ଦୁଇ ଭାଜପା କର୍ମୀଙ୍କ ଉପରେ ଜାଣିଶୁଣି ହାଇଓ୍ବା ମଡ଼ାଇ ଦେଲେ ଚାଳକ, ଲିଭିଗଲା ୨ ଜୀବନଦୀପ
ସମ୍ବଲପୁର,୫ା୧(ପ୍ରମୋଦ ବହିଦାର): ବୁର୍ଲାଥାନା ଅନ୍ତର୍ଗତ ଆ.କଟାପାଲି ନିକଟରେ ବିଳମ୍ବିତ ରାତିରେଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଦୁଇ ବରିଷ୍ଠ ଭାଜପା କର୍ମୀଙ୍କ ମୃତ୍ୟୁ ଘଟିଛି। ହାଇଓ୍ବା ଧକ୍କାରେ କାର୍ରେ ଥିବା ଗୋଶାଳା ଭାଜପା ମଣ୍ଡଳ ସଭାପତି କରଡୋଳା ନିବାସୀ ଦେବେନ୍ଦ୍ର ନାୟକ ଓ…
ରାଜଧାନୀରେ ମର୍ଡର: ଯୁବକଙ୍କୁ ହତ୍ୟା କରି ରେଳଧାରଣାରେ ଫିଙ୍ଗିଦେଲେ ଦୁର୍ବୃତ୍ତ
ଭୁବନେଶ୍ୱରୀ,୨ା୧: ରାଜଧାନୀ ଭୁବନେଶ୍ବରରେ ଥମୁନି ମର୍ଡର। ଗୋଟିଏ ପରେ ଗୋଟିଏ ମୁଣ୍ଡ ଗଡ଼ାଇ ଚାଲିଛନ୍ତି ଦୁର୍ବୃତ୍ତ। ଗୁରୁବାର ପୁଣି ଏକ ବୀଭତ୍ସ ହତ୍ୟାକାଣ୍ଡ ସାମ୍ନାକୁ ଆସିଛି। ଜଣେ ଯୁବକଙ୍କୁ ଅତି ନିର୍ମମ ଭାବେ ହାଣି ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ…
ଆଇଡି ବିସ୍ଫୋରଣ ଘଟଣାରେ ସମ୍ପୃକ୍ତ ୨ ମାଓବାଦୀଙ୍କୁ ବାନ୍ଧିଲା ସୁକ୍ମା ପୋଲିସ
ମାଲକାନଗିରି,୧ା୧(ଦୁର୍ଯ୍ୟୋଧନ ପାତ୍ର)-ଛତିଶଗଡ ସୁକ୍ମା ଜିଲା ପୋଲିସ ୨ ମାଓବାଦୀଙ୍କୁ ବୁଧବାର ଗିରଫ କରିଛି। ସେମାନେ ହେଲେ ସୋଡି ମୁକା ଓ ସୋଡି ଭୀମା। ସୂଚନାଯୋଗ୍ୟ, କୁନ୍ଦେଡ ଗ୍ରାମ ନିକଟରେ ମାଓବାଦୀମାନେ ଥିବା ଖବର ପାଇ ଜଗରଗୁଣ୍ଡା ଥାନା ୧୬୫ ସିଆର୍ପିଏଫ୍ ବାହିନୀର…
ବୀଭତ୍ସ ହତ୍ୟା: ଗାଁ ଦାଣ୍ଡରେ ଯୁବକଙ୍କୁ ହାଣିଲେ, ପଣାଖୁଣ୍ଟିରେ ବଳିଦେଲେ ପିଶାଚ ଯୁବକ
ପରଜଙ୍ଗ,୧ା୧(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ବସୋଇ ଗାଁରେ ବୀଭତ୍ସ ହତ୍ୟାକାଣ୍ଡ। ଗାଁ ଦାଣ୍ଡରେ ଯୁବକଙ୍କୁ ଖଣ୍ଡାରେ ହାଣି ଗାଁ ଚୌପାଢ଼ିରେ ଥିବା ଠାକୁରାଣୀଙ୍କ ପଣାଖୁଣ୍ଟିରେ ବଳି ଦେଇଛନ୍ତି ପିଶାଚ ଯୁବକ। ମୃତ ଯୁବକ ଜଣଙ୍କ ବସୋଇ ଗାଁର ରାକେଶ…
୨୦୨୪ରେ ରାଜଧାନୀରେ ଘଟିଛି ୬୬ ହତ୍ୟାକାଣ୍ଡ
ଭୁବନେଶ୍ୱର,୧ା୧: କମିଶନରେଟ ପୋଲିସର ବାର୍ଷିକ ଅପରାଧିକ ରିପୋର୍ଟ ବୁଧବାର ସାମ୍ନାକୁ ଆସିଛି। ୨୦୨୩ରେ ଭୁବନେଶ୍ୱର ୟୁପିଡିରେ ୧୧ ହଜାର ୯୭୫ ମାମଲା ରୁଜୁ ହୋଇଥିବାବେଳେ ୨୦୨୪ରେ ୧୪ ହଜାର ୪୧୬ ମାମଲା ରୁଜୁ ହୋଇଛି। ଭୁବନେଶ୍ୱରରେ ୨୦୨୩ରେ ୫୨ ମର୍ଡର, ୨୦୨୪ରେ…
ଗଞ୍ଜେଇ ଭର୍ତ୍ତି ୨ କାର୍ ଜବତ, ୩ ଜଣଙ୍କୁ ବାନ୍ଧିଲା ପୋଲିସ
ବ୍ରହ୍ମପୁର,୨୮ା୧୨(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଦକ୍ଷିଣାଞ୍ଚଳ ଅବକାରୀ ଗୋଇନ୍ଦା ବିଭାଗ ଟିମ୍ ଶନିବାର ଚଢ଼ାଉ କରି ୨ଟି ଗଞ୍ଜେଇ ଭର୍ତ୍ତି କାର୍ ଜବତ କରିଥିବାବେଳେ ୩ ଜଣଙ୍କୁ ଗିରଫ କରିଛି। ଅବକାରୀ କମିଶନର ନରସିଂହ ଭୋଳଙ୍କ ନିର୍ଦ୍ଦେଶ କ୍ରମେ ଗଞ୍ଜେଇ ଚାଲାଣକାରୀଙ୍କୁ…
ଭିଜିଲାନ୍ସ ଜାଲରେ ଏଏସ୍ଆଇ, ଧରିବା ପୂର୍ବରୁ ଥାନାରୁ ମାରିଲେ ଚମ୍ପଟ
ଭବାନୀପାଟଣା,୨୭ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଏଏସ୍ଆଇ ମୁକୁନ୍ଦ ଖେମୁଣ୍ଡୁ ଗୁରୁବାର ରାତିରେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଗୋଇରାପଦର ପ୍ରଭା ପୂଝାରୀଙ୍କ ଠାରୁ ଏକ ମାମଲା ରଫାଦଫା କରିବା ପାଇଁ ସ୍ଥାନୀୟ ଗ୍ରାମରକ୍ଷୀ ଶ୍ରୀମୁଖ ବାଗଙ୍କ ମାଧ୍ୟମରେ ୩୫…
ଅଭିନେତ୍ରୀଙ୍କଠାରୁ ୮.୨୫ ଲକ୍ଷ ଟଙ୍କା ଠକି ନେଇ ଗିରଫ ହେଲେ ଯାତ୍ରା ପାର୍ଟି ମାଲିକ
ଭୁବନେଶ୍ୱର,୨୩ା୧୨(ସୂର୍ଯ୍ୟକାନ୍ତ ବେହେରା): ଅଭିନେତ୍ରୀଙ୍କୁ ମିଥ୍ୟା ଆଶ୍ୱାସନା ଦେବା ସହ ପ୍ରତାରଣା କରି ୮ ଲକ୍ଷରୁ ଅଧିକ ଟଙ୍କା ଠକିବା ମାମଲାରେ ଲିଙ୍ଗରାଜ ପୋଲିସ ଜଣେ ଯାତ୍ରା ପାର୍ଟିର ମାଲିକଙ୍କୁ ଗିରଫ କରିଛି। ସେ ହେଲେ ଶିବଶକ୍ତି ଲୋକନାଟ୍ୟର ମାଲିକ ତଥା କଟକ…
ନିଲମ୍ବିତ ପିଇଓଙ୍କୁ ଉଠାଇନେଲା ଭିଜଲାନ୍ସ, ୩ ପଞ୍ଚାୟତରୁ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ଆତ୍ମସାତ କରି…
ନବରଙ୍ଗପୁର,୨୨ା୧୨(ସଦାଶିବ ପ୍ରହରାଜ): ରାଇଘର ବ୍ଲକ ୩ଟି ପଞ୍ଚାୟତ ତୁରୁଡ଼ିହି, କଚରାପରା -୩ ଓ ପରଚିପାରା ଦାୟିତ୍ୱରେ ଥିବା ପିଇଓ ସୁରେନ୍ଦ୍ର ଭତ୍ରା କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ଆତ୍ମସାତ କରିଥିବା ଅଭିଯୋଗ ହୋଇଛି। ତୁରୁଡ଼ିହି ପଞ୍ଚାୟତରେ ୬୫ ଲକ୍ଷ ଟଙ୍କା ଆତ୍ମସାତ୍ ଅଭିଯୋଗରେ…
ମହିଳାଙ୍କ ଅଶ୍ଳୀଳ ଭିଡିଓ, ଫଟୋ ଭାଇରାଲ: ଅଭିଯୁକ୍ତ ଗିରଫ
ଭୁବନେଶ୍ୱର,୨୨ା୧୨(ସତ୍ୟଜିତ୍ ରାଉତ): ସମ୍ପର୍କରେ ବିଷ ଦେଲେ ଯୁବକ। ମହିଳାଙ୍କ ଆପତ୍ତିଜନକ ଫଟୋ ଓ ଭିଡିଓ ଭାଇରାଲ କରିବାର ଧମକ ଦେବା ସହ ବ୍ଲାକମେଲ୍ କରି ନେଇଗଲେ ୪.୯୬ ଲକ୍ଷ। ତେବେ ଅଧିକ ଟଙ୍କା ନ ପାଇବାରୁ ତାଙ୍କ ଫଟୋ ଓ ଭିଡିଓ…
ବୋହୂଙ୍କୁ ଉଲଗ୍ନ କରି ଲୁହା ରଡ୍ ଚେଙ୍କ ଦେବା ସହ ପ୍ରାଇଭେଟ୍ ପାର୍ଟରେ ଲଙ୍କାଗୁଣ୍ଡ ଭର୍ତ୍ତି କଲେ ଶାଶୁଘର ଲୋକେ
ଭୋପାଳ,୨୧ା୧୨: ଥମୁନି ବଧୂ ନିର୍ଯାତନା। ଜଣେ ମହିଳାଙ୍କୁ ତାଙ୍କ ଶାଶୁଘର ଲୋକେ ଉଲଗ୍ନ କରି ନିର୍ଧୂମ ପିଟିବା ସହ ଲୁହା ରଡ୍ରେ ଚେଙ୍କ ଦେଇଥିବା ଅଭିଯୋଗ ହୋଇଛି। ଖାଲି ଏତିକି ନୁହେଁ, ବର୍ବରତାର ସବୁ ସୀମା ସରହଦ ଟପି ଯାଇଛନ୍ତି ନରରୂପୀ…
ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଆକ୍ରମଣ ପ୍ରତି ଆକ୍ରମଣ ଘଟଣା: ୨ ଗଲେ ଜେଲ୍
ଦିଗପହଣ୍ଡି,୧୮ା୧୨(ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଆକ୍ରମଣ ପ୍ରତି ଆକ୍ରମଣ ଘଟଣାରେ ସମ୍ପୃକ୍ତ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ ନରେନ୍ଦ୍ରପୁର ଛତ୍ରମନ୍ଦିର ଗ୍ରାମର ଏନ୍.ହନୁ ରେଡ୍ଡୀ ଓରଫ ଏନ. ସନ୍ତୋଷ ରେଡ୍ଡୀ ଏବଂ ପି.…
Archives


