ଅପରାଧ

ଚକୋଲେଟ ଲୋଭ ଦେଖାଇ ଶିଶୁ ସହ ଅପ୍ରାକୃତ ଯୌନସମ୍ପର୍କ, ହତ୍ୟା : ଆସିଲା ବଡ଼ ରାୟ

ବ୍ରହ୍ମପୁର,୧୩ା୨(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଧରାକୋଟ ଥାନା ଅଞ୍ଚଳରେ ଏକ ଶିଶୁପୁତ୍ର ସହ ଅପ୍ରାକୃତ ଯୌନ ସମ୍ପର୍କ ରଖି ହତ୍ୟା କରାଯାଇଥିଲା। ସ୍ବତନ୍ତ୍ର ପୋକ୍‌ସୋ ଜଜ୍‌ ପ୍ରଣତୀ ପଟ୍ଟନାୟକ ଉକ୍ତ ମାମଲାର ରାୟ ପ୍ରକାଶ କରିଛନ୍ତି। ଅଭିଯୁକ୍ତ ଉକ୍ତ ଥାନା…

ଭଡ଼ାଘରେ ଚାଲିଥିଲା ଦେହ ବେପାର: କିଙ୍ଗ୍‌ପିନ୍‌ ସମେତ ୩ ଦେହଜୀବୀ-ଗ୍ରାହକଙ୍କୁ ଧରିଲା ପୋଲିସ

ଖୋର୍ଦ୍ଧା,୧୨ା୨(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ବିକାଶ ନଗରରେ ସେକ୍ସ ରାକେଟ ଠାବ ହୋଇଛି। ଏକ ଭଡ଼ାଘରେ ଚାଲିଥିଲା ଦେହ ବେପାର। ଖବରପାଇ ଖୋର୍ଦ୍ଧା ଆଦର୍ଶ ଥାନା ପୋଲିସ ଓ ସ୍ପେଶାଲ ସ୍କ୍ବାଡ୍‌ ଟିମ୍‌ ଚଢ଼ାଉ କରିଛି। କିଙ୍ଗ୍‌ପିନ୍‌ ସମେତ ୩ ଦେହଜୀବୀ, ୪ଜଣ…

ସମ୍ପର୍କରେ କଳଙ୍କ; ବୋହୂଙ୍କୁ ଯୌନ ନିର୍ଯାତନା ଦେଉଥିଲେ ଶ୍ବଶୁର, ଲିଫ୍ଟରେ କରୁଥିଲେ…

ବେଙ୍ଗାଲୁରୁ,୧୧ା୨: ଉତ୍ତର ବେଙ୍ଗାଲୁରୁରୁ ଏକ ଭୟଙ୍କର ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଏକ ଘରୋଇ ସ୍କୁଲରେ ପ୍ରିନ୍ସିପାଲ୍ ଭାବରେ କାର୍ଯ୍ୟ କରୁଥିବା ଜଣେ ମହିଳା ତାଙ୍କ ଶ୍ୱଶୁରଙ୍କ ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି । ପୋଲିସ ଅଭିଯୋଗ ଅନୁଯାୟୀ, ମହିଳା ଜଣକ…

କନ୍ଧମାଳରୁ ଭୁବନେଶ୍ୱରକୁ ଚାଲାଣ ହେଉଥିଲା ଗଞ୍ଜେଇ, ରାସ୍ତା ମଝିରେ ଧରିଲା ପୋଲିସ

ଭଞ୍ଜନଗର,୧୧ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଏସ୍‌ଆଇ ଏଲ୍‌. ବିଶ୍ୱାଳଙ୍କ ନେତୃତ୍ୱରେ ନିଧିଆପଲ୍ଲୀ ଛକରେ ଯାନବାହନ ଯାଞ୍ଚ ଚାଲିଥିଲା। ଏହି ସମୟରେ ପୋଲିସ ଏକ ବିଶ୍ୱସ୍ତ ସୂଚନା ପାଇ ଦୁଇ ଜଣ ବ୍ୟକ୍ତିଙ୍କୁ ସନ୍ଦେହରେ ଅଟକ ରଖି କଡ଼ାକଡ଼ି ଭାବେ…

ଗୁଗ୍‌ଲକୁ ପଚାରିଲେ ଚୋରି କରିବାର ଉପାୟ, ଲୁଟେରା ପରେ ଯାହା କଲେ ଜାଣିଲେ…

ଜୟପୁର,୧୧ା୨: ଅନେକ ସମୟରେ ସୋସିଆଲ ମିଡିଆରେ ଭାଇରାଲ ହେଉଥିବା କାହାଣୀଗୁଡ଼ିକ ସିଧାସଳଖ କୌଣସି ଫିଲ୍ମର ସିନ୍‌ ପରି ମନେହୁଏ। ଜୟପୁରରଏକି ଚୋରି ଘଟଣା ଠିକ୍‌ ଫିଲ୍ମର କାହାଣୀ ପରି। ଚୋରମାନେ କୌଣସି ଭିତିରି ସୂଚନା ବ୍ୟବହାର କରି ନାହାନ୍ତି କିମ୍ବା ମାସ…

ପୁଣି ଏକ କଳଙ୍କିତ ଅଧ୍ୟାୟ: ଛାତ୍ରୀଙ୍କୁ ବଳାତ୍କାର କରି ଗିରଫ ହେଲେ ସାହିତ୍ୟ ଶିକ୍ଷକ

ବଣାଇଁ,୧୧ା୨(ପ୍ରଦୀପ ତ୍ରିପାଠୀ): ପୁଣି ଜଣେ ରସିକିଆ ଶିକ୍ଷକଙ୍କ କଳାକାରନାମା ଆଜି ଜଣାପଡ଼ିବା ପରେ ସମଗ୍ର ଶିକ୍ଷକ ସାମାଜର ମୁଣ୍ଡ ତଳକୁ ହୋଇଯାଇଛି। ହଳଦୀକୁଦର ସରକାରୀ ଉଚ୍ଚ ବିଦ୍ୟାଳୟର ସାହିତ୍ୟ ଶିକ୍ଷକ ଆଧାର କାର୍ଡ ସଂଶୋଧନ ନାଁରେ ଏକାଧିକ ଛାତ୍ରୀଙ୍କୁ ଅସଦାଚରଣ କରିବା…

ତ୍ରିକୋଣୀୟ ପ୍ରେମରୁ ସତ୍ୟବ୍ରତଙ୍କୁ ହତ୍ୟା, ଲିଜାଙ୍କୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌…

ଭୁବନେଶ୍ୱର,୧୧ା୨: ଭୁବନେଶ୍ୱର ନୀଳାଦ୍ରିବିହାର ସତ୍ୟବ୍ରତ ପ୍ରଧାନଙ୍କ ହତ୍ୟା ଉପରୁ ପର୍ଦ୍ଦା ହଟାଇଛି ପୋଲିସ। ତ୍ରିକୋଣୀୟ ପ୍ରେମରୁ ହତ୍ୟା ବୋଲି ସ୍ପଷ୍ଟ କରିଛନ୍ତି ଏସିପି ସୋନାଲ ସିଂ ପରମାର। ବର୍ତ୍ତମାନ ସୁଦ୍ଧା ଦିନେଶ ନାୟକ ଏକମାତ୍ର ଅଭିଯୁକ୍ତ, ଯିଏ କି ଆତ୍ମସମର୍ପଣ ପରେ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା ନାବାଳିକାଙ୍କ ମା’ଙ୍କ ଅଭିଯୋଗ ଆଧାରରେ ପୋଲିସ ସମ୍ପୃକ୍ତ ଗୁଣିଆ ନାଇକେନପାଲି ଗ୍ରାମର ରୂପ…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ ଘରେ ପଶି ସୁନାଗହଣା ଲୁଟି ନେଇ ପଳାଇଥିଲେ। ସ୍ତ୍ରୀଙ୍କ ଅନୁପସ୍ଥିତିରେ ସେ ଏକୁଟିଆ…

ରାୟଗଡ଼ା କୋର୍ଟରେ ହାଜର ହେଲେ ମାଓବାଦୀ ନେତା ଆଜାଦ୍‌: ବନ୍ଧୁକ ମୁନରେ ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର…

ରାୟଗଡ଼ା,୧୦।୨(ଆଶିଷ ରଞ୍ଜନ ପଣ୍ଡା)-ନାବାଳିକାଙ୍କୁ ବଳାତ୍କାର ଓ ନିର୍ଯାତନା ଅଭିଯୋଗ ମାମଲାରେ ମାଓବାଦୀ ନେତା ଆଜାଦ୍‌ ଓରଫ୍‌ ଦୁନା କେଶବ ରାଓ ମଙ୍ଗଳବାର ରାୟଗଡ଼ା ପୋକ୍‌ସୋ କୋର୍ଟରେ ହାଜର ହୋଇଥିଲେ। ଆଜାଦ୍‌ କୋର୍ଟରେ ହାଜର ହେବା ପରେ ତାଙ୍କ ଉପରେ ଚାର୍ଜଫ୍ରେମ୍‌ ହୋଇଥିଲା…

ସାମ୍ନାକୁ ଆସିଲା ସିସିଟିଭି ଫୁଟେଜ୍‌: କେମିତି ଜୀବନ ବଞ୍ଚାଇବାକୁ ତଣ୍ଟି ଧରି ଦୌଡୁଛନ୍ତି ସତ୍ୟ, ପଛରେ…

ଭୁବନେଶ୍ୱର,୧୦।୨: ସାମ୍ନାକୁ ଆସିଲା ସତ୍ୟବ୍ରତ ହତ୍ୟା ମାମଲରେ CCTV ସତ। ସିସିଟିଭିରେ କଏଦ୍‌ ହୋଇଛି ସତ୍ୟଙ୍କ ମଡର ମିଷ୍ଟ୍ରି। ବେକ କଟିଯିବା ପରେ ସିସିଟିଭିରେ ସତ୍ୟବ୍ରତ ଦୌଡ଼ି ପଳାଉଥିବାର ଦୃଶ୍ୟ କଏଦ୍‌ ହୋଇଛି। ସତ୍ୟବ୍ରତ ପଛେ ପଛେ ପ୍ରେମିକା ଓ ଦିନେଶ…

ଘରେ କେହି ନ ଥିବାବେଳେ ତିଦ୍ଦଦୀୟ ନାବାଳିକାଙ୍କୁ ବଳାତ୍କାର କଲେ ନାବାଳକ, ଡାକ୍ତରୀ ପରୀକ୍ଷା ପରେ…

ଗଜପତି,୯ା୨(ଗିରିଧାରୀ ପରିଛା): ଗଜପତି ଜିଲା ମୋହନା ଥାନା ଚନ୍ଦ୍ରଗିରି ଫାଣ୍ଡି ଅଞ୍ଚଳରେ ଜଣେ ୭ ବର୍ଷର ତିବ୍ଦତୀୟ ନାବାଳିକାଙ୍କୁ ବଳାତ୍କାର ହୋଇଥିବା ଅଭିଯୋଗ ହୋଇଛି। ପରିବାର ଲୋକେ ଘରେ ଅନୁପସ୍ଥିତ ଥିବା ଦେଖି ନାବାଳିକାଙ୍କୁ ବଳାତ୍କାର କରିଛନ୍ତି ଜଣେ ଓଡ଼ିଆ ନାବାଳକ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri