ଅପରାଧ

ଶୋଇଥିବାବେଳେ ହତ୍ୟା: ବ୍ୟବଚ୍ଛେଦ ପାଇଁ ଖଟିଆରେ ବୁହା ହୋଇ ଆସିଲା ମୃତଦେହ

ହାଟଡିହୀ/ଆନନ୍ଦପୁର/ଛେନାପଦୀ,୫ା୭(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ/ନିରାକାର ପରିଡ଼ାଭ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କଣ୍ଟିପାଳ ପଞ୍ଚାୟତ ପଇତାପାଣି ଗ୍ରାମରେ ଗତ ଜୁଲାଇ ୩ ତାରିଖ ରାତିରେ ଶୋଇଥିବାବେଳେ ଏକ ହତ୍ୟାକାଣ୍ଡ ଘଟିଛି। ଜୁଲାଇ ୪ ଶନିବାର ଆନନ୍ଦପୁର ଥାନାରେ ଲିଖିତ ଅଭିଯୋଗ ହେବା…

ଭଞ୍ଜନଗର ପୋଲିସକୁ ବଡ଼ ସଫଳତା: ସୁନା-ରୁପା ଅଳଙ୍କାର ଜବତ, ୪ ଡକାୟତଙ୍କୁ ଗିରଫ କରି…

ଭଞ୍ଜନଗର,୪ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ବିଗତ କିଛି ମାସ ହେବ ଚୋରି, ଡକାୟତି ବଢ଼ିଯାଇଛି। ଯାହାକୁ ନେଇ ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଉଛି। ଏହିଭଳି ପରିସ୍ଥିତିରେ ଗଞ୍ଜାମ ଏସ୍‌ପିଙ୍କ ନିର୍ଦ୍ଦେଶ କ୍ରମେ ଅଭିଯୁକ୍ତମାନଙ୍କୁ କାବୁ କରିବା ପାଇଁ…

ଏଟିଏମ୍ କାର୍ଡ ବଦଳାଇ ଅବସରପ୍ରାପ୍ତ ଶିକ୍ଷକଙ୍କଠାରୁ ଲୁଟ୍; ୯ ଥରରେ ଆକାଉଣ୍ଟରୁ କଟିଲା ଲକ୍ଷେରୁ ଅଧିକ ଟଙ୍କା, ସପିଙ୍ଗ୍ ମଧ୍ୟ…

ବୈଶିଙ୍ଗା,୩।୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ସ୍ଥିତ ଷ୍ଟେଟ୍ ବ୍ୟାଙ୍କ (SBI) ଏଟିଏମରେ ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କ ସହ ଏକ ଚାଞ୍ଚଲ୍ୟକର ଏଟିଏମ ଠକେଇ ଘଟଣା ଘଟିଛି। ଏଟିଏମରୁ ଟଙ୍କା ଉଠାଇ ଦେବା ଆଳରେ ଜଣେ ଦୁର୍ବୃତ୍ତ…

ଏହି ସ୍ଥାନରେ ମାଓବାଦୀଙ୍କ ବଡ଼ ଅସ୍ତ୍ରାଗାର ଠାବ, ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ

କୋରାପୁଟ,୩ା୭(ଅମିତାଭ ବେହେରା): କୋରାପୁଟ ଜିଲାର ବୈପାରୀଗୁଡ଼ା ଥାନା ଅଧୀନ ତେନ୍ତୁଳିଗୁମ୍ମା ଜଙ୍ଗଲରେ କୋରାପୁଟ ଡିଭିଏଫ୍‌ ପକ୍ଷରୁ ଚଳାଯାଇଥିବା ସର୍ଚ୍ଚ ଅପରେଶନ ସମୟରେ ମାଓବାଦୀଙ୍କ ଏକ ବଡ଼ ଅସ୍ତ୍ର ଓ ବିସ୍ଫୋରକ ଭଣ୍ଡାର ଠାବ କରାଯାଇଥିବା ଶୁକ୍ରବାର ସ୍ଥାନୀୟ ପୋଲିସ ମୁଖ୍ୟାଳୟରେ ଆୟୋଜିତ…

ମେଡିକାଲ ଆଗରେ ପଡ଼ିଛି ଯୁବକଙ୍କ ରକ୍ତାକ୍ତ ମୃତଦେହ, ହତ୍ୟା ଅଭିଯୋଗ

ବେଲପାହାଡ଼,୩ା୭(ସୁବାସ ପ୍ରଧାନ): ବେଲପାହାଡ଼ ପୌରାଞ୍ଚଳରେ ଶୁକ୍ରବାର ସକାଳୁ ଏକ ଅଭାବନୀୟ କାଣ୍ଡ ଘଟିଯାଇଥିବା ଅଭିଯୋଗ ହୋଇଛି। ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଏବଂ ଉତ୍ତେଜନା ପ୍ରକାଶ ପାଇଛି। ମୁଚବାହାଲ ମେଡିକାଲ ସମ୍ମୁଖ ରାସ୍ତାରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

ଇନଷ୍ଟାଗ୍ରାମ ପ୍ରେମର ଭୟଙ୍କର ଅନ୍ତ; ପ୍ରେମିକାଙ୍କୁ ହତ୍ୟା ପରେ କବର ଦେଲେ ପ୍ରେମିକ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୨ା୭: ଉତ୍ତର ପ୍ରଦେଶର ପ୍ରୟାଗରାଜରୁ ଏକ ଅଜବ ଏବଂ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଇନଷ୍ଟାଗ୍ରାମରୁ ହୋଇଥିବା ପ୍ରେମ ମୃତ୍ୟୁର କାରଣ ସାଜିଛି । ଘଟଣାଟି ପ୍ରୟାଗରାଜର କୌନ୍ଧିୟାରା ପୋଲିସ ଷ୍ଟେସନ ଅଧୀନରେ ଘଟିଛି। ମଧ୍ୟପ୍ରଦେଶର ରେୱାର ଜଣେ ୨୦ ବର୍ଷୀୟା…

ପାରିବାରିକ କଳହ ହେଲା କାଳ, ଦିଅରର ଆକ୍ରମଣରେ ଚାଲିଗଲା ଭାଉଜଙ୍କ ଜୀବନ

ବେଲଗୁଣ୍ଠା,୧ା୭( କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଘରୋଇ ଅଶାନ୍ତିରୁ ଚାଲିଗଲା ମହିଳାଙ୍କ ଜୀବନ। ଏହିଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବେଲଗୁଣ୍ଠା ବ୍ଳକ୍ ତଥା ଗାଙ୍ଗପୁର ଥାନା ଅନ୍ତର୍ଗତ ପାଲକଷଣ୍ଢା ଗ୍ରାମରେ। ଦୁଇ ପରିବାର ମଧ୍ୟରେ ହଣାକଟା ଘଟି ଜଣେ ମହିଳା ମୃତ୍ୟୁ…

ଇନ୍‌ଷ୍ଟାଗ୍ରାମରୁ ପ୍ରେମ, ବିବାହ ପାଇଁ ଜିଦ୍‌ କରିବାରୁ ପ୍ରେମିକାଙ୍କୁ ହତ୍ୟା, ପୋଲିସ ଆଗରେ ପ୍ରେମିକ କହିଲେ ପୂରା ଘଟଣା…

ହାଟଡିହୀ/ଛେନାପଦୀ,୧ା୭(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): ପଶ୍ଚିମବଙ୍ଗ ପ୍ରେମିକାକୁ ଓଡ଼ିଶା ଡକାଇ ଝାଡ଼ଖଣ୍ଡ ପ୍ରେମିକ କେନ୍ଦୁଝର ଜିଲା ସୋସୋ ଥାନା ଅଞ୍ଚଳରେ ଗତ ମଙ୍ଗଳବାର ହତ୍ୟା କରିଥିବା ଘଟଣାରେ ପର୍ଦାଫାଶ ହୋଇଛି। ବିବାହ କରିବାକୁ ପ୍ରେମିକ ନିକଟରେ ପ୍ରେମିକା ଜଣକ ଜିଦ୍‌ କରିବାରୁ ଏପରି…

