ଅପରାଧ

କ୍ୟାମେରାରେ କଏଦ ହେଲା ହତ୍ୟାକାରୀଙ୍କ ଭୟଙ୍କର ଚେହେରା

ବଲାଙ୍ଗୀର,୧୪ା୪(ସୁନୀଲ କୁମାର ମହାନ୍ତି): ରବିବାର ରାତିରେ ବଲାଙ୍ଗୀର ସହରର ବିଷ୍ଣୁମୁଣ୍ଡାଠାରେ ଜଣେ ବ୍ୟବସାୟୀ ମନୋଜ ନାଏକଙ୍କୁ ବୀଭତ୍ସ ଭାବରେ ହତ୍ୟାକରି ହତ୍ୟାକାରୀ ଜଣକ ଫେରାର ମାରିଥିଲେ। ହତ୍ୟାକାରୀ ଫେରାର ସମୟର ଦୃଶ୍ୟ ସିସିଟିଭି କ୍ୟାମେରାରେ କଏଦ ହୋଇଥିବା ଦେଖିବାକୁ ମିଳିଛି। ହତ୍ୟା…

ମା’ ହତ୍ୟାର ପ୍ରତିଶୋଧ ନେଲେ ପୁଅ, ପଥରରେ ଛେଚି ବାପାଙ୍କୁ କଲେ ହତ୍ୟା

ରାଉରକେଲା,୧୪ା୪(ସଙ୍ଗୀତା ଜେନା): ବହୁ ପୂର୍ବରୁ ମାଆଙ୍କୁ ହତ୍ୟା କରିବାର ପ୍ରତିଶୋଧ ନେବା ପାଇଁ ଜଣେ ପୁଅ ବିଷ୍ଣୁ- (୨୨) ତାଙ୍କ ବାପା କ୍ରାନ୍ତି କୁମାର ବର୍ମା (୫୫ ବର୍ଷ)ଙ୍କୁ ହତ୍ୟା କରିଛନ୍ତି। ଏପରି ଘଟଣା ଘଟିଛି ସୁନ୍ଦରଗଡ଼ ଜିଲା ବ୍ରାହ୍ମଣୀ ତରଙ୍ଗ…

ସରପଞ୍ଚଙ୍କ ସ୍ବାମୀଙ୍କୁ ବନ୍ଧୁକ ଦେଖାଇ ହତ୍ୟା ଧମକ

ଦିଗପହଣ୍ଡି,୧୪ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ସରପଞ୍ଚ ବର୍ଷା ସେଠୀଙ୍କ ସ୍ବାମୀ ପିଣ୍ଟୁ ସେଠୀଙ୍କୁ ଦିଗପହଣ୍ଡି କେନାଲ ସାହିରେ ରହୁଥିବା ଆଡପଡ଼ା ଗ୍ରାମର ସୁନୀଲ ସେଠୀ ବନ୍ଧୁକ ଦେଖାଇ ହତ୍ୟା ଧମକ ଦେଇଥିବା ଅଭିଯୋଗ ହୋଇଛି।…

ବନ୍ଧୁକ ସହ ଅଭିଯୁକ୍ତ ଗିରଫ

ଭଞ୍ଜନଗର,୧୩ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ବାଇବାଲିର ପଞ୍ଚାନନ ନାଇକଙ୍କୁ ଏକ ହତ୍ୟା ଧମକ ମାମଲାରେ ଗିରଫ କରିଛନ୍ତି। ଏଥିସହ ତାଙ୍କଠାରୁ ପୋଲିସ ଏକ ଦେଶୀ ବନ୍ଧୁକ ଜବତ କରିଛି। ସାରେ ପଞ୍ଚାନନଙ୍କୁ ଭଞ୍ଜନଗର କୋର୍ଟ ଚାଲାଣ କରାଯାଇଛି।…

ଅସଲି ପୋଲିସ ସ୍ତ୍ରୀଙ୍କ ନକଲି କାରନାମା, ସ୍ବାମୀଙ୍କ ଡ୍ରେସ୍‌ ପିନ୍ଧି ସୋସିଆଲ ମିଡିଆରେ ରଖିଥିଲେ ଡିପି

ଭୁବନେଶ୍ୱର,୧୩ା୪: ଅସଲି ପୋଲିସ ସ୍ତ୍ରୀଙ୍କ ନକଲି କାରନାମା ଏବେ ଧରାପଡ଼ିଯାଇଛି। ଏସ୍‌ଓଜିରେ କାର୍ଯ୍ୟରତ ଜଣେ କନଷ୍ଟେବଳଙ୍କ ସ୍ତ୍ରୀ ଗିରଫ ହୋଇଛନ୍ତି। ସବୁଠୁ ରୋଚକ ଖବର ହେଲା ସେ ସ୍ବାମୀଙ୍କ ପୋଲିସ ପୋଷାକ ପିନ୍ଧି ସୋସିଆଲ ମିଡିଆରେ ତାଙ୍କର ଡିପି ରଖିଥିଲେ। ପରେ…

ବେଆଇନ ନିଶା କାରବାର ନେଇ କାଉନ୍‌ସିଲରଙ୍କ ଅଭିଯୋଗ, ଅବକାରୀ ବିଭାଗ- ଗଞ୍ଜାମ ପୋଲିସର ଚଢ଼ାଉ

ଗଞ୍ଜାମ,୧୨।୪(ବିଦ୍ୟାଧର ସାହୁ): ଗଞ୍ଜାମ ସହର ଓ ଆଖପାଖ ଅଞ୍ଚଳରେ ନିଶା କାରବାର ବୃଦ୍ଧି ପାଇଥିବା ନେଇ ସ୍ଥାନୀୟ କିଛି କାଉନ୍‌ସିଲର ଶୁକ୍ରବାର ସାରେ ଗଞ୍ଜାମ ଥାନାରେ ଅଭିଯୋଗ କରିଥିଲେ l ଅଭିଯୋଗ ଆଧାରରେ ଶନିବାର ଗଞ୍ଜାମ ଥାନା ପୋଲିସ ଓ ଅବକାରୀ…

ଶିକୁଳାରେ ଟିକିନା ମହାପାତ୍ର ହତ୍ୟା ମାମଲା: ୨ଜଣଙ୍କୁ ବାନ୍ଧିଲା ପୋଲିସ, ଏବେ ବି ମୁଖ୍ୟ ଅଭିଯୁକ୍ତ ଫେରାର

ପୁରୁଷୋତ୍ତମପୁର,୧୨।୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଗତମାସ ୨୮ତାରିଖ ରାତିରେ ଟିକିନା ଓରଫ ଦୁଷ୍ମନ୍ତ ମହାପାତ୍ରଙ୍କୁ ବୀଭତ୍ସ ଭାବେ ହାଣି ହତ୍ୟା କରାଯାଇଥିଲା। ଏହାକୁ ନେଇ ପୋଲିସ ମାମଲା ନଂ ୨୪୦/୨୫ ପ୍ରକାରେ ଦୁଇ ଅଭିଯୁକ୍ତଙ୍କୁ…

ଗଞ୍ଜେଇ ଚାଲାଣ କରୁଥିଲେ, ୩ ଆଇଆର୍‌ବି ଯବାନଙ୍କୁ ବହିଷ୍କୃତ କଲେ ବୌଦ୍ଧ ଏସ୍‌ପି, ଗିରଫ ପରେ କୋର୍ଟଚାଲାଣ

ବୌଦ୍ଧ,୧୨।୪(ଅଜିତ କୁମାର ବାରିକ): ବୌଦ୍ଧ ଜିଲାର ମନମୁଣ୍ଡା ଥାନାରେ ମାଓବାଦୀ ଅପରେଶନ ପାଇଁ ବାରାକ୍‌ରେ ଆଇଆର୍‌ବି ଯବାନମାନେ ନିୟୋଜିତ ଥିଲେ। କିନ୍ତୁ ବାରାକରେ ଗଞ୍ଜେଇ ରଖି ଯବାନମାନେ ଚାଲାଣ କରୁଥିବା ଖବର ଏସ୍‌ପି ଜାଣିପାରିଥିଲେ। ଜିଲା ଆରକ୍ଷୀ ଅଧିକ୍ଷକ ଏହା ଜାଣିବା…

ଅଭାବନୀୟ: ବାପାଙ୍କୁ ହାଣିଲା ନାବାଳକ ପୁଅ, କଟକ ସ୍ଥାନାନ୍ତର ହେଲେ…

ବାଲେଶ୍ୱର, ୧୨।୪(ବାଞ୍ଛାନିଧି ଦେ): ପାରିବାରିକ କଳହରୁ ପରିବାର ମଧ୍ୟରେ ବୁଲିଲା ତେଲେଙ୍ଗା କଟୁରି । ବାପାଙ୍କୁ ହାଣିଲା ନାବାଳକ ପୁଅ । ଏଭଳି ଅଭାବନୀୟ ଘଟଣା ଘଟିଛି ବାଲେଶ୍ୱର ସଦର ଥାନା ଅନ୍ତର୍ଗତ ବେଲବାରିଆ ଗ୍ରାମରେ। କୌଣସି କଥାକୁ କେନ୍ଦ୍ର କରି…

ବଲାଙ୍ଗୀରରେ ଚାଞ୍ଚଲ୍ୟ: ଦିନ ଦ୍ୱିପ୍ରହରରେ ଯୁବକଙ୍କୁ ହାଣିଲେ, ରାସ୍ତାରେ ପଡ଼ିଛି ରକ୍ତାକ୍ତ ମୃତଦେହ

ବଲାଙ୍ଗିର,୧୨।୪(ସୁନୀଲ କୁମାର ମହାନ୍ତି): ଦିନ ଦ୍ୱିପ୍ରହରରେ ଯୁବକଙ୍କୁ ଟାଙ୍ଗିଆରେ ହାଣି ବିଭତ୍ସ ହତ୍ୟା। ବଲାଙ୍ଗୀର ଜିଲା ଚିମିନିଭାଟି ପଡ଼ା ପ୍ରାଥମିକ ସ୍କୁଲ ନିକଟ ଜନଗହଳି ରାସ୍ତାରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଛି l ହତ୍ୟାକାରୀ ଫେରାର ହୋଇଯାଇଥିବା ବେଳେ ପୋଲିସ ଟିମ୍‌…

୧୭ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ବ୍ରାଉନସୁଗାର ଜବତ: ବେପାରୀଙ୍କୁ ବାନ୍ଧିଲା ପୋଲିସ

ବାଲେଶ୍ୱର,୧୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ସହଦେବଖୁଣ୍ଟା ଥାନା ଅନ୍ତର୍ଗତ ଅରଡ଼ ବଜାର ମସ୍‌ଜିଦ୍‌ ଗଳି ଅଞ୍ଚଳର ବ୍ରାଉନସୁଗାର ବେପାରୀ ସେକ କୁର୍ବାନଙ୍କୁ ଶୁକ୍ରବାର ପୋଲିସ ଗିରଫ କରିଛି। ତାଙ୍କଠାରୁ ନଗଦ ୩୦ ହଜାର ୬ ଶହ ଟଙ୍କା ସହ ୧୭୦ ଗ୍ରାମ ବ୍ରାଉନସୁଗାର…

ଝାରସୁଗୁଡ଼ାରେ ୨ ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର

ଝାରସୁଗୁଡ଼ା,୧୨ା୪: ଝାରସୁଗୁଡ଼ାରେ ୨ ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର ହୋଇଛି। ଏହି ଦୁଇ ଅଭିଯୁକ୍ତ ହେଲେ ଶେଖ୍‌ ଆସିଫ୍‌ ଏବଂ ଅଭିଷେକ ବାରିକ୍‌। ଉଭୟଙ୍କୁ ବେଲପାହାଡ଼- ଝାରସୁଗୁଡ଼ା ରାସ୍ତାରେ ଏନ୍‌କାଉଣ୍ଟର କରାଯାଇଥିବା ସୂଚନା ମିଳିଛି। ଏନେ ସୂଚନା ଦେଇଛନ୍ତ ଉତ୍ତରାଞ୍ଚଳ ଆଇଜି ଏବଂ ଝାରସୁଗୁଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?