ଅପରାଧ

ଦିବ୍ୟାଙ୍ଗଠାରୁ ଲାଞ୍ଚ ମାଗି ବଦଳିଲେ ଆର୍‌ଆଇ, ଚାକିରିରୁ ବିଦା ହେଲେ ପିଅନ

ବାସୁଦେବପୁର,୧୯ା୧୨(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଇରମ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟରେ ବେସରକାରୀ ଭାବେ କାର୍ଯ୍ୟରତ ପିଅନ କାଳିଆ ବେହେରା ଜଣେ ଦିବ୍ୟାଙ୍ଗଙ୍କଠାରୁ ଆର୍‌ଆଇ ରିପୋର୍ଟ ପାଇଁ ୨ ଶହ ଟଙ୍କା ଲାଞ୍ଚ ନେବା ଅଭିଯୋଗ ହୋଇଥିଲା। ଏହାକୁ…

ପାରିବାରିକ ବିବାଦର କରୁଣ ପରିଣତି, ସ୍ବାମୀଙ୍କୁ ଗାମୁଛାରେ ହତ୍ୟାକଲେ ସ୍ତ୍ରୀ

ସମ୍ବଲପୁର,୧୮।୧୨(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଏମସିଏଲ ଜାଗୃତିବିହାର ଠାରେ ଜଣେ ଏମସିଏଲ କର୍ମଚାରୀଙ୍କୁ ତାଙ୍କ ଧର୍ମପତ୍ନୀ ତଣ୍ଟି ଚିପି ହତ୍ୟା କରିଛନ୍ତି । ମୃତ ବ୍ୟକ୍ତି ଜଣକ ହେଉଛନ୍ତି ଝାରସୁଗୁଡ଼ା ଲଖନପୁର ମୂଳ ବାସିନ୍ଦା ତଥା ବର୍ତ୍ତମାନ ବୁର୍ଲା ଏମସିଏଲରେ…

ପୁଅ ପାଲଟିଲେ ରାକ୍ଷସ, କରତରେ ମା-ବାପାଙ୍କ ମୁଣ୍ଡ କାଟି ଖଣ୍ଡଖଣ୍ଡ କରି ନଦୀରେ ଫିଙ୍ଗିଲେ, ପୋଲିସ ଆଗରେ କହିଲେ…

ଲକ୍ଷ୍ନୌ,୧୮ା୧୨: ଉତ୍ତରପ୍ରଦେଶର ଜୌନପୁର ଜିଲାର ଜାଫରାବାଦ ଥାନା ଅଞ୍ଚଳର ଅହମଦପୁର ଗ୍ରାମରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏହି ଗାଁର ୩୭ ବର୍ଷୀୟ ଅମ୍ବେଶ କୁମାର ତାଙ୍କର ୬୦ ବର୍ଷୀୟା ମା’ ବବିତା ଏବଂ ୬୨ ବର୍ଷୀୟ ବାପା ଶ୍ୟାମଲାଲଙ୍କୁ…

କୋର୍ଟରେ ମାମଲା ଡାଏରୀ ଦାଖଲ ପାଇଁ ଲାଞ୍ଚ ନେଉଥିଲେ ଆଇଆଇସି, ଗିରଫ କଲା ଭିଜିଲାନ୍ସ

ଜୟପୁର,୧୮ା୧୨(ପବନ ପାଣିଗ୍ରାହୀ ): କୋରାପୁଟ ଦଶମନ୍ତପୁର ଆଇଆଇସି ସୁକମା ହାଁସଦାଙ୍କୁ ଜୟପୁର ଭିଜିଲାନ୍ସ ଗିରଫ କରିଛି। ଯେତେବେଳେ ସେ ଅଭିଯୁକ୍ତଙ୍କ ସମ୍ପର୍କୀୟଙ୍କଠାରୁ ୨୦ ହଜାର ଟଙ୍କା ଲାଞ୍ଚ ଦାବି କରି କୋର୍ଟରେ ମାମଲା ଡାଏରୀ ଦାଖଲ କରିବା ପାଇଁ ଉକ୍ତ ପିଏସ୍‌ରେ…

ଥାନାରେ ପଶିଲା ଭିଜିଲାନ୍ସ, ୨୦ ହଜାର ଟଙ୍କା ଲାଞ୍ଚ ନେବାବେଳେ…

କୋରାପୁଟ,୧୮ା୧୨(ଅମିତାଭ ବେହେରା): ଭିଜିଲାନ୍ସ ହାତରେ ଦଶମନ୍ତପୁର ଥାନାଧିକାରୀ କୌଣସି ମାମଲାରେ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଜୟପୁର ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ମିଳିଥିବା ସୂଚନାନୁଯାୟୀ, ଗୁରୁବାର ଦଶମନ୍ତପୁର ଥାନା ଅଧିକାରୀ ସୁକମା ହାଁସଦା କୌଣସି ଏକ ମାମଲାର ରଫା…

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର ଗ୍ୟାଙ୍ଗ’ କରି କିଛି ଛାତ୍ର ତଣ୍ଟି ଚିପି ମାରିଛନ୍ତି। ପୋଷ୍ଟମର୍ଟମ ରିପୋର୍ଟରୁ ବେକ ଚାପି…

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ ଠକି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ। କିନ୍ତୁ ପରେ ସେ ନିଜେ ପ୍ରେମିକଙ୍କ ଦ୍ୱାରା…

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ ଅଧିକାରୀ କେ.ନୂଆଗାଁ ଥାନା ନୂଆପଡ଼ା ଫାଣ୍ଡି ଅଧିକାରୀ ଜଗବନ୍ଧୁ ବାର୍ଲା ଶନିବାର ଜଣେ ଅଭିଯୁକ୍ତଙ୍କୁ…

ନାବାଳିକା ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର, ରେଲଓ୍ବେ ଷ୍ଟେଶନରୁ ଉଦ୍ଧାର ପରେ…

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଞ୍ଚଳର ଏକ ପ୍ରତିଷ୍ଠିତ କଲେଜରେ ଯୁକ୍ତ ୩ରେ ପଢୁଥିବା ଜଣେ ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ ପରେ ବଳାତ୍କାର ଘଟଣାରେ ଅଭିଯୁକ୍ତ ଦଣ୍ଡପାତ୍ରଙ୍କୁ ତଦନ୍ତକାରୀ ଅଧିକାରୀ ଦିଗପହଣ୍ଡି ଥାନା ଏସ୍‌.ଆଇ ରାଜକିଶୋର…

ପ୍ରେମ ପଡିଲା ମହଙ୍ଗା, ବିବାହ ପାଇଁ ଘରକୁ ଡାକି ଜୀବନରୁ ମାରିଦେଲେ ପ୍ରେମିକାର ପରିବାର ଲୋକେ

ନୂଆଦିଲ୍ଲୀ,୧୧।୧୨: ତେଲେଙ୍ଗାନାର ସିଙ୍ଗାରେଡି ଜିଲ୍ଲାରୁ ଏକ ହୃହୟବିଦାରକ ହତ୍ୟାକାଣ୍ଡ ଘଟଣା ସାମ୍ନାକୁ ଆସିଛି । ଏକ ଇଞ୍ଜିନିୟର ଛାତ୍ରକୁ ଘରକୁ ଡାକି ପ୍ରେମିକାର ବାପା ମା ପିଟିପିଟି ହତ୍ଯା କରିଥିବା ଅଭିଯୋଗ ହୋଇଛି । ସୂଚନା ପାଇବା ପରେ ପୋଲିସ ଘଟଣାସ୍ଥଳରେ…

ହତ୍ୟା ପରେ ବ୍ୟକ୍ତିଙ୍କୁ ଜାଳିଦେଲେ ଦୁର୍ବୃତ୍ତ, ଦୁର୍ଗନ୍ଧ ହେବାରୁ…

ଖଲ୍ଲିକୋଟ,୭ା୧୨(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଚିକିଲି ନିକଟସ୍ଥ ମେଦିପୁର-ଆଲିପୁର ରାସ୍ତା ସୁଳିଆ ପାହାଡ଼ ନିକଟରୁ ଜଣେ ଅଜଣା ବ୍ୟକ୍ତିଙ୍କ ଗଳିତ ମୃତଦେହ ଜବତ ହୋଇଛି। ମୃତଦେହଟି ପ୍ରାୟ ତିନି ଚାରି ଦିନ ତଳର ହୋଇଥିବା ପୋଲିସ…

ଲାଞ୍ଚ ନେବାବେଳେ ଏଡିଇଓଙ୍କୁ ରେଡ୍‌ ହ୍ୟାଣ୍ଡରେ ଧରିଲା ଭିଜିଲାନ୍ସ, ପାଖରୁ ମିଳିଲା…

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ୍‌ ଅଧୀନ ତାଳପଦା ପଞ୍ଚାୟତ ଆକାଉଣ୍ଟାଣ୍ଟ କମ୍‌ ଡାଟା ଏଣ୍ଟ୍ରି ଅପରେଟର(ଏଡିଇଓ) ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଜନୈକ ହିତାଧିକାରୀଙ୍କ ଏମ୍‌ଜିଏନ୍‌ଆରଇଜିଏ ଯୋଜନାର କାର୍ଯ୍ୟ କୋଡ୍‌ ସୃଷ୍ଟି କରିବା ନିମନ୍ତେ ୨୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?