ଯୁବତୀଙ୍କୁ ପ୍ରେମ ନିବେଦନ କରିଥିଲେ ଯୁବକ, ଅସ୍ବୀକାର କରିବାରୁ ଭାଇରାଲ କରିଦେଲେ ଫଟୋ
ରାଉରକେଲା,୧୬।୩(ସଙ୍ଗୀତା ଜେନା): ବ୍ରାହ୍ମଣୀତରଙ୍ଗ ଥାନା ଅଞ୍ଚଳର ଜଣେ ଯୁବତୀଙ୍କ କିଛି ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ଯୁବତୀ ଜଣଙ୍କ ଥାନାର ଦ୍ୱାରସ୍ଥ ହୋଇଛନ୍ତି। ଅପରପକ୍ଷେ ଫଟୋ ଭାଇରାଲ କରିଥିବା ଅଭିଯୁକ୍ତ ଫେରାର ଅଛନ୍ତି। ସୂଚନାନୁଯାୟୀ, ଗତ ବର୍ଷ କଳୁଙ୍ଗା…
ଏମ୍ପି ପ୍ରତିନିଧିଙ୍କୁ ମରଣାନ୍ତକ ଆକ୍ରମଣ, ଜେଲ ଗଲେ ୨
ଦିଗପହଣ୍ଡି,୧୬ା୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ୍ ଗଡ଼ଗୋବିନ୍ଦପୁର ପଞ୍ଚାୟତର ପୂର୍ବତନ ସରପଞ୍ଚ ତଥା ବ୍ରହ୍ମପୁର ଏମ୍ପି ପ୍ରତିନିଧି କେ.ହରିବନ୍ଧୁ ରେଡ୍ଡୀଙ୍କୁ ତାଙ୍କ ପ୍ରତିପକ୍ଷ ଗୋଷ୍ଠୀ ପକ୍ଷରୁ ମରରାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଗଡ଼ଗୋବିନ୍ଦପୁର ଗ୍ରାମର…
ରାଜଧାନୀ ଡବଲ ମର୍ଡର ଘଟଣା: ପୋଲିସ ପିଛା କରିବାରୁ ଡିମିରି ଫଳ ଖାଇଦେଲେ ଅଭିଯୁକ୍ତ, ଡିସିପି କହିଲେ…
ଭୁବନେଶ୍ୱର,୧୬ା୩: ରାଜଧାନୀ ଭୁବନେଶ୍ୱରରେ ହୋଲିରେ ଘଟିଥିଲା ୨ଟି ହତ୍ୟାକାଣ୍ଡ। ଗୋଟିଏ ମଞ୍ଚେଶ୍ୱର ଥାନା ଅଞ୍ଚଳରେ ଆଉ ଗୋଟିଏ ଶହୀଦନଗର ଥାନା ଅଞ୍ଚଳରେ। ତେବେ ଏହି ଦୁଇଟି ହତ୍ୟା ଘଟଣାର ଅଭିଯୁକ୍ତମାନଙ୍କୁ ଗିରଫ କରାଯାଇଛି। ଏନେଇ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି ଭୁବନେଶ୍ବର…
ବୋମାମାଡ଼ କରି ବନ୍ଧାହେଲେ ଦୁଇ ଭାଇ
ଗୋପାଳପୁର,୧୬ା୩(ନବୀନ ରାଜ ଆଚାରୀ): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମାମାଡ଼ କରିବା ଘଟଣାରେ ଗୋପାଳପୁର ଥାନା ପୋଲିସ ଦୁଇ ଭାଇଙ୍କୁ ପୋଲିସ ଗିରଫ କରି ସୋମବାର କୋର୍ଟ ଚାଲାଣ କରାଯିବ ବୋଲି ପୋଲିସ ସୂଚନା ଦେଇଛି। ଗିରଫ ଅଭିଯୁକ୍ତମାନେ ହେଲେ ବଡ଼…
ରାସ୍ତାକଡ଼ରେ ପଡ଼ିଛି ଅଜଣା ମୃତଦେହ, ଦୁର୍ଗନ୍ଧ ବାରି ଯିବାରୁ…
ମୋହନା,୧୬ା୩(ମନ୍ମଥ ମିଶ୍ର): ରାସ୍ତା କଡ଼ରେ ଅଜଣା ଯୁବକଙ୍କର ମୃତଦେହ ଠାବ କରିଛି ରା ଉଦୟଗିରି ପୋଲିସ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ଆର୍ ଉଦୟଗିରି ଥାନା ଶିଆଳିଲଟି ପଞ୍ଚାୟତ ବାରନାଳୀ ଠାରେ। ରବିବାର ସକାଳୁ ଅଞ୍ଚଳର କିଛି ସ୍ଥାନୀୟ…
ବେଆଇନ ମଦ କାରଖାନା ଉପରେ ଚଢ଼ାଉ, ବିପୁଳ ପରିମାଣର ମଦପୋଚ୍, ଅପମିଶ୍ରିତ ମଦ ଜବତ
ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ଅବକାରୀ ଅଧିକ୍ଷକ ପ୍ରବୀଣ କୁମାର ପ୍ରଧାନଙ୍କ ନିର୍ଦ୍ଦେଶ କ୍ରମେ ରବିବାର ଚିକିଟି ଅବକାରୀ ଉପ-ଅଧିକ୍ଷକ କୁମୁଦ ରଞ୍ଜନ କୁଅଁରଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଅବକାରୀ ଓ ପୋଲିସ କର୍ମଚାରୀ ଗଞ୍ଜାମ ଜିଲା ପାଟପୁର ଥାନା…
କୋଲକାତାରୁ ଗିରଫ ହେଲେ ପୂର୍ବତନ ଜିଲାପରିଷଦ ସଭ୍ୟ
ଧର୍ମଶାଳା,୧୫ା୩: ଯାଜପୁର ଜିଲା ଧର୍ମଶାଳା ୧୩ନଂ ଜୋନ୍ର ପୂର୍ବତନ ଜିଲା ପରିଷଦ ସଭ୍ୟ ଗିରଫ ହୋଇଛନ୍ତି। ସେ ହେଲେ ନିରଞ୍ଜନ ରାଉତ। ତାଙ୍କୁ ଯାଜପୁର ପୋଲିସର ଏକ ସ୍ବତନ୍ତ୍ର ଟିମ୍ କୋଲକାତାରୁ ଗିରଫ କରିଛି। ସୂଚନାଯୋଗ୍ୟ, ଧର୍ମଶାଳା ବିରିବାଟୀ ଅଞ୍ଚଳରେ ମାର୍କେଟ…
ଚୋରି ଘଟଣାର ପର୍ଦ୍ଦାଫାଶ କଲା ପୋଲିସ, ମହିଳାଙ୍କ ସମେତ ୩ ଗିରଫ
ପାରଳାଖେମୁଣ୍ଡି,୧୫ା୩(ଗିରିଧାରୀ ପରିଚ୍ଛା): ଦୀର୍ଘ ଦେଢ଼ମାସ ପରେ ରେଖନା ସାହି ଚୋରି ଘଟଣାର ପର୍ଦ୍ଦାଫାଶ କରିଛି ଗଜପତି ଜିଲା ପାରଳାଖେମୁଣ୍ଡି ଆଦର୍ଶ ଥାନା ପୋଲିସ। ଚୋରି କରିଥିବା ମହିଳାଙ୍କ ସମେତ ୩ଜଣଙ୍କୁ ଗିରଫ କରିବା ସହ ସେମାନଙ୍କ ଠାରୁ ୪୩.୫୪ଗ୍ରାମ ସୁନା ଓ…
ସ୍ବାମୀଙ୍କ ପରକୀୟା ପ୍ରୀତିକୁ ବିରୋଧ କରିବାରୁ ସ୍ତ୍ରୀଙ୍କ ଜୀବନ ନେଇଗଲେ
କୁଳିଅଣା,୧୫ା୩(ଗୋପୀନାଥ ବେହେରା):ମୟୂରଭଞ୍ଜ ଜିଲା ଚାନ୍ଦୁଆଥାନା ଅଧିନସ୍ଥ ଟଙ୍ଗାଶୋଳ ଗ୍ରାମରେ ସ୍ବାମୀଙ୍କ ପରକୀୟା ପ୍ରୀତି ସନ୍ଦେହରେ ଚାଲିଗଲା ସ୍ତ୍ରୀଙ୍କ ଜୀବନ। ନିଜ ସ୍ତ୍ରୀକୁ ଜୀବନରୁ ମାରିଦେଲେ ରାକ୍ଷସ ସ୍ବାମୀ। ଚାନ୍ଦୁଆ ଥାନା ଅନ୍ତର୍ଗତ ଟଙ୍ଗାଶୋଳ ଗ୍ରାମରେ ଅଘଟଣ। ମୃତକ ମହିଳା ହେଲେ ସବିତା…
ରାସ୍ତାରେ ଗାଡ଼ିକୁ ଅଟକାଇ ବଟି ଆଦାୟ କରୁଥିଲେ ୩ ଯୁବକ, ପୋଲିସ ପହଞ୍ଚି…
ପୁରୁଷୋତ୍ତମପୁର,୧୫ା୩(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଭୂତସରସିଙ୍ଗିଠାରେ ରାସ୍ତାରେ ଯାଉଥିବା ଗାଡ଼ିକୁ ଅଟକାଇ ବଟି ଆଦାୟ କରିବା ବେଳେ ତିନିଜଣ ଯୁବକଙ୍କୁ ପୁରୁଷୋତ୍ତମପୁର ପୋଲିସ ଗିରଫ କରି ଶନିବାର କୋର୍ଟ ଚାଲାଣ କରିଛି। ଗିରଫ ଯୁବକମାନେ ହେଲେ ଭୂତସରସିଙ୍ଗି…
ଠିକାଦାରଙ୍କୁ ଛୁରି ଭୁସି ହତ୍ୟା କଲେ ଦୁର୍ବୃତ୍ତ
ବ୍ରହ୍ମପୁର,୧୫ା୩(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ବୈଦ୍ୟନାଥପୁର ଥାନା ଅଞ୍ଚଳରେ ଜଣେ ଠିକାଦାରଙ୍କୁ ହୋଲିରେ ଛୁରାମାଡ଼ ହୋଇଛି। ଛୁରାମାଡ଼ରେ ଲାଞ୍ଜିପଲ୍ଲୀ ଚାଣକ୍ୟ ନଗର ଅଞ୍ଚଳର ଠିକାଦାର (କଣ୍ଟ୍ରାକ୍ଟର )ଟି. ରାମଚନ୍ଦ୍ର ପାତ୍ରଙ୍କ ମୃତ ହୋଇଛି। ଜଣେ ଯୁବକ ତାଙ୍କୁ ଛୁରି ଭୁସି…
ବିପୁଳ ମଦ ସହ କାର୍ ଜବତ, ଢାବା ମାଲିକଙ୍କ ସମେତ ୨ ଗିରଫ
ବଇଣ୍ଡା,୧୪ା୩(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା ଏସ୍ପିଙ୍କ ନିର୍ଦ୍ଦେଶ କ୍ରମେ ଗଠନ ହୋଇଥିବା ସ୍ବତନ୍ତ୍ର ପୋଲିସ ସ୍କ୍ବାଡ୍ ପକ୍ଷରୁ ଶୁକ୍ରବାର ହଣ୍ଡପା ଥାନା ଲୁହାମୁଣ୍ଡାଠାରେ ଦେଇଥିବା ଢାବା ଉପରେ ଚଢ଼ାଉ କରାଯାଇଛି l ଏହି ସମୟରେ କାର୍ରେ ଥିବା ୮୬ ଲିଟର ବିଦେଶୀ…
Archives


