ଅପରାଧ

ଶିଶୁକନ୍ୟାକୁ ନୀଳ ବାସ୍କେଟ୍‌ରେ ପୂରାଇ ରାସ୍ତା ଉପରେ ଛାଡ଼ି ଦେଇଗଲେ ମା’-ବାପା, ଲେଖିଦେଇ ଗଲେ‘Sorry’

ମୁମ୍ବାଇ,୩୦ା୬: ମହାରାଷ୍ଟ୍ରର ନଭି ମୁମ୍ବାଇରେ ଏକ ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି। ୩ ଦିନର ଏକ ଶିଶୁକନ୍ୟାକୁ ଟୋକେଇରେ ପୂରାଇ ରାସ୍ତାକଡ଼ରେ କେହି ନିଷ୍ଠୁର ମାଆ-ବାପା ଛାଡ଼ି ଚାଲିଯାଇଛନ୍ତି। ଏହା ସହିତ ଏକ କାଗଜରେ ‘Sorry’ ଲେଖିବା ସହ ଛାଡ଼ିବାର…

‘୫୦୦ ଟଙ୍କା ନେଇ କାହା ସହ ବୁଲି ଯାଇଥିଲୁ?’ ଚରିତ୍ରକୁ ସନ୍ଦେହ କରି ସ୍ତ୍ରୀଙ୍କ ଜୀବନ ନେଇଗଲେ ସ୍ବାମୀ

ରାଉରକେଲା,୨୮।୬(ସଂଗୀତା ଜେନା): ଦକ୍ଷିଣ ରାଉରକେଲା ଜଳଦା “ଏ” ବ୍ଲକ ଅନ୍ତର୍ଗତ ଫେଟ୍‌ କଲ୍‌ ଛକ ସ୍ଥିତ ହାଟିନଟୋଲା ବସ୍ତିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଚରିତ୍ରକୁ ସନ୍ଦେହ ସହ ମାତ୍ର ୫ଶହ ଟଙ୍କା ପାଇଁ ସ୍ତ୍ରୀଙ୍କ ଜୀବନ ନେଇଯାଇଛନ୍ତି। ମୃତକ ହେଲେ…

ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ, ବିଭିନ୍ନ ସ୍ଥାନରେ ରହିଛି ଦାମୀ ଫ୍ଲାଟ୍‌ ସହ…

ବ୍ରହ୍ମପୁର,୨୮ା୬(ସୁବାସ ଚନ୍ଦ୍ର ପାଢ଼ୀ): ସହକାରୀ ଯନ୍ତ୍ରୀଙ୍କୁ ମହଙ୍ଗା ପଡ଼ିଛି କୋଟିପତି ହେବା ନିଶା। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଯନ୍ତ୍ରୀ। ଓଡ଼ିଶା ଭିଜିଲାନ୍ସ ବିଭାଗ ପକ୍ଷରୁ ଗଞ୍ଜାମ ବ୍ଲକର ସହକାରୀ ଯନ୍ତ୍ରୀ ସୁଶୀଲ କୁମାର ପଣ୍ଡାଙ୍କ…

ମା’ଙ୍କୁ ଲୁହା ପାଇପ୍‌ରେ ପିଟିପିଟି ହତ୍ୟା କଲେ ପୁଅ, ଘରେ କେହି ନ ଥିବା ବେଳେ…

ଦିଗପହଣ୍ଡି,୨୬ା୬(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ କରବାଲୁଆ ଗ୍ରାମ ବନ୍ଧ ସାହିର ଉଲି ବେହେରା(୫୫)ଙ୍କୁ ଗୁରୁବାର ମଧ୍ୟାହ୍ନରେ ତାଙ୍କ ପୁଅ ସନ୍ତୋଷ ବେହେରା(୩୯) ଲୁହା ପାଇପ୍‌ରେ ପିଟିପିଟି ହତ୍ୟା କରିଥିବା ଅଭିଯୋଗ ହୋଇଛି। ଖବରପାଇ ଚିକିଟି…

ଜୀବନରୁ ମାରିଦେବି କହି ଡିଟୋନେଟର ଖଞ୍ଜିଥିଲେ, ଶୋଇଥିବା ବେଳେ ହେଲା ବିସ୍ଫୋରଣ, ତା ପରେ…

ଦିଗପହଣ୍ଡି,୨୫।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଗୋକର୍ଣ୍ଣପୁର ଗ୍ରାମରେ ପୂର୍ବ ଶତୃତାକୁ କେନ୍ଦ୍ରକରି ଇ. ମୁନା ଦୋରାଙ୍କ ଘରକୁ ଡିଟୋନେଟର ସାହାଯ୍ୟରେ ବିସ୍ଫୋରଣ ଘଟାଇ ତାଙ୍କ ସପରିବାରକୁ ହତ୍ୟା ଉଦ୍ୟମ ଅଭିଯୋଗରେ ପୋଲିସ ଗୁରୁବାର ଅଭିଯୁକ୍ତ ଯୁବକଙ୍କୁ…

ରାଜା ରଘୁବଂଶୀ ହତ୍ୟା ମାମଲାରେ ଏହି ୫ ଜିନିଷ ଖୋଜୁଛି ପୋଲିସ, ପ୍ରମାଣ ମିଳିଗଲେ…

ଶିଲଂ,୨୫ା୬: ଇନ୍ଦୋରର ବ୍ୟବସାୟୀ ରାଜା ରଘୁବଂଶୀ ହତ୍ୟା ମାମଲାରେ ୮ ଅଭିଯୁକ୍ତ ପୋଲିସ ହେପାଜତରେ ଅଛନ୍ତି। ଏଥିରେ ତିନି ଜଣ ହତ୍ୟାକାରୀ, ଦୁଇ ଜଣ ଷଡ଼ଯନ୍ତ୍ରକାରୀ ଏବଂ ତିନି ଜଣ ପ୍ରମାଣ ନଷ୍ଟକାରୀ ସାମିଲ ଅଛନ୍ତି। ପୋଲିସ ହତ୍ୟା ସହିତ ଜଡ଼ିତ…

ବେଳାଭୂମିରେ କଲେଜ ଛାତ୍ରୀଙ୍କୁ ଗଣବଳାତ୍କାର ଘଟଣା: ୬ ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେଲା କ୍ରାଇମ୍‌ବ୍ରାଞ୍ଚ

ଗୋପାଳପୁର, ୨୪।୬(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମିରେ କଲେଜ ଛାତ୍ରୀଙ୍କୁ ଗଣବଳାତ୍କାର ଘଟଣା ଏବେ କ୍ରାଇମବ୍ରାଞ୍ଚ (ସିଏଡବ୍ଲୁ) ତଦନ୍ତ କରୁଛି। ବ୍ରହ୍ମପୁର ପ୍ରଥମଶ୍ରେଣୀ ବିଚାର ବିଭାଗୀୟ ମାଜ୍ରିଷ୍ଟେଟ କୋର୍ଟ (ଗ୍ରାମାଞ୍ଚଳ)ଙ୍କଠାରେ କ୍ରାଇମବ୍ରାଞ୍ଚ ପକ୍ଷରୁ ରିମାଣ୍ଡ ପାଇଁ ଆବେଦନ କରାଯାଇଥିବା…

ଗୋପାଳପୁର ଗଣବଳାତ୍କାର ଘଟଣା: ଅଭିଯୁକ୍ତଙ୍କ କ୍ରାଇମ୍‌ ସିନ୍‌ ସିସିଟିଭିରେ କଏଦ

ଭୁବନେଶ୍ୱର,୨୩ା୬: ଗୋପାଳପୁର ଗଣବଳାତ୍କାର ଘଟଣାରେ କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଅଭିଯୁକ୍ତଙ୍କ କ୍ରାଇମ୍‌ ସିନ୍‌ ସିସିଟିଭିରେ କଏଦ ହୋଇଛି। ଅଭିଯୁକ୍ତଙ୍କ ବିରୋଧରେ ମିଳିଛି ଗୁରୁତ୍ୱପୂର୍ଣ୍ଣ ଡିଜିଟାଲ ପ୍ରମାଣ। ଗିରଫ ୧୦ ଅଭିଯୁକ୍ତଙ୍କ…

ଯୁବକଙ୍କ ଉପରକୁ ୫ ରାଉଣ୍ଡ ଗୁଳି କଲେ ଦୁର୍ବୃତ୍ତ, ମେଡିକାଲରେ ଭର୍ତ୍ତି

ବାରିପଦା,୨୩ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ୧୮ ନମ୍ବର ଜାତୀୟ ରାଜପଥ ବାଇଗଣବାଡ଼ିଆ-କୁଚେଇ ମଝିରେ ସୋମବାର ଗୁଳିମାଡ଼ ହୋଇଛି। ଏଥିରେ ଜଣେ ଯୁବକ ଗୁରୁତର ହୋଇ ବାରିପଦା ମେଡିକାଲରେ ଚିକିତ୍ସିତ ହେଉଛନ୍ତି। ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ କଟକ ବଡ଼ ମେଡିକାଲକୁ…

୨୮ ଅପରାଧୀଙ୍କ ଘରେ ଲଟ୍‌କା ଜାରି କଲା ପୋଲିସ, ହାଜର ନ ହେଲେ…

ଛତ୍ରପୁର,୨୨ା୬(ଦିଲ୍ଲୀପ ସାମଲ): ଗଞ୍ଜାମ ପୋଲିସ ଜିଲାର ବିଭିନ୍ନ ଥାନା ଇଲାକାରେ ରହୁଥିବା ଫେରାର୍‌ ଦୁର୍ଦ୍ଦାନ୍ତ ଅପରାଧୀଙ୍କ ଘର ବାହାରେ ଲଟ୍‌କା ଜାରି କରାଯାଇଛି। କୋର୍ଟଙ୍କ ନିର୍ଦ୍ଦେଶ ପରେ ମଧ୍ୟ ଅପରାଧୀମାନେ ହାଜର ହେଉ ନାହାନ୍ତି। ଏଣୁ ତାଙ୍କ ନାମରେ ଓ୍ବାରେଣ୍ଟ ଜାରି…

ଠେଙ୍ଗାରେ ପିଟିପିଟି ବାପାଙ୍କୁ ହତ୍ୟା କଲେ ପୁଅ, ଚାଷଜମିରେ ମୃତଦେହ ଛାଡ଼ି…

ନୂଆପଡ଼ା,୨୨ା୬(ମକାରୁ ବେମାଲ): ପୁଅର ଠେଙ୍ଗାମାଡ଼ରେ ଚାଲିଯାଇଛି ଜନ୍ମତାତା ବାପାଙ୍କ ଜୀବନ। ଏଭଳି କରୁଣ ଦୃଶ୍ୟ ଦେଖିବାକୁ ମିଳିଛି ନୂଆପଡ଼ା ଜିଲା ବେଳଟୁକୁରି ଥାନା କୁରୁମୁଣ୍ଡା ଗାଁରେ। ମୃତକ ଜଣକ ୬୦ ବର୍ଷୀୟ ପବନ ସିଂ ବରିହା। ସୂଚନାନୁଯାୟୀ, ଶନିବାର ମଧ୍ୟାହ୍ନରେ କୁରୁମୁଣ୍ଡା…

ପରିସ୍ରା କରିବାକୁ ଉଠିଥିବାବେଳେ ମହିଳାଙ୍କୁ ଦୁର୍ବୃତ୍ତଙ୍କ ଛୁରାମାଡ଼

ଖଲ୍ଲିକୋଟ,୨୨ା୬(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ରାମଚନ୍ଦ୍ରପୁର ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ଛୁରାମାଡ଼ ହୋଇଥିଲା ଗୁରୁତର ଅବସ୍ଥାରେ ମହିଳା ଜଣଙ୍କୁ ପ୍ରଥମେ ଖଲ୍ଲିକୋଟ ମେଡିକାଲ ପରେ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?