ସେନାରେ ଭର୍ତ୍ତି ହେବା ପାଇଁ ତିଆରି କରୁଥିଲେ ନକଲି କରୋନା ରିପୋର୍ଟ, ଗୋଟିଏ ଭୁଲ ପାଇଁ ପଡ଼ିଲେ ଧରା
ଚଣ୍ଡିଗଡ଼,୬।୩: ହରିୟାଣାର ଫତେହାବାଦରେ ସେନାରେ ଭର୍ତ୍ତି ହେବା ପାଇଁ କରୋନାର ନକଲି ରିପୋର୍ଟ ତିଆରି କରାଯାଉଥିବା ମାମଲା ସାମ୍ନାକୁ ଆସିଛି। ଫତେହାବାଦର ରାତିୟା ସହରର ଏକ ଫଟୋଷ୍ଟେଟ ଦୋକାନରେ କରୋନାର ନକଲି ରିପୋର୍ଟ ତିଆରି ହେଉଥିଲା। ଏହି ଅଭିଯୋଗରେ ସ୍ବାସ୍ଥ୍ୟ...
ବିବାହିତା ଭଉଣୀଙ୍କୁ ୪୦ ହଜାର ଟଙ୍କାରେ ବିକି ଦେଲେ ଭାଇ
ପାଟଣା,୬।୩: ବିହାରର ଭାଗଲପୁର ନାଥନଗର ଥାନା ଅଞ୍ଚଳର ଜଣେ ବିବାହିତା ମହିଳାଙ୍କୁ ତାଙ୍କ ନିଜ ଭାଇ ୪୦ ହଜାର ଟଙ୍କାରେ ବିକ୍ରି କରିଥିବା ମହିଳା ଜଣକ ଅଭିଯୋଗ କରିଛନ୍ତି। ଏହି ଘଟଣା ସହ ଜଡିତ ଭିଡିଓ ଶୁକ୍ରବାର ଭାଇରାଲ ହୋଇଛି।...
ପ୍ରେମିକାଙ୍କ ଜିଦ୍ ପୂରଣ ପାଇଁ ଦୋକାନ ଭାଙ୍ଗି ଚକୋଲେଟ୍ ଚୋରି କଲେ ପ୍ରେମିକ, ଆଉ ତା’ ପରେ…
ଜୟପୁର,୬।୩: ରାଜସ୍ଥାନର ଉଦୟପୁର ଜିଲା ଚିତ୍ରକୂଟନଗରର ଏକ ଦୋକାନରୁ ଅଜବ ଧରଣର ଚୋରି ହୋଇଛି। ଉକ୍ତ ଦୋକାନରେ ଏତେ ସବୁ ସାମଗ୍ରୀ ଥିଲେ ସୁଦ୍ଧା ଜଣେ ଯୁବକ କେବଳ ଚକୋଲେଟ ଚୋରି କରିଛନ୍ତି। ତାହା ପୁଣି ୨୦ ହଜାର ଟଙ୍କାର।...
ଡେମୋ ଦେଖାଇଲେ ବିବନ: ସିବିଆଇ ଆଗରେ ବଖାଣିଲେ ଘଟଣାକ୍ରମ
ବାରଙ୍ଗ,୫।୩(ଡି.ଏନ୍.ଏ.): ବହୁ ଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ବାରଙ୍ଗ ନରଣପୁରର ବିବନ ବିଶ୍ୱାଳ ଶୁକ୍ରବାର ସକାଳେ ସିବିଆଇକୁ ଡେମୋ ଦେଖାଇଛନ୍ତି। ସିବିଆଇ ଆଖିରୁ ଖସି ଦୀର୍ଘ ୨୨ବର୍ଷ ଧରି ଫେରାର ଥିବା ବିବନଙ୍କୁ କମିଶନରେଟ ପୋଲିସ...
ସମ୍ବଲପୁର ସଦର ଫରେଷ୍ଟ ରେଞ୍ଜର ନିଲମ୍ବିତ
ସମ୍ବଲପୁର, ୩।୩(ବ୍ୟୁରୋ): ସମ୍ବଲପୁର ବନଖଣ୍ଡ ସଦର ରେଞ୍ଜର ଗୌରୀ ଶଙ୍କରଙ୍କୁ କାର୍ଯ୍ୟରେ ଅବହେଳା ଯୋଗୁ ନିଳମ୍ବନ କରାଯାଇଛି । ସଦର ରେଞ୍ଜ ଅଧିନରେ ପ୍ରାୟ ୫ ମାସ ଭିତରେ ୬ଟି ହାତୀର ମୃତ୍ୟୁ ଘଟିଛି। ଏହାକୁ ନେଇ ବିଭାଗ ପକ୍ଷରୁ...
ଖୋର୍ଦ୍ଧାରେ ବଢୁଛି ଚୋରା ବନ୍ଧୁକ କାରବାର
ଖୋର୍ଦ୍ଧା ଅଫିସ, ୩ା୩: ଖୋର୍ଦ୍ଧା ସହରରେ ବଢ଼ିଚାଲିଛି ଅପରାଧ। ଗତ ଦୁଇ ସପ୍ତାହ ମଧ୍ୟରେ ପୋଲିିସ ବିଭିନ୍ନ ମାମଲାରେ ୧୨ଜଣଙ୍କୁ ଗିରଫ କରିଥିବାବେଳେ ସେମାନଙ୍କଠାରୁ ୬ଟି ବନ୍ଧୁକ, ୮ଗୁଳି, ମାରଣାସ୍ତ୍ର, ଖଣ୍ଡାକାତି, ବୋମା, ବାଇକ, କାର୍ ଜବତ କରିଛି। ଅପରାଧୀମାନେ...
ଚାକିରି ହୋଇଛି କହି ମିଠାରେ ନିଶା ଔଷଧ ଦେଲେ ଭଡ଼ାଟିଆ: ମାଲିକଙ୍କ ଘରୁ ଲୁଟିନେଲେ ୩୫ ଲକ୍ଷର ସୁନାଗହଣା
ମାଲକାନଗିରି,୨।୩(ଡି.ଏନ୍.ଏ.): ମାଲକାନଗିରି ସଦର ମହକୁମା ବିବିଗୁଡା କଲୋନୀରେ ମିଠାରେ ନିଶା ମିଶାଇ ଖାଇବାକୁ ଦେଇ ଅତି ସହଜରେ ସୁନାରୀଙ୍କ ଘରୁ କଳାକନା ବୁଲାଇଲେ ଭଡାରେ ରହୁଥିବା ଲୁଟେରା। ୩୫ ଲକ୍ଷ ଟଙ୍କାର ସୁନା ଗହଣା ସହ ଦୁଇ ଲକ୍ଷ ଟଙ୍କା...
ଲାଞ୍ଚ ନେଇ ଧରାପଡ଼ିଲେ ଏସ୍ଡିଏମ୍ଓ
ଭୁବନେଶ୍ୱର, ୧।୩(ବ୍ୟୁରୋ): ରେଢ଼ାଖୋଲ ଉପଖଣ୍ଡ ଚିକିତ୍ସା ଅଧିକାରୀ (ଏସ୍ଡିଏମ୍ଓ)ସୋମବାର ଲାଞ୍ଚ ନେବା ଅଭିଯୋଗରେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସେ ହେଲେ ଡାକ୍ତର ବିପିନ ସାହୁ । ଡାକ୍ତର ସାହୁ ଜଣେ ରୋଗୀଙ୍କ ସମ୍ପର୍କୀୟଙ୍କୁ ଅସ୍ତ୍ର୍ରୋପଚାର ପାଇଁ ୫୫୦୦ଟଙ୍କା ଲାଞ୍ଚ ମାଗିଥିଲେ।...
ଯୁବକଙ୍କୁ ହତ୍ୟା, ଜଣେ ଅଟକ
ଗଞ୍ଜାମ,୧।୩(ଡି.ଏନ୍.ଏ.): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅନ୍ତର୍ଗତ ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିବା ଜଣାପଡ଼ିଛି l ମୃତ ଯୁବକ ହେଲେ ହୁମା ବଡ଼ସାହିର ଦଣ୍ଡପାଣି ବିଶ୍ୱାଳ (୪୮) l ଖବର ପାଇ ଆଡିଶନାଲ ଏସ୍ପି ଠାକୁର ପ୍ରସାଦ...
ଜେଲରୁ ୨ କଏଦୀ ଫେରାର
ଆର.ଉଦୟଗିରି,୨୮।୨(ଡି.ଏନ୍.ଏ.): ଗଜପତି ଜିଲା ଆର.ଉଦୟଗିରି ସବ୍ଜେଲରୁ ଶନିବାର ୨ କଏଦୀ ଚମ୍ପଟ୍ ମାରିଥିଲେ। ସେମାନେ ହେଲେ ଅଡ଼ବା ଗ୍ରାମର କରୁଣାକର ଗମାଙ୍ଗ ଏବଂ ପୁରୀ ଜିଲା ବ୍ରହ୍ମଗିରିର ଶରତ କୁମାର ଦେଓ। ଗଞ୍ଜେଇ ଚାଲାଣ ମାମଲା ନଂ. ୫୬/୨୦ ଅନୁଯାୟୀ...
ପଡ଼ୋଶୀ ମହିଳାଙ୍କୁ ହତ୍ୟା କରି ହାର୍ଟ କାଢ଼ିନେଲେ, ଆଳୁ ସହ ତରକାରୀ କରି ପରିବାର ସଦସ୍ୟଙ୍କୁ ଖାଇବାକୁ ଦେଲେ; ଘଟଣା ଜଣାପଡ଼ିବା ପରେ…
ଓ୍ବାଶିଂଟନ,୨୭।୨: ଆମେରିକାରେ ଏକ ଆଶ୍ଚର୍ଯ୍ୟକର ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ବ୍ୟକ୍ତି ନିଜ ପଡ଼ୋଶୀ ମହିଳାଙ୍କୁ ହତ୍ୟା କରି ତାଙ୍କ ହାର୍ଟ କାଢ଼ି ନେଇଥିଲେ। ଏତିକିରେ ବି ରାଗ ଶାନ୍ତ ହେଲାନି ଘରେ ପହଞ୍ଚି ଆଳୁ ସହିତ ତରକାରୀ...
କୋଲକାତାରୁ ଆଇପିଏଲ ବେଟିଂ ମୁଖିଆ ଗିରଫ: ୭୨. ୯୬ ଲକ୍ଷ ଟଙ୍କାର ବ୍ୟାଙ୍କ ଆକାଉଣ୍ଟ ସିଜ୍
ବ୍ରହ୍ମପୁର ଅଫିସ ,୨୬।୨ : ଗଞ୍ଜାମ ଜିଲାରେ ଆଇପିଏଲ ବେଟିଂ ପାଇଁ ୟୁଜର ଆଇଡି ଓ ପାସୱାର୍ଡ ଦେଇ କେତେକ ବୁକିଂ ଜରିଆରେ କାରବାର ଚଳାଇଥିବା ମୁଖିଆଙ୍କୁ ବ୍ରହ୍ମପୁର ପୋଲିସ ଗୁରୁବାର କୋଲକାତାରୁ ଗିରଫ କରିଥିଲା। ଅଭିଯୁକ୍ତ ଜଣଙ୍କ ହେଲେ...