କୋଲକାତାରେ ପୁଣି ଲଜ୍ଜା: ନାବାଳିକାଙ୍କୁ ଅସଦାଚରଣ ଅଭିଯୋଗରେ ଅଭିଯୁକ୍ତଙ୍କ ଘର ଭଙ୍ଗାରୁଜା
କୋଲକାତା,୧ା୯: ଆର୍ ଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଜଣେ ଟ୍ରେନି ମହିଳା ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ଘଟଣା ପରେ ମହିଳାଙ୍କ ସୁରକ୍ଷାକୁ ନେଇ ପ୍ରଶ୍ନ ଉଠିଛି। ମହିଳା ସୁରକ୍ଷା ପ୍ରସଙ୍ଗରେ ବିରୋଧୀ ମମତା ସରକାର ଉପରେ ମଧ୍ୟ…
ଚିନ୍ତା ବଢ଼ାଉଛନ୍ତି ବାଳ ଅପରାଧୀ
ଭୁବନେଶ୍ୱର,୧ା୯(ସତ୍ୟଜିତ୍ ରାଉତ): ଯେଉଁ ବୟସରେ ପାଠ ପଢ଼ି ସଫଳ ଭବିଷ୍ୟତ ପାଇଁ ନିଜକୁ ପ୍ରସ୍ତୁତ କରିବା କଥା, ସେହି ସମୟରେ ଅପରାଧ ଜଗତରେ ପାଦ ଦେଉଛନ୍ତି ନାବାଳକ। ହତ୍ୟା, ନିଶା କାରବାର, ଚୋରି, ଲୁଟ୍, ସଂଘବଦ୍ଧ ଆକ୍ରମଣ ଆଦି ଘଟଣାରେ ସାମିଲ…
ଲେଡିଜ୍ ହଷ୍ଟେଲ ବାଥ୍ରୁମ୍ରେ ଚୋରା କ୍ୟାମେରା ଲାଗିବା ଘଟଣା: ପୋଲିସ ଦେଲା ଆଶ୍ଚର୍ଯ୍ୟ କଲା ଭଳି ବୟାନ
ହାଇଦ୍ରାବାଦ,୩୧ା୮: ଆନ୍ଧ୍ରପ୍ରଦେଶର କୃଷ୍ଣ ଜିଲାର ଇଞ୍ଜିନିୟରିଂ କଲେଜର ଲେଡିଜ୍ ହଷ୍ଟେଲ୍ ବାଥ୍ରୁମ୍ରେ ଚୋରା କ୍ୟାମେରା ଲାଗିବା ଘଟଣାକୁ ନେଇ ଆନ୍ଦୋଳନ ହେଉଛି। ଛାତ୍ରୀଛାତ୍ର କ୍ରମାଗତ ଭାବରେ ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି ଏବଂ କୌଣସି ପରିସ୍ଥିତିରେ ଅପରାଧୀଙ୍କୁ ରକ୍ଷା ନ କରିବାକୁ ଦାବି…
ଲାଞ୍ଚ ନେଇ ଧରାପଡ଼ିଲେ ଏଏସ୍ଆଇ, ମାମଲାରୁ ନାଁ କାଟିବା ପାଇଁ ନେଉଥିଲେ ଏତିକି ଟଙ୍କା…
ବାରିପଦା,୩୧ା୮: ବାରିପଦା ଟାଉନ ଥାନା ଏଏସ୍ଆଇ ରାମଚନ୍ଦ୍ର ସୋରେନ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ୬ ହଜାର ଟଙ୍କା ଲାଞ୍ଚ ନେବା ବେଳେ ବାରିପଦା ଭିଜିଲାନ୍ସ ବିଭାଗ ତାଙ୍କୁ ଟଙ୍କା ସହ ଧରିଥିଲା। ବାରିପଦା ଭିଜିଲାନ୍ସ ଆଡିଶନାଲ ଏସ୍ପି ହରେକୃଷ୍ଣ ମାଝିଙ୍କ ନେତୃତ୍ୱରେ…
କୋଲକାତା ଟ୍ରେନି ମହିଳା ଡାକ୍ତରଙ୍କ ପିତାଙ୍କୁ ପ୍ରଥମେ ଆସିଥିଲା ୩ କଲ୍, ସାମ୍ନାକୁ ଆସିଲା ଏହି ଅଡିଓ କ୍ଲିପ୍
କୋଲକାତା,୩୦ା୮: କୋଲକାତାର ଆର୍ଜି କର ମେଡିକାଲ କଲେଜର ଜଣେ ଟ୍ରେନି ମହିଳା ଡାକ୍ତରଙ୍କୁ ବଳାତ୍କାର ପରେ ହତ୍ୟା କରାଯିବା ମାମଲାରେ ଦିନକୁ ଦିନ ନୂଆ କଥା ସବୁ ସାମ୍ନାକୁ ଆସୁଛି। ଏବେ ଏକ ଅଡିଓ କ୍ଲିପ୍ ମଧ୍ୟ ସାମ୍ନାକୁ ଆସିଛି। ଯେଉଁଥିରେ…
CHSE ରେକର୍ଡ ସପ୍ଲାୟରଙ୍କୁ ବାନ୍ଧିଲା ଭିଜିଲାନ୍ସ
ଭୁବନେଶ୍ୱର୨୯ା୮: ସିଏଚ୍ଏସ୍ଇ ରେକର୍ଡ ସପ୍ଲାୟର୍ ପୁରେନ୍ଦ୍ର ସେଠୀଙ୍କୁ ଗୁରୁବାର ଗିରଫ କରିଛି ଭିଜିଲାନ୍ସ ବିଭାଗ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ତାଙ୍କୁ ଗିରଫ କରିଛି। ପୁରେନ୍ଦ୍ରଙ୍କ ଘରୁ ୧୬ଟି ବେନାମୀ ପ୍ଲଟ୍ର ପଟ୍ଟା ମିଳିଥିବା ବେଳେ ଅନ୍ୟ ନାଁରେ…
ପ୍ରେମକୁ ବିରୋଧ କରିବାରୁ ଯୁବତୀଙ୍କ ଦାଦାଙ୍କୁ ହତ୍ୟା କଲେ ପାଗଳପ୍ରେମୀ
ଭୁବନେଶ୍ୱର,୨୯ା୮: ପୁଣି ରାଜଧାନୀରେ ବୀଭତ୍ସ ହତ୍ୟା। ଏକତରଫା ପ୍ରେମକୁ ବିରୋଧ କରିବାରୁ ଯୁବତୀଙ୍କ ଦାଦାକୁ ଜଣେ ପାଗଳପ୍ରେମୀ ହତ୍ୟା କରିଛନ୍ତି। ଖଣ୍ଡିଗିରି ଥାନା ଜଗନ୍ନାଥନଗର ଶୁକବିହାର ଅଞ୍ଚଳରେ ଏପରି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ହେଲେ ଜଗା ମଲ୍ଲିକ। ବୁଧବାର…
ଏହି ଏମ୍ପିଙ୍କ ଉପରେ ୯୦୮ କୋଟି ଟଙ୍କାର ଜରିମାନା ଲଗାଇଲା ଇଡି, ୮୯ କୋଟି ଟଙ୍କାର ସମ୍ପତ୍ତି ଜବତ
ନୂଆଦିଲ୍ଲୀ,୨୮ା୮: ଫେମା ମାମଲାରେ ଇଡି ଜଣେ ଏମ୍ପିଙ୍କ ଉପରେ ୯୦୮ କୋଟି ଟଙ୍କାର ଜରିମାନା ଲଗାଇଛି। ତେବେ ଡିଏମ୍କେ ଏମ୍ପି ଏସ୍ ଜଗତରକ୍ଷକ ଏବଂ ତାଙ୍କ ପରିବାର ଉପରେ ଇଡି ଏହି ଜରିମାନା କରିଥିବା ବେଳେ ୮୯ କୋଟି ଟଙ୍କାର ସମ୍ପତ୍ତି…
ନୟାଗଡ଼ର ୪ ଜେଲ୍ରେ ବଡ଼ ଧରଣର ଚଢ଼ାଉ, ଜେଲ୍ ଭିତରେ ଯାହା ଚାଲିଥିଲା ପୋଲିସ ଦେଖି…
ନୟାଗଡ଼,୨୫ା୮(ଲୋକନାତ ମିଶ୍ର): ରବିବାର ନୟାଗଡ଼ ଜିଲାର ୪ ଜେଲ୍ରେ ବଡ଼ ଧରଣର ଚଢ଼ାଉ କରାଯାଇଛି। ମୁଖ୍ୟ ଜେଲ୍ ସମେତ ଜିଲାର ରଣପୁର, ଦଶପଲ୍ଲା, ଖଣ୍ଡପଡ଼ା ସବ୍ଜେଲ୍ରେ ଆଜି ଭୋର୍ ସମୟରୁ ଏହି ଚଢ଼ାଉ ହୋଇଛି। ଜେଲ୍ ଭିତରେ ବେଆଇନ କାର୍ଯ୍ୟ ଚାଲୁଥିବା…
କ୍ୱିଣ୍ଟାଲରୁ ଅଧିକ ଗଞ୍ଜେଇ ସହ କାର୍ ଜବତ, ୩ ଜଣଙ୍କୁ ବାନ୍ଧିଲା ପୋଲିସ
ବ୍ରହ୍ମପୁର,୨୪ା୮(ସୁବାସ ଚନ୍ଦ୍ର ପାଢ଼ୀ): ଅବକାରୀ କମିଶନର ନରସିଂହ ଭୋଳଙ୍କ ନିର୍ଦ୍ଦେଶ କ୍ରମେ ଗଞ୍ଜେଇ ଚାଲାଣକାରୀଙ୍କୁ ଧରିବା ପାଇଁ ବ୍ରହ୍ମପୁରରେ ଥିବା ଦକ୍ଷିଣାଞ୍ଚଳ ଅବକାରୀ ଗୋଇନ୍ଦା ବିଭାଗର ଡିଏସ୍ପି ସ୍ନେହଲତା ନାୟକଙ୍କ ନେତୃତ୍ୱରେ ଏକ ଟିମ୍ ଗଠନ ହୋଇଥିଲା। ଉକ୍ତ ଟିମ୍ ଶନିବାର…
ଗିରଫ ହେଲେ କୁବେର ଓଏସ୍ଆର୍ଟିସି ସିଏଓ, କେରଳରେ ବି କରିଛନ୍ତି ଘର
ଭୁବନେଶ୍ୱର,୨୪ା୮: ଓଏସ୍ଆର୍ଟିସିର ଚିଫ୍ ଆକାଉଣ୍ଟ ଅଫିସର(ସିଏଓ) ବିଜୟ ମଙ୍ଗରାଜ ଶନିବାର ଗିରଫ ହୋଇଛନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ ଆଜି ତାଙ୍କୁ ଗିରଫ କରିଛି। ବିଜୟଙ୍କର ଖାଲି ଓଡ଼ିଶାରେ ନୁହେଁ କେରଳରେ ମଧ୍ୟ ଘର ରହିଥିବା ତଦନ୍ତ…
କୋଲକାତା ବଳାତ୍କାର ମାମଲା: ଆଜି ୬ ଅଭିଯୁକ୍ତଙ୍କର ହେବ ପଲିଗ୍ରାଫ୍ ଟେଷ୍ଟ୍
କୋଲକାତା,୨୪ା୮: ଶନିବାର ସିବିଆଇ ଆର୍ଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲର ପୂର୍ବତନ ପ୍ରିନ୍ସିପାଲ ସନ୍ଦୀପ ଘୋଷଙ୍କୁ ପଚରାଉଚରା କରିବ। ବର୍ତ୍ତମାନ ପର୍ଯ୍ୟନ୍ତ ସନ୍ଦୀପ ଘୋଷଙ୍କୁ ପ୍ରାୟ ୧୦୦ ଘଣ୍ଟା ଧରି ପଚରାଉଚରା କରାଯାଇଛି। ସନ୍ଦୀପଙ୍କ ପଲିଗ୍ରାଫ ଟେଷ୍ଟ୍ ମଧ୍ୟ କରାଯିବ।…
Archives


