ଅପରାଧ

ନାଇଜେରିଆ ଲିଙ୍କ ଥିବା ସ୍ପଷ୍ଟ କଲା କ୍ରାଇମ୍‌ବ୍ରାଞ୍ଚ

ଭୁବନେଶ୍ୱର, ୧୭।୧୧(ବ୍ୟୁରୋ): ଓଡ଼ିଶା କମ୍ପ୍ୟୁଟର ଆପ୍ଲିକେସନ ସେଣ୍ଟର(ଓକାକ୍‌) ମୁଖ୍ୟଙ୍କ ହ୍ବାଟ୍ସଆପ୍‌ ହ୍ୟାକ୍‌ କରି ୭ ଲକ୍ଷ ଟଙ୍କା ଠକେଇ ମାମଲାରେ ନାଇଜେରିଆ ଲିଙ୍କ ଥିବା କ୍ରାଇମବ୍ରାଞ୍ଚ ସ୍ପଷ୍ଟ କରିଛି। ବାଙ୍ଗାଲୋରରେ ରହି ଉକ୍ତ ହ୍ୟାକର ଅପରେଟ୍‌ କରୁଥିଲେ। ଏହି ଗ୍ୟାଙ୍ଗର...

ଯୁବକଙ୍କୁ ହତ୍ୟା କରି ଫିଙ୍ଗିଦେଲେ

କଣ୍ଟାମାଳ,୧୫ା୧୧(ଡି.ଏନ୍‌.ଏ.): ବୌଦ୍ଧ ଜିଲା କଣ୍ଟାମାଳ-ମନମୁଣ୍ଡା ରାସ୍ତାର ଗୋପାଳମାଳ ପେଟ୍ରୋଲ ପମ୍ପ୍‌ ନିକଟରେ ସୋମବାର ସକାଳେ ସୁବଳ ତେଲଗଁାକୁ (୨୫)ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଘଟଣାସ୍ଥଳରେ ମୃତଦେହ ପଡ଼ିରହିଛି। ମନମୁଣ୍ଡା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି । ମୃତକଙ୍କ...

ହାଇଦ୍ରାବାଦ ଚାଲାଣ ବେଳେ ଧରାପଡ଼ିଲା ଗୋ-ମାଂସ ଭର୍ତ୍ତି ଟ୍ରକ୍‌; ୩ ଜଣ ଅଟକ

ନିରାକାରପୁର,୧୪।୧୧(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଅନ୍ତର୍ଗତ ୧୬ ନଂ ଜାତୀୟ ରାଜପଥ ଉପରୁ ରବିବାର ସ୍ଥାନୀୟ ପୋଲିସ ଏକ ଟ୍ରକ ବୋଝଇ ଗୋ-ମାଂସ ଜବତ କରିଛି। ଏହି ମାମଲାରେ ଗାଡ଼ିରେ ଥିବା ତିନି ଜଣଙ୍କୁ ଥାନାରେ ଅଟକ ରଖାଯାଇଛି...

ନୂଆ ବର୍ଷରେ ନୂଆ ଡିଜିପି

ଭୁବନେଶ୍ୱର,୧୧।୧୧(ବ୍ୟୁରୋ): ଡିସେମ୍ବର ଶେଷରେ ଅବସର ନେବେ ଓଡ଼ିଶା ପୋଲିସ ମୁଖ୍ୟ ଅଭୟ। ତାଙ୍କ ଅବସର ନେଇ ଓଡ଼ିଶା ସରକାର ଅନୁମତି ଦେଇଛନ୍ତି । ଡିସେମ୍ବର ୩୧ରେ ଅବସର ଗ୍ରହଣ କରିବେ ଡିଜିପି ଅଭୟ। ଏଣୁ ନୂଆବର୍ଷରେ ରାଜ୍ୟକୁ ନୂଆ ଡିଜିପି...

ଇନ୍‌ଷ୍ଟାଗ୍ରାମରେ ଖଣ୍ଡା ବୁଲାଇବା ଭିଡିଓ କରି ଫସିଲେ ଯୁବତୀ

କଟକ ଅଫିସ,୧୧ା୧୧: କଟକ ମାଲଗୋଦାମ ଥାନା ଅଞ୍ଚଳରେ ଜଣେ ଯୁବତୀ ସୋସିଆଲ ମିଡିଆରେ ଭିଡିଓ କରିବା ପାଇଁ ଏକ ଖଣ୍ଡା ବୁଲାଇ ଶେଷରେ ଫସିଛନ୍ତି। ଏହି ଅଞ୍ଚଳର ଏକ ଗ୍ରୁପ୍‌ରେ ଏପରି ଏକ ଭିଡିଓ ଭାଇରାଲ ହେବା ପରେ  ଗୁରୁବାର ...

ବାଘଛାଲ ବିକ୍ରି ପାଇଁ ଡିଲ୍‌ବେଳେ ଧରିଲା ବନବିଭାଗ

ଦେବଗଡ଼,୧୧ା୧୧(ଡି.ଏନ୍‌.ଏ.): ଦେବଗଡ଼ ବନଖଣ୍ଡ ରିଆମାଳ ଫରେଷ୍ଟ ରେଞ୍ଜ ପଳସମା ସେକ୍ସନ ବ୍ରାହ୍ମଣୀପାଲି ଗାଁ ନିକଟରେ ବାଘ ଛାଲ ବିକ୍ରି ପାଇଁ ଡିଲ୍‌ ଚାଲିଥିବା ବେଳେ ଧରିଛି ବନବିଭାଗ। ଘଟଣାସ୍ଥଳରୁ କୁଣ୍ଢେଇଗୋଳା ଥାନା କୁସକଲିଆ ଗାଁର ୫୫ ବର୍ଷୀୟ ପ୍ରହଲ୍ଲାଦ ପରିଡ଼ାଙ୍କୁ...

ଗୁଳିମାଡ଼ କରି ଦୋକାନରୁ ଲୁଟ୍‌

ଭଦ୍ରକ ଅଫିସ,୧୧ା୧୧: ଗୁଳିମାଡ଼ କରି ଭଦ୍ରକ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗେଲପୁର ପଞ୍ଚାୟତ ଆରଡ଼ି ଛକ ନିକଟରେ ଥିବା ଏକ ଔଷଧ ଦୋକାନରୁ ଲୁଟ୍‌ ହୋଇଛି। ବୁଧବାର ରାତି ପ୍ରାୟ ୧୦ଟାରେ ୬ ଜଣ ଦୁର୍ବୃତ୍ତ ୨ଟି ବାଇକ୍‌ରେ ଆସିଥିଲେ।...

ଆଇଆଇସି କହୁଛି କହି ଲକ୍ଷାଧିକ ଟଙ୍କାର ଲୁହାରଡ୍‌ ଲୁଟିଲେ ଦୁର୍ବୃତ୍ତ

ଗଞ୍ଜାମ,୧୦ା୧୧(ଡି.ଏନ୍‌.ଏ.): ଗଞ୍ଜାମ ଥାନା ଆଇଆଇସି କହୁଛି କହି ଜଣେ ଟ୍ରେଡର୍ସମାଲିକଙ୍କଠାରୁ ଲକ୍ଷାଧିକ ଟଙ୍କାର ଲୁହାରଡ୍‌ ଠକେଇ ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି l ଟ୍ରେଡର୍ସ ମାଲିକ ଆଇଆଇସିଙ୍କୁ ଟଙ୍କା ମାଗିବା ପରେ ଖୋଲିଛି ଠକେଇର ଗୁମର। ଆଇଆଇସି ଶୁଭେନ୍ଦୁ କୁମାର...

ବାପା ପୋଲିସରେ, ପୁଅ ଆକ୍ସିସ ବ୍ୟାଙ୍କରୁ ଲୁଟ୍‌ କରି ଫସିଲେ

ସୁନ୍ଦରଗଡ଼,୯।୧୧(ଡି.ଏନ୍‌.ଏ.): ପୋଲିସ ବାପାଙ୍କ ସର୍ଭିସ ବନ୍ଧୁକ ଦେଖାଇ ବ୍ୟାଙ୍କ ଲୁଟ୍‌ କରିବା ପଡ଼ିଛି ମହଙ୍ଗା। ଲୁଟେରାଙ୍କୁ କାବୁ କରିଛି ପୋଲିସ। ସୁନ୍ଦରଗଡ଼ ଟାଉନ୍‌ ଥାନା ଆକ୍ସିସ ବ୍ୟାଙ୍କରୁ ମଙ୍ଗଳବାର ବନ୍ଧୁକ ଦେଖାଇ ପାଖାପାଖି ୧୫ ଲକ୍ଷ ଟଙ୍କା ଲୁଟ୍‌ କରି...

ପୂର୍ବତନ ସରପଞ୍ଚଙ୍କୁ ହତ୍ୟା

ବ୍ରହ୍ମପୁର ଅଫିସ,୫ା୧୧: ଗଞ୍ଜାମ ଜିଲା କୁକୁ ବ୍ଲକ ଅନନ୍ତେଇ ପୂର୍ବତନ ସରପଞ୍ଚ ପ୍ରଦୀପ ବିଷୋୟୀଙ୍କୁ ଶୁକ୍ରବାର ସକାଳେ ଦୁର୍ବୃତ୍ତମାନେ ଅତି ବିଭତ୍ସ ଭାବେ ହତ୍ୟା କରିଛନ୍ତି। ଖବର ପାଇ ବ୍ରହ୍ମପୁର ଟାଉନ ଏସଡିପିଓ ବିଷ୍ଣୁପ୍ରସାଦ ପତି ଓ ବଡ଼ବଜାର ଥାନାଧିକାରୀ...

ରାଜଧାନୀରୁ ୨୩ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ୨ ଗିରଫ

ଭୁବନେଶ୍ୱର,୪ା୧୧(ବ୍ୟୁରେ): ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ହାଇଟେକ୍‌ ଛକ ନିକଟରୁ ୨୭୩ ଗ୍ରାମ ବ୍ରାଉନସୁଗାର ଜବତ କରାଯାଇଛି। ଏଥିରେ ସମ୍ପୃକ୍ତ ଥିବା ୨ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା ବେଳେ ସେମାନଙ୍କ ଠାରୁ ଗୋଟିଏ ମୋବାଇଲ ଓ ଏକ ବାଇକ୍‌ ମଧ୍ୟ ଜବତ...

ପୁତୁରାଙ୍କୁ ହତ୍ୟା କରିଥିଲେ ଦାଦା

ଗଁଦିଆ, ୧।୧୧: ପାରିବାରିକ କଳହକୁ କେନ୍ଦ୍ରକରି ନାବାଳକ ପୁତୁରାଙ୍କୁ ଅତି ଜଘନ୍ୟ ଭାବେ ତଣ୍ଟିଚିପି ହତ୍ୟା କରିଥିଲେ ସମ୍ପର୍କୀୟ ଦାଦା। ମାମଲା ରଫାଦଫା କରିବାକୁ ମୃତଦେହକୁ ଜଙ୍ଗଲରେ ଫିଙ୍ଗି ଦେଇ ପଳାଇଥିଲେ ହାଇଦ୍ରାବାଦ। ହେଲେ ସନ୍ଦେହଜନକ ପରିସ୍ଥିତିରେ ଅଭିଯୁକ୍ତ ପୋଲିସ ସ୍କାନରକୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri