାସ୍ତାରୋକୋ, ଜାତୀୟ ରାଜପଥରେ ମୃତଦେହ ରଖି…

ବଲାଙ୍ଗୀର,୯ା୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଶାନ୍ତିପଡ଼ାର ନିଖୋଜ ପ୍ରବୀଣ ମହାଲିଙ୍ଗ (ମୁଟୁ)ଙ୍କ ମୃତଦେହ ଶୁକ୍ରବାର ସଦରଥାନା ପଥରଚେପା ପୋଖରୀରୁ ୫ ଦିନ ପରେ ଉଦ୍ଧାର କରାଯାଇଥିଲା। ମୃତଦେହକୁ ୫୭ନଂ ରାଜ୍ୟ ରାଜପଥ ଶାନ୍ତିପଡ଼ା ଛକ ରାସ୍ତା ରଖି ପରିବାର ଲୋକେ…

ଶବ ସତ୍କାର କରିବାକୁ ଆସି ଶବ ହୋଇଗଲେ ଯୁବକ

ପୁରୀ,୯ା୧(ଅଜିତ କୁମାର ମହାନ୍ତି): ପୁରୀରେ ଗୁରୁବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ସାମାନ୍ୟ ବଚସା ଓ କଥା କଟାକଟିକୁ ନେଇ ଯୁବକଙ୍କୁ ହତ୍ୟା କରାଯାଇଥିବା ବେଳେ ଅନ୍ୟଜଣେ ଗୁରୁତର ହୋଇ ମେଡିକାଲରେ ଚିକିତ୍ସିତ ହେଉଛନ୍ତି। ହତ୍ୟାର…

ଖାଇବା ଦେବାରେ ବିଳମ୍ବ କଲେ ସ୍ତ୍ରୀ….ରାଗରେ ପଞ୍ଚମ ହୋଇ କୋଦାଳରେ ପିଟି ହତ୍ୟା କଲେ ସ୍ବାମୀ

ଲକ୍ଷ୍ନୌ,୯।୧: ଉତ୍ତର ପ୍ରଦେଶର ମୁରାଦାବାଦରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। କଟଘର ଥାନା ଅଞ୍ଚଳର ଦେବପୁର ଗାଁରେ ଏକ ଛୋଟ ଘରୋଇ ବିବାଦ ଭୟଙ୍କର ରୂପ ନେଇଛି । ଖାଦ୍ୟ ପାଇଁ ଝଗଡ଼ା ପରେ ଜଣେ ସ୍ୱାମୀ ତାଙ୍କ ସ୍ତ୍ରୀଙ୍କୁ ଏକ…

‘ହୋଟେଲ ରୁମକୁ ଜବରଦସ୍ତି ନେଇଗଲେ…’ ଟିମ୍ କୋଚଙ୍କ ନାମରେ ବଳାତ୍କାର ଅଭିଯୋଗ

ନୂଆଦିଲ୍ଲୀ,୮।୧: ହରିୟାଣା ପୋଲିସ ଜଣେ ସୁଟିଂ ପ୍ରଶିକ୍ଷକଙ୍କ ବିରୋଧରେ ମାମଲା ରୁଜୁ କରିଛି । ତାଙ୍କ ବିରୋଧରେ ବଳାତ୍କାର ଅଭିଯୋଗ ଆସିଛି । ବଳାତ୍କାର ପୀଡିତା ଜଣେ ନାବାଳିକା ହୋଇଥିବା ବେଳେ ସେ ଜଣେ ଜାତୀୟ ସ୍ତରର ସୁଟର । ବର୍ତ୍ତମାନ…

ଯୁବକଙ୍କ ଉନ୍ମତ୍ତ କାଣ୍ଡ, ବାପା ଓ ପଡୋଶୀକୁ ହାଣି ହତ୍ୟା

ବାରିପଦା, ୭।୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା କରଞ୍ଜିଆ ବ୍ଲକ କୁଶପଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ପୁଅର ଆକ୍ରମଣରେ ବାପା ସହ ପଡୋଶୀଙ୍କ ମୃତ୍ୟୁ ଘଟିଛି । ଏହା ସହିତ ଜଣେ ଗୁରୁତର ହୋଇ କରଞ୍ଜିଆ ଡାକ୍ତରଖାନାରେ…

ପ୍ରେମ ପାଇଁ ଯୁବତୀଙ୍କୁ କାର ଭିତରେ ଦେଖାଇଲେ ବନ୍ଧୁକ

ଭୁବନେଶ୍ୱର,୭।୧ ଭୁବନେଶ୍ୱରରେ ତ୍ରିକୋଣୀୟ ପ୍ରେମରୁ ତୁମୁଳକାଣ୍ଡ। କାର ଭିତରେ ବନ୍ଧୁକ ଦେଖାଇ ଯୁବତୀଙ୍କୁ ଧମକ। ଏଭଳି ଘଟଣା ଘଟିଛି ଭୁବନେଶ୍ୱର ଲିଙ୍ଗରାଜ ଥାନା ସାମନ୍ତରାପୁର ଅଞ୍ଚଳରେ। ତ୍ରିକୋଣୀୟ ପ୍ରେମକୁ ନେଇ ବନ୍ଧୁକ ଦେଖାଇ ଧମକ ସୂଚନା ମିଳିଛି। ଯୁବତୀ ଜଣଙ୍କ ପେସାରେ…

ଲାଞ୍ଚ ନେଇ ଧରାପଡ଼ିଲେ ୨ ଯନ୍ତ୍ରୀ, ବିଲ୍‌ ପାସ୍‌ କରାଇବା ପାଇଁ ଠିକାଦାରଙ୍କଠାରୁ …

ବାରିପଦା,୫ା୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଲାଞ୍ଚ ନେଇ ଧରାପଡ଼ିଛନ୍ତି ଦୁଇ ଯନ୍ତ୍ରୀ। ମୟୂରଭଞ୍ଜ ଜିଲା ଉଦଳାସ୍ଥିତ ଓଡ଼ିଶା ଲିଫ୍ଟ ଇରିଗେସନ କର୍ପୋରେଶନ (ଓଏଲଆଇସି) ଉପ-ବିଭାଗରେ କାର୍ଯ୍ୟରତ ଦୁଇ ଅଧିକାରୀ ଲାଞ୍ଚ ନେବା ସମୟରେ ଭିଜିଲାନ୍ସ ମାଡ଼ିବସିଛି। ଏକ ବିଲ୍‌ ପାସ କରିବା ପାଇଁ…

ବନ୍ଦ ଘରକୁ ଟାର୍ଗେଟ୍‌ କରି କରୁଥିଲେ ଚୋରି, ୨ ଚୋରଙ୍କ ପାଖରୁ ମିଳିଲା ବିଦେଶୀ ଟଙ୍କା ସହ…

ଭଞ୍ଜନଗର,୪ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଦୁଇଟି ଚୋରି ମାମଲାର ରାକେଟକୁ ରବିବାର ଗିରଫ କରିବାରେ ସକ୍ଷମ ହୋଇଛି। ସେମାନେ ହେଲେ ବାଉଁଶଲୁଣ୍ଡିର ବଳିଆ ନାୟକ ଓ ଖୋର୍ଦ୍ଧା ଅଞ୍ଚଳର ଗୋବିନ୍ଦ ପ୍ରଧାନ।ପୋଲିସ ସେମାନଙ୍କଠାରୁ ବିଦେଶୀ ମୁଦ୍ରା ସହ ଚୋରି…

ହୋଟେଲ ରୁମ୍‌ରେ ଚାଲିଥିଲା ଜୁଆଖେଳ: ଚଢ଼ାଉ କଲା ପୋଲିସ, ୭ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜବତ; ୯ ଅଟକ…

ସମ୍ବଲପୁର,୩ା୧(ପ୍ରମୋଦ ବହିଦାର): ସମ୍ବଲପୁର ଭିଏସ୍‌ଏସ୍‌ ମାର୍ଗସ୍ଥିତ ହୋଟେଲ ଉପହାର ପ୍ୟାଲେସରେ ଜୁଆଖେଳ ଚାଲିଥିବା ବେଳେ ପୋଲିସ ଚଢାଉ କରି ୯ ଜଣଙ୍କୁ ଅଟକ ରଖିଛି। ସେମାନଙ୍କ ନିକଟରୁ ପ୍ରାୟ ୭ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜବତ ହୋଇଥିବା ଅନୁମାନ କରାଯାଉଛି। ଏହାସହ…

ପରିବାରଲୋକେ କରୁଥିଲେ ନାପସନ୍ଦ, ପ୍ରେମିକଙ୍କୁ ପାଇବାକୁ ଅପହରଣ ନାଟକ ରଚିଥିଲେ ପ୍ରେମିକା, ଏବେ ପୋଲିସ…

ଫୁଲବାଣୀ, ୨ା୧(ରାକେଶ କୁମାର ରାଉତ)- କନ୍ଧମାଳ ଜିଲା ଗୋଛାପଡା ଥାନା ଅଞ୍ଚଳର ଜଣେ ୧୯ ବର୍ଷୀୟା ଯୁବତୀଙ୍କୁ କେତେ ଜଣ ଯୁବକ ତାଙ୍କ ଗାଁ ନିକଟରୁ ଏକ କାରରେ ଅପହରଣ କରି ନେବା ଘଟଣାର ପର୍ଦ୍ଦାଫାଶ କରିଛି ପୋଲିସ। ଯୁବତୀଙ୍କୁ ଅପହରଣ…

କଲରାପତରିଆ ସହ ସମ୍ବର ଶିଙ୍ଘ ଜବତ ମାମଲା: ୬ଜଣଙ୍କୁ କୋର୍ଟ ଚାଲାଣ କଲା ଖଡ଼ିଆଳ ବନଖଣ୍ଡ

ଖଡ଼ିଆଳ,୨।୧(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ବନଖଣ୍ଡ ପକ୍ଷରୁ କଲରାପତରିଆ ବାଘ ଛାଲ ଏବଂ ଦୁଇଟି ସମ୍ବର ଶିଙ୍ଘ ଜବତ ମାମଲାରେ ଛଅଜଣ କୋର୍ଟ ଚାଲାଣ ହୋଇଛନ୍ତି। ଗୁରୁବାର ନୂଆପଡା ରେଞ୍ଜ ଅଞ୍ଚଳର ପତାଳଘୁଟକୁରି ଗ୍ରାମର ମହେଶ ସାହୁ (୬୨)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?