ଅପରାଧ

୨୭ ତାରିଖରୁ ନିଖୋଜ ଥିଲେ ମହିଳା, କ୍ୟାବିନ୍‌ରୁ ଦୁର୍ଗନ୍ଧ ଆସିବାରୁ ସାମ୍ନାକୁ ଆସିଲା ସତ

ପଟ୍ଟାମୁଣ୍ଡାଇ,୩୧ା୮(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅଧୀନ ଏଲ୍‌ଆଇସି ଅଫିସ ସମ୍ମୁଖ ମ୍ୟୁନିସିପାଲିଟି ଭେଣ୍ଡିଂଜୋନ୍‌ କ୍ୟାବିନ୍‌ରୁ ରବିବାର ଜଣେ ମହିଳାଙ୍କ ଅର୍ଦ୍ଧଦଗ୍ଧ ଗଳିତ ମୃତଦେହ ଉଦ୍ଧାର କରାଯାଇଛି। ମୃତା ମହିଳା ଜଣଙ୍କ ହେଲେ ଆଳି ନରେନ୍ଦ୍ରପୁର ଗ୍ରାମର ବନ୍ଦିତା…

ଖଣି ମାଲିକଙ୍କ ଘରେ ED ଚଢ଼ାଉ: ୧୦ ଦାମୀ କାର, ୩ ସୁପର ବାଇକ୍‌ ସହ…

ଭୁବନେଶ୍ୱର,୩୧ା୮: ଖଣି ମାଲିକ ଶକ୍ତି ରଞ୍ଜନ ଦାଶଙ୍କ ଘରେ ଇଡି ଚଢାଉ ହୋଇଛି। ଶକ୍ତିଙ୍କ ନୟାପଲ୍ଲୀ ସ୍ଥିତ ଘରେ ହିମାଚଳ ପ୍ରଦେଶ ED ଟିମ୍‌ ଚଢ଼ାଉ କରିଛି। ହିମାଚଳ ପ୍ରଦେଶ ପୋଲିସ ସିଆଇଡି ନିକଟରେ ମାମଲା ରୁଜୁ ପରେ ଏହି ଚଢ଼ାଉ…

ଅର୍ଥମନ୍ତ୍ରୀଙ୍କ ଘରୁ ଲୁଟ୍‌, ପରେ ଚାଇନା ଗସ୍ତ ବାତିଲ କଲେ ରାଷ୍ଟ୍ରପତି

ଜାକର୍ତ୍ତା,୩୧ା୮: ଇଣ୍ଡୋନେସିଆର ରାଜଧାନୀ ଜାକର୍ତ୍ତା ଏବଂ ଅନ୍ୟାନ୍ୟ ଅନେକ ସହରରେ ଏକ ସପ୍ତାହ ଧରି ଚାଲିଥିବା ପ୍ରତିବାଦ ଏବେ ହିଂସାତ୍ମକ ରୂପ ନେଇଛି। ଶହ ଶହ ବିକ୍ଷୋଭକାରୀ ଦକ୍ଷିଣ ଟାଙ୍ଗେରାଙ୍ଗରେ ଅର୍ଥମନ୍ତ୍ରୀ ମୁଲ୍ୟାନି ଇନ୍ଦ୍ରାବତୀଙ୍କ ସମେତ ଅନେକ ଏମ୍‌ପିଙ୍କ ଘର ଲୁଟି…

ଦେଶୀ ବନ୍ଧୁକ, ଧନୁତୀର ଧରି ଜୀବନରେ ମାରିଦେବାକୁ ଦେଉଥିଲେ ଧମକ, ଗାଁରେ ପୋଲିସ ପହଞ୍ଚି…

ଖଡ଼ିଆଳ,୩୧ା୮(ସୁଜିତ୍‌ କୁମାର ପ୍ରଧାନ): ନୂଆପଡ଼ା ଜିଲା କୋମନା ଥାନା ଦେଓଦରା ଗାଁରୁ ଦେଶୀ ବନ୍ଧୁକ ସହ ଦୁଇ ଧନୁତୀର ଜବତ ହୋଇଥିବା ବେଳେ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ। କୋମନା ପୋଲିସଠାରୁ ମିଳିଥିବା ସୂଚନା ଅନୁସାରେ, ଶନିବାର…

ଉଗ୍ରରୂପ ନେଲା ଦୁଇଜଣଙ୍କ ଝଗଡ଼ା, ଧସ୍ତାଧସ୍ତି ସମୟରେ…

ବୈଶିଙ୍ଗା,୩୦ା୮(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅନ୍ତର୍ଗତ ବାମଡ଼ା ଗ୍ରାମରେ ଶୁକ୍ରବାର ଦୁଇ ଜଣଙ୍କ ଝଗଡ଼ା ଶନିବାର ସନ୍ଧ୍ୟାରେ ପ୍ରତିଆକ୍ରମଣର ରୂପ ନେଇଥିଲା। ଏଥିରେ ଦୁଇ ଜଣ ଆହତ ହୋଇ ଜଣେ ବୈଶିଙ୍ଗା ଡାକ୍ତରଖାନାରେ ଆଉ ଜଣେ ରୂପ୍‌ସା ଡାକ୍ତରଖାନାରେ…

ଗାଡ଼ି ଭିତରେ ଯୁବତୀଙ୍କୁ ବଳାତ୍କାର କଲେ ୬ ଯୁବକ,  ଚିତ୍କାର କରିବାରୁ…

ଉଦଳା,୩୦ା୮(ସନ୍ତୋଷ କୁମାର ବାଛିନି): ମୟୂରଭଞ୍ଜ ଜିଲା ଉଦଳା ଅଞ୍ଚଳରେ ଶୁକ୍ରବାର ରାତିରେ ଏକ ଲଜ୍ଜାଜନକ ଘଟଣା ଘଟିଛି। ଚାକିରି କରାଇଦେବା ବାହାନାରେ ଜଣେ ଯୁବତୀଙ୍କୁ ଡାକି ନେଇ ରାସ୍ତାକଡରେ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏନେଇ ଶନିବାର ଉଦଳା ଥାନାରେ ଅଭିଯୋଗ…

୭ ଲକ୍ଷରୁ ଊର୍ଦ୍ଧ୍ୱ ସରକାରୀ ଟଙ୍କା ହଡ଼ପ: ବନ୍ଧା ହେଲେ ପୂର୍ବତନ ପିଇଓ

କଳିଙ୍ଗନଗର,୩୦ା୮(ଶୁଭାଶିଷ ରାଉତ): ୭ ଲକ୍ଷ ୩୫୦୦୦ ହଜାର ସରକାରୀ ଟଙ୍କା ହଡ଼ପ ଅଭିଯୋଗରେ ଯାଜପୁର ଜିଲା ସୁକିନ୍ଦା ବ୍ଲକର ପୂର୍ବତନ ପିଇଓ ସନ୍ତୋଷ କୁମାର ଜେନାଙ୍କୁ ଦାନଗଦୀ ବ୍ଲକରୁ ଗିରଫ କରିଛି କଟକ ଭିଜିଲାନ୍ସ ବିଭାଗ। କେସ୍‌ ନମ୍ବର ୨୬/୨୫ରେ ଏକ…

ସଂସ୍କୃତ ଶିକ୍ଷକଙ୍କ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ୭ ଛାତ୍ରୀ, କହିଲେ ସାର୍‌ ଆମକୁ…

ବଣାଇଁ,୨୯ା୮: ଜନୈକ ସଂସ୍କୃତ ଶିକ୍ଷକଙ୍କ ନାଁରେ ସାଙ୍ଘାତିକ ଅଭିଯୋଗ ହୋଇଛି। ଏପରି ଅଭିଯୋଗ ଆଣିଛନ୍ତି ୭ ଛାତ୍ରୀ। ତେବେ ଶିକ୍ଷକ ଜଣକ କୁଆଡ଼େ ଏହି ଛାତ୍ରୀମାନଙ୍କୁ ଅସଦାଚରଣ କରୁଥିଲେ। ଛାତ୍ରୀମାନେ କହିଛନ୍ତି, ସାର ଆମକୁ ସବୁବେଳେ ଅସଦାଚରଣ କରନ୍ତି। ଏନେଇ ଛାତ୍ରୀମାନେ…

ବାଇକ୍‌-ମୋବାଇଲ ଲୁଟେରାଙ୍କୁ କାବୁ କଲା ବୈଶିଙ୍ଗା ପୋଲିସ, ଗଣେଶ ପୂଜା ସୁଯୋଗରେ…

ବୈଶିଙ୍ଗା,୨୮।୮(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ପୋଲିସ ପକ୍ଷରୁ ଗୁରୁବାର ଅପରାହ୍ନ ୧ଟା ସମୟରେ ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ମିଳିଥିବା ସୂଚନା ମୁତାବକ ବେତନଟୀ ଓ ବୈଶିଙ୍ଗା ଥାନା ଅଞ୍ଚଳରେ ବାଇକ ଓ ମୋବାଇଲ ଲୁଟେରା ଗ୍ୟାଙ୍ଗ ସକ୍ରୀୟ…

ଘରେ ଚାଲିଥିଲା ନୂଆଖାଇ ପର୍ବ ପାଳନ, ଏପଟେ ଯୁବକଙ୍କୁ ନିର୍ମମ ହତ୍ୟା କଲେ ଦୁର୍ବୃତ୍ତ, ଉତ୍ତ୍ୟକ୍ତ ଲୋକେ ରାସ୍ତାକୁ ଓହ୍ଲାଇ…

ବରଗଡ଼/ସୋହେଲା,୨୮ା୮(ପ୍ରେମାନନ୍ଦ ଖମାରୀ/ଅଶ୍ୱିନୀ ପାତ୍ର): ଗୁରୁବାର ପଶ୍ଚିମ ଓଡ଼ିଶାରେ ଘରେଘରେ ନୂଆଖାଇ ପର୍ବ ବେଶ୍‌ ଆନନ୍ଦ ଉଲ୍ଲାସରେ ପାଳିତ ହେଉଥିବା ବେଳେ ବରଗଡ଼ ଜିଲା ସୋହେଲା ହଳଦୀପାଲି ନିକଟ ପେଟ୍ରୋଲ ପମ୍ପରେ ଏକ ହତ୍ୟାକାଣ୍ଡ ଘଟିଛି। ପେଟ୍ରୋଲ ପମ୍ପ ପରିସରରେ ହଲଦୀପାଲିର ବଳିଷ୍ଠ…

ଚୋରି କିପରି ରୋକାଯିବ ୟୁଟ୍ୟୁବରେ ଦେଉଥିଲେ ପ୍ରବଚନ, ଶେଷରେ ନିଜେ ଚୋରି କରି ହେଲେ ବନ୍ଧା

ଭୁବନେଶ୍ୱର,୨୮ା୮: ୟୁଟ୍ୟୁବ୍‌ ଚ୍ୟାନେଲରେ ପ୍ରବଚନ ଦେଉଥିବା ଜଣେ ଭଣ୍ଡ ପ୍ରବଚକ ଇତିମଧ୍ୟରେ ଗିରଫ ହୋଇଛନ୍ତି। ଭରତପୁର ଥାନା ଖଣ୍ଡଗିରି ବାରି ଲୁଟ୍‌ ଘଟଣାରେ ଏହି ପ୍ରବଚକ ଜଣକ ଗିରଫ ହୋଇଛନ୍ତି। ତାଙ୍କଠାରୁ ୨ ଶହ ଗ୍ରାମ ସୁନା, ୧ ଲକ୍ଷ କ୍ୟାଶ,…

ଛୁଟି ନେଇ ଘରକୁ ଯାଇଥିଲେ, ଯୌତୁକ ପାଇଁ ନର୍ସ ସ୍ତ୍ରୀଙ୍କୁ ଜାଳିଦେଲେ କନ୍‌ଷ୍ଟେବଲ…

ନୂଆଦିଲ୍ଲୀ,୨୭ା୮: ଯୌତୁକ ବିବାଦକୁ ନେଇ ଉତ୍ତରପ୍ରଦେଶ ଆମ୍ରୋହା ଜିଲାର ଜଣେ ପୋଲିସ କନ୍‌ଷ୍ଟେବଲ୍‌ ମଙ୍ଗଳବାର ତାଙ୍କ ସ୍ତ୍ରୀଙ୍କ ଦେହରେ ନିଆଁ ଲଗାଇଦେଇଥିଲେ। ମହିଳା ଜଣକ ଗୁରୁତର ଅବସ୍ଥାରେ ମୃତ୍ୟୁ ସହ ସଂଘର୍ଷ କରୁଥିବାବେଳେ କନ୍‌ଷ୍ଟେବଲ ଗିରଫ ହୋଇଛନ୍ତି। ଇକାଉନା ଗ୍ରାମାଞ୍ଚଳ ସ୍ବାସ୍ଥ୍ୟକେନ୍ଦ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?