ଅପରାଧ

ଶିକ୍ଷକଙ୍କୁ ଉଠାଇ ନେଲା ପୋଲିସ, କ୍ରାଇମବ୍ରାଞ୍ଚର ଏକ ମାମଲାରେ ସମ୍ପୃକ୍ତି ନେଇ ଚର୍ଚ୍ଚା

ରାୟଗଡ଼ା,୨୯।୭(ଆଶିଷ ରଞ୍ଜନ ପଣ୍ଡା) – ରାୟଗଡ଼ା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଗ୍ରାମର ଶିକ୍ଷକ ବିଜୟ ମିଶ୍ରଙ୍କୁ ପୋଲିସ ଉଠାଇ ନେଇଥିବା ବିଶ୍ୱସ୍ତ ସୂତ୍ରରୁ ଜଣାପଡିଛି। କ୍ରାଇମବ୍ରାଞ୍ଚର ଏକ ମାମଲାରେ ତାଙ୍କୁ ପୋଲିସ ଉଠାଇ ନେଇଥିବା କୁହାଯାଉଛି। ଘଟଣାରୁ ପ୍ରକାଶ ଯେ,…

କାଲିଠୁ ନିଖୋଜ ଥିଲେ, ତାମ୍ପରା ନିକଟରୁ ଶୋଇଥିବା ଅବସ୍ଥାରେ ମିଳିଲା ମୃତଦେହ; ପୋଲିସ…

ଛତ୍ରପୁର,୨୯।୭(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅଧିନ ତାମ୍ପରା ନିକଟରୁ ପୋଲିସ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ ଜଣଙ୍କ ହେଲେ ବ୍ରହ୍ମପୁର ବାଲିପଡା ଅଞ୍ଚଳର କୈଳାଶ ପାତ୍ର । ମୃତକ ଜଣକ ସୋମବାରଠାରୁ ନିଖୋଜ ଥିଲେ। ସେ…

ବଡ଼ ପରଦାରେ ଚର୍ଚ୍ଚିତ ହନିମୁନ ହତ୍ୟାକାଣ୍ଡ, ସାମ୍ନାକୁ ଆସିଲା ପୋଷ୍ଟର, ଟାଇଟଲ ବି ଭୟଙ୍କର

ଶିଲଂ,୨୯।୭: ଇନ୍ଦୋରର ପ୍ରସିଦ୍ଧ ରାଜା ରଘୁବଂଶୀ ହତ୍ୟା ମାମଲାରେ ପ୍ରତିଦିନ ନୂଆ ନୂଆ ଖୁଲାସା ହେଉଛି, ଯେତେବେଳେ ଆଜି ରାଜାଙ୍କ ପରିବାର ରାଜା ରଘୁବଂଶୀଙ୍କ ପରିବାରର ମୃତ୍ୟୁ ପାଇଁ ଏକ ଅନନ୍ୟ ଅଭିଯାନ ଆରମ୍ଭ କରିଛନ୍ତି। ପରିବାର ଏବେ ଏକ ଫିଲ୍ମ…

ଗୋପାଳପୁର ଗଣବଳାତ୍କାର ମାମଲା: ଦାଖଲ ହେଲା ଚାର୍ଜଶିଟ୍‌

ଗୋପାଳପୁର,୨୮ା୭: ଗୋପାଳପୁର ଗଣବଳାତ୍କାର ମାମଲାରେ ସୋମବାର ଚାର୍ଜଶିଟ୍‌ ଦାଖଲ ହୋଇଛି। ଏସ୍‌ଡିଜେଏମ୍‌ଙ୍କ କାର୍ଯ୍ୟାଳୟରେ କ୍ରାଇମବ୍ରାଞ୍ଚ ପକ୍ଷରୁ ୫୭୪ ପୃଷ୍ଠାର ଚାର୍ଜଶିଟ୍‌ ଦାଖଲ କରାଯାଇଥିବା ସୂଚନା ମିଳିଛି। ଅନ୍ୟପକ୍ଷରେ ଗୋପାଳପୁର ଗଣବଳାତ୍କାର ମାମଲାରେ ଏନ୍‌ଏଚ୍‌ଆର୍‌ସିରେ ମାମଲା ରୁଜୁ କରାଯାଇଥିଲା। ଗୋପାଳପୁର ବେଳାଭୂମିରେ ହୋଇଥିବା…

କୁନିକୁନି ଛାତ୍ରୀଙ୍କୁ ଯୌନ ଶୋଷଣ ଅଭିଯୋଗ: ସୋସିଆଲ ମିଡିଆରେ ଭିଡିଓ ଭାଇରାଲ ପରେ ଶିକ୍ଷକ ନିଲମ୍ବିତ

ବାରିପଦା,୨୮ା୭(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବେତନଟୀ ବ୍ଲକ ପ୍ରତିମାଦେଇପୁର ବିଦ୍ୟାଳୟର କୁନିକୁନି ଛାତ୍ରୀଙ୍କୁ ଯୌନ ଶୋଷଣ ନେଇ ଭଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଯାହାକୁ ନେଇ ବ୍ଲକ ଶିକ୍ଷାଧିକାରୀ ସମ୍ପୃକ୍ତ ଶିକ୍ଷକଙ୍କୁ ଚାକିରିରୁ ନିଲମ୍ବନ କରିଛନ୍ତି। ଏଭଳି ଘଟଣା…

ଜମିବାଡ଼ିକୁ କେନ୍ଦ୍ର କରି ବୁଲିଲା ଖଣ୍ଡା: ମହିଳାଙ୍କ ସମେତ ୪ ଗୁରୁତର

ପୁରୁଷୋତ୍ତମପୁର,୨୮ା୭(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ହାଣ୍ଡିଘର ଗ୍ରାମରେ ଜମିଜମା ସମ୍ବନ୍ଧୀୟ ପୂର୍ବ ଶତ୍ରୁତାକୁ ନେଇ ଗୋଟିଏ ପରିବାର ଉପରେ ଅନ୍ୟ ଏକ ପରିବାର ଉପରେ ଆକ୍ରମଣ କରି ଖଣ୍ଡା ଏବଂ କଟୁରିରେ ହାଣି ପକାଇଛନ୍ତି। ଗୁରୁତରମାନେ ହେଲେ…

ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ, ଘଟଣାସ୍ଥଳରୁ ମିଳିଲା…

ବାସୁଦେବପୁର,୨୭ା୭(କାଳୀପଦ ରାୟ): ଭଦ୍ରକ ଜିଲା କଷିଆ ସାମୁଦ୍ରିକ ଥାନା ଅଧୀନ ବିଦେଇପୁର ପଞ୍ଚାୟତରେ ପାରାପୋଖରୀ ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଟଙ୍କା ପାଇଁ ସ୍ତ୍ରୀ ଗୁରୁବାରୀ ଜେନା (୪୫ )ଙ୍କୁ ତାଙ୍କ ସ୍ବାମୀ ଗୋପୀନାଥ ଜେନା…

ଗୁଣିଆ ସନ୍ଦେହରେ ହାତଗୋଡ଼ ବାନ୍ଧି ନିସ୍ତୁକ ପିଟିଲେ, ଥାନାରେ ଏତଲା ପରେ…

ଦିଗପହଣ୍ଡି,୨୬ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ଗ୍ରାମର କେ.ପଞ୍ଚାନନଙ୍କୁ ଗୁଣିଆ(ତନ୍ତ୍ର ସାଧକ) ସନ୍ଦେହରେ ଗ୍ରାମର ବି. ନରସିଂହ,ବି. ପାଣ,ବି.କାଳିଆ, ବି.ସାବିତ୍ରୀ ହାତଗୋଡ଼ ବାନ୍ଧି ନିସ୍ତୁକ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଏନେଇ ପଞ୍ଚାନନ ଦିଗପହଣ୍ଡି ଥାନାରେ ଏତଲା…

ହୋମ୍‌ଗାର୍ଡ ନିଯୁକ୍ତି ଦୌଡ଼ ସମୟରେ ଚେତାଶୂନ୍ୟ ହୋଇଥିଲେ ଯୁବତୀ, ଆମ୍ବୁଲାନ୍ସରେ ନେବା ସମୟରେ ଗଣବଳାତ୍କାର

ପାଟନା,୨୬ା୭: ବିହାରର ଗୟାଜୀ ଜିଲାରୁ ଏକ ଅତ୍ୟନ୍ତ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଗତ ଗୁରୁବାର ହୋମଗାର୍ଡ ନିଯୁକ୍ତି ଦୌଡ଼ ସମୟରେ ଜଣେ ମହିଳା ପ୍ରାର୍ଥୀ ଚେତାଶୂନ୍ୟ ହୋଇଯାଇଥିଲେ। ଏହା ପରେ ତାଙ୍କୁ ହସ୍ପିଟାଲ ନେବା ସମୟରେ ଆମ୍ବୁଲାନ୍ସ ଡ୍ରାଇଭର ଏବଂ…

ଜୁଆଆଡ୍ଡାରେ ଚଢ଼ାଉ: ୪ ଲକ୍ଷରୁ ଅଧିକ ଟଙ୍କା ଜବତ, ୧୮ ଗିରଫ

ଜଗନ୍ନାଥପ୍ରସାଦ,୨୫ା୭(ବିଭୁ ପ୍ରସାଦ ପଟ୍ଟନାୟକ): ଜଗନ୍ନାଥପ୍ରସାଦ ଥାନା ପୋଲିସ ଗୁରୁବାର ମଧ୍ୟ ରାତିରେ ଝାଡ଼ାଭୂମି ପଞ୍ଚାୟତର ବରକୋଳିଆ ଅଞ୍ଚଳରେ ଏକ ଜୁଆଆଡ୍ଡା ଉପରେ ଚଢ଼ାଉ କରି ୧୮ଜଣଙ୍କୁ ଗିରଫ କରିଛି। ସେମାନଙ୍କଠାରୁ ୪ ଲକ୍ଷ ୪ ହଜାର ୩୪୦ ଟଙ୍କା ସହ ୧୮ଟି…

ଦାରିଙ୍ଗବାଡ଼ିରେ ଏ ହାତରୁ ସେ ହାତକୁ ଘୂରି ବୁଲୁଛି ୫୦୦ ଟଙ୍କିଆ ନୋଟ୍‌, ବ୍ୟାଙ୍କରେ ଜମା କରିବାବେଳେ…

ଦାରିଙ୍ଗବାଡ଼ି,୨୫ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ୫ ଶହ ଟଙ୍କିଆ ନକଲି ନୋଟ୍‌ ଏ ହାତରୁ ସେ ହାତକୁ ଘୂରି ବୁଲୁଥିବା ନେଇ ବ୍ୟବସାୟୀ ଏବଂ ଲୋକଙ୍କ ଭିତରେ ଭୟ ଦେଖାଯାଇଛି। ବିଶେଷକରି ମୂଲିଆ ଶ୍ରେଣୀ ଲୋକଟି ଯଦି…

ବୁଗୁଡ଼ାରେ ଚାଲିଥିଲା ଚୋରା ମଦ କାରବାର: ଚଢାଉରେ ୫ହଜାର ଲିଟର ପୋଚ, ୨ଶହ ଲିଟର ଦେଶୀମଦ ଜବତ

ବୁଗୁଡା,୨୪ା୭(କାଳିଚରଣ ଦାଶ): ବୁଗୁଡ଼ା ଅଞ୍ଚଳର ବିଭିନ୍ନ ସ୍ଥାନରେ ଅବକାରୀ ଓ ପୋଲିସର ମିଳିତ ଚଢ଼ାଉ କରାଯାଇ ପ୍ରଚୁର ପରିମାଣର ପୋଚ ଓ ଦେଶୀମଦ ସହ ପ୍ରସ୍ତୁତିରେ ବ୍ୟବହୃତ ବିଭିନ୍ନ ସାମଗ୍ରୀ ଜବତ କରାଯାଇଥିବା ଜଣାପଡ଼ିଛିି। ପ୍ରକାଶ ଯେ, ବୁଗୁଡ଼ା ଅଞ୍ଚଳରେ ବ୍ୟାପକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?