ଅପରାଧ

ପ୍ରେମ ଜାଲରେ ଫସାଇ ନେଇଥିଲେ ବେଙ୍ଗାଲୁରୁ, ୪ ଦିନ ଧରି ବଳାତ୍କାର କରିବା ପରେ ଷ୍ଟେଶନରେ ଛାଡ଼ି ଫେରାର; ଘରକୁ ଫେରି…

ଦିଗପହଣ୍ଡି,୨୧।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ଯୁବତୀଙ୍କୁ ପ୍ରେମଜାଲରେ ଫସାଇ ବିବାହ ପ୍ରତିଶ୍ରୁତି ଦେଇ ବଳାତ୍କାର କରିବା ପରେ ଅଭିଯୁକ୍ତ ଫେରାର ହୋଇଯାଇଥିବା ଅଭିଯୋଗ ହୋଇଛି। ପୀଡ଼ିତା ଏନେଇ ଦିଗପହଣ୍ଡି ଥାନାରେ ଏତଲା…

ଦୋକାନରୁ ଜିନିଷ କିଣି ଘରକୁ ଫେରିବାବେଳେ ନାବାଳିକାଙ୍କୁ ଯୌନ ଅସଦାରଣ, ଅଭିଯୁକ୍ତଙ୍କୁ ୪ ବର୍ଷ ଜେଲ

ସମ୍ବଲପୁର/ଜମନକିରା,୨୧ା୬ (ପ୍ରମୋଦ ବହିଦାର/ରବିନ୍ଦ୍ର ଦାନୀ): ସମ୍ବଲପୁର ଜିଲା ଜମନକିରା ଥାନା ଅନ୍ତର୍ଗତ ମାଧଡିହୀ ଗ୍ରାମରେ ନାବାଳିକାଙ୍କୁ ଯୌନ ଅସଦାଚରଣ ମାମଲାର ରାୟ ଶୁକ୍ରବାର ପ୍ରକାଶ ପାଇଛି। ସମ୍ବଲପୁର ଅତିରିକ୍ତ ଜିଲା ଜଜ୍‌ ତଥା ପୋକ୍‌ସୋ ଅଦାଲତ ସ୍ବତନ୍ତ୍ର ବିଚାରପତି ଅଭିଳାଷ ସେନାପତି…

ଘରୁ ରାତିରେ ସୁନା ଅଳଙ୍କାର ଚୋରି କରି ଖସି ଯାଇଥିଲେ ୨ ନାବାଳକ, ସକାଳୁ ପୋଲିସ ଜିମା ଦେଲେ ଗ୍ରାମବାସୀ

ଧର୍ମଶାଳା,୨୧ା୬(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ନରସିଂହପୁର ଗ୍ରାମରୁ ଶୁକ୍ରବାର ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ଘରେ ପଶି ଚୋରି କରି ନେଇ ଚାଲି ଯାଇଥିବା ପରେ ଭୋର୍‌ ସମୟରେ ସ୍ଥାନୀୟ ଅଞ୍ଚଳରୁ ଚୋରି କରିଥିବା ଦୁଇ…

ମା’ଙ୍କୁ ମାଡ଼, ଘରୁ ଟଙ୍କା ଚୋରି କରି ନେଉଥିଲେ; ଚନ୍ଦନଙ୍କୁ ଜେଲ ପଠାଇଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୮।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମର ଆର. ଚନ୍ଦନ ପାତ୍ର ଙ୍କୁ ବୁଧବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଥାନାରେ ମାମଲା ନଂ.୨୧୩/୨୫ ଅନୁଯାୟୀ ଜାମିନ ଆବେଦନ ନାମଞ୍ଜୁର ହେବାରୁ ଅଭିଯୁକ୍ତଙ୍କୁ…

