ଭିଜିଲାନ୍ସ ଜାଲରେ ବଲାଙ୍ଗୀର ମୁଖ୍ୟ ଯୋଗାଣ ଅଧିକାରୀ, ୫୦ ହଜାର ଲାଞ୍ଚ ନେଉଥିବା ବେଳେ ମାଡ଼ି ବସିଲା…
ବଲାଙ୍ଗୀର,୧୨।୭: ଭିଜିଲାନ୍ସ ଜାଲରେ ବଲାଙ୍ଗିର ଜିଲା ମୁଖ୍ୟ ଯୋଗାଣ ଅଧିକାରୀ ପ୍ରଭାକର ପାତ୍ର। ଶୁକ୍ରବାର ୫୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ସେ ଧରା ପଡ଼ିଛନ୍ତି। ଏହାପରେ ସରକାରୀ କାର୍ଯ୍ୟାଳୟରୁ ତାଙ୍କୁ ଭିଜିଲାନ୍ସ ବିଭାଗ ଗିରଫ କରିଛି। ବଲାଙ୍ଗୀର...
ପାହାଡ଼ ଉପରେ ମହିଳାଙ୍କୁ ଗଣବଳାତ୍କାର ଘଟଣାରେ ୫ ଗିରଫ
କବିସୂର୍ଯ୍ୟନଗର,୧୨ା୭ (କୃପାସିନ୍ଧୁ ସ୍ବାଇଁ): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଅଞ୍ଚଳରେ ଜଣେ ମହିଳା ମଙ୍ଗଳବାର ଗଣବଳାତ୍କାରର ଶିକାର ହୋଇଥିଲେ। ତାଙ୍କୁ ଖଇରାପଲ୍ଳୀ ଗ୍ରାମସ୍ଥିତ ହ୍ରଦ ନିକଟରୁ ବୁଧବାର ସକାଳେ ଗୁରୁତର ଅବସ୍ଥାରେ ପୋଲିସ ଉଦ୍ଧାର କରିଥିଲା। ଏହି ଘଟଣାରେ ଗୁରୁବାର...
୬ ମାସରେ ୩୬ କୋଟିର ଠକେଇ
ଭୁବନେଶ୍ୱର,୧୨ା୭(ସତ୍ୟଜିତ୍ ରାଉତ): ବ୍ୟାପକ ସଚେତନତା ସତ୍ତ୍ୱେ ସାଇବର ଠକେଇ ବଢ଼ିବାରେ ଲାଗିଛି। ପୋଲିସ ପାଇଁ ଏହା ଏକ ବଡ଼ ଚ୍ୟାଲେଞ୍ଜ ହୋଇଛି। ଭୁବନେଶ୍ୱରରେ ଗତ ୬ ମାସରେ ପ୍ରାୟ ୩୬ କୋଟି ଟଙ୍କା ସାଇବର ଠକେଇ ହୋଇଛି। ଗତ ଜାନୁଆରୀରୁ...
ବାପାଙ୍କୁ ଟାଙ୍ଗିଆରେ ହାଣି ମାରିଦେଲେ ପୁଅ
ପାଇକମାଳ,୧୧ା୭(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ଥାନା ଅନ୍ତର୍ଗତ ଡୁଙ୍ଗୁରିପାଲି ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବୁଧବାର ରାତିରେ ନିଜ ଘରେ ବାପା, ପୁଅ ଝଗଡ଼ା ହୋଇଥିଲେ। ଝଗଡ଼ା ବଢ଼ି ଯିବାରୁ ପୁଅ ବିଦ୍ୟାଧର ଅଜଗର ରାଗରେ...
ଛାତ୍ରଙ୍କୁ ଅପହରଣ ମାମଲା: ୩ ବାଇକ, ୨ ମୋବାଇଲ ଜବତ, ୪ ଗିରଫ
କଟକ,୧୦ା୭ (କାର୍ତ୍ତିକ ସାହୁ): ଜଣେ ଇଭେଣ୍ଟ ମ୍ୟାନେଜମେଣ୍ଟ ଛାତ୍ରଙ୍କୁ ଅପହରଣ ମାମଲାରେ ଦରଘାବଜାର ଥାନା ପୋଲିସ ୪ ଜଣଙ୍କୁ ଗିରଫ କରିଛି। ସେମାନଙ୍କ ନିକଟରୁ ତିନୋଟି ବାଇକ ଓ ଦୁଇଟି ମୋବାଇଲ୍ ଜବତ କରାଯାଇଛି। ଗିରଫ ଅଭିଯୁକ୍ତମାନେ ହେଲେ ଦରଘାବଜାର...
୩ ବର୍ଷର ଝିଅକୁ ବାପା ବଳାତ୍କାର କରିଥିବା ଅଭିଯୋଗ
ଚିତ୍ରକୋଣ୍ଡା,୧୦ା୭(କ୍ଷୀରୋଦ ବେହେରା): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ଯୋଡ଼ାମ୍ବ ଥାନା ଅଧିକାରୀ ସଞ୍ଜୟ ପେଡ଼ାସେଠୀଙ୍କଠାରୁ ମିଳିଥିବା ସୂଚନା ଅନୁଯାୟୀ ଗାଜୁଲୁମାମୁଡ଼ି ଗ୍ରାମ ପଞ୍ଚାୟତ ଆଲାମପକା ଗ୍ରାମର ଦିନେଶ ଠାକୁର ମଙ୍ଗଳବାର ରାତିରେ ନିଜ ୩ ବର୍ଷର ନାବାଳିକା ଝିଅକୁ...
ପେଟ୍ରୋଲ ପମ୍ପ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ୧୨ ଲକ୍ଷ ଲୁଟି ନେଲେ
ଖଇରା,୯।୭(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ଖଇରା ଥାନା ଅଧିନ ବର୍ତ୍ତନାସ୍ଥିତ ଇଣ୍ଡିଆନ ବ୍ୟାଙ୍କ ସମ୍ମୁଖରେ ବନ୍ଧୁକ ଦେଖାଇ ପେଟ୍ରୋଲ କର୍ମଚାରୀଙ୍କ ନିକଟରୁ ୧୨ଲକ୍ଷ ଲୁଟି ନିଆଯିବା ନେଇ ଖଇରା ଥାନାରେ ଅଭିଯୋଗ ହୋଇଛି। ଖଇରା ପୋଲିସ ବ୍ୟାଙ୍କ ସିସିଟିଭି ଫୁଟେଜ...
ଝିଅ ବାହାଘର ପାଇଁ ରଖିଥିଲେ ସୁନା ଗହଣା, ସବୁ ଲୁଟିନେଲେ ଦୁର୍ବୃତ୍ତ
ହାଟଡିହୀ,୭ା୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ନନ୍ଦିପଦା ଥାନା ଗୋପ ଗ୍ରାମରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ପୋଲିସ କେସ୍ ନଂ ୨୧୭/୨୦୨୪ରେ ଏକ ମାମଲା ରୁଜୁ କରିଥିବା ବେଳେ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ତେବେ ଅଭିଯୋଗରୁ ଜଣାଯାଇଛି...
ବାର୍ ମାଲିକଙ୍କୁ ଗିରଫ କଲା ପୋଲିସ
ଭୁବନେଶ୍ୱର,୭ା୭: ବାର୍ ମାଲିକ ସତ୍ୟ ମହାନ୍ତିଙ୍କୁ ରବିବାର ଲକ୍ଷ୍ମୀସାଗର ପୋଲିସ ଗିରଫ କରିଛି। ‘ରେନ୍ ଦ କ୍ଲବ୍’ର ମାଲିକ ସତ୍ୟଙ୍କ ନାମରେ ଜଣେ ମହିଳା ସରକାରୀ କର୍ମଚାରୀଙ୍କୁ ଅଶାଳୀନ ବ୍ୟବହାର କରିଥିବା ଅଭିଯୋଗ ହୋଇଥିଲା। ଏହି ଅଭିଯୋଗକୁ ଭିତ୍ତିକରି ଲକ୍ଷ୍ମୀସାଗର...
ଧରାପଡ଼ିଲେ ଆନ୍ତଃ ଜିଲା ଲୁଟେରା ଗ୍ୟାଙ୍ଗ, ବିପୁଳ ପରିମାଣର ସୁନା ଅଳଙ୍କାର ଜବତ
ବରଗଡ଼,୭ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପୋଲିସ ଏକ ଆନ୍ତଃ ଜିଲା ଲୁଟେରା ଗ୍ୟାଙ୍ଗକୁ ଧରିଛି। ଏହି ଗ୍ୟାଙ୍ଗର ୪ ଅଭିଯୁକ୍ତ ଗିରଫ ହୋଇଛନ୍ତି। ସେମାନେ ହେଲେ ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଡଙ୍ଗରମୁଣ୍ଡା ଗ୍ରାମର ଇନ୍ଦ୍ର ଭୋଇ(୨୧), ଚୈତନ୍ୟ ପୁଟ୍ଟା(୧୯),...
ଟଙ୍କା ବ୍ୟାଗ୍ ଫିଙ୍ଗି ଦୌଡ଼ିଥିଲେ ତହସିଲଦାର, ଗୋଡ଼ାଇ ଧରିଲା ଭିଜିଲାନ୍ସ ଟିମ୍
ରାୟଗଡ଼ା,୬ା୭): ରାୟଗଡ଼ା ଜିଲା ଚନ୍ଦ୍ରପୁର ତହସିଲଦାର ବିଚିତ୍ରାନନ୍ଦ ନାୟକ ଗିରଫ ହୋଇଛନ୍ତି। ୧ ଲକ୍ଷ ୧୫ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଦ୍ବାରା ଗିରଫ ହୋଇଥିବା ଜଣାପଡ଼ିଛି। ତହସିଲଦାର ନାୟକ ଲାଞ୍ଚ ନେଉଥିବା ଜାଣି ଭିଜିଲାନ୍ସ ଟିମ୍ ତାଙ୍କ...
ସ୍ବାମୀଙ୍କ ତୀରମାଡ଼ରେ ସ୍ତ୍ରୀ ଗୁରୁତର
ପାଟଣା,୫ା୭(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ହରିଡ଼ାଗୋଠ ଗ୍ରାମରେ ଗୁରୁବାର ରାତିରେ ଜଣେ ମହିଳାଙ୍କ ତାଙ୍କ ସ୍ବାମୀ ତୀରମାଡ଼ କରିଥିବା ବାପଘର ଲୋକେ ଅଭିଯୋଗ କରିଛନ୍ତି। ଗୁରୁତର ମହିଳା ଜଣକ ହେଲେ ସଜନୀ ମୁଣ୍ଡା। ସୂଚନାନୁଯାୟୀ, ସଜନୀ ବାପଘରେ...
Archives


