ଟ୍ରେନି ମହିଳା ଡାକ୍ତରଙ୍କୁ ବଳାତ୍କାର ଘଟଣା: ନା ଅଛି ଡର ନା ଅଛି ଲାଜ, ପୋଲିସ ଧରିବା ପରେ ଅଭିଯୁକ୍ତ କହିଲେ…
କୋଲକାତା,୧୨ା୮: ପଶ୍ଚିମବଙ୍ଗର ରାଜଧାନୀ କୋଲକାତାସ୍ଥିତ ଆର୍ଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଜଣେ ମହିଳା ଟ୍ରେନି ବା ପ୍ରଶିକ୍ଷକ ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା କରିଥିବା ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ଅଭିଯୁକ୍ତ ଜଣକ ସଞ୍ଜୟ ରାୟ ବୋଲି ଜଣାପଡ଼ିଛି,…
ୟୁଟ୍ୟୁବ୍ରେ ଶେୟାର କଲେ ମୟୂର ମାଂସର ତରକାରୀ, ଆଉ ତା’ ପରେ…
ହାଇଦ୍ରାବାଦ,୧୧ା୮: ତେଲଙ୍ଗାନାର ଜଣେ ୟୁଟ୍ୟୁବର୍ଙ୍କୁ ଖାଦ୍ୟ ଭିଡିଓ ଶେୟାର କରିବା ମହଙ୍ଗା ପଡ଼ିଛି। ବାସ୍ତବରେ ୟୁଟ୍ୟୁବର କୋଡମ ପ୍ରଣୟ କୁମାର ତାଙ୍କ ଚ୍ୟାନେଲରେ ‘ପାରମ୍ପାରିକ ମୟୂର କରି’ର ରେସିପି ଅପଲୋଡ୍ କରିଥିଲେ। ଯାହା ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ତେବେ ଏହି…
ଚାକିରି କରାଇ ଦେବାକୁ କହି ଶିକ୍ଷୟିତ୍ରୀ ଠକିନେଇଥିଲେ ୫ ଲକ୍ଷ ଟଙ୍କା, ଯିବାକୁ ପଡ଼ିଲା ଜେଲ୍
ଘସିପୁରା,୧୦ା୮(ନିରଞ୍ଜନ ସାହୁ): ଚାକିରି କରାଇ ଦେବା ନାଁରେ ଅର୍ଥ ତୋଷରପାତ କରି ଜଣେ ଶିକ୍ଷୟିତ୍ରୀଙ୍କୁ ଶେଷରେ ଜେଲ୍ ଯିବାକୁ ପଡ଼ିଛି। ଶିକ୍ଷୟିତ୍ରୀ ଜଣଙ୍କ ଚାକିରି କରାଇଦେବା ନାଁରେ ବିଭିନ୍ନ ଲୋକଙ୍କଠାରୁ ଲକ୍ଷାଧିକ ଟଙ୍କା ଠକି ନେଇଥିବା ବେଳେ ଠକାମିର ଶିକାର ଜଣେ…
ଟ୍ରେନି ମହିଳା ଡାକ୍ତରଙ୍କୁ ବଳାତ୍କାର ପରେ ହତ୍ୟା, ମମତା ବାନାର୍ଜୀ କହିଲେ ଫାଶୀକୁ ପଛେ ମାଫ୍ କରାଯିବ ମାତ୍ର…
କୋଲକାତା,୧୦ା୮: କୋଲକାତାର ସରକାରୀ ଆରଜି କର ମେଡିକାଲ କଲେଜ ଡାକ୍ତରଖାନାରୁ ଜଣେ ମହିଳା ପ୍ରଶିକ୍ଷକ ଡାକ୍ତରଙ୍କ ମୃତଦେହ ମିଳିଥିଲା। ତେବେ ତାଙ୍କ ଶରୀରରେ ଥିବା କ୍ଷତିଚିହ୍ନ ଦେଖିଲେ ତାଙ୍କୁ ହତ୍ୟା ପୂର୍ବରୁ ବଳାତ୍କାର କରାଯାଇଥିବା ସ୍ପଷ୍ଟ ହୋଇଛି। ଏନେଇ ପୋଲିସ ଏକ…
ରସିକ ସତ୍ୟଜିତ୍ଙ୍କ ଆକାଉଣ୍ଟରୁ ଟଙ୍କା ଉଠାଇଛନ୍ତି ମହିଳା, ଏକାଧିକ ଡିଭୋର୍ସିଙ୍କ ସହ ଥିଲା ସମ୍ପର୍କ
ଭୁବନେଶ୍ୱର,୮ା୮: ୫ ସ୍ତ୍ରୀଙ୍କ ସ୍ବାମୀ ତଥା ୯୯ ରାଣୀ ରାଣୀଙ୍କ ହୃଦୟର ରାଜା ରସିକ ପ୍ରେମିକ ସତ୍ୟଜିତ୍ ସାମଲଙ୍କ ପାଇଁ କମିଶନରେଟ ପୋଲିସ ରାଜ୍ୟ ବାହାରକୁ ଯିବ। ଏନେଇ ଗୁରୁବାର ସୂଚନା ଦେଇଛନ୍ତି ଡିସିପି ପ୍ରତୀକ ସିଂ। ସତ୍ୟଜିତ୍ ସମ୍ପର୍କ ରଖିଥିବା…
୨ ପୋଲିସ କମର୍ଚାରୀ ନିଲମ୍ବିତ
ସାଲେପୁର,୮ା୮: କଟକ ଜିଲା ସାଲେପୁର ଥାନାର ଦୁଇ ପୋଲିସ କର୍ମଚାରୀଙ୍କୁ ଗୁରୁବାର ଚାକିରିରୁ ନିଲମ୍ବନ କରାଯାଇଛି। ଦୁଇ କର୍ମଚାରୀ ହେଲେ ସାଲେପୁର ଥାନାର ହୋମ୍ଗାର୍ଡ ସୁଶାନ୍ତ ସ୍ବାଇଁ ଏବଂ କନଷ୍ଟେବଳ ସଞ୍ଜୟ ଦାସ। ଅସଦାଚରଣ ଅଭିଯୋଗରେ ଗିରଫ ଅଭିଯୁକ୍ତ ସାଲେପୁର ଡାକ୍ତରଖାନାରୁ…
ରାଜଧାନୀରେ ଡବଲ ମର୍ଡର
ଭୁବନେଶ୍ୱର,୮।୮: ରାଜଧାନୀ ଭୁବନେଶ୍ୱରରେ ବୁଧବାର ବିଳମ୍ବିତ ରାତିରେ ଡବଲ ମର୍ଡର ହୋଇଛି। ଭୁବନେଶ୍ୱରସ୍ଥିତ ହାଇଟେକ ଆପାର୍ଟମେଣ୍ଟ ନିକଟ କଲ୍ୟାଣୀ ପ୍ଲାଜାରେ ଏହି ହତ୍ୟାକାଣ୍ଡ ଘଟିଛି। ଗାଡି ପାର୍କିଂକୁ ନେଇ ଛୁରି ଭୁସି ହତ୍ୟା କରାଯାଇଥିବା ଜଣାଯାଇଛି। ତେବେ ହତ୍ୟାକାରୀଙ୍କୁ ଧରିବା ପାଇଁ…
୬ ବାର୍ ଡ୍ୟାନ୍ସରଙ୍କୁ ଅଟକାଇ ବନ୍ଧା ହେଲେ ମାଲିକ
ଭୁବନେଶ୍ୱର,୭ା୮: ରାଜ୍ୟ ବାହାରୁ ୬ ବାର୍ଡ୍ୟାନ୍ସରଙ୍କୁ ଭୁବନେଶ୍ୱର ଆଣିଥିଲେ। ମିଛ ପ୍ରତିଶ୍ରୁତି ଦେଇ ଭୁବନେଶ୍ୱର ନଶା ବାର୍ରେ ବିଳମ୍ବିତ ରାତି ଯାଏ ଡ୍ୟାନ୍ସ କରିବାକୁ ବାଧ୍ୟ କଲେ। ଆଉ କାମ କରିବାକୁ ରାଜି ନ ହେବାରୁ ଆରମ୍ଭ ହୋଇଯାଇଥିଲା ଅକଥନୀୟ ନିର୍ଯାତନା।…
ଘରେ ଶୋଇଥିବା ବେଳେ ଦମ୍ପତିଙ୍କୁ ହତ୍ୟା
ଗଜପତି,୭ା୮(ଗିରିଧାରୀ ପରିଚ୍ଛା): ପାହାଡ଼ ଉପରେ ଥିବା କୁଡ଼ିଆରେ ଶୋଇଥିବା ବେଳେ ଦମ୍ପତିଙ୍କୁ ବୀଭତ୍ସ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଗଜପତି ଜିଲା ଆର୍ ଉଦୟଗିରି ଥାନା ଟୁଙ୍ଗୁରୁ ଗାଁ ରେ ଘଟିଛି ଏଭଳି ଅଭାବନୀୟ ଘଟଣା। ମୃତକ ଦୁହେଁ ଟୁଁଗୁରୁ…
ବାଲେଶ୍ୱର ଅଶାନ୍ତ: ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ଗୁଳିମାଡ଼
ବାଲେଶ୍ୱର,୭ା୮(ବାଞ୍ଛାନିଧି ଦେ): ବାଲେଶ୍ୱର ସହରରେ ବୁଧବାର ଗୁଳିକାଣ୍ଡ ଘଟିଛି l କିଛିଦିନର ବ୍ୟବଧାନ ପରେ ପୁଣି ବାଲେଶ୍ୱର ସହର ଅଶାନ୍ତ ହୋଇ ଉଠିଛି l ସହଦେଖୁଣ୍ଟା ଥାନା ଅନ୍ତର୍ଗତ ବାଲିଆ ନିକଟରେ ଜଣେ ଯୁବକଙ୍କ ଉପରକୁ ୨ ରାଉଣ୍ଡ ଗୁଳିମାଡ଼ ହୋଇଥିବାରୁ…
ରାଜପୁର ଡକାୟତି ଘଟଣାର ପର୍ଦ୍ଦାଫାଶ କଲା ପୋଲିସ, ୫ ଅଭିଯୁକ୍ତ କୋର୍ଟଚାଲାଣ
ଜୁନାଗଡ଼,୭ା୮(ଅଂଶୁମାନ ଯୋଶୀ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ରାଜପୁର ଗ୍ରାମରେ ୩୧ ତାରିଖ ବିଳମ୍ବିତ ରାତିରେ ଏକ ବଡ଼ ଧରଣର ସଶସ୍ତ୍ର ଡକାୟତି ହୋଇଥିଲା। ଏହି ଗ୍ରାମର ବୈଶାନର ନାଏକ ନାମକ ଜଣେ ବ୍ୟବସାୟୀଙ୍କ ଘରୁ ୧୦ରୁ ଊର୍ଦ୍ଧ୍ୱ ଡକାୟତ…
ସ୍ପଷ୍ଟ ଦିବାଲୋକରେ ବସ୍ ଭିତରେ ଯୁବତୀଙ୍କୁ ଅସଦାଚରଣ, ଜେଲ୍ ଗଲେ ଅଭିଯୁକ୍ତ
ବଡ଼ବିଲ,୭ା୮(ଦେବପ୍ରିୟ ରଣା): କେନ୍ଦୁଝରରୁ ବଡ଼ବିଲ ଆସୁଥିବା ଏକ ଯାତ୍ରୀବାହୀ ବସ୍ ଭିତରେ ସ୍ପଷ୍ଟ ଦିବାଲୋକରେ ଜଣେ ଯୁବତୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ବଡ଼ବିଲ ପୋଲିସ ସଂପୃକ୍ତ ଅଭିଯୁକ୍ତକୁ ବଡ଼ବିଲ ବସ୍ଷ୍ଟାଣ୍ଡରୁ ଗିରଫ କରି ବୁଧବାର କୋର୍ଟ ଚାଲାଣ କରିଥିବା ଜଣାପଡ଼ିଛି। ଗିରଫ…
Archives