୩ବର୍ଷର ନାବାଳିକାଙ୍କୁ ବଳାତ୍କାର କଲେ ୬୫ ବର୍ଷୀୟ ବୃଦ୍ଧ, ପରେ ପଥରରେ ଛେଚି ମାରିଦେଲେ

ମୁମ୍ବାଇ,୨୯।୬: ପୁଣେରେ ଜଣେ ତିନି ବର୍ଷର ଶିଶୁ କନ୍ୟାକୁ ବଳାତ୍କାର ଏବଂ ହତ୍ୟା ମାମଲାରେ ଦୋଷୀକୁ ମୃତ୍ୟୁଦଣ୍ଡ ଦିଆଯାଇଛି । ପୁଣେର ଏକ ସ୍ୱତନ୍ତ୍ର ଅଦାଲତ ୬୫ ବର୍ଷୀୟ ଭୀମରାଓ କାମ୍ବଲେଙ୍କୁ ମୃତ୍ୟୁଦଣ୍ଡ ଦେଇଛନ୍ତି। ଏହି ଘଟଣାଟି ଗତ ମେ ଏକ…

ଚଳନ୍ତା ବାଇକ୍‌ରେ ଶାଶୁଙ୍କୁ ହତ୍ୟା, ପରିବାର ଲୋକଙ୍କୁ କହିଲେ ହାର୍ଟ ଆଟାକ୍‌, ମାତ୍ର ଏମିତି ରହସ୍ୟ ଖୋଲିଦେଲା ପୋଲିସ…

ହାଇଦ୍ରାବାଦ,୨୮ା୬: ତେଲଙ୍ଗାନାର କରିମନଗର ଜିଲାରୁ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଯେଉଁଠାରେ ଜଣେ ଜ୍ୱାଇଁ ତାଙ୍କ ଶାଶୁଙ୍କୁ ଅତି ନିର୍ମମ ଭାବେ ହତ୍ୟା କରିଛନ୍ତି। ଯାହାକି କି ସିସିଟିଭିରେ ପୂରା ଘଟଣା କଏଦ ହୋଇଛି। ଏହା ପରେ ପୋଲିସ…

ସ୍ତ୍ରୀଙ୍କୁ ପିଟିପିଟି ମାରିଦେଲେ ସ୍ବାମୀ, ୩ ବର୍ଷ ତଳେ କରିଥିଲେ ପ୍ରେମବିବାହ, ଆଜି ସକାଳୁ…

ଝାରସୁଗୁଡ଼ା,୨୮ା୬(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସଦର ଥାନା ଅନ୍ତର୍ଗତ ଏଚ୍‌. କଣ୍ଟାପାଳି (ଗଣ୍ଠିଆବୁଡ଼) ଗାଁରେ ରବିବାର ସକାଳୁ ଘଟିଛି ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ। ପାରିବାରିକ କଳହକୁ କେନ୍ଦ୍ର କରି ସ୍ବାମୀ ତାଙ୍କ ସ୍ତ୍ରୀଙ୍କୁ ପିଟିପିଟି ହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତକ…

ଗଞ୍ଜେଇ ଚାଲାଣବେଳେ ମାଡ଼ିବସିଲା ପୋଲିସ: ବାଇକ୍‌ ସହ ୨୨ କେଜି ଗଞ୍ଜେଇ ଜବତ କରି…

ଦାରିଙ୍ଗବାଡ଼ି,୨୮ା୬(ଅରୁଣ ସାହୁ): ଗଞ୍ଜେଇ ଚୋରା କାରବାରରେ ଯୁବଗୋଷ୍ଠୀ ବେଶି ସଂଶ୍ଲିଷ୍ଟ ରହୁଥିବା ପୋଲିସର ଗିରଫରୁ ଜଣାପଡ଼ିଛି। ଏଭଳି ଘଟଣା କନ୍ଧମାଳ ଜିଲାର ବିଭିନ୍ନ ସ୍ଥାନରେ ଦେଖାଯାଉଥିବାବେଳେ ଜିଲାର ଦାରିଙ୍ଗବାଡ଼ି ପୋଲିସ ଜଣେ ଯୁବକ ଗଞ୍ଜେଇ ଚୋରା ଚାଲାଣ କରୁଥିବା ବେଳେ ଶନିବାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri