ଅପରାଧ

ବସ୍‌ରେ ଦିବ୍ୟାଙ୍ଗ ନାବାଳିକାଙ୍କୁ କଣ୍ଡକ୍ଟରଙ୍କ ଦୁର୍ବ୍ୟବହାର, ବସ୍‌ ମାଲିକଙ୍କୁ ନୋଟିସ୍‌

କେନ୍ଦୁଝର,୪ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଜଣେ ଦିବ୍ୟାଙ୍ଗ ନାବାଳିକା ତାଙ୍କ ମା’ଙ୍କ ସହିତ ଚିକିତ୍ସା ପାଇଁ ଭୁବନେଶ୍ବରକୁ ଯାଉଥିବା ବେଳେ ସେମାନଙ୍କୁ ଏକ ବସ୍‌ର କଣ୍ଡକ୍ଟର ଦୁର୍ବ୍ୟବହାର କରିବା ସହ ଓ ସରକାରୀ ପାସ୍‌କୁ ବେଖାତିର କରିବା ଘଟଣାକୁ ନେଇ ପ୍ରୀତିପ୍ରଜ୍ଞାଙ୍କ ବାପା…

ଗର୍ଭବତୀ ବୋହୂଙ୍କୁ ଗୋଇଠା ମାରିଲେ ଶାଶୁ, ମୃତ ଛୁଆକୁ ଜନ୍ମ ଦେଇ ଚାଲିଗଲା ମା’ର ଜୀବନ

ମହାକାଳପଡ଼ା,୪। ୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ବତିଘର ପଞ୍ଚାୟତ କୋଚିଳା ବେଲାରୀ ଗ୍ରାମର ଗୋବିନ୍ଦ ଗିରିଙ୍କ ପୁଅ ତାପସ ଗିରିଙ୍କୁ ୨ ବର୍ଷ ପୂର୍ବେ ହରିଆବାଙ୍କ ଗ୍ରାମର ସହଦେବ ଆଡିଙ୍କ ଝିଅ ମଞ୍ଜୁଲତା…

ନାବାଳିକାଙ୍କୁ ଘରକୁ ଖାଇବାକୁ ଡାକି ବଳାତ୍କାର, ଚିତ୍କାର କରିବାରୁ…

ଲାଞ୍ଜିଗଡ଼,୩ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଥାନା ଅଞ୍ଚଳରେ ଜଣେ ୧୦ ବର୍ଷୀୟା ନାବାଳିକାଙ୍କୁ ବଳ ପୂର୍ବକ ବଳାତ୍କାର ଅଭିଯୋଗରେ ଅଭିଯୁକ୍ତ ବ୍ୟକ୍ତି ଫେରାର ଥିବା ଘଟଣାଟି ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଥିବା ବେଳେ ପୋଲିସର ତଦନ୍ତ…

ଯୌତୁକ ପାଇଁ ବୋହୂଙ୍କୁ ମାଡ଼: ଶାଶୁଘର ଲୋକଙ୍କ ନାଁରେ ମାମଲା

ଦିଗପହଣ୍ଡି,୩ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁମାରଡ଼ା ଗ୍ରାମର ଶିକ୍ଷକ ସନ୍ତୋଷ ଓରଫ ଦେବୀ ପ୍ରସାଦ ପଟ୍ଟନାୟକ ତାଙ୍କ ସ୍ତ୍ରୀ ସାଲୋନିଙ୍କୁ ଯୌତୁକ ନିର୍ଯାତନା ଦେବା ସହ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଏନେଇ ସାଲୋନି…

ପୋଲିସକୁ ଧମକ ଦେଇ ବନ୍ଧା ହେଲେ ୩

ଭଞ୍ଜନଗର,୩ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଜାମପଲ୍ଲୀ ବିଦେଶୀ ମଦ ଦୋକାନ ନିକଟରେ ପୋଲିସକୁ ଅସଦ ବ୍ୟବହାର ଦେଖାଇବା ଏବଂ ପୋଲିସକୁ ଆକ୍ରମଣ ଉଦ୍ୟମ କରିବା ଅଭିଯୋଗରେ ପୋଲିସ ବୁଧବାର ୩ ଜଣକୁ ଗିରଫ କରିଛି। ସେମାନେ ହେଲେ…

ପୂର୍ବ ଶତ୍ରୁତାରୁ ହତ୍ୟା ଉଦ୍ୟମ: ଜେଲ୍‌ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୩ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ବି.ତୁରୁବୁଡ଼ି ଗ୍ରାମରେ ଗତ ନଭେମ୍ବର ୧୩ ତାରିଖ ସନ୍ଧ୍ୟାରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗ୍ରାମର ଟୁନା ଚୌଧୁରୀଙ୍କୁ ଖଣ୍ଡାରେ ହାଣି ହତ୍ୟା ଉଦ୍ୟମ କରାଯାଇଥିଲା। ଏନେଇ ଦିଗପହଣ୍ଡି ଥାନାରେ ଏତଲା…

ନୟାଗଡ଼ରେ ବନ୍ଧୁକ ତିଆରି କାରଖାନା ଠାବ

ନୟାଗଡ଼,୩୦ା୧୧: ନୟାଗଡ଼ରେ ଦେଶୀ ବନ୍ଧୁକ ତିଆରି କାରଖାନା ଠାବ ହୋଇଥିବାବେଳେ ୨ ଜଣଙ୍କୁ ଗିରଫ କରାଯାଇଛି। ଜିଲାର ଶରଣକୁଳ ଥାନା ଗୋଡ଼ିପଡ଼ାରେ ଏହି ବନ୍ଧୁକ ତିଆରି କାରଖାନା ଠାବ ହୋଇଛି। ଏନେଇ ସୂଚନା ଦେଇଛନ୍ତି ନୟାଗଡ଼ ଏସ୍‌ପି। Dharitri – Odisha’s…

ଯୁବକଙ୍କୁ ଇଟାରେ ଛେଚିଛେଚି ନିର୍ମମ ହତ୍ୟା, ରାସ୍ତାପାର୍ଶ୍ୱରେ ପଡ଼ିଛି…

ଉଦଳା,୨୮ା୧୧(ସନ୍ତୋଷ କୁମାର ବାଛିନି): ମୟୂରଭଞ୍ଜ ଜିଲା ଖୁଣ୍ଟା ଥାନା ବଡ଼ଖୁଣ୍ଟା ଗ୍ରାମରେ ଘଟିଛି ଏକ ଜଘନ୍ୟ ହତ୍ୟାକାଣ୍ଡ। ରାସ୍ତାପାର୍ଶ୍ୱରେ ପଡ଼ିଛି ମୃତଦେହ। ଖୁଣ୍ଟା ଥାନା ଖପରାପାଳ ଗ୍ରାମର ଗଣେଷ ହେମ୍ବ୍ରମ ଗୁରୁବାର ଖୁଣ୍ଟା ସାପ୍ତାହିକ ହାଟ ଆସିଥିଲେ। ହେଲେ ହାଟରୁ ଆଉ…

ବ୍ୟବସାୟୀଙ୍କ ଘରେ ସଶସ୍ତ୍ର ଡକାୟତି, ସ୍ତ୍ରୀଙ୍କୁ ଛୁରିରେ ଆକ୍ରମଣ କରି ଦୁର୍ବୃତ୍ତ ଲୁଟିନେଲେ…

ଝରିଗାଁ,୨୭ା୧୧(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ଅଞ୍ଚଳରେ ଦିନକୁ ଦିନ ଚୋରି ଡକାୟତି ବଢୁଥିବା ବେଳେ ଦୁର୍ବୃତ୍ତମାନେ କଳାକନା ବୁଲାଇ ନିର୍ଭୟରେ ବୁଲୁଛନ୍ତି। ଯାହାଫଳରେ ଅଞ୍ଚଳରେ ରହୁଥିବା ଛୋଟ ବଡ଼ ବ୍ୟବସାୟୀମାନେ ଏକ ପ୍ରକାର କୋକୁଆ ଭୟରେ ରହୁଛନ୍ତି l ଗତ ମଙ୍ଗଳବାର…

୧ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ଜଣଙ୍କୁ ବାନ୍ଧିଲା ପୋଲିସ

ସାକ୍ଷୀଗୋପାଳ,୨୬ା୧୧(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ପୋଲିସ ପକ୍ଷରୁ ଅପରେଶନ ଚକ୍ର ଆଧାରରେ ନିଶା କାରବାର ବିରୋଧରେ ଚାଲିଥିବା କାର୍ଯ୍ୟାନୁଷ୍ଠାନକୁ ଆଉ ଏକ ସଫଳତା ମିଳିଛି। ବେଆଇନ ନିଶା କାରବାର ଚଳାଉଥିବା ଖବରପାଇ ସତ୍ୟବାଦୀ ଥାନା ପୋଲିସ ସାକ୍ଷୀଗୋପାଳ କଲେଜ ଛକଠାରୁ…

ମାଉଜର ଧରି ଗାଁରେ ଆତଙ୍କରାଜ ସୃଷ୍ଟି କଲେ ୫ ଯୁବକ, ଭୟଭୀତ ଅବସ୍ଥାରେ ଗ୍ରାମବାସୀ

ପୁରୁଷୋତ୍ତମପୁର,୨୬ା୧୧(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମ ପୁଣି ଅଶାନ୍ତ ହୋଇଉଠିଛି। ଦୀର୍ଘଦିନ ହେଲା ଏଠାରେ ବିଭିନ୍ନ କରଣକୁ ନେଇ ବିବାଦ ଲାଗିରହିଛି। ବିଭିନ୍ନ ସମୟରେ ବିବାଦୀୟ ପରିସ୍ଥିତି ଉପୁଜି ଗ୍ରାମରେ ଛୋଟମୋଟ ଗଣ୍ଡଗୋଳ ଘଟି ବିଶୃଙ୍ଖଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?