ସ୍ବାମୀଙ୍କୁ ଶ୍ୱାସରୁଦ୍ଧ କରି ହତ୍ୟା କଲେ ସ୍ତ୍ରୀ, ଆତ୍ମହତ୍ୟା ରୂପ ଦେବାକୁ ଉଦ୍ୟମ ବେଳେ…

ଧରାକୋଟ,୧୮ା୬(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଗଞ୍ଜାମ ଜିଲା ଧରାକୋଟ ଥାନା ଅନ୍ତର୍ଗତ ମୁଣ୍ଡମରାଇ ଗାଁରୁ ଆସିଛି ପୁଣି ପାରିବାରିକ କଳହର କରୁଣ ପରିଣତି। ସ୍ବାମୀଙ୍କୁ ହତ୍ୟା କରି ଆତ୍ମହତ୍ୟାର ରୂପ ଦେବାକୁ ଉଦ୍ୟମ କରିଥିଲେ ସ୍ତ୍ରୀ। ଖବର ପାଇ ଘଟଣାସ୍ଥଳରେ ଧରାକୋଟ ପୋଲିସ…

ଆଇଏଏସ୍‌ ଧିମାନ ଚକମାଙ୍କୁ ମିଳିଲାନି ଜାମିନ, ପୁଣି ଗଲେ ଭବାନୀପାଟଣା ଜେଲ୍‌

ଭବାନୀପାଟଣା,୧୭।୬(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଧର୍ମଗଡ଼ ଉପଜିଲାପାଳ ଧୀମାନ ଚକମା ଗତ ୮ ତାରିଖ ରବିବାର ରାତିରେ ଜଣେ କ୍ରସର ମାଲିକଙ୍କଠାରୁ ୧୦ ଲକ୍ଷ ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡିଥିଲେ। ସେତେବେଳେ ଭିଜିଲାନ୍ସ ତାଙ୍କ ଘରୁ ନଗଦ…

ନିର୍ଯାତନା ସହ ପରକୀୟା ପ୍ରୀତି ସହି ନ ପାରି ସ୍ବାମୀଙ୍କୁ ଟାଙ୍ଗିଆରେ ହାଣିଦେଇଥିଲେ, ଆଖି ବୁଜିଲେ…

ଖଜୁରିପଡ଼ା,୧୭ା୬(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ଥାନା ଅଞ୍ଚଳରେ ସୋମବାର ସ୍ତ୍ରୀଙ୍କ ଟାଙ୍ଗିଆ ଚୋଟରେ ଗୁରୁତର ସ୍ବାମୀଙ୍କ ରାତିରେ ମୃତ୍ୟୁ ଘଟିଛି। ନିର୍ଯାତନା ଅସହ୍ୟ ହେବାରୁ ସ୍ତ୍ରୀ ଟାଙ୍ଗିଆରେ ଝାମ୍ଫି ଗାଁର ସ୍ବାମୀ ପ୍ରଶାନ୍ତ କହଁରଙ୍କୁ ଆକ୍ରମଣ କରିଥିଲେ। ମଙ୍ଗଳବାର ମୃତଦେହ…

ସ୍ତ୍ରୀ-ବଡ଼ ପୁଅକୁ ହାଣିଲେ, ୨ ବର୍ଷର ପୁଅକୁ ଖୁଣ୍ଟରେ ପିଟି ଫେରାର ହୋଇଗଲେ ବ୍ୟକ୍ତି, ମୁମୂର୍ଷୁ ଅବସ୍ଥାରେ କଟକ ସ୍ଥାନାନ୍ତର

ଭୋଗରାଇ,୧୬ା୬(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ କମର୍ଦ୍ଦା ଥାନା ଅଧୀନ ଆରୁହାବୃତ୍ତି ୨ (ଦହମୁଣ୍ଡା ) ଗ୍ରାମର ରବିବାର ବିଳମ୍ବିତ ରାତିରେ ଏକ ବୀଭତ୍ସ କାଣ୍ଡ ଘଟିଛି। ଉକ୍ତ ଗ୍ରାମର ପ୍ରଶାନ୍ତ ଜେନା ଓରଫ ପଲଟୁ ଜେନା (୪୪ )…

