ଅପରାଧ

ଜେଲରେ ଏ କ’ଣ ଚାଲିଛି ! ହାତରେ ଛୁରୀ ଧରି କଏଦୀ କଲେ ଭିଡିଓ ଶୁଟ୍‌, ଭାଇରାଲ ପରେ…

ଭୁବନେଶ୍ୱର,୨୨ା୧୦(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱରସ୍ଥିତ ଝାରପଡ଼ା ସ୍ବତନ୍ତ୍ର ଜେଲ୍‌ରେ ଚାଲୁଛି ଅପରାଧୀଙ୍କ ରାଜୁତି। ଜେଲ ଭିତରକୁ ବିଭିନ୍ନ ପ୍ରକାର ନିଶାଦ୍ରବ୍ୟ ଓ ବେଆଇନ ସାମଗ୍ରୀ ଯାଉଛି। ଏପରିକି କଏଦୀମାନେ ମୋବାଇଲ ଫୋନ୍‌ ବ୍ୟବହାର କରି ଅପରାଧ ଘଟାଉଛନ୍ତି। ମଙ୍ଗଳବାର ଏପରି ଏକ ଭିଡିଓ…

ଛାତ୍ରଙ୍କୁ ଅପହରଣ କରି ନେଉଥିଲେ ଦୁର୍ବୃତ୍ତ, ଅଧାବାଟରେ ଗାଡ଼ିରୁ ଡେଇଁ ବଞ୍ଚାଇଲେ ଜୀବନ

ପାରାଦୀପ,୨୧ା୧୦(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ କଟକ ପାରାଦୀପ ରାଜ୍ୟ ରାଜପଥ ୧୫ ନମ୍ବର ପାଖରେ ସୋମବାର ସକାଳେ ଅଭାବନୀୟ ଘଟଣା ଘଟିଛି। ଜଣେ ସ୍କୁଲ ଛାତ୍ରଙ୍କୁ ମାଡ଼ ମାରି ବଳପୂର୍ବକ ଅପହରଣ କରାଯାଇଥିଲା। ସଂପୃକ୍ତ ଅପହରଣକାରୀମାନେ…

ପ୍ରେମରେ କଣ୍ଟା ସାଜିଲେ ବାପା, ପ୍ରେମିକ ସହ ମିଶି ଏସିଡ୍‌ ପକାଇ ମାରି ଦେବାକୁ ଉଦ୍ୟମ କଲେ ଝିଅ

ତୁମୁଡିବନ୍ଧ,୨୧ା୧୦(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ଥାନା ଅନ୍ତର୍ଗତ ବୁଡ଼ା କୁନ୍ଦେଲ ଗ୍ରାମରେ ମୋହନ ପନ୍ଦର ଓ ତାଙ୍କ ପୁଅ ଅନୁଜଙ୍କୁ ଏସିଡ୍‌ ମାଡ଼ ଘଟଣାରେ ଚାଞ୍ଚଲ୍ୟକର ତଥ୍ୟ ସାମନାକୁ ଆସିଛି। ମୋହନଙ୍କ ଝିଅ ଓ ତାଙ୍କ ପ୍ରେମିକ ମିଶି…

ଅଭାବରୁ ଅନ୍ୟ ହାତରେ ଟେକିଦେଲେ ଶିଶୁପୁତ୍ର, ଆଉ ତା’ ପରେ…

ବରଗଡ଼,୧୯ା୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଭାବ ଅନଟନରୁ ନିଜର ୧୭ ଦିନର ଏକ ଶିଶୁପୁତ୍ରକୁ ଅନ୍ୟ ପରିବାରକୁ ଟେକିଦେବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଖବର ପାଇ ଶନିବାର ଜିଲା…

ସ୍ତ୍ରୀଙ୍କ ତଣ୍ଟି ଚିପି ହତ୍ୟା ଉଦ୍ୟମ, ସ୍ବାମୀ ଫେରାର

ଦିଗପହଣ୍ଡି,୧୯ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ମହୁଡ଼ା ନରସିଂହପୁର ଗ୍ରାମର ଏସ୍‌. ବେଦମତୀ ଦୋରାଙ୍କୁ ତାଙ୍କ ସ୍ବାମୀ ଏସ୍‌.ଦୀନବନ୍ଧୁ ଦୋରା ନିସ୍ତୁକ ମାଡ଼ ମାରିବା ସହ ତଣ୍ଟିଚିପି ହତ୍ୟା ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ଏନେଇ ଦୀନବନ୍ଧୁଙ୍କ ସ୍ତ୍ରୀ…

ଉତ୍ତର ପ୍ରଦେଶ ଶୁଟର୍‌ଙ୍କୁ କାହିଁକି ଦିଆଯାଇଥିଲା ବାବା ସିଦ୍ଧକିଙ୍କ ସୁପାରୀ? ହେଲା ବଡ଼ ଖୁଲାସା

ମୁମ୍ବାଇ,୧୯।୧୦: ବାବା ସିଦ୍ଧକି ହତ୍ୟାକାଣ୍ଡର ଅଭିଯୁକ୍ତଙ୍କୁ ପଚରାଉଚରା କରିବା ସମୟରେ ବଡ଼ ଖୁଲାସା ହୋଇଛି। କେଉଁ କାରଣରୁ ଏହି ସୁପାରି ୟୁପି ଶୁଟର୍‌ଙ୍କୁ ଦିଆଯାଇଥିଲା ସେ ନେଇ ଜଣେ ଅଭିଯୁକ୍ତ କହିଛନ୍ତି। ତାଙ୍କ କହିବା ମୁତାବକ ସେ ବାବା ସିଦ୍ଧକିଙ୍କ ବ୍ୟକ୍ତିତ୍ୱ…

ରାଜସ୍ଥାନର ଲେଡି ସିଙ୍ଘମ ଆଇପିଏସ୍‌ଜଣଙ୍କ କିଏ? ଯାହାଙ୍କ ସ୍କାନର୍‌ରେ ୨୪ ଘଣ୍ଟା ରହୁଛନ୍ତି ଲରେନ୍ସ ବିଶ୍ନୋଇ…

ନୂଆଦିଲ୍ଲୀ,୧୮।୧୦: ମହାରାଷ୍ଟ୍ରର ମୁମ୍ବାଇର ବାନ୍ଦ୍ରାଠାରେ ଦଶହରା ଦିନ ବାବା ସିଦ୍ଦିକିଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା। ଲରେନ୍ସ ବିଶ୍ନୋଇ ଗ୍ୟାଙ୍ଗ ତାଙ୍କ ହତ୍ୟାର ଦାୟିତ୍ୱ ନେଇଛନ୍ତି। ବର୍ତ୍ତମାନ, ବାବା ସିଦ୍ଦିକିଙ୍କ ମୃତ୍ୟୁର କିଛି ସମୟ ପରେ ମୁମ୍ବାଇ କଣ୍ଟ୍ରୋଲ ରୁମକୁ ସଲମାନ…

ଭରତପୁର ଥାନା ମାମଲା: ଟେଷ୍ଟ ରିପୋର୍ଟ ଆସିନି, ତଦନ୍ତ କମିଶନଙ୍କ ନିକଟରେ ହାଜର ହୋଇ ଏଡିଜି କହିଲେ…

ଭୁବନେଶ୍ୱର,୧୮ା୧୦: ଭରତପୁର ଥାନା ଘଟଣାରେ କ୍ରାଇମବ୍ରାଞ୍ଚ ଏଡିଜି ବିନୟତୋଷ ମିଶ୍ର ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ତଦନ୍ତ କମିଶନଙ୍କ ନିକଟରେ ହାଜର ହେବା ବେଳେ ସେ କହିଛନ୍ତି, ସମସ୍ତ ଅଫିସରଙ୍କ ପଲିଗ୍ରାଫ ଟେଷ୍ଟ ହୋଇ ସାରିଛି। ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କ…

ସିମନବାଡ଼ି ଅଞ୍ଚଳରେ ବଢୁଛି ଦେଶୀ-ବିଦେଶୀ ମଦ ବିକ୍ରି, ଅବକାରୀ ବିଭାଗର ନିଦ ଭାଙ୍ଗୁନି

ଦାରିଙ୍ଗବାଡ଼ି,୧୮ା୧୦(ଅରୁଣ ସାହୁ) : କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ଅଞ୍ଚଳରେ ଚୋରା ଦେଶୀ ମଦ ଓ ନକଲି ବିଦେଶୀ ମଦ ବିକ୍ରି ଅଭିଯୋଗ ହୋଇଛି। ଉକ୍ତ ଅଞ୍ଚଳର ଜଣେ ଯୁବକ ଏହି ଚୋରାମଦ କାରବାର ରୋକିବାକୁ ଉଭୟ ପୋଲିସ ଓ…

କୋଷ୍ଟ ଗାର୍ଡ ଡିଆଇଜି, ପନ୍ତ୍ରୀଙ୍କୁ ଦୁର୍ବ୍ୟବହାର, ନୟାପଲ୍ଲୀ ଥାନାରେ ଏତଲା

ଭୁବନେଶ୍ୱର,୧୮ା୧୦(ସତ୍ୟଜିତ୍‌ ରାଉତ): କୋଷ୍ଟଗାର୍ଡ ଡିଆଇଜି ସତ୍ୟ ରଞ୍ଜନ ଦାସ ଓ ତାଙ୍କ ପତ୍ନୀ ନୟାପଲ୍ଲୀ ଥାନା ଅନ୍ତର୍ଗତ କଳିଙ୍ଗ ଷ୍ଟାଡିଅମ୍‌ ଟ୍ରାଫିକ୍‌ ପୋଷ୍ଟ ନିକଟରେ ଗୁରୁବାର ରାତିରେ ଦୁର୍ବ୍ୟବହାରର ଶିକାର ହୋଇଛନ୍ତି। ଦୁଇ ଜଣ ଅସାମାଜିକ ଯୁବକ ରାସ୍ତାରେ ସେମାନଙ୍କ ସହ…

ଝିଅଙ୍କୁ ଛୁରି ଭୁସି ହତ୍ୟାକଲେ ବାପା

ଚିତ୍ରକୋଣ୍ଡା,୧୬ା୧୦(ପ୍ରଫୁଲ୍ଲ ଚନ୍ଦ୍ର ତ୍ରିପାଠୀ): ବାପା ସାଜିଲେ ସଇତାନ। ଜନ୍ମିତ ଶିଶୁକନ୍ୟାଙ୍କୁ ଛୁରି ଭୁସି ହତ୍ୟା କରିଛନ୍ତି। ଏପରି ଘଟଣା ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନା ଅନ୍ତର୍ଗତ ଦୋରାଗୁଡ଼ା ପଞ୍ଚାୟତ ଆର୍‌ଏସ୍‌ସି -୧୪ ଗ୍ରାମରେ ଗୁରୁବାର ଘଟିଛି। ସକାଳୁ ବ୍ଲେଶିରାଣୀ ଭତ୍ରା(୫)ପଡ଼ୋଶୀ ଘରେ…

ଝିଅ ଆଗରେ ସ୍ତ୍ରୀଙ୍କ ଗଳା କାଟିଦେଲେ ସ୍ବାମୀ, ଆଉ ତା’ ପରେ…

କାଲିମେଳା,୧୬ା୧୦(ଜୀବନକୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ ଏମ୍‌ପିଭି ୨୩ ଗ୍ରାମରେ ବୁଧବାର ସକାଳେ ଜଣେ ମହିଳାଙ୍କ ଗଳାକୁ ତାଙ୍କ ସ୍ବାମୀ ଛୋଟ ଝିଅ ଆଗରେ ବ୍ଲେଡରେ କାଟି ଦେଇଥିଲେ। ଫଳରେ ସେ ଗୁରୁତର ହୋଇପଡ଼ିବାରୁ ତାଙ୍କୁ ମେଡିକାଲରେ ଭର୍ତ୍ତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri