ଅପରାଧ

କ’ଣ ପଦେ କହିଦେଲେ ବୋଲି…ଜନ୍ମକଲା ବୃଦ୍ଧା ମା’ଙ୍କୁ ପିଟି ପିଟି ମାରିଦେଲେ ପୁଅ

ଅନୁଗୋଳ,୨୪।୧୧( ମାନସ ବିଶ୍ୱାଳ)- ସାମାନ୍ୟ ପାଟି ତୁଣ୍ଡକୁ ନେଇ ମା’କୁ ହତ୍ୟା। ଅନୁଗୋଳ ଟାଉନ ଥାନା ଅନ୍ତର୍ଗତ ସୁସୁଡା ଗ୍ରାମରେ ଏଭଳି ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଘଟଣାରେ ଅଭିଯୁକ୍ତ ମାତୃହନ୍ତା ସରୋଜ ନାଏକକୁ ପୋଲିସ ଅଟକ ରଖିଛି। ସୂଚନା...

ଧାର ଟଙ୍କା ମାଗିବାରୁ ନାବାଳକ ଛାତ୍ରଙ୍କୁ ଆକ୍ରମଣ

ଗୋପାଳପୁର,୨୩ା୧୧(ନବୀନ ରାଜ ଆଚାରୀ): ଧାର ଟଙ୍କା ମାଗିବାରୁ ନାବାଳକ ଛାତ୍ରଙ୍କୁ ଲୁହା ରୋଡ୍‌ରେ ଆକ୍ରମଣ କରିଥିବା ନେଇ ଶୁକ୍ରବାର ରାତିରେ ଗୋଳନ୍ଥରା ଥାନାରେ ଅଭିଯୋଗ ହୋଇଛି। ଏ ନେଇ ପୋଲିସ ହତ୍ୟା ଉଦ୍ୟମ ମାମଲା ରୁଜୁ କରି ତଦନ୍ତ ଆରମ୍ଭ...

ଏକତରଫା ପ୍ରେମରୁ ତୁମୁଳକାଣ୍ଡ: ବିଚ୍‌ ରାସ୍ତାରେ ଯୁବକଙ୍କ ଗାଲକୁ ଶକ୍ତ ଚାପୁଡା ମାରିଲେ ଯୁବତୀ

ଭୁବନେଶ୍ବର,୨୨।୧୧: ମଞ୍ଚେଶ୍ବର ଥାନା ଅଧୀନ ଏକ ଘରୋଇ ହସ୍ପିଟାଲ ସମ୍ମୁଖରେ ଏକ ହାଇଡ୍ରାମା ଦେଖିବାକୁ ମିଳିଛି। ରାସ୍ତା ମଝିରେ ଜଣେ ଯୁବତୀ ବାଇକ୍‌ରେ ବସିଥିବା ଜଣେ ଯୁବକଙ୍କୁ ଗାଲରେ ଚାପୁଡ଼ା ମାରୁଥିବା ଭାଇରାଲ ଭିଡିଓରେ ଦେଖିବାକୁ ମିଳୁଛି। ଏକତରଫା ପ୍ରେମକୁ...

ଚାଷଜମିରେ ପାଣି ମଡ଼ାଇବାକୁ ନେଇ ହତ୍ୟା: ୨ ଗିରଫ

ଧରାକୋଟ,୨୧ା୧୧: ଗାଁ କୋଠ ଜମିରେ ପାଣି ମଡ଼ାଇବାକୁ କେନ୍ଦ୍ର କରି ଗତ ନଭେମ୍ବର ଦୁଇ ତାରିଖରେ ଧରାକୋଟ ଥାନା ଅନ୍ତର୍ଗତ କୁସରାବ ଗ୍ରାମରେ ଯୁଧିଷ୍ଠିର ଗୌଡ଼ଙ୍କ ପୁଅ ପଞ୍ଚାନନ ଓରଫ ପଞ୍ଚୁ (୫୨)କୁ ଗ୍ରାମ ନିକଟ କାନ୍ଦୁଲ ଘାଇ ନିକଟରେ...

ମନ୍ଦିର ହୁଣ୍ଡିରୁ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ଗଞ୍ଜାମ,୨୧ା୧୧(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ଅନ୍ତର୍ଗତ ପ୍ରୟାଗି ଗ୍ରାମ ନିକଟସ୍ଥ ବାବା ଅଳେଶ୍ୱର ଶୈବ ପୀଠର ଦାନ ହୁଣ୍ଡିରୁ ଲକ୍ଷାଧିକ ଟଙ୍କା ଚୋରି ହୋଇଥିବା ଜଣାପଡ଼ିଛି। ଏନେଇ ରମ୍ଭା ଥାନାରେ ମନ୍ଦିର ପରିଚାଳନା କମିଟି ପକ୍ଷରୁ ଲିଖିତ...

ଭଲ ପାଉଥିଲେ ବି ବିବାହ ପ୍ରସ୍ତାବରେ ରାଜି ହେଲେ ନାହିଁ, ସ୍କୁଲରେ ପଶି ଶିକ୍ଷୟିତ୍ରୀଙ୍କୁ ହତ୍ୟା କଲେ…

ଚେନ୍ନାଇ, ୨୧।୧୧: ତାମିଲନାଡ଼ୁର ତଞ୍ଜାଭୁର ଜିଲା ମଲ୍ଲିପଟ୍ଟିନମ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରୁ ବୁଧବାର ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ବିଦ୍ୟାଳୟର ଶିକ୍ଷୟିତ୍ରୀ ରମଣୀ(୨୬)ଙ୍କୁ ସ୍କଲ ପରିସର ମଧ୍ୟରେ ମଦନ ନାମକ ଜଣେ ଯୁବକ ଛୁରି ଭୁସି...

ସୁପରଭାଇଜରଙ୍କୁ ଆକ୍ରମଣ କରି ଶିକାରୀ କୋର୍ଟ ଚାଲାଣ

ଗୋପାଳପୁର,୨୦ା୧୧(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅନ୍ତର୍ଗତ କୁସୁମି ଅଞ୍ଚଳରେ କାର୍ଯ୍ୟରତ ବିଦ୍ୟୁତ ବିଭାଗ ସୁପରଭାଇଜରଙ୍କୁ କାତିରେ ଆକ୍ରମଣ ମାମଲାରେ ସମ୍ପୃକ୍ତ ଯୁବକଙ୍କୁ ବୁଧବାର ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ଜଣଙ୍କ...

ନାବାଳିକାଙ୍କୁ ବଳାତ୍କାର କରି ୨ ବର୍ଷ ପରେ ଜେଲ୍‌ ଗଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୨୦ା୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ବଳାତ୍କାର ଘଟଣାରେ ଗତ ୨ ବର୍ଷରୁ ଊର୍ଦ୍ଧ୍ୱ ହେଲା ଫେରାର ଥିବା ଅଭିଯୁକ୍ତ ଶିବ ଗୌଡ଼ଙ୍କୁ ଦିଗପହଣ୍ଡି ପୋଲିସ ଗିରଫ କରି ବୁଧବାର...

ବହୁ ଚର୍ଚ୍ଚିତ ଘନା ଜଙ୍ଗଲରେ ଗଣବଳାତ୍କାର ମାମଲା: ୫ ବର୍ଷ ପରେ ପ୍ରକାଶ ପାଇଲା ରାୟ, ୬ ଅଭିଯୁକ୍ତଙ୍କୁ…

ଭବାନୀପାଟଣା/ଧର୍ମଗଡ଼,୨୦ା୧୧(ଉତ୍ତମ କୁମାର ଦାଶ/ଆକାଶ କୁମାର ଜଗତ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବନମାଳୀପୁରସ୍ଥିତ ଘନା ଜଙ୍ଗଲରେ ୫ ବର୍ଷ ତଳେ ହୋଇଥିବା ବହୁ ଚର୍ଚ୍ଚିତ ଗଣବଳାତ୍କାର ଘଟଣାର ରାୟ ବୁଧବାର ପ୍ରକାଶ ପାଇଛି। ଏହି ଘଟଣାରେ ଧର୍ମଗଡ଼ ଅତିରିକ୍ତ...

୫ ମାସରେ ଶୁଣାଣି ଶେଷ: ସ୍ତ୍ରୀ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡାଦେଶ

କେନ୍ଦୁଝର,୨୦ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଦୌରାଜଜ୍‌ ଅଶୋକ କୁମାର ପଣ୍ଡା ଏକ ହତ୍ୟା ମାମଲାର ଶୁଣାଣି କରି ଅଭିଯୁକ୍ତ ଶୁକ୍ରା ଜୁଆଙ୍ଗଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିବା ସହ ୫ ହଜାର ଟଙ୍କା ଜରିମାନା ଆଦେଶ କରଛନ୍ତି। ଜରିମାନା...

ପଲ୍‌ସର୍‌ରେ ଆସିଲେ, ବ୍ଲାଙ୍କ୍‌ ଫାୟାରିଂ କରି କାର୍‌ରୁ ୮.୩୦ ଲକ୍ଷ ଲୁଟିନେଲେ

ବାଣପୁର,୧୯ା୧୧(ଦିଲୀପ କୁମାର ସ୍ବାଇଁ): ବାଣପୁର ଥାନା ଅଞ୍ଚଳରେ ଲୁଟେରାଙ୍କ ପ୍ରାଦୁର୍ଭାବ ବଢ଼ିବାରେ ଲାଗିଛି। ମଙ୍ଗଳବାର ସନ୍ଧ୍ୟାରେ ୧୬ ନମ୍ବର ଜାତୀୟ ରାଜପଥର ବାଣପୁର ଓଭରବ୍ରିଜ ନିକଟରେ ଚାଉଳ ସ’ ମିଲ୍‌ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ଦୁର୍ବୃତ୍ତମାନେ ୮ଲକ୍ଷ ୩୦ହଜାର ଟଙ୍କା...

୬ ମାସର ଶିଶୁପୁତ୍ରଙ୍କୁ ମାରି ପୋତି ଦେଇଥିଲେ, ଅଭିଯୋଗ ପରେ ଚୌଦ୍ୱାର ପୋଲିସ ମାଟି ଖୋଳି…

ଚୌଦ୍ୱାର,୧୯ା୧୧(ଆଶୁତୋଷ ଦାସ)-ଥିଲେ ୫ ଝିଅ। ଛଅ ମାସ ତଳେ ଜନ୍ମ ହୋଇଥିଲା ଏକମାତ୍ର ପୁଅ। ହେଲେ ସେହି ପୁଅକୁ ହତ୍ୟା କରି ପୋତିଦେଇଥିବା ହୋଇଛି ଅଭିଯୋଗ। ଏଭଳି ଏକ ଅଭାବନୀୟ ଘଟଣା କଟକ ଜିଲା ଚୌଦ୍ୱାର ପୌରପାଳିକା ୮ନଂ. ୱାର୍ଡ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri