ମାର୍ଶାଘାଇରେ ଚାଞ୍ଚଲ୍ୟ: ଘର ଆଗରେ ହାତଗୋଡ଼ ବନ୍ଧା ଅବସ୍ଥାରେ ଯୁବକଙ୍କ ମୃତଦେହ, ପୋଲିସ ଜବତ କରି…
ମାର୍ଶାଘାଇ,୨୯ା୮(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ବେରୁହାଁ ପଞ୍ଚାୟତର ହଳଦିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ସ୍ଥାନୀୟ ଅଶୋକ ଦାସଙ୍କ ପୁଅ ଚନ୍ଦନ ଦାସ ଓରଫ ହାପି (୩୦)ଙ୍କ ମୃତଦେହ ତାଙ୍କ ଘର ସମ୍ମୁଖରୁ ହାତଗୋଡ଼…
ବୁର୍ଲାରେ ଫୁଟିଲା ଗୁଳି: ମାଂସ ବ୍ୟବସାୟୀଙ୍କ ଚାଲିଗଲା ଜୀବନ, ପରକୀୟା ପ୍ରୀତି …
ସମ୍ବଲପୁର,୨୯ା୮(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଅତ୍ୟନ୍ତ ବ୍ୟସ୍ତବହୁଳ ଅଞ୍ଚଳ କିର୍ବା ଛକରେ ଶନିବାର ପୂର୍ବାହ୍ନରେ ଦିନଦ୍ୱିପ୍ରହରରେ ଗୁଳିକାଣ