ଅପରାଧ

ଯୁବ ବ୍ୟବସାୟୀଙ୍କୁ ଟଙ୍କା ପାଇଁ ହତ୍ୟା: ଖବରଦାତା ସମ୍ମିଳନୀରେ ପୂରା ଘଟଣା କହିଲେ ଏସ୍‌ପି, ୨ ଗିରଫ

ବୌଦ୍ଧ,୩୦ା୪(ଅଜିତ କୁମାର ବାରିକ): ଗତ ୨୭ ତାରିଖ ସନ୍ଧ୍ୟାରେ ସ୍ଥାନୀୟ ଜଗଦୀଶପୁର ଛକଠାରେ ରାସ୍ତା ମଝିରେ ବୌଦ୍ଧ ସହର ଗଣେଶ ବଜାରର ଯୁବ ବ୍ୟବସାୟୀ ମନୋଜ ପାତ୍ର ହତ୍ୟା ଘଟଣାରେ ଦୁଇ ଜଣ ଅଭିଯୁକ୍ତଙ୍କୁ ଗିରଫ କଲା ବୌଦ୍ଧ ପୋଲିସ। ଜଣେ…

ଚଳନ୍ତା ବସ୍‌ରୁ ସୁନା ହାର ଲୁଟି ଫେରାର ହେବାକୁ ଉଦ୍ୟମ, ଲୁଟେରାଙ୍କୁ କାବୁ କଲେ ଯାତ୍ରୀ

ବରଗଡ଼, ୨୯।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲା ସୋହେଲା ଥାନା ଲେଖାପଖର ନିକଟରେ ମଙ୍ଗଳବାର ଏକ ଚଳନ୍ତା ବସରୁ ସୁନାହାର ଲୁଟ ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଝର ଗ୍ରାମର ପାର୍ବତୀ ମେହେର ବସରେ ଯାତ୍ରା କରୁଥିବା ସମୟରେ ତାଙ୍କ ବେକରୁ…

ବାପାଙ୍କୁ ଲୁହାରଡରେ ପିଟି ହତ୍ୟା, ସାନପୁଅଙ୍କୁ କୋର୍ଟ ଚାଲାଣ କଲା ପୁରୁଷୋତ୍ତମପୁର ପୋଲିସ

ପୁରୁଷୋତ୍ତମପୁର,୨୯।୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଘଳା ପଞ୍ଚାୟତ କୁଷପୁର ଗ୍ରାମରେ ନିଜ ଜନ୍ମକଲା ବାପାକୁ ପିଟି ହତ୍ୟାକରିବା ଅଭିଯୋଗରେ ସାନ ପୁଅ ରଞ୍ଜନ ସାହୁ(୨୮)ଙ୍କୁ ପୋଲିସ ମଙ୍ଗଳବାର କୋର୍ଟଚାଲାଣ କରିଥିଲେ। କୋର୍ଟରେ ମାନ୍ୟବର ବିଚାରପତି ଏହାର ବିଚାରକରି…

ସୁନା ବ୍ୟବସାୟୀଙ୍କୁ ମାଡ଼ ମାରି ଗହଣା ବ୍ୟାଗ୍‌ ଲୁଟିନେଲେ ଦୁର୍ବୃତ୍ତ

କେନ୍ଦୁଝର,୨୮ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଟାଉନ ଥାନା ଅନ୍ତର୍ଗତ ନରଣପୁରଠାରେ ସାହୁ ଜୁଏଲାରୀ ଓ୍ବର୍କସପ୍‌ ମାଲିକ ଦୀପକ ସାହୁଙ୍କୁ ମାଡ଼ ମାରି ୫ ଲକ୍ଷରୁ ଊଦ୍ଧର୍‌ବ ଟଙ୍କାର ସୁନା ରୁପା ଲୁଟି ନେଇ ଚମ୍ପଟ ମାରିଛନ୍ତି ଦୁର୍ବୃତ୍ତ। ଦୀପକଙ୍କ କହିବାନୁଯାୟୀ, ରବିବାର ସନ୍ଧ୍ୟାରେ…

ବିବାହର ୩ ମାସ ପରେ ନବବଧୂଙ୍କ ମୃତ୍ୟୁ: ଯୌତୁକ ପାଇଁ ହତ୍ୟା ଅଭିଯୋଗ

ପଟ୍ଟାମୁଣ୍ଡାଇ, ୨୮ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ମାଟିଆ ଗ୍ରାମରେ ଅଧିକ ଯୌତୁକ ପାଇଁ ଶନିବାର ଜନୈକା ବଧୂଙ୍କୁ ହତ୍ୟା କରାଯାଇଥିବା ନେଇ ବାପା ଲିଖିତ ଅଭିଯୋଗ କରିଛନ୍ତି। ଖବର ପାଇ ପୋଲିସ ପଟ୍ଟାମୁଣ୍ଡାଇ ଉପଖଣ୍ଡସ୍ତରୀୟ…

ସ୍ତ୍ରୀଙ୍କୁ ମର୍ଡର କରିବାକୁ ଆସି ବାପଘର ଲୋକଙ୍କ ପାଲଟା ଆକ୍ରମଣରେ ଚାଲିଗଲା ସ୍ବାମୀଙ୍କ ଜୀବନ

ଜଟଣୀ,୨୭ା୪: ଖୋର୍ଦ୍ଧା ଜିଲା ଜଟଣୀ ଇନଫୋ ଭ୍ୟାଲି ଥାନା ଅନ୍ତର୍ଗତ ଗ୍ରାମଣ୍ଡିହରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଶ୍ବଶୁର ଘରେ ଶାଶୁ, ସ୍ତ୍ରୀକୁ ଆକ୍ରମଣ ବେଳେ ଜ୍ୱାଇଁଙ୍କ ଜୀବନ ଯାଇଛି। ମୃତ ଜ୍ବାଇଁଙ୍କ ଆକ୍ରମଣରେ ଶାଶୁ ଓ ସ୍ତ୍ରୀ ଗୁରୁତର ହୋଇ…

ରକ୍ତ ସମ୍ପର୍କ ଭୁଲିଗଲେ… ଗାଁ ଦାଣ୍ଡରେ ସାନ ଭାଇକୁ ବାନ୍ଧି ପିଟି ପିଟି ମାରିଦେଲେ ବଡ଼ ଭାଇ

ଭଞ୍ଜନଗର,୨୭।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ତାରସିଂ ଥାନା ଅନ୍ତର୍ଗତ ବ୍ରାହ୍ମଣପଦର ଗ୍ରାମରେ ଶନିବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ବଡ଼ ଭାଇର ଆକ୍ରମଣରେ ସାନ ଭାଇ ମୃତ୍ୟୁବରଣ କରିଥିବା ଅଭିଯୋଗ ହୋଇଛି। ମୃତକ ହେଲେ ବଳରାମ ଗୌଡ (୩୫)। ତାରସିଂ ପୋଲିସ ଘଟଣା…

୪ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର ପରେ ହତ୍ୟା: ସାଇଣ୍ଟିଫିକ୍‌ ଟିମ୍‌ର ତଦନ୍ତ, ସ୍ଥିତି ଅନୁଧ୍ୟାନ କଲେ ବିଧାୟକ

ଦିଗପହଣ୍ଡି,୨୬ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମଶରେ ଘଟିଛି ଲଜ୍ଜାଜନକ ତଥା ହୃଦୟ ବିଦାରକ ଘଟଣା। ଶୁକ୍ରବାର ସନ୍ଧ୍ୟାରୁ ନିଖୋଜ ଥିବା ଜଣେ ୪ ବର୍ଷର ଶିଶୁକନ୍ୟାଙ୍କ କ୍ଷତାକ୍ତ ମୃତଦେହକୁ ଶନିବାର ସକାଳେ ପାଟପୁର ପୋଲିସ ଜବତ…

ମାଲକାନଗିରିର ତତ୍କାଳୀନ ଜିଲାପାଳଙ୍କ PA ଆତ୍ମହତ୍ୟା ମାମଲା: ଆଗୁଆ ଜାମିନ ଆବେଦନ ଖାରଜ

କଟକ,୨୫ା୪(କାର୍ତ୍ତିକ ସାହୁ/ପ୍ରଭୁ କଲ୍ୟାଣ ପାଲ୍‌): ମାଲକାନଗିରିର ତତ୍କାଳୀନ ଜିଲାପାଳ ମନିଷ ଅଗ୍ରୱାଲଙ୍କ ଅଡୁଆ ବଢ଼ିଛି। ବ୍ୟକ୍ତିଗତ ସହାୟକ ଆତ୍ମହତ୍ୟା ମାମଲାରେ ତାଙ୍କ ଆଗୁଆ ଜାମିନ ଆବେଦନକୁ ହାଇକୋର୍ଟ ଶୁକ୍ରବାର ଖାରଜ କରିଦେଇଛନ୍ତି। ଏଥିସହ ତାଙ୍କର ଦୁଇ ସହଯୋଗୀ ଭି. ବେଣୁଗୋପାଳ ଓ…

ଖଲ୍ଲିକୋଟର ୩ ସ୍ଥାନରେ ଅବକାରୀ ବିଭାଗର ଚଢ଼ାଉ:୮୧୯ ଲିଟର ଦେଶୀମଦ ଜବତ, ୪ ଗିରଫ

ଖଲ୍ଲିକୋଟ,୨୫।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଗୁରାପଲ୍ଲୀ ଟୋଲ ଗେଟ, ଚିକିଲି ଓ ତାଳପଡ଼ା ରାସ୍ତାରେ ଅବକାରୀ ବିଭାଗ ଚଢ଼ାଉ କରି ୮୧୯ ଲିଟର ଦେଶୀମଦ ଜବତ ସହ ଗୋଟିଏ ମହିନ୍ଦ୍ରା ମାକ୍ସିମୋ ଗାଡ଼ି ଜବତ କରିଛି।…

ଖଲ୍ଲିକୋଟ ସହରରେ ମାତିଛନ୍ତି ଚୋର: ୧୫ ଦିନରେ ୭ ଘରୁ ନେଇଗଲେଣି ଲକ୍ଷାଧିକ ଟଙ୍କା, ସୁନାଗହଣା

ଖଲ୍ଲିକୋଟ,୨୫ା୪ (ପ୍ରଶାନ୍ତ କୁମାର ମିଶ୍ର):ଖଲ୍ଲିକୋଟ ଥାନା ଅଞ୍ଚଳରେ ଦିନକୁ ଦିନ ବଢ଼ି ଚାଲିଛି ଚୋରି ଘଟଣା। ପ୍ରତି ରାତିରେ ଏବେ ଚୋରି ହେଉଛି। ବୁଧବାର ରାତିରେ ଚିକିଲି ଗ୍ରାମର ଜଣେ ବିଧବା ମହିଳା ମନୋରମା ମହାନ୍ତିଙ୍କ ଘରେ ପଶି ଦୁର୍ବୃତ୍ତମାନେ ଝିଅ…

ହତ୍ୟାକାଣ୍ଡ ରାୟ ପ୍ରକାଶ: ୪ ଜଣଙ୍କୁ ଆଜୀବନ କାରାଦଣ୍ଡ

ଖୋର୍ଦ୍ଧା,୨୫ା୪(ପ୍ରଭାତ ପାଣିଗ୍ରାହୀ): ୧୦ବର୍ଷ ପରେ ଏକ ହତ୍ୟାକାଣ୍ଡ ରାୟ ପ୍ରକାଶ ପାଇଛି। ଏହି ମାମଲାର ବିଚାର କରି ଅତିରିକ୍ତ ଜିଲା ଓ ଦୌରାଜଜ୍‌ (୧ମ) ମଞ୍ଜୁଲତା ଲେଙ୍କା ୩୦୨ ଦଫାରେ ୪ଜଣ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ ଦଣ୍ଡାଦେଶ ଶୁଣାଇଛନ୍ତି। ଅଭିଯୁକ୍ତମାନେ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?