ଅପରାଧ

ପୋଲିସ ସାମ୍ନାରେ ଉଗ୍ରରୂପ ନେଲା ୨ କିନ୍ନର ଗୋଷ୍ଠୀ ବିବାଦ: ୪ ଜଣଙ୍କ ପ୍ରତି ଏପରି ଅଭିଯୋଗ ଆଣି…

ଭଦ୍ରକ,୨୩ା୧୨(ସନାତନ ରାଉତ): ଭଦ୍ରକ ଜିଲାରେ ଦୁଇ କିନ୍ନର ଗୋଷ୍ଠୀ ବିବାଦ ଉଗ୍ରରୂପ ନେଇଛି। ଗୋଟିଏ ଗୋଷ୍ଠୀର କିନ୍ନରଙ୍କ ଉପରେ ଆକ୍ରମଣ ଅଭିଯୋଗ ପରେ ଅନ୍ୟ କିନ୍ନର ଗୋଷ୍ଠୀ ୪ ଜଣ କିନ୍ନରଙ୍କୁ ଭଦ୍ରକ ସହରାଞ୍ଚଳ ଥାନା ରେ ଜିମା ଦେଇଛନ୍ତି ।…

ପାଟିତୁଣ୍ଡରୁ ତୁମୁଳକାଣ୍ଡ..କମ୍ପାନୀ କ୍ୟାମ୍ପସରେ ହତ୍ୟା, ପାଣିଟାଙ୍କିରେ ଫିଙ୍ଗିଦେଲେ ମୃତଦେହ

ନୂଆଦିଲ୍ଲୀ,୨୩।୧୨: ମହାରାଷ୍ଟ୍ରର ପାଲଘର ଜିଲାରୁ ଏକ ଚାଞ୍ଚଲ୍ୟକର ହତ୍ୟା ମାମଲା ସାମ୍ନାକୁ ଆସିଛି। ବ୍ୟକ୍ତିଗତ ବିବାଦ ପରେ ଜଣେ ଯୁବକ ତାଙ୍କ ଅଫିସ ସହକର୍ମୀଙ୍କୁ ହତ୍ୟା କରି ତାଙ୍କ ମୃତଦେହ କମ୍ପାନୀ ପରିସରରେ ଥିବା ପାଣି ଟାଙ୍କିରେ ଫିଙ୍ଗି ଦେଇଛନ୍ତି। ଘଟଣାର…

ବନ୍ଧାହେଲେ ଜୁନିୟର ଆକାଉଣ୍ଟାଣ୍ଟ, ୪ ଦାମୀ ପ୍ଲଟ୍‌ ସହ ରହିଛି…

ସୁନ୍ଦରଗଡ଼,୨୩ା୧୨: ସୁନ୍ଦରଗଡ଼ OSCSC ଲିମିଟେଡ୍‌ ଜୁନିୟର ଆକାଉଣ୍ଟାଣ୍ଟ ରବୀନ୍ଦ୍ର ବାରିକ ଗିରଫ ହୋଇଛନ୍ତି। ଭିଜିଲାନ୍ସ ଚଢାଉ ବେଳେ ରବୀନ୍ଦ୍ରଙ୍କ ଘରୁ ଠାବ ହୋଇଛି ବିପୁଳ ଟଙ୍କାର ସମ୍ପତ୍ତି। ବାଲେଶ୍ବରରେ ଗୋଟିଏ ବଡ଼ ଅଟ୍ଟାଳିକା ରହିଥିବାବେଳେ ମାର୍କେଟ କମ୍ପ୍ଲେକ୍ସ ଓ ଜିମ୍‌ ଠାବ…

ହୃଦୟ ବିଦାରକ… ଝିଅ ଖୋଲିଦେଲା ଗୁମର, ପୁରୁଷ ବନ୍ଧୁଙ୍କ ସହ ମିଶି ସ୍ବାମୀଙ୍କୁ ହତ୍ୟା ପରେ ଗ୍ରାଇଣ୍ଡିଂ କରିଦେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୨।୧୨: ଉତ୍ତର ପ୍ରଦେଶର ସମ୍ଭାଲ ଜିଲାର ଚନ୍ଦୌସି ଥାନା ଅଞ୍ଚଳରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ସାମ୍ନାକୁ ଆସିଛି । ଜଣେ ମହିଳା ତାଙ୍କ ପ୍ରେମିକ ଏବଂ ସହଯୋଗୀମାନଙ୍କ ସହିତ ମିଶି ତାଙ୍କ ସ୍ୱାମୀଙ୍କ ହାତଗୋଡ଼କୁ ଲୁହା ଅସ୍ତ୍ର ଏବଂ ଗ୍ରାଇଣ୍ଡରରେ କାଟି…

ଘର ଆଗରେ ପଡ଼ିଛି ଅବସରପ୍ରାପ୍ତ ମହିଳା ଏଏନ୍‌ଏମ୍‌ଙ୍କ ମୃତଦେହ, ଏକାକୀର ସୁଯୋଗ ନେଇ…

ଭବାନୀପାଟଣା,୨୨ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଥାନା ଅନ୍ତର୍ଗତ ଗଡ଼ିଆଜୋର ଗ୍ରାମରୁ ସୋମବାର ସକାଳୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଘରେ ଏକାକୀ ରହୁଥିବା ଜଣେ ଅବସରପ୍ରାପ୍ତ ଏଏନ୍‌ଏମ୍‌ ସୁପରାଇଜରଙ୍କ ମୃତଦେହ ନିଜ ଘର ଆଗରେ ପଡ଼ିରହିଥିବା ଦେଖିବାକୁ…

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା ୬ରେ ପାରଳାଖେମୁଣ୍ଡିସ୍ଥିତ ସଞ୍ଜୟ ଗାନ୍ଧୀ କଲୋନୀର ଅଭିଯୁକ୍ତ ବାମିଡ଼ି ବାଲୁ ଓରଫ ବାଲାଙ୍କୁ ଦୋଷୀ…

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I ମୃତ ବୃଦ୍ଧା ଜଣଙ୍କ ହେଲେ ଅମ୍ବାଦଳା ଥାନା ଅମ୍ଲାଭଟା ପଞ୍ଚାୟତ ଷ୍ଟେଶନ କୁମୁଡ଼ାବାଲି ଗ୍ରାମର ଚନ୍ଦନ ତୁଳା…

ଶୋଇଥିବା ଅବସ୍ଥାରେ ବୃଦ୍ଧଙ୍କୁ ହତ୍ୟା କରି ରେଳଧାରଣା କଡ଼ରେ ଫିଙ୍ଗିଥିଲେ ୨ ଅଭିଯୁକ୍ତ: ୧୪ ବର୍ଷ ପରେ ଆସିଲା ବଡ଼ ରାୟ…

ଖୋର୍ଦ୍ଧା,୨୦ା୧୨(ପ୍ରଭାତ ପାଣିଗ୍ରାହୀ): ଟାଙ୍ଗୀ ଥାନା ଅନ୍ତର୍ଗତ ହଳଦିଆପାଟଣା ଗ୍ରାମର ବୃନ୍ଦାବନ ରାଉତ ହତ୍ୟାକାଣ୍ଡ ମାମଲାର ରାୟ ଦୀର୍ଘ ୧୪ ବର୍ଷ ପରେ ପ୍ରକାଶ ପାଇଛି। ଏହି ମାମଲାର ବିଚାର କରି ପ୍ରଥମ ଅତିରିକ୍ତ ଜିଲା ଦୌରାଜଜ୍‌ ରଞ୍ଜୁଲତା ଲେଙ୍କା ଦୁଇଜଣ ଅଭିଯୁକ୍ତଙ୍କୁ…

ମରିଗଲା ମାନବିକତା, ବୀମା ଟଙ୍କା ପାଇଁ ଘରେ ସାପ ପୂରାଇ ବାପାକୁ ମାରିଲେ ୪ ପୁଅ

ନୂଆଦିଲ୍ଲୀ, ୨୦।୧୨: ତାମିଲନାଡୁର ଥିରୁବଲୁବରର ଜିଲ୍ଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ପୋଥାଥୁରପେଟର ନାଲ୍ଲାଥିନିରକୁଲମ ଷ୍ଟ୍ରିଟରେ ରହୁଥିବା ୫୬ ବର୍ଷୀୟ ଗଣେଶନଙ୍କ ସାପ କାମୁଡ଼ିବାରୁ ମୃତ୍ୟୁ ଘଟିଛି। ସେ ଏକ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଲ୍ୟାବ ସହାୟକ ଭାବରେ…

ଇମ୍ରାନଙ୍କ ସହ ସ୍ତ୍ରୀଙ୍କୁ ୧୭ ବର୍ଷ ଜେଲ୍‌, ଏହି କାରଣ ପାଇଁ କୋର୍ଟ…

ଇସଲାମାବାଦ,୨୦ା୧୨: ତୋଶାଖାନା-୨ ମାମଲାରେ ପୂର୍ବତନ ପାକିସ୍ତାନ ପ୍ରଧାନମନ୍ତ୍ରୀ ଏବଂ ପିଟିଆଇ ପ୍ରତିଷ୍ଠାତା ଇମ୍ରାନ ଖାନ ଏବଂ ତାଙ୍କ ସ୍ତ୍ରୀ ବୁଶ୍‌ରା ବିବିଙ୍କୁ ୧୭ ବର୍ଷ ଜେଲ୍‌ଦଣ୍ଡ ଦିଆଯାଇଛି। ଶନିବାର ଏକ ସ୍ବତନ୍ତ୍ର ଫେଡେରାଲ ତଦନ୍ତ ଏଜେନ୍ସି (FIA) କୋର୍ଟ ସେମାନଙ୍କୁ ୧୭…

ଦିବ୍ୟାଙ୍ଗଠାରୁ ଲାଞ୍ଚ ମାଗି ବଦଳିଲେ ଆର୍‌ଆଇ, ଚାକିରିରୁ ବିଦା ହେଲେ ପିଅନ

ବାସୁଦେବପୁର,୧୯ା୧୨(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଇରମ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟରେ ବେସରକାରୀ ଭାବେ କାର୍ଯ୍ୟରତ ପିଅନ କାଳିଆ ବେହେରା ଜଣେ ଦିବ୍ୟାଙ୍ଗଙ୍କଠାରୁ ଆର୍‌ଆଇ ରିପୋର୍ଟ ପାଇଁ ୨ ଶହ ଟଙ୍କା ଲାଞ୍ଚ ନେବା ଅଭିଯୋଗ ହୋଇଥିଲା। ଏହାକୁ…

ପାରିବାରିକ ବିବାଦର କରୁଣ ପରିଣତି, ସ୍ବାମୀଙ୍କୁ ଗାମୁଛାରେ ହତ୍ୟାକଲେ ସ୍ତ୍ରୀ

ସମ୍ବଲପୁର,୧୮।୧୨(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଏମସିଏଲ ଜାଗୃତିବିହାର ଠାରେ ଜଣେ ଏମସିଏଲ କର୍ମଚାରୀଙ୍କୁ ତାଙ୍କ ଧର୍ମପତ୍ନୀ ତଣ୍ଟି ଚିପି ହତ୍ୟା କରିଛନ୍ତି । ମୃତ ବ୍ୟକ୍ତି ଜଣକ ହେଉଛନ୍ତି ଝାରସୁଗୁଡ଼ା ଲଖନପୁର ମୂଳ ବାସିନ୍ଦା ତଥା ବର୍ତ୍ତମାନ ବୁର୍ଲା ଏମସିଏଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?