ଅପରାଧ

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଗିରଫ ଯୁବକଜଣକ ହେଲେ ଆନ୍ଧ୍ରପ୍ରଦେଶ ଶ୍ରୀକାକୁଲମ ଜିଲା ଜାଲୁମୁରୁ ଥାନା…

ଶିରିଝୋଲି ହତ୍ୟାକାଣ୍ଡରେ ବଡ଼ ରାୟ, ବୁଡୁଙ୍କୁ ଆଜୀବନ….

ଗୁଣପୁର, ୭।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଅତିରିକ୍ତ ଜିଲା ଜଜ୍‌ (ଏଡିଜେ) କୋର୍ଟରେ ସୋମବାର ଏକ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ଗୁଣପୁର ଥାନା କେସ୍‌ ନମ୍ବର ୧୦୫/୨୦୨୩ରୁ ଉତ୍ପନ୍ନ ସି.ଟି. କେସ୍‌ ନମ୍ବର ୫୪/୨୦୨୩ରେ ଅଭିଯୁକ୍ତ…

ଛାତିଥରା ହତ୍ୟାକାଣ୍ଡ; ସ୍ତ୍ରୀଙ୍କ ମୁଣ୍ଡକୁ କାଟି ଫ୍ରିଜରେ ରଖିଲେ ସ୍ବାମୀ, ଆଙ୍ଗୁଠିକୁ…..

ଗୁଆହାଟୀ,୭।୯: ଆସାମର ଗୁଆହାଟୀରୁ ସାମ୍ନାକୁ ଆସିଛି ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ । ବିବାହର ମାତ୍ର କିଛି ମାସ ପରେ ୨୫ ବର୍ଷୀୟା ରିୟା ତାଲୁକଦାରଙ୍କ ମୃତଦେହ ତାଙ୍କ ଘରୁ ଉଦ୍ଧାର ହୋଇଛି । ତାଙ୍କ ମୁଣ୍ଡକୁ କାଟି ଏକ ପଲିଥିନ୍‌ ବ୍ୟାଗ୍‌ରେ…

ସରକାରୀ ଅଧିକାରୀଙ୍କୁ ବ୍ଲାକ୍‌ମେଲ କରି ଟଙ୍କା ନେବା ପଡ଼ିଲା ମହଙ୍ଗା, ୨ ଖବରଦାତାଙ୍କ ସହ ଆଉ ଜଣେ ଗିରଫ

ଭବାନୀପାଟଣା,୭ା୯(ଉତ୍ତମ କୁମାର ଦାଶ): ଜଣେ ସରକାରୀ ଅଧିକାରୀଙ୍କୁ ବ୍ଲାକ୍‌ମେଲ୍‌ କରି ଟଙ୍କା ନେବା ଘଟଣାରେ ୨ ଖବରଦାତାଙ୍କ ସହ ଜଣେ ଗିରଫ ହେବା କଳାହାଣ୍ଡି ଜିଲାରେ ଏବେ ଚର୍ଚ୍ଚାର ବିଷୟ ହୋଇଛି। ଗିରଫ ୨ ଖବରଦାତା ଜିଲାର ଜୁନାଗଡ଼ର ଦୁଷ୍ମନ୍ତ ପଣ୍ଡା…

ଯନ୍ତ୍ରୀ ଅନୁପମା ସାହୁ ଗିରଫ, ଗାଡ଼ିରୁ ବାହାରିଥିଲା ବିଡ଼ାବିଡ଼ା ଟଙ୍କା, ଭୁବନେଶ୍ୱରରେ ଫ୍ଲାଟ୍‌ ସହ ଅନେକ ସହରରେ ରହିଛି…

କଟକ,୬ା୯(ପ୍ରଭୁକଲ୍ୟାଣ ପାଲ): ଲାଞ୍ଚ ଟଙ୍କାରେ ଫସିଲେ ଲେଡି ଅଫିସର। ଗିରଫ ହୋଇ କୋର୍ଟ ଚାଲାଣ ହୋଇଛନ୍ତି କେନ୍ଦ୍ରାପଡ଼ା ଡ୍ରେନେଜ ଡିଭିଜନର ସହକାରୀ ନିର୍ବାହୀ ଯନ୍ତ୍ରୀ ଅନୁପମା ସାହୁ। ଅଫିସ ଗାଡ଼ିରେ ବିଲ ପାସ୍‌ ଟଙ୍କା ନେଇ ଖୁସିରେ ଘରକୁ ଯାଉଥିଲାବେଳେ ସରକାରୀ…

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସାମ୍ନାରେ ଦାଦାଗିରି, ୨ ଯୁବକ ରଡ୍‌-ଟାଙ୍ଗିଆ ଧରି ଖେଳାଇଥିଲେ ଆତଙ୍କ, ଆଜି…

ବଲାଙ୍ଗୀର,୬ା୯(ସୁନିଲ ମହାନ୍ତି): ବଲାଙ୍ଗୀର ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ ଗେଟ୍‌ ସମ୍ମୁଖରେ କିଛିଦିନ ତଳେ ଗୁଣ୍ଡାଗର୍ଦ୍ଦି ଘଟଣାରେ ପୋଲିସ ଦୁଇଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଦୁଇ ଅଭିଯୁକ୍ତ ହେଲେ ଚିଣ୍ଟୁ ସାହୁ ଓ ସିତୁ ସ୍ବାଇଁ। ଘଟଣା ଅନୁଯାୟୀ, ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ ମୁଖ୍ୟ…

ଠକେଇ-ବ୍ଲାକ୍‌ମେଲିଂ ଘଟଣାର ପର୍ଦ୍ଦାଫାଶ: ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଧରି…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ଘଟିଥିବା ଦୁଇଟି ପୃଥକ୍‌ ସାଇବର ଅପରାଧ ମାମଲାରେ ସାଇବର ପୋଲିସକୁ ବଡ଼ ସଫଳତା ମିଳିଛି। ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା ନେଇ ସମ୍ବଲପୁର ଆରକ୍ଷୀ ଅଧୀକ୍ଷକ(ଏସ୍‌ପି) ମୁକେଶ କୁମାର ଭାମୁ ଗଣମାଧ୍ୟମକୁ ବିସ୍ତୃତ ସୂଚନା…

ସ୍ତ୍ରୀଙ୍କୁ ସନ୍ଦେହ ଚକ୍ଷୁରେ ଦେଖୁଥିଲେ ସ୍ବାମୀ, ନିର୍ମମ ଭାବେ ହତ୍ୟା କରିବା ପରେ…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଟାଉନ ଥାନା ଅନ୍ତର୍ଗତ ସେନ ପାର୍କ ନିକଟସ୍ଥ ପ୍ରାଣୀ ଚିକିତ୍ସାଳୟ ସମ୍ମୁଖରେ ଏକ ଅଭାବନୀୟ ତଥା ବର୍ବରୋଚିତ ହତ୍ୟାକାଣ୍ଡ ଘଟିଯାଇଛି। ଚରିତ୍ର ଉପରେ ସନ୍ଦେହ କରି ସ୍ବାମୀ ତାଙ୍କ ସ୍ତ୍ରୀଙ୍କୁ ନିର୍ମମ ଭାବେ ହତ୍ୟା କରିଥିବା ନେଇ…

ଚାପୁଡ଼ାର ପ୍ରତିଶୋଧ ନେବାକୁ ଆକ୍ରମଣ! ଗ୍ରାମ୍ୟକମିଟି ସଭ୍ୟଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ, ୪ ଗିରଫ, ରକ୍ତଭିଜା ଖଣ୍ଡା…

ଦିଗପହଣ୍ଡି,୫। ୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମର ଗ୍ରାମ୍ୟକମିଟି ସଭ୍ୟ ବନମାଳୀ ବିଷୋୟୀଙ୍କ ପୁଅ ପ୍ରେମା ଓରଫ ପ୍ରେମାନନ୍ଦ ବିଷୋୟୀଙ୍କୁ ସଂଘବଦ୍ଧ ଭାବେ ଖଣ୍ଡାରେ ହାଣି ହତ୍ୟା ଉଦ୍ୟମ କରାଯିବା ଘଟଣାରେ ପୋଲିସକୁ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ ନଗଦ ୩ ଲକ୍ଷ ୧୫ ହଜାର ଟଙ୍କା ଜବତ କରାଯିବା ସହ ଉକ୍ତ…

ଜମିରେ ପାଣି ମଡ଼ାଇବା ବିବାଦରୁ ହତ୍ୟା ଉଦ୍ୟମ: ପ୍ରସାଦ ଖାଉଥିବା ବେଳେ ଖଣ୍ଡା ଚୋଟ, ଅଭିଯୁକ୍ତ ଗଲେ ଜେଲ୍

ଦିଗପହଣ୍ଡି,୫।୯(ଅଶେଷ ନାଥ ମିଶ୍ର): ଜମିରେ ପାଣି ମଡ଼ାଇବା ବିବାଦକୁ କେନ୍ଦ୍ର କରି ଜଣଙ୍କୁ ଖଣ୍ଡାରେ ଆକ୍ରମଣ କରି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମରେ ଏହି ଅଭାବନୀୟ ଘଟଣା ଘଟିଛି। ଗ୍ରାମର ରାଜେନ୍ଦ୍ର…

ସିସିଟିଭିକୁ ବି ଖାତିର ନାହିଁ! ହୁମାରେ ଖୁଲମ୍‌ଖୁଲା ବାଇକ୍ ଚୋରି, ଗୋଟିଏ ରାତିରେ ୩ ବାଇକ୍ ଗାଏବ, ଆତଙ୍କିତ ବ୍ୟବସାୟୀ

ହୁମା, ୫।୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ଅଞ୍ଚଳରେ ବାଇକ୍ ଚୋରିର ଆତଙ୍କ ଖେଳିଯାଇଛି। କିଛି ଦିନର ବ୍ୟବଧାନ ପରେ ପୁଣି ଥରେ ସକ୍ରିୟ ହୋଇଉଠିଛନ୍ତି ଚୋର। ଗୋଟିଏ ରାତିରେ ହୁମା ବଜାରରୁ ୩ଟି ବାଇକ୍ ଚୋରି ହୋଇଥିବା ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?