ଅପରାଧ

ସୌମ୍ୟାଶ୍ରୀଙ୍କ ଆତ୍ମାହୁତି ପୂର୍ବରୁ ଆଇସିସି ନିକଟରେ ଅଭିଯୋଗ କରିଥିଲେ ବାପା, କହିଥିଲେ ଏ ଦିଗରେ ଦୃଷ୍ଟି ନ ଦେଲେ ମୋ’ ଝିଅ…

ବାଲେଶ୍ୱର,୨୦ା୭(ବାଞ୍ଛାନିଧି ଦେ): ବାଲେଶ୍ୱର ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଇଣ୍ଟିଗ୍ରେଟେଡ୍‌ ବିଏଡ୍‌ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କୁ ଏଚ୍‌ଓଡି ସମୀର ସାହୁ ମାନସିକ ନିର୍ଯାତନା ଦେଉଥିବା ନେଇ ଗତ ୧ ତାରିଖରେ ତତ୍କାଳୀନ ଅଧ୍ୟକ୍ଷ ଦିଲୀପ ଘୋଷଙ୍କଠାରେ ଅଭିଯୋଗ ହୋଇଥିଲା। କଲେଜର ଆଭ୍ୟନ୍ତରୀଣ ଅଭିଯୋଗ…

ନାବାଳିକା ଦେହରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ

ପିପିଲି,୧୯ା୭: ପୁରୀ ଜିଲା ବଳଙ୍ଗା ଥାନା ବାୟାବର ଗାଁରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ନାବାଳିକାଙ୍କ ଦେହରେ ଦୁର୍ବୃତ୍ତମାନେ ନିଆଁ ଲଗାଇ ଦେଇଛନ୍ତି। ୩ ଜଣ ଦୁର୍ବୃତ୍ତ ଏହି କାଣ୍ଡ ଘଟାଇଥିବା ଜଣାପଡ଼ିଛି। ନାବାଳିକାଙ୍କୁ ଗୁରୁତର ଅବସ୍ଥାରେ ନାବାଳିକାଙ୍କୁ…

କ୍ରାଇମବ୍ରାଞ୍ଚ ଟିମ୍‌କୁ ବଡ଼ ସୁରାକ୍‌, ଜଣାପଡ଼ିଲା FM ଛାତ୍ରୀଙ୍କୁ କିଏ ଆଣି ଦେଇଥିଲା ପେଟ୍ରୋଲ

ବାଲେଶ୍ୱର,୧୯ା୭: ଫକୀର ମୋହନ କଲେଜ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣାରେ ଦିନକୁ ଦିନ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ଶୁକ୍ରବାର ଏଫ୍‌ଏମ୍‌ ଛାତ୍ରୀ ମୃତ୍ୟୁର ତନାଘନା କରୁଥିବା କ୍ରାଇମବ୍ରାଞ୍ଚ ଟିମ୍‌କୁ ଏକ ବଡ଼ ସୁରାକ୍‌ ମିଳିଛି। ଘଟଣା ଦିନ ପେଟ୍ରୋଲ କେଉଁଠୁ…

ଘରକୁ ଡାକି ସାଙ୍ଗକୁ ହତ୍ୟା କଲେ ସାଙ୍ଗ

ଦେବଗଡ଼,୧୯ା୭(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନା ଅଧୀନ ନୂଆଗାଁରେ ହତ୍ୟାକାଣ୍ଡ। ଶୁକ୍ରବାର ବିଳମ୍ବିତ ରାତିରେ ଘର ଭିତରକୁ ଡାକି ହତ୍ୟା କରିଛନ୍ତି ଜଣେ ଅଭିଯୁକ୍ତ। ହତ୍ୟା ପରେ ଦେବଗଡ଼ ଥାନାରେ ଆତ୍ମସମର୍ପଣ କରିଛନ୍ତି ହତ୍ୟାକାରୀ। ରତନ ପ୍ରଧାନଙ୍କୁ ହତ୍ୟା କରିଛନ୍ତି ପଞ୍ଚାନନ…

କୋଦାଳ ଚୋଟରେ ANM ଭାଇବୋହୂଙ୍କ ଜୀବନ ନେଇ ଥାନାରେ ଆତ୍ମସମର୍ପଣ କଲେ ଦେଢ଼ଶୁର

ରାୟଗଡ଼ା/କଲ୍ୟାଣସିଂପୁର,୧୮ା୭(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ଦେଢ଼ଶୁରଙ୍କ କୋଦାଳ ଚୋଟରେ ANM ଥିବା ଭାଇବୋହୂଙ୍କ ମୃତ୍ୟୁ ଘଟିଛି। ରାୟଗଡ଼ା ଜିଲା କଲ୍ୟାଣିସଂପୁର ଥାନା ଅନ୍ତର୍ଗତ ଡେପାଗୁଡ଼ା ଗାଁରେ ଏହି ଘଟଣା ଘଟିଛି। ତେବେ ମୃତ ଭାଇବୋହୂ ହେଲେ ସୁରେନ୍ଦ୍ରୀ ସାରକା(୪୦)। ପୂର୍ବ…

ଘରେ ଶୋଇଥିବା ବେଳେ ନାବାଳିକାଙ୍କୁ ଫେରାର କରି ନେଇ ବଳାତ୍କାର, ଟ୍ରାକିଂ କରି ଚେନ୍ନାଇରୁ ସନିଆଙ୍କୁ ବାନ୍ଧିଲା…

ଦିଗପହଣ୍ଡି,୧୫।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରୁ ଅପହରଣ କରାଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ତଦନ୍ତକାରୀ ଅଧିକାରୀ ଏସ୍‌ଆଇ ଜ୍ୟୋତି ରଞ୍ଜନ ବେହେରା ଚେନ୍ନାଇରୁ ଉଦ୍ଧାର କରିଛନ୍ତି। ଗତ ମେ ୧୮ ତାରିଖ ରାତିରେ…

ପ୍ରେମ ବିବାହର ମାସକ ପରେ ନବବଧୂଙ୍କୁ ହତ୍ୟା: ସ୍ବାମୀ ଅଟକ, ଅଭିଯୋଗ ଆଣି ପରିବାର ଲୋକ କହିଲେ…

ଧର୍ମଶାଳା,୧୪ା୭(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ପଟୁଣିଆ ପଞ୍ଚାଯତ ଶଙ୍ଖ ଗ୍ରାମରେ ଯୌତୁକ ପାଇଁ ଜଣେ ନବବଧୂଙ୍କୁ ହତ୍ୟା ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ମିଳିଥିବା ସୂଚନାନୁସାରେ, ଏହି ଥାନା ଅନ୍ତର୍ଗତ ଅଚ୍ୟୁତପୁର ଗ୍ରାମର ହରିହର ବାରିକଙ୍କ…

ମହିଳାଙ୍କୁ ବଳାତ୍କାର ମାମଲା: ଜାମିନ ନାମଞ୍ଜୁର ପରେ ଜେଲ ଗଲେ ଶିକ୍ଷକ

ମହାକାଳପଡ଼ା,୧୨ା୭ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅଞ୍ଚଳର ସରକାରୀ ଶିକ୍ଷକ ରଞ୍ଜିତ ମଣ୍ଡଳ(୪୭) ଜଣେ ୩୯ ବର୍ଷୀୟା ମହିଳାଙ୍କୁ ବଳାତ୍କାର ମାମଲାରେ ଗିରଫ ହୋଇ ଶୁକ୍ରବାର କୋର୍ଟ ଚାଲାଣ ହୋଇଛନ୍ତି। ଜାମିନ ନାମଞ୍ଜୁର…

ପିଉସୀ-ପୁତୁରାଙ୍କ ପ୍ରେମସମ୍ପର୍କକୁ ବିରୋଧ: ଦଣ୍ଡ ପୂର୍ବକ ଚାଷଜମିରେ ବଳଦ ଭାବେ ହଳ କରାଇଲେ ଗ୍ରାମବାସୀ

ରାୟଗଡ଼ା,୧୧ା୭(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ସମ୍ପର୍କୀୟ ପିଉସୀ ଓ ପୁତୁରାଙ୍କ ପ୍ରେମସମ୍ପର୍କକୁ ନେଇ ଗାଁ ଲୋକେ ବୈଠକ କରି ପ୍ରେମୀଯୁଗଳଙ୍କୁ ଚାଷଜମିରେ ହଳ କରି ଦଣ୍ଡ ଦେଇଥିବା ଘଟଣା ଏବେ ଜିଲାରେ ଆଲୋଡ଼ନ ସୃଷ୍ଟି କରିଛି।। ଏହିଭଳି ଘଟଣା ଦେଖିବାକୁ…

ବାଇକ୍‌ ଧରି ଘରୁ ବାହାରି ଫେରି ନ ଥିଲେ, ୬ ଦିନ ପରେ ଜଙ୍ଗଲରୁ ମିଳିଲା ତପନଙ୍କ ମୃତଦେହ

ଖଜୁରିପଡ଼ା,୧୦ା୭ ( ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡା ଥାନା ଅନ୍ତର୍ଗତ ଗୁଦାରୀ ବାଲୁକୁଟି ଜଙ୍ଗଲରୁ ପୋଲିସ ଗୁରୁବାର ଜଣେ ନିଖୋଜ ଯୁବକଙ୍କ ମୃତଦେହ ଜବତ କରିଛି। ସେ ହେଲେ ଗୋଚ୍ଛାପଡ଼ା ଥାନା ନେଡିପଦର ଗାଁର ତପନ ରଣା (୨୧)। ଏନେଇ…

ମୋବାଇଲ ଦେଖାଇବା ଆଳରେ ୮ ବର୍ଷର ନାବାଳିକାଙ୍କୁ ଅସଦାଚରଣ, ୬୦ ବର୍ଷ ବୃଦ୍ଧଙ୍କୁ…

ବ୍ରହ୍ମପୁର, ୧୦।୭(ସୁବାସ ଚନ୍ଦ୍ର ପାଢ଼ୀ): ୨୦୨୪ ଡିସେମ୍ବର ମାସରେ ଜନୈକା ୮ ବର୍ଷର ନାବାଳିକାଙ୍କୁ ମୋବାଇଲ ଦେଖାଇବା ଆଳରେ ଘର ଭିତରେ ଅସଦାଚାରଣ ହୋଇଥିବା ଅଭିଯୋଗ ହୋଇଥିଲା। ସ୍ବତନ୍ତ୍ର ପୋକ୍ସୋ ବିଚାରପତି ପ୍ରଣତି ପଟ୍ଟନାୟକ ଗୁରୁବାର ନାବାଳିକା ଅସଦାଚରଣ ମାମଲାର ଚୂଡାନ୍ତ…

ମହିଳାଙ୍କୁ ବଳାତ୍କାର ଅଭିଯୋଗରେ ଶିକ୍ଷକଙ୍କୁ ଉଠାଇ ନେଲା ପୋଲିସ, ପୀଡ଼ିତାଙ୍କ ବୟାନ ରେକର୍ଡ ସହ ଡାକ୍ତରୀ ମାଇନା

ମହାକାଳପଡ଼ା,୧୦ା୭ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅଞ୍ଚଳର ଜଣେ ୩୯ ବର୍ଷିଆ ମହିଳାଙ୍କୁ ବତିଘର ଅଞ୍ଚଳର ଶିକ୍ଷକ ବଳାତ୍କାର କରିଥିବା ବୁଧବାର ଅଭିଯୋଗ ହୋଇଛି। ସରକାରୀ ଶିକ୍ଷକ ଜଣକ ହେଲେ ରଞ୍ଜିତ ମଣ୍ଡଳ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?