ନିଶାରେ ଯୁବକଙ୍କ ଗାଲରେ ଭୁସିଥିଲେ ଛୁରୀ: ଜେଲ ଗଲେ ଅଭିଯୁକ୍ତ ଅରୁଣ ସେଠୀ
ଦିଗପହଣ୍ଡି,୨୪ା୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଜନତା ଲେନରେ ବୁଧବାର ପୂର୍ବାହ୍ନରେ ଅରୁଣ ସେଠୀଙ୍କ ଛୁରା ମାଡ଼ରେ ଦିଗପହଣ୍ଡି କମାର ସାହିର କାହ୍ନା ସେଠୀ ନାମକ ଯୁବକ ଗୁରୁତର ଆହାତ ହୋଇଥିଲେ। କାହ୍ନାଙ୍କ ମାଆ ଶକୁନ୍ତଳା ସେଠୀଙ୍କ ଏତଲା କ୍ରମେ ଦିଗପହଣ୍ଡି ଥାନା…
ସହପାଠୀଙ୍କ ସହ ବନ୍ଧୁତା ପରେ ଅଶ୍ଳିଳ ଫଟୋ ଉଠାଇ ଭାଇରାଲ କରିବା ଧମକ ଦେଉଥିଲେ, ଯୁବକଙ୍କୁ ବାନ୍ଧିଲା…
ବୈଶିଙ୍ଗା,୨୪।୭(ରତନ ଦାଶ): ଯୁବତୀଙ୍କ ଅଶ୍ଳୀଳ ଫଟୋ ଭାଇରାଲ କରିବା ପଡ଼ିଲା ମହଙ୍ଗା। ଏହି ଘଟଣାରେ ମୟୂରଭଞ୍ଜ ଜିଲାର ବୈଶିଙ୍ଗା ପୋଲିସ ଜଣେ ଯୁବକକୁ ଗିରଫ କରି କୋର୍ଟଚାଲାଣ କରିଥିବା ଜଣାପଡିଛି । ସୂଚନାରୁ ପ୍ରକାଶ, ଖୁଣ୍ଟା ଥାନା ଅଞ୍ଚଳର କେଶ ମୁର୍ମୁଙ୍କ…
ପ୍ରେମିକଙ୍କ ଗଳାକାଟି ସ୍କୁଟିରେ ଫେରାର ହୋଇଗଲେ ପ୍ରେମିକା
କେନ୍ଦ୍ରାପଡ଼ା,୨୪।୭(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ସଦର ଥାନା ଅଧୀନ ହଜାରୀ ଛକରେ ମଙ୍ଗଳବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ଯୁବକଙ୍କ ଗଳାକୁ ତାଙ୍କ ପ୍ରେମିକା କାଟି ଦେଇ ଫେରାର ହୋଇଯାଇଛନ୍ତି। ରାସ୍ତା ପାର୍ଶ୍ୱରେ ପଡିଥିବା ସେହି ଯୁବକଙ୍କୁ ପୋଲିସ…
ମଦ ନିଶାରେ ଉନ୍ମତ୍ତକାଣ୍ଡ: ଯୁବକଙ୍କ ଗାଲରେ ଭୁସି କଲେ ରକ୍ତାକ୍ତ, ଅଭିଯୁକ୍ତଙ୍କୁ…
ଦିଗପହଣ୍ଡି,୨୩।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଜନତା ଲେନ୍ରେ ବୁଧବାର ମଧ୍ୟାହ୍ନରେ ଜଣେ ମଦ୍ୟପଙ୍କ ଉନ୍ମତ୍ତକାଣ୍ଡ ଦେଖିବାକୁ ମିଳିଛି। ନିଶାରେ ଚୁର ଅବସ୍ଥାରେ ସେ ଜଣେ ଯୁବକଙ୍କ ଗାଲରେ ଛୁରୀ ଭୁଷି ଦେଇଥିଲେ। ଏଥିରେ ଯୁବକ କାହ୍ନା ସେଠୀ ଗୁରୁତର…
ବୀରମିତ୍ରପୁର ତହସିଲ ଅଫିସ ନିକଟରେ ଜମି ବ୍ୟବସାୟୀଙ୍କୁ ଗୁଳିମାଡ଼, ୨ ରାଉଣ୍ଡ ଗୁଳି ଚଳାଇ…
କୁଆଁରମୁଣ୍ଡା,୨୩।୭(ମହେନ୍ଦ୍ର କୁମାର ସାହୁ)- ବୀରମିତ୍ରପୁର ତହସିଲ ଅଫିସ ନିକଟରେ ଫୁଟିଲା ଗୁଳି। ବୁଧବାର ଏକ ବାଇକରେ ୨ଜଣ ଯୁବକ ଆସି ଜମି ବ୍ୟବସାୟୀ ଉତ୍ତମ କୁମାର ଘୋଷଙ୍କୁ ଗୁଳି ମାରିଥିଲେ। ପରେ ସେମାନେ ଫେରାର ହୋଇଯାଇଥିବା ଅଭିଯୋଗ ହୋଇଛି। ସୂଚନାନୁଯାୟୀ, ଅଭିଯୁକ୍ତଦ୍ୱୟ…
କଲେଜ ଛାତ୍ରୀଙ୍କୁ ଫେଭର ମାଗି ବନ୍ଧା ହେଲେ ଡାଟାଏଣ୍ଟ୍ରି ଅପରେଟର
ରିଷିଡ଼ା,୨୩ା୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା ମ. ରାମପୁର ଥାନା ଅଞ୍ଚଳର ଜଣେ କଲେଜ ଛାତ୍ରୀଙ୍କୁ ଜଣେ ଡାଟାଏଣ୍ଟ୍ରି ଅପରେଟର ଫେଭର ମାଗି ଗରିଫ ହେବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। ଗିରଫ ଅଭିଯୁକ୍ତ ଜଣକ ହେଲେ କର୍ଲାମୁଣ୍ଡା ବ୍ଲକ୍ ରିଷିଡ଼ା…
ଜମିବାଡ଼ିକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ହାତାହାତି: ଏକାଧିକ ଆହତ
ଦାରିଙ୍ଗବାଡ଼ି,୨୩ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଜମିଜମାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରିସ୍ଥିତି ସହ ହାତାହାତି ହୋଇଥିବା ଓ ଏଥିରେ ଉଭୟ ଗୋଷ୍ଠୀର ଏକାଧିକ ଲୋକ ଆହତ ହୋଇଥିବା ଜଣାପଡ଼ିଛି। ଖବର ପାଇ…
ଝିଅକୁ ହତ୍ୟା ଉଦ୍ୟମ: ଉଦ୍ଧାର କରିବାକୁ ଯାଇ ମା’ଙ୍କୁ ଛୁରାମାଡ଼
ବାରିପଦା,୨୧ା୭(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ଭଞ୍ଜପୁର ଥାନା ମୁର୍ଗାବାଡ଼ି ଅଞ୍ଚଳରେ ସୋମବାର ପୂର୍ବାହ୍ନ ୧୧ଟା ସମୟରେ ଘରେ ପଶି ମହିଳାଙ୍କୁ ଛୁରିରେ ଆକ୍ରମଣ କରିଛନ୍ତି। ଫଳରେ ଗୁରୁତର ମହିଳାକୁ ବାରିପଦା ପିଆର୍ଏମ୍ ମେଡିକାଲରେ ଭର୍ତ୍ତି କରାଯାଇଛି। ମହିଳା ଜଣକ…
ଏମ୍କେସିଜିରେ ଡାକ୍ତରଙ୍କୁ ମାଡ଼ ଅଭିଯୋଗ, ଜଣେ ଅଟକ
ବ୍ରହ୍ମପୁର,୨୧ା୭(ସୁବାସ ଚନ୍ଦ୍ର ପାଢ଼ୀ): ଚିକିତ୍ସା ଅବହେଳା ଅଭିଯୋଗରେ ଏମ୍କେସିଜି ଜଣେ ଡକ୍ଟରଙ୍କୁ ମାଡ଼ ମରାଯାଇଥିବା ନେଇ ଅଭିଯୋଗ ହୋଇଛି। ବୈଦ୍ୟନାଥପୁର ପୋଲିସ ଏ ସଂକ୍ରାନ୍ତରେ ଏକ ମାମଲା ରୁଜୁ କରିଛି। ଆକ୍ରମଣକାରୀଙ୍କୁ କାବୁ କରି ଥାନାରେ ଅଟକ ରଖିଛି। କାର୍ଯ୍ୟରତ ଜଣେ…
ଥଣ୍ଡା ପାନୀୟରେ ନିଶା ଦେଇ ବଳାତ୍କାର ଅଭିଯୋଗ: ଗିରଫ ହେଲେ ଛାତ୍ର କଂଗ୍ରେସ ସଭାପତି
ଭୁବନେଶ୍ୱର,୨୧ା୭: ଜଣେ ୧୯ ବର୍ଷୀୟା ଛାତ୍ରୀଙ୍କୁ ମୃଦୁ ପାନୀୟରେ ନିଶା ଦେଇ ବଳାତ୍କାର କରିବା ଅଭିଯୋଗରେ ପ୍ରଦେଶ ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନଙ୍କୁ ଭୁବନେଶ୍ୱର ମଞ୍ଚେଶ୍ୱର ଥାନା ପୋଲିସ ରବିବାର ରାତିରେ ଗିରଫ କରିଛି। ଏନେଇ ଥାନାରେ ବିଏନ୍ଏସ୍ ଦଫା…
ବିବାହିତା ମହିଳାଙ୍କୁ ବଳାତ୍କାର, ଗିରଫ ହେଲେ ରାୟଗଡ଼ା ଅତିରିକ୍ତ ଅଗ୍ନିଶମ ଅଧିକାରୀ
ରାୟଗଡ଼ା,୨୦।୭(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ଅଗ୍ନିଶମ ବିଭାଗର ଅତିରିକ୍ତ ଅଗ୍ନିଶମ ଅଧିକାରୀ ରମେଶ ଚନ୍ଦ୍ର ବେହେରାଙ୍କୁ ବଳାତ୍କାର ମାମଲାରେ ରାୟଗଡ଼ା ଟାଉନ ଥାନା ପୋଲିସ ରବିବାର ଗିରଫ କରିଛି। ଗିରଫ ପରେ ଡାକ୍ତରୀ ମାଇନା କରାଯାଇ କୋର୍ଟ ଚାଲାଣ କରାଯିବ ବୋଲି…
ପରକୀୟା ପ୍ରୀତିରୁ ଝୁଲିପଡ଼ିଲେ ସ୍ତ୍ରୀ, ସୁଇସାଇଡ୍ ନୋଟ୍ରେ ଲେଖିଦେଇ ଗଲେ ମୋ’ ସ୍ବାମୀ ଆଉ ପ୍ରେମିକା ମିଶି…
ଭବାନୀପାଟଣା,୨୦।୭(ଉତ୍ତମ କୁମାର ଦାଶ): ସ୍ବାମୀ ଆଉ ପ୍ରେମିକା ମିଶି ଦେଉଥିଲେ ନିର୍ଯାତନା ଦେବା ଶେଷରେ ନିର୍ଯାତନା ସହି ନ ପାରି ବାପଘରେ ଆତ୍ମହତ୍ୟା କରି ସୁଇସାଇଡ୍ ନୋଟ୍ରେ ସ୍ବାମୀ ଆଉ ପ୍ରେମିକାଙ୍କୁ ଦାୟୀ କରି ନ୍ୟାୟ ମାଗିଛନ୍ତି। ଏପରି ଅଭାବନୀୟ ଘଟଣା…