ଯୁବକଙ୍କୁ ହତ୍ୟା କରି ଗଛରେ ଟାଙ୍ଗିଦେଲେ

ଆନନ୍ଦପୁର,୧୬ା୬(ସୁଶାନ୍ତ କୁମାର ସାହୁ): ପୋଖରୀ କୂଳ ଗଛରେ ଝୁଲୁଛି ମୃତଦେହ। ପାରିପାଶର୍‌ବିକ ସ୍ଥିତିରୁ କେହି ହତ୍ୟା କରି ଝୁଲାଇ ଦେଇଥିବା ଅଭିଯୋଗ ଆଣିଲେ ପରିବାର ଲୋକ। ଘଷିପୁରା ଥାନା ଶୈଲଙ୍ଗ ପୋଖରୀ କୂଳ ଗଛରେ ଝୁଲୁଛି ଶୈଲଙ୍ଗ ଗ୍ରାମର ଧରଣୀ ରାଉତଙ୍କ…

ଚାଲାଣ ହେବା ପୂର୍ବରୁ ଖସିଆସିଲେ ନାବାଳିକା, ବାପା-ଭାଇଙ୍କ ନାମରେ ଆଣିଲେ ଏମିତି ଅଭିଯୋଗ

ଦେବଗଡ଼,୧୬ା୬(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ବ୍ଲକ ସଇଡ଼ା ପଞ୍ଚାୟତର ଶରଣକୋଟ ଗ୍ରାମରେ ଚାଲାଣ ହେବା ପୂର୍ବରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି ଏକ ୧୫ ବର୍ଷର ନାବାଳିକା। ସରୁଆଳି ପଞ୍ଚାୟତର ଖୁଣ୍ଟା ଗ୍ରାମରୁ କିଛି ଯୁବକ ଶରଣକୋଟ ଗ୍ରାମକୁ ଏକ ବୋଲେରୋ ଯୋଗେ…

ଗର୍ଭବତୀ ଥିବା ସତ୍ତ୍ୱେ ଯୌତୁକ ପାଇଁ ମୋନାଲିସାଙ୍କୁ ହତ୍ୟା, ଅଭିଯୋଗ ପରେ ବନ୍ଧା ହେଲେ ସ୍ବାମୀ

ତିହିଡ,୧୫।୬(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡି଼ ଥାନା ଅଧୀନ ତାଳପଦା ଗ୍ରାମରେ ଶନିବାର ରାତିରେ ମୋନାଲିସା ଜେନା (୨୬)ନାମ୍ନୀ ଜଣେ ମହିଳାଙ୍କୁ ଯୌତୁକ ପାଇଁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି l ତିହିଡି଼ ପୋଲିସ ଏହି ଘଟଣାରେ ଏକ ମକଦ୍ଦମା (ନଂ…

ହୁଇଲ୍‌ ଚେୟାରରେ ଥିବା ଦିବ୍ୟାଙ୍ଗ ଯୁୁବତୀଙ୍କୁ ବଳାତ୍କାର: ଧାନବିଲରୁ ଅଭିଯୁକ୍ତ ବାନ୍ଧିଲା ପୋଲିସ…

ବଳଙ୍ଗା,୧୪ା୬(କେଦାରେଶ୍ୱର ନନ୍ଦ): ପୁରୀ ଜିଲା ବଳଙ୍ଗା ଥାନା ଅଞ୍ଚଳରେ ପୁଣି ଏକ ଲଜ୍ଜାଜନକ ଘଟଣା ଘଟିଛି। ୧୨ଦିନ ତଳେ ଏକ ବଳାତ୍କାର ଘଟଣା ଘଟିଥିବାବେଳେ ଶୁକ୍ରବାର ରାତିରେ ଜଣେ ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର କରାଯାଇଛି। ଏ ନେଇ ଥାନାରେ ଅଭିଯୋଗ ହେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?