ଅପରାଧ

ପ୍ରେମିକାଙ୍କ ସହ ଝଗଡ଼ା କରି ନିଜ ଦେହରେ ଛୁରି ଭୁସିଲେ ପ୍ରେମିକ

ଖଲ୍ଲିକୋଟ,୧୯ା୬(ପ୍ରଶାନ୍ତ କୁମାର ମିଶ୍ର): ପ୍ରେମିକାଙ୍କ ସହ ଝଗଡ଼ା କରି ନିଜ ପେଟକୁ ନିଜେ ଛୁରି ମାରିଛନ୍ତି ପ୍ରେମିକ। ଏପରି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ବେଗୁନିଆପଡ଼ା ଥାନା ଅନ୍ତର୍ଗତ ସୁମୁଣ୍ଡଳ ଗ୍ରାମରେ। ଉକ୍ତ ଘଟଣା ଘଟିଛି ବେଗୁନିଆପଡ଼ା…

ବ୍ଲକ୍‌ ହେବ ୩୦ ହଜାରରୁ ଅଧିକ ମୋବାଇଲ ନମ଼୍ବର

ନୂଆଦିଲ୍ଲୀ, ୧୯।୬: ଅନ୍‌ଲାଇନ୍‌ ସହ ବିଭିନ୍ନ ଉପାୟରେ ଲୋକଙ୍କୁ ଠକିବାକୁ ଡିଜିଟାଲ୍‌ ଠକମାନେ ଲାଗିପଡ଼ିଛନ୍ତି । ପାର୍ସଲ ଠାରୁ ଆରମ୍ଭ କରି ବିଜୁଳି ବିଲ୍‌ ପର୍ଯ୍ୟନ୍ତ ସମସ୍ତ ଉପାୟ ପ୍ରୟୋଗ କରି ଲୋକଙ୍କୁ ଠକି ପଇସା ଲୁଟୁଛନ୍ତି । ବିଜୁଳି ବିଲ୍‌…

ଶଳାଙ୍କୁ ଗୁଳି କରି ହତ୍ୟା କଲେ ଭିଣୋଇ

ପାରଳାଖେମୁଣ୍ଡି,୧୬ା୬(ଗିରିଧାରୀ ପରିଚ୍ଛା): ଶଳାଙ୍କୁ ଗୁଳିକରି ହତ୍ୟା କରିଛନ୍ତି ଭିଣୋଇ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା ମୋହନା ଥାନା ଭାଲିଆଗଣି ଗାଁରେ। ମୃତକ ଶଳା ହେଲେ କୈଳାସ ନାୟକ। ରବିବାର ସକାଳୁ ଏ ବିଷୟରେ ଜଣାପଡ଼ିଛି। ଶିକାର କରିବାକୁ…

କନଷ୍ଟେବଳ ଶଙ୍କରଭାନୁ ହତ୍ୟାକାଣ୍ଡର ପର୍ଦ୍ଦାଫାଶ, ୬ ଜଣଙ୍କୁ ବାନ୍ଧିଲା ପୋଲିସ

ବଲାଙ୍ଗୀର,୧୩ା୬(ସୁନୀଲ ମହାନ୍ତି): ବଲାଙ୍ଗୀର ରେଲଓ୍ବେ ଷ୍ଟେଶନ ପାଖ ହୋଟେଲ ଇନ୍ଦ୍ରପ୍ରସ୍ଥର ୨୧୨ ନମ୍ବର ରୁମ୍‌ରୁ ଗତ ମେ’ ୧୭ରେ ପୋଲିସ କନଷ୍ଟେବଳ ଶଙ୍କରଭାନୁ ବେହେରାଙ୍କ ହାତଗୋଡ଼, ମୁହଁବନ୍ଧା ମୃତଦେହ ଉଦ୍ଧାର କରିଥିଲା। ରତ୍ନପଥର ଚୋରା କାରବାରରୁ ଶଙ୍କରଭାନୁ ହତ୍ୟାକାଣ୍ଡ ଘଟିଥିବା ତଦନ୍ତରୁ…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ମୃତ ଦିଲ୍ଲୀପଙ୍କ ପରିବାର, ହତ୍ୟାକାରୀଙ୍କୁ କଠୋର ଦଣ୍ଡ ପାଇଁ ନିବେଦନ

ଖଲ୍ଲିକୋଟ,୧୩ା୬(ପ୍ରଶାନ୍ତ କୁମାର ମିଶ୍ର): ଭୁବନେଶ୍ୱରସ୍ଥିତ ଲୋକ ସେବା ଭବନଠାରେ ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ ସହ ଆଲୋଚନା କରିଛନ୍ତି ମୃତ ଦିଲ୍ଲୀପ ପାହାନଙ୍କ ପରିବାର। ସୂଚନାନୁଯାୟୀ, ଶ୍ରୀକୃଷ୍ଣଶରଣପୁର ଗ୍ରାମର ମୃତ ଦିଲ୍ଲୀପଙ୍କ ପରିବାରକୁ ଭାଜପା ପକ୍ଷରୁ ଶପଥ ସମାରୋହରେ ଯୋଗ ଦେବା ପାଇଁ…

ମହିଳାଙ୍କ ଦରପୋଡ଼ା ମୃତଦେହ ଜବତ ଘଟଣା: ସ୍ବାମୀ, ଶାଶୁ-ଶ୍ୱଶୁର, ପୁତୁରା ଗିରଫ

ଲୋଇସିଂହା,୯ା୬(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ବୁଡ଼ା ଗ୍ରାମର ନମିତା ବଣିଆ(୩୩) ନାମ୍ନୀ ଜଣେ ବିବାହିତା ମହିଳାଙ୍କ ଦରପୋଡ଼ା ମୃତଦେହ ଶ୍ମଶାନ ନିକଟ ଏକ ନାଳାରୁ ଶୁକ୍ରବାର ପୋଲିସ ଜବତ କରିଥିଲା । ଏହି ଘଟଣାରେ ସମ୍ପୃକ୍ତ ନମିତାଙ୍କ…

ଟ୍ରକ୍‌ରୁ ଦେଢ଼ କୋଟି ଟଙ୍କାର ଗଞ୍ଜେଇ ଜବତ

ମୋହନା,୯ା୬: ମୋହନା ପୋଲିସକୁ ବଡ଼ ସଫଳତା ମିଳିଛି। ପାଖାପାଖି ୭ କୁଇଣ୍ଟାଲରୁ ଅଧିକ ଗଞ୍ଜେଇ ଜବତ ହୋଇଛି। ଅଡ଼ବା ଥାନା ଅଞ୍ଚଳରୁ ମାଲବାହୀ ଟ୍ରକ୍‌ ଯୋଗେ ଉତ୍ତରପ୍ରଦେଶକୁ ଚୋରା ଚାଲାଣ ବେଳେ ମାଡ଼ି ବସିଛି ମୋହନା ପୋଲିସ। ଦୁଇ ଆନ୍ତଃରାଜ୍ୟ ମାଫିଆଙ୍କୁ…

ନିର୍ବାଚନ ପରେ ଆକ୍ସନ ମୋଡ୍‌ରେ ସରକାର, ପୋଲିସ୍‌ର ଏନ୍‌କାଉଣ୍ଟର

ନୂଆଦିଲ୍ଲୀ, ୫ା୬: ଉତ୍ତର ପ୍ରଦେଶର ଜୈନପୁରରେ ପୋଲିସ ଠିକ୍‌ ନିର୍ବାଚନ ଫଳ ପ୍ରକାଶ ପାଇବାର ପରଦିନ ଆକ୍ସନ ମୋଡ୍‌କୁ ଆସିଛି। ମୋଷ୍ଟ୍‌ ୱାଣ୍ଟେଡ୍‌ ଅପରାଧୀ ପ୍ରଶାନ୍ତ ସିଂକୁ ଏନ୍‌କାଉଣ୍ଟର କରିଛି। ମଙ୍ଗଳବାର ବିଳମ଼୍ବିତ ରାତିରେ ପୋଲିସ୍‌ ଏବଂ ଅପରାଧୀ ପ୍ରଶାନ୍ତ ଓରଫ୍‌…

ଦିଲ୍ଲୀପ ହତ୍ୟା ଘଟଣାରେ ବନ୍ଧା ହେଲେ ଆଉ ୩ ଅଭିଯୁକ୍ତ, ଖବରଦାତା ସମ୍ମିଳନୀରେ ଗଞ୍ଜାମ ଏସ୍‌ପିଙ୍କ ସୂଚନା

ଛତ୍ରପୁର /ଖଲ୍ଲିକୋଟ,୩।୬ (ଦିଲୀପ କୁମାର ସାମଲ/ ପ୍ରଶାନ୍ତ କୁମାର ମିଶ୍ର/ସନ୍ତୋଷ ପାଢ଼ୀ): ଗତ ୧୫ ତାରିଖ ଦିନ ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଶ୍ରୀକୃଷ୍ଣ ଶରଣପୁର ଗ୍ରାମରେ ଘଟିଥିବା ହିଂସା ଘଟଣାରେ ପୂର୍ବରୁ ୧୪ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିଲା।…

ପୁଅର କୋଟୁରି ଚୋଟରେ ମା’ ଗୁରୁତର

ଦିଗପହଣ୍ଡି,୨ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସାହାଣୀ ସାହିର ବୁଲୁ ଦାସଙ୍କ କାତି ଚୋଟରେ ମା’ ପଦ୍ମିନୀ ଦାସ ଗୁରୁତର ହୋଇଥିବା ପୋଲିସ କହିଛି। ରବିବାର ପୂର୍ବାହ୍ନରେ ପାରିବାରିକ ହିଂସା କାରଣରୁ ଏଭଳି ଘଟଣା ଘଟିଛି। ପଦ୍ମିନୀଙ୍କୁ ଗୁରୁତର ଅବସ୍ଥାରେ…

ଗାଡ଼ି ଚଳାଇବା ବେଳେ ଫୋନ୍‌ରେ ଗପିଲେ ଏଣିକି କଡ଼ା କାର୍ଯ୍ୟାନୁଷ୍ଠାନ, ଗାଡ଼ି ସହ ଜବତ ହେବ ମୋବାଇଲ

ଭୁବନେଶ୍ୱର,୨ା୬: ରାଜଧାନୀରେ ସଡ଼କ ଦୁର୍ଘଟଣା ଥମିବାର ନାଁ ନେଉନି। ପୋଲିସର ସେଫ୍‌ ସିଟି ଡ୍ରାଇଭ୍‌ କାର୍ଯ୍ୟକ୍ରମ େହେଉଥିଲେ ମଧ୍ୟ ଅମାନିଆଙ୍କ ଯୋଗୁ ରାସ୍ତା ଦୁର୍ଘଟଣା ବଢ଼ିଚାଲିଛି। ପ୍ରତିଦିନ ଟ୍ରାଫିକ ନିୟମ ଉଲ୍ଲଂଘନ କରୁଥିବା ଅମାନିଆଙ୍କୁ ଜରିମାନା କରାଯାଉଛି, ଗାଡ଼ି ଜବତ କରାଯାଇ…

ମାର୍ଚ୍ଚ ତ୍ରୈମାସିକରେ ଦେଶର ଜିଡିପିରେ ୭.୮% ଅଭିବୃଦ୍ଧି, ଦ୍ରୁତ ଗତିରେ ବଢ଼ୁଛି ଅର୍ଥନୀତି

ନୂଆଦିଲ୍ଲୀ,୩୧।୫: ନିର୍ବାଚନ ଫଳାଫଳ ପୂର୍ବରୁ ସରକାରଙ୍କୁ ବଡ଼ ଖୁସି ଖବର ମିଳିଛି। ପରିସଂଖ୍ୟାନ ଏବଂ କାର୍ଯ୍ୟକ୍ରମ କାର୍ଯ୍ୟକାରୀ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ, ୨୦୨୩-୨୪ ଆର୍ଥିକ ବର୍ଷର ଚତୁର୍ଥ ତ୍ରୈମାସିକରେ ଭାରତୀୟ ଅର୍ଥନୀତି ୭.୮% ହାରରେ ବୃଦ୍ଧି ପାଇଛି। ଏହା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri