ଅପରାଧ

ଖୋଲୁଛି ସତ୍ୟଜିତଙ୍କ ପ୍ରେମପେଡ଼ି, ୪୯ ମହିଳାଙ୍କ ମଧ୍ୟରୁ ୧୧ ଜଣଙ୍କ ସହ ଯୋଗାଯୋଗ କଲା ପୋଲିସ

ଭୁବନେଶ୍ୱର,୫ା୮(ସୂର୍ଯ୍ୟକାନ୍ତ ବେହେରା): ମିଥ୍ୟା ପରିଚୟ ଦେଇ ବିବାହ ଏଗ୍ରିମେଣ୍ଟ କରି ଲକ୍ଷ ଲକ୍ଷ ଟଙ୍କା, ଗାଡି ଆଦି ଠକି ନେଇଥିବା ୫ ମହିଳାଙ୍କ ସ୍ବାମୀ ସତ୍ୟଜିତ୍‌ ସାମଲ ଏବେ ଜେଲରେ ଦିନ ଗଣୁଛନ୍ତି। ତାଙ୍କୁ ଜେଲ ପଠାଇବା ପରେ କମିଶନରେଟ ପୋଲିସ…

ବ୍ରାଣ୍ଡେଡ୍‌ କମ୍ପାନୀର ନକଲି ଲୋଗୋରେ ତରଳ ୟୁରିଆ କାରବାର, ୩ ଜଣଙ୍କୁ ବାନ୍ଧିଲା ପୋଲିସ

ଖୋର୍ଦ୍ଧା,୩ା୮(ପ୍ରଭାତ ପାଣିଗ୍ରାହୀ): ବ୍ରାଣ୍ଡେଡ କମ୍ପାନୀର ନକଲି ଲୋଗୋ ଲଗାଇ ବିକ୍ରି ନକଲି ତରଳ ୟୁରିଆ ବିକ୍ରି କରୁଥିଲେ। ୧୬ ନଂ ରାଜପଥ ଖୋର୍ଦ୍ଧା ଆଦର୍ଶ ଥାନା ଅନ୍ତର୍ଗତ ତୋଟାପଡ଼ା ଛକ ଚା’ ଦୋକାନରେ ଦୀର୍ଘ ଦିନ ଧରି ଚାଲିଥିଲା ନକଲି କାରବାର।…

ଗିରଫ ହେଲେ ଲାଞ୍ଚୁଆ ବିଡିଓ, ୫ ଲକ୍ଷ ଟଙ୍କା ସହ ପଡ଼ିଥିଲେ ଧରା

ଭବାନୀପାଟଣା,୨।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବିଡିଓ ଅକ୍ଷମିତା କାର୍ତ୍ତିକ ଶୁକ୍ରବାର ଗିରଫ ହୋଇଛନ୍ତି। ଗୁରୁବାର ଅପରାହ୍ନରେ ସରକାରୀ ଗାଡ଼ିରେ ସେ ପ୍ରାୟ ୫ ଲକ୍ଷ ଟଙ୍କା ନେଇ ଭବାନୀପାଟଣାରୁ ଗୋଲାମୁଣ୍ଡାକୁ ଆସୁଥିବା ବେଳେ ବାଟରେ କୋଣସି ସୂତ୍ରରୁ ଖବର…

ଅଧୀକ୍ଷଣ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବାଲେଶ୍ୱର,୨ା୮: ବାଲେଶ୍ୱର ଜିଲାର ଜଳସେଚନ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ ପ୍ରଭାସ ଚନ୍ଦ୍ର ପ୍ରଧାନ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଶୁକ୍ରବାର ତାଙ୍କ ଘରେ ଚଢ଼ାଉ ଚାଲିଛି। ତାଙ୍କ ନାମରେ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗ ହୋଇଥିଲା। ଏହି ଆଧାରରେ ଭିଜିଲାନ୍ସ ବିଭାଗ…

ମହିଳା ସଂଘର ଟଙ୍କା ଆତ୍ମସାତ୍‌ ମାମଲା: ପିଅନଙ୍କୁ ୨ ବର୍ଷ ଜେଲ୍‌ ଦଣ୍ଡାଦେଶ

ପୁରୁଷୋତ୍ତମପୁର,୧ା୮(ସିମାଞ୍ଚଳ ମିଶ୍ର): ମହିଳା ସଂଘର ଜମାଟଙ୍କାକୁ ଆତ୍ମସାତ୍‌ କରିଥିବା ନେଇ ରୁଜୁ ହୋଇଥିବା ମାମଲାର ଶୁଣାଣି କରି ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପ୍ରଥମଶ୍ରେଣୀ ବିଚାର ବିଭାଗୀୟ ଅଦାଲତର ବିଚାରପତି ପୂଜା ପ୍ରିୟଦର୍ଶନୀ ପତି ଭୂତସରସିଙ୍ଗି କାନାଡ଼ା ବ୍ୟାଙ୍କ ପିଅନ ରାମଚନ୍ଦ୍ର ନାୟକ(୩୮)ଙ୍କୁ…

ଶିଶୁପୁତ୍ରକୁ ଚୋରି କରି ନେଇଗଲେ ମାଉସୀ!

ଆଠଗଡ଼,୧ା୮: କଟକ ଜିଲା ଆଠଗଡ଼ର ଖୁଣ୍ଟୁଣୀ ମେଡିକାଲ ପରିସରରୁ ଶିଶୁପୁତ୍ର ଚୋରି ହୋଇଥିବା ଅଭିଯୋଗ ହୋଇଛି। ବୁଧବାର ୪ ମାସର ପୁଅକୁ ଆଣି ଖୁଣ୍ଟୁଣୀ ମେଡିକାଲ ଆସିଥିଲେ ଝିଆରୀ। ତେବେ ଝିଆରୀଙ୍କୁ ଔଷଧ ପାଇଁ ପଠାଇ ଶିଶୁପୁତ୍ରକୁ ନେଇ ପଳାଇଥିଲେ ମାଉସୀ।…

ଆତ୍ମସମର୍ପଣ କଲେ ୫ ମାଓବାଦୀ

ମାଲକାନଗିରି,୩୧ା୭(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ବିଜାପୁର ଜିଲା ପୋଲିସ ନିକଟରେ ୧ ଲକ୍ଷ ଟଙ୍କା ପୁରସ୍କାର ଘୋଷିତ ମାଓବାଦୀଙ୍କ ସହ ୫ ମାଓବାଦୀ ଆତ୍ମସମର୍ପଣ କରିଛନ୍ତିି। ଡିଏକେଏମ୍‌ଏସ୍‌ ଅଧ୍ୟକ୍ଷ ତଥା ୧ ଲକ୍ଷ ପୁରସ୍କାର ଘୋଷିତ ମାଓବାଦୀ ମାଙ୍ଗୁ ପୋଡାମ, ପାଇକୁ ତେଲା.…

ଅବକାରୀ ଜଏଣ୍ଟ କମିଶନରଙ୍କ ଘରେ ରେଡ୍‌

ଭୁବନେଶ୍ୱର,୨୯ା୭: ଭୁବନେଶ୍ବର ଅବକାରୀ ଜଏଣ୍ଟ କମିଶନର ରାମଚନ୍ଦ୍ର ମିଶ୍ର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ସୋମବାର ଶ୍ରୀ ମିଶ୍ରଙ୍କ ଘରେ ରେଡ୍‌ ଚାଲିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ରେଡ୍‌ ଚାଲିଥିବା ଜଣାପଡ଼ିଛି। ଏକାସାଙ୍ଗରେ ୧୦ଟି ସ୍ଥାନରେ ଭିଜିଲାନ୍ସ ଟିମ୍‌…

ସାମ୍ବାଦିକା ମଧୁମିତାଙ୍କ ମୃତ୍ୟୁ ମାମଲା: ଲ୍ୟାବ୍‌କୁ ପଠାଯିବ ମୋବାଇଲ, ତଥ୍ୟ ନେଲେ ବାୟୁସେନା ଅଧିକାରୀ

ଭୁବନେଶ୍ୱର,୨୭ା୭: ଭୁବନେଶ୍ବରରେ ମହିଳା ସାମ୍ବାଦିକା ମଧୁମିତାଙ୍କ ଆତ୍ମହତ୍ୟା ଘଟଣାର ଖୋଳତାଡ଼ ଆରମ୍ଭ ହୋଇଛି। ବାୟୁସେନା ଅଧିକାରୀ ଏ ସମ୍ପର୍କିତ ତଥ୍ୟ ସଂଗ୍ରହ କରିଛନ୍ତି। ମଧୁମିତାଙ୍କ ସ୍ବାମୀ ତଥା ଗିରଫ ଅଭିଯୁକ୍ତ ଶ୍ରୀଧର ଜେନା ବାୟୁସେନାରେ ଚାକିରି କରିଥିବାରୁ କମିଶନରେଟ୍‌ ପୋଲିସ ପାଖରୁ…

ବ୍ଲକ ଅଧ୍ୟକ୍ଷାଙ୍କ ସ୍ବାମୀଙ୍କ ଦାଦାଗିରି: ସହକାରୀ ଯନ୍ତ୍ରୀଙ୍କୁ ହତ୍ୟା ଧମକ, ଥାନାରେ ମାମଲା

ଦେବଗଡ଼,୨୫ା୭(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକର ସହକାରୀ ନିର୍ବାହୀ ଯନ୍ତ୍ରୀ ସୁବ୍ରତ କୁମାର ମାଝିଙ୍କୁ ବାରକୋଟ ବ୍ଲକ ଅଧ୍ୟକ୍ଷା ପୁଷ୍ପାଞ୍ଜଳି ପାତ୍ରଙ୍କ ସ୍ବାମୀ ତନୁଚନ୍ଦ୍ର ପାତ୍ର ଧକ୍କା ମାରିବା ସହ ଜୀବନରେ ମାରିଦେବାକୁ ଧମକ ଦେଇଥିବା ଅଭିଯୋଗ ହୋଇଛି…

ମହିଳାଙ୍କୁ ବଳାତ୍କାର ଉଦ୍ୟମ କରି ବନ୍ଧାହେଲେ ଯୁବକ

ନିରାକାରପୁର,୨୪ା୭(ମାନସ ଚନ୍ଦ୍ର ପଟ୍ଟନାୟକ): ମହିଳାଙ୍କୁ ବଳାତ୍କାର ଉଦ୍ୟମ କରିବା ଅଭିଯୋଗରେ ଜଣେ ବିବାହିତ ଯୁବକଙ୍କୁ ନିରାକାରପୁର ପୋଲିସ ବୁଧବାର ଗିରଫ କରିଛି। ଗିରଫ ବ୍ୟକ୍ତି ଜଣକ ହେଲେ ଉକ୍ତ ଥାନା ଅନ୍ତର୍ଗତ ଡିଆ ପଞ୍ଚାୟତ କପିଳେଶରପୁର (ବାଲିଗାଁ)ଗ୍ରାମର ମାନସ ମହାପାତ୍ର ଓରଫ…

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ, ଠିକାଦାରଙ୍କୁ ମାଗିଥିଲେ ୧ ଲକ୍ଷ ଲାଞ୍ଚ

ବଲାଙ୍ଗୀର,୨୪ା୭(ସୁନୀଲ କୁମାର ମହାନ୍ତି): ୫୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାବୁଡ଼ରେ ପଡ଼ିଛନ୍ତି ପାଟଣାଗଡ଼ ଗ୍ରାମ୍ୟ ଉନ୍ନୟନ ବିଭାଗ ଆସିଷ୍ଟାଣ୍ଟ ଏକ୍‌ଜିକ୍ୟୁଟିଭ୍‌ ଇଞ୍ଜିନିୟର ସୁଜିତ କୁମାର ପାଢ଼ୀ। ଠିକାଦାରଙ୍କ ବିଲ୍‌ କରିଦେବାକୁ ଆସିଷ୍ଟାଣ୍ଟ ଏକ୍‌ଜିକ୍ୟୁଟିଭ୍‌ ଇଞ୍ଜିନିୟର ପାଢ଼ୀ ଠିକାଦାରଙ୍କଠାରୁ ୧…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri