ମନ୍ଦିର ଭିତରେ ଗହଳି ଦେଖି ଲୁଟୁଥିଲେ ସୁନା ଅଳଙ୍କାର, ଏବେ ଧରା ପଡ଼ିଲେ ମହିଳା ଗ୍ୟାଙ୍ଗ୍
ବ୍ରହ୍ମପୁର,୨୬ା୩: ବ୍ରହ୍ମପୁରର ଏକ ମହିଳା ଲୁଟେରା ଗ୍ୟାଙ୍ଗକୁ ବୁଧବାର ଧରିଛି ପୋଲିସ॥ ବୈଦ୍ୟନାଥପୁର ଥାନା ପୋଲିସ ଦ୍ବାରା ୬ ମହିଳାଙ୍କ ସମେତ ୭ ଜଣଙ୍କୁ ଗିରଫ କରାଯାଇଥିବା ଜଣାପଡ଼ିଛି॥ ବିଶେଷକରି ମନ୍ଦିର ଭିତରେ ଗହଳିକୁ ଦେଖି ଏହି ମହିଳା ଗ୍ୟାଙ୍ଗ୍ ସୁନା…
ମହିଳାଙ୍କୁ ଆଜୀବନ କାରାଦଣ୍ଡ
ବ୍ରହ୍ମପୁର,୨୬ା୩(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ପୋଲିସ ଜିଲା କେ.ନୂଆଗାଁ ଥାନା ଅନ୍ତର୍ଗତ ଚୌଧୁରୀ ଟିକରପଡ଼ା ଗ୍ରାମରେ ୨୦୨୩ ଜାନୁଆରୀ ୮ରେ ଜଣେ ଭିନ୍ନକ୍ଷମ ଯୁବତୀ ବିଷ୍ଣୁପ୍ରିୟା ସାହୁ(୩୮)ଙ୍କୁ ହତ୍ୟା କରାଯାଇଥିଲା। ଗଞ୍ଜାମ ଜିଲା ଦୌରାଜଜ୍ ରୂପଶ୍ରୀ ଚୌଧୁରୀ ଉକ୍ତ ହତ୍ୟା ମାମଲାର…
ଲାଞ୍ଚ ନେଇ ଧରାପଡ଼ିଲେ ଅମିନ, ଅଭିଯୋଗକାରୀଙ୍କୁ ମାଗିଥିଲେ…
ସୁନ୍ଦରଗଡ଼/କୁତ୍ରା,୨୬ା୩(ଜୟନାରାରଣ ମେଣ୍ଡୁଳି/ଦେବାଶିଷ ସାହୁ): ସୁନ୍ଦରଗଡ଼ ଜିଲା କୁତ୍ରା ତହସିଲ କାର୍ଯ୍ୟାଳୟର ଜଣେ ଅମିନ ଶିଶିର କୁମାର ନାଏକ ବୁଧବାର ୬ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଭିଜିଲାନ୍ସ ଟିମ୍ ଏହି ଲାଞ୍ଚ ଟଙ୍କା ତାଙ୍କଠାରୁ ଜବତ କରିବା ସହ…
ଅଭିଯୁକ୍ତଙ୍କୁ ନେଇ ସିନ୍ ରିକ୍ରିଏଶନ କଲା ପୋଲିସ,ବଳାତ୍କାରର ଡେମୋ ଦେଖାଇଲେ…
ସୋରଡା,୨୫ା୩(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଗାଜଲବାଡି ଖଜୁରିପଲି ଗ୍ରାମ ନିକଟ କୋଟାମଣି ପାହାଡ ତଳ ଜଙ୍ଗଲରୁ ଗତ ଶନିବାର ନର କଙ୍କାଳ ଓ ଖପୁରି ଠାବ ହେଇଥିଲା। ତଦନ୍ତରୁ ସେ ଟିକାବାଲି ଅଞ୍ଚଳର ଜଣେ ନାବାଳିକା ବୋଲି ଜଣାପଡିଥିଲା। ଏହି…
ଭୁବନେଶ୍ୱର ହେବ ୨ ପୋଲିସ ଜିଲା
ଭୁବନେଶ୍ୱର,୨୪ା୩(ସତ୍ୟଜିତ୍ ରାଉତ): ଭୁବନେଶ୍ୱର ସହରାଞ୍ଚଳ ପୋଲିସ ଜିଲାରେ ପୂର୍ବାପେକ୍ଷା ଜନସଂଖ୍ୟା ବଢ଼ିବାରେ ଲାଗିଛି। ଏପରି କି ମାମଲା ସଂଖ୍ୟାରେ ବୃଦ୍ଧି, ଆଇନଶୃଙ୍ଖଳା ଚ୍ୟାଲେଞ୍ଜ୍, ବିକ୍ଷୋଭ ଓ ସହରକୁ ନିୟମିତ ଭିଭିଆଇପି ତଥା ଭିଆଇପି ଗସ୍ତକୁ ନେଇ କମିଶନରେଟ୍ ପୋଲିସ ଚିନ୍ତାରେ ପଡୁଛି।…
ଘରୁ ଯାଇ ଆଉ ଫେରି ନ ଥିଲେ ନାବାଳିକା, ଜଙ୍ଗଲରୁ ମିଳିଲା କ୍ଷତବିକ୍ଷତ ମୃତଦେହ
ବରଗଡ଼,୨୪।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ଅଞ୍ଚଳରୁ ଗତ ୨୦ ତାରିଖରୁ ନିଖୋଜ ହୋଇଥିବା ନାବାଳିକା (୧୭ବର୍ଷ)ଙ୍କ ମୃତଦେହ ରବିବାର ବୁର୍ଲା ଥାନା ଅଶୋକ ନିବାସ ନିକଟ ଏକ ଜଙ୍ଗଲରୁ ପୋଲିସ ଜବତ କରିଛି। ପାରିପାର୍ଶ୍ୱିକ ସ୍ଥିତିରୁ ମୁଣ୍ଡରେ ଆଘାତ ଦେଇ…
ମୁଖ୍ୟମନ୍ତ୍ରୀଙ୍କ ଜିଲାରେ ମହିଳା ଅସୁରକ୍ଷିତ: ନାରୀ ନିର୍ଯାତନା ବନ୍ଦ ନ ହେଲେ…
କେନ୍ଦୁଝର, ୨୩ା୩(ନରେଶ ଚନ୍ଦ୍ର ପଟ୍ଟନାୟକ/ଦୀପକ ମିଶ୍ର): ରାଜ୍ୟରେ ମହିଳା ହିଂସା ସୀମା ଟପିଛି ବୋଲି ପିସିସି ମୁଖପାତ୍ର ନିଶିକାନ୍ତ ମିଶ୍ର କହିଛନ୍ତି। କେନ୍ଦୁଝର କଂଗ୍ରେସ ଭବନରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ସେ କହିଛନ୍ତି, ରାଜ୍ୟରେ ବିଜେଡି ୨୪ ବର୍ଷର କୁଶାସନ ପରେ…
ଚରିତ୍ରକୁ ସନ୍ଦେହ କରି ପତ୍ନୀଙ୍କ ସହ ୩ ପିଲାଙ୍କୁ ଗୁଳି କରି ହତ୍ୟା କଲେ ଭାଜପା ନେତା, ଘଟଣା ଦିନ…
ଲକ୍ଷ୍ନୌ,୨୩।୩: ଉତ୍ତରପ୍ରଦେଶ ଶାହାରନପୁରର ସଂଠେଡା ଗ୍ରାମରେ ଶନିବାର ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ବ୍ୟକ୍ତି ପତ୍ନୀଙ୍କ ଚରିତ୍ରକୁ ସନ୍ଦେହ କରି ନିଜ ପିଲାମାନଙ୍କୁ ହତ୍ୟା କରିଛନ୍ତି। ପ୍ରଥମେ ସେ ତାଙ୍କ ସ୍ତ୍ରୀଙ୍କ ଉପରେ ଗୁଳି ଚଳାଇବା…
ଶିଶୁକୁ ଦେଇଥିଲେ ଯୌନ ନିର୍ଯାତନା, କୋର୍ଟ ଶୁଣାଇଲେ ବଡ଼ ରାୟ
ଛତ୍ରପୁର,୨୨ା୩(ସନ୍ତୋଷ ପାଢ଼ୀ): ଗଞ୍ଜାମ ପୋଲିସ ଜିଲା ସୋରଡ଼ା ଥାନା ଅଞ୍ଚଳରେ ଘଟିଥିବା ଶିଶୁ ଯୌନ ନିର୍ଯାତନା ମାମଲାରେ କୋର୍ଟ ଦ୍ୱାରା ସମ୍ପୃକ୍ତ ଦୋଷୀ ସାବ୍ୟସ୍ତ ହେବା ସହ ଦଣ୍ଡିତ ହୋଇଛନ୍ତି। ଏନେଇ ସଫଳତା ମିଳିଥିବା ଗଞ୍ଜାମ ପୋଲିସ ଜିଲା ପକ୍ଷରୁ ଗଣମାଧ୍ୟମକୁ…
ମଦ ବ୍ୟବସାୟୀଙ୍କ ଘରେ IT ରେଡ୍
ଅନୁଗୋଳ,୨୦ା୩(ମାନସ ବିଶ୍ୱାଳ): ଅନୁଗୋଳ ଜିଲା କରଡ଼ାଗାଡ଼ିଆଠାରେ ଥିବା ଦେଶୀଭାଟିର ମୁଖ୍ୟ ଗୋଦାମ ଉପରେ ଆୟକର ବିଭାଗର ୯ ଜଣିଆ ଟିମ୍ ଚଢ଼ାଉ କରିଛନ୍ତି। ମଦ ବ୍ୟବସାୟୀ ବିକ୍ରମ ସାହୁଙ୍କ ବିଭିନ୍ନ ପ୍ରତିଷ୍ଠାନ ଉପରେ ଚଢ଼ାଉ ହୋଇଛି। ଆଜି ସକାଳୁ ଚାଲିଛି ଚଢ଼ାଉ।…
ୟୁଟ୍ୟୁବର ତପି ମିଶ୍ର ଗିରଫ
ଭୁବନେଶ୍ୱର,୧୯ା୩: ୟୁଟ୍ୟୁବର ସରୋଜ ମିଶ୍ର(ତପି)ଙ୍କୁ ବୁଧବାର ଗିରଫ କରିଛି ପୋଲିସ। ତପି ସବୁବେଳେ ସୋସିଆଲ ମିଡିଆରେ ଆପତ୍ତିଜନକ ମନ୍ତବ୍ୟ ଦେଉଥିଲେ। ଏନେଇ ଅଭିଯୋଗ ହେବାରୁ ଇନ୍ଫୋସିଟି ଥାନା ପୋଲିସ ତାଙ୍କୁ ଗିରଫ କରିଛି। ସୂଚନାରୁ ପ୍ରକାଶ ଯେ, ୨୦୨୩ରେ ଲେଖିକା ବନସ୍ମିତା…
ରହସ୍ୟଜନକ ଭାବେ ସ୍ବାମୀ ନିଖୋଜ, ଦିଗପହଣ୍ଡି ଥାନାରେ ଏତଲା ଦେଲେ ସ୍ତ୍ରୀ
ଦିଗପହଣ୍ଡି,୧୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମର ଶିଶିର କୁମାର ସେଠୀଙ୍କ ରହସ୍ୟଜନକ ନିଖୋଜ ନେଇ ତାଙ୍କ ସ୍ତ୍ରୀ ଜ୍ୟୋତିରାଣୀ ସେଠୀ ଦିଗପହଣ୍ଡି ଥାନାରେ ଏତଲା ଦେଇଛନ୍ତି। ଆଇଆଇସି ପ୍ରଶାନ୍ତ କୁମାର ପାତ୍ର ଏତଲାକୁ ଭିତ୍ତିକରି ଏକ…
Archives


