ଅପରାଧ

୩ ବର୍ଷର ଝିଅକୁ ବାପା ବଳାତ୍କାର କରିଥିବା ଅଭିଯୋଗ

ଚିତ୍ରକୋଣ୍ଡା,୧୦ା୭(କ୍ଷୀରୋଦ ବେହେରା): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ଯୋଡ଼ାମ୍ବ ଥାନା ଅଧିକାରୀ ସଞ୍ଜୟ ପେଡ଼ାସେଠୀଙ୍କଠାରୁ ମିଳିଥିବା ସୂଚନା ଅନୁଯାୟୀ ଗାଜୁଲୁମାମୁଡ଼ି ଗ୍ରାମ ପଞ୍ଚାୟତ ଆଲାମପକା ଗ୍ରାମର ଦିନେଶ ଠାକୁର ମଙ୍ଗଳବାର ରାତିରେ ନିଜ ୩ ବର୍ଷର ନାବାଳିକା ଝିଅକୁ ବଳାତ୍କାର…

ପେଟ୍ରୋଲ ପମ୍ପ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ୧୨ ଲକ୍ଷ ଲୁଟି ନେଲେ

ଖଇରା,୯।୭(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ଖଇରା ଥାନା ଅଧିନ ବର୍ତ୍ତନାସ୍ଥିତ ଇଣ୍ଡିଆନ ବ୍ୟାଙ୍କ ସମ୍ମୁଖରେ ବନ୍ଧୁକ ଦେଖାଇ ପେଟ୍ରୋଲ କର୍ମଚାରୀଙ୍କ ନିକଟରୁ ୧୨ଲକ୍ଷ ଲୁଟି ନିଆଯିବା ନେଇ ଖଇରା ଥାନାରେ ଅଭିଯୋଗ ହୋଇଛି। ଖଇରା ପୋଲିସ ବ୍ୟାଙ୍କ ସିସିଟିଭି ଫୁଟେଜ ଯାଞ୍ଚ…

ଝିଅ ବାହାଘର ପାଇଁ ରଖିଥିଲେ ସୁନା ଗହଣା, ସବୁ ଲୁଟିନେଲେ ଦୁର୍ବୃତ୍ତ

ହାଟଡିହୀ,୭ା୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ନନ୍ଦିପଦା ଥାନା ଗୋପ ଗ୍ରାମରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ପୋଲିସ କେସ୍‌ ନଂ ୨୧୭/୨୦୨୪ରେ ଏକ ମାମଲା ରୁଜୁ କରିଥିବା ବେଳେ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ତେବେ ଅଭିଯୋଗରୁ ଜଣାଯାଇଛି ଯେ,…

ବାର୍‌ ମାଲିକଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୭ା୭: ବାର୍‌ ମାଲିକ ସତ୍ୟ ମହାନ୍ତିଙ୍କୁ ରବିବାର ଲକ୍ଷ୍ମୀସାଗର ପୋଲିସ ଗିରଫ କରିଛି। ‘ରେନ୍‌ ଦ କ୍ଲବ୍‌’ର ମାଲିକ ସତ୍ୟଙ୍କ ନାମରେ ଜଣେ ମହିଳା ସରକାରୀ କର୍ମଚାରୀଙ୍କୁ ଅଶାଳୀନ ବ୍ୟବହାର କରିଥିବା ଅଭିଯୋଗ ହୋଇଥିଲା। ଏହି ଅଭିଯୋଗକୁ ଭିତ୍ତିକରି ଲକ୍ଷ୍ମୀସାଗର ପୋଲିସ…

ଧରାପଡ଼ିଲେ ଆନ୍ତଃ ଜିଲା ଲୁଟେରା ଗ୍ୟାଙ୍ଗ, ବିପୁଳ ପରିମାଣର ସୁନା ଅଳଙ୍କାର ଜବତ

ବରଗଡ଼,୭ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପୋଲିସ ଏକ ଆନ୍ତଃ ଜିଲା ଲୁଟେରା ଗ୍ୟାଙ୍ଗକୁ ଧରିଛି। ଏହି ଗ୍ୟାଙ୍ଗର ୪ ଅଭିଯୁକ୍ତ ଗିରଫ ହୋଇଛନ୍ତି। ସେମାନେ ହେଲେ ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଡଙ୍ଗରମୁଣ୍ଡା ଗ୍ରାମର ଇନ୍ଦ୍ର ଭୋଇ(୨୧), ଚୈତନ୍ୟ ପୁଟ୍ଟା(୧୯), ବନାରସ…

ଟଙ୍କା ବ୍ୟାଗ୍‌ ଫିଙ୍ଗି ଦୌଡ଼ିଥିଲେ ତହସିଲଦାର, ଗୋଡ଼ାଇ ଧରିଲା ଭିଜିଲାନ୍ସ ଟିମ୍‌

ରାୟଗଡ଼ା,୬ା୭): ରାୟଗଡ଼ା ଜିଲା ଚନ୍ଦ୍ରପୁର ତହସିଲଦାର ବିଚିତ୍ରାନନ୍ଦ ନାୟକ ଗିରଫ ହୋଇଛନ୍ତି। ୧ ଲକ୍ଷ ୧୫ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଦ୍ବାରା ଗିରଫ ହୋଇଥିବା ଜଣାପଡ଼ିଛି। ତହସିଲଦାର ନାୟକ ଲାଞ୍ଚ ନେଉଥିବା ଜାଣି ଭିଜିଲାନ୍ସ ଟିମ୍‌ ତାଙ୍କ ପିଛା…

ସ୍ବାମୀଙ୍କ ତୀରମାଡ଼ରେ ସ୍ତ୍ରୀ ଗୁରୁତର

ପାଟଣା,୫ା୭(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ହରିଡ଼ାଗୋଠ ଗ୍ରାମରେ ଗୁରୁବାର ରାତିରେ ଜଣେ ମହିଳାଙ୍କ ତାଙ୍କ ସ୍ବାମୀ ତୀରମାଡ଼ କରିଥିବା ବାପଘର ଲୋକେ ଅଭିଯୋଗ କରିଛନ୍ତି। ଗୁରୁତର ମହିଳା ଜଣକ ହେଲେ ସଜନୀ ମୁଣ୍ଡା। ସୂଚନାନୁଯାୟୀ, ସଜନୀ ବାପଘରେ ରହୁଥିବା…

ଇନ୍‌ଫର୍ମର ସନ୍ଦେହରେ ଯୁବକଙ୍କୁ ହତ୍ୟା

ମାଲକାନଗିରି,୫ା୭: ଛତିଶଗଡ଼ ନାରାୟଣପୁର ତେଲାଙ୍ଗୁର ଜଙ୍ଗଲରେ ଜଣେ ଯୁବକଙ୍କୁ ହତ୍ୟା କରିଛନ୍ତି ମାଓବାଦୀ। ଇନ୍‌ଫର୍ମର ସନ୍ଦେହରେ ହତ୍ୟା କରାଯାଇଥିବା ପୋଲିସ କହିଛି। ଘଟଣାସ୍ଥଳରୁ କିଛି ମାଓବାଦୀ ପୋଷ୍ଟର ମଧ୍ୟ ଜବତ କରିଛି ପୋଲିସ।

ଗର୍ଜନବାହାଲ କୋଇଲା ଖଣିରେ ଫୁଟିଲା ଗୁଳି: ୩ ଆହତ, ୧୦ ଅଟକ

ସୁନ୍ଦରଗଡ଼,୫ା୭(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିରି ବ୍ଲକ ସ୍ଥିତ ଗର୍ଜନବାହାଲ କୋଇଲା ଖଣି ନିକଟ ବରପାଲିରେ ଥିବା ଏକ କୋଲ ଓ୍ବାସେରୀରେ ଗୁରୁବାର ସନ୍ଧ୍ୟାରେ ଗୁଳିକାଣ୍ଡ ଘଟିଛି। ଏଥିରେ ୩ ଜଣ ଆହତ ହୋଇଥିବା ଖବର ମିଳିଛି। ଖବର ପାଇ ସୁନ୍ଦରଗଡ଼…

ଦୁଇ କୋଟି ଟଙ୍କାର ଟେଣ୍ଡର ଫିକ୍ସିଂ ଅଭିଯୋଗ, ବିଭାଗୀୟ ଯନ୍ତ୍ରୀ-ଠିକାଦାର ସଲାସୁତରାରେ ଚାଲିଛି କାର୍ଯ୍ୟ

ମୋରଡ଼ା,୪ା୭(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପ ଅଧୀନ ବୈଶିଙ୍ଗା କେନାଲ ଡିଭିଜନରେ ଉନ୍ନୟନ ମୂଳକ କାର୍ଯ୍ୟକୁ ନେଇ ଦୁଇ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଦୁର୍ନୀତି ହୋଇଥିବାର ଅଭିଯୋଗ ହୋଇଛି। ଏନେଇ ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ସୁରେଇଡ଼ିହି…

ମହିଳାଙ୍କ ମୁଣ୍ଡଗଣ୍ଡି ଅଲଗା କରି ରାସ୍ତାରେ ଫିଙ୍ଗିଦେଲେ ପଡ଼ୋଶୀ

ବାରିପଦା,୪ା୭(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅଧୀନ କେନ୍ଦୁଡିହା ପଞ୍ଚାୟତ ନିଶ୍ଚିନ୍ତପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଅନ୍ଧବିଶ୍ବାସର ବଶବର୍ତ୍ତୀ ହୋଇ ଜନୈକ ଅଭିଯୁକ୍ତ ଏକ କୁରାଢ଼ୀରେ ମହିଳାଙ୍କୁ ହତ୍ୟା କରିଛନ୍ତି। ଅଭିଯୁକ୍ତ ଜଣକ ହେଲେ ବାବୁଲି…

ଓଏସ୍‌ଏସ୍‌ସି ପରୀକ୍ଷାର୍ଥୀଙ୍କୁ ଅପହରଣ ପରେ ଲୁଟ୍‌: ଦୁଇ ଗିରଫ

କଟକ,୩ା୭(କାର୍ତ୍ତିକ ସାହୁ): ଓଡ଼ିଶା ଷ୍ଟାଫ ସିଲେକ୍ସନ କମିଶନ(ଓଏସଏସସି) ପରୀକ୍ଷା ଦେବାକୁ ଆସିଥିବା ଜଣେ ପରୀକ୍ଷାର୍ଥୀ ଅପହରଣ ପରେ ଲୁଟ୍‌ର ଶିକାର ହୋଇଛନ୍ତି। ପରୀକ୍ଷାର୍ଥୀଙ୍କ ଘର କେନ୍ଦୁଝର ଜିଲା ହରିଚନ୍ଦନପୁର ଥାନା ଅନ୍ତର୍ଗତ ଜାମୁଦା ଅଞ୍ଚଳରେ। ଏନେଇ ସିଡିଏ ଫେଜ ୨ ଥାନାରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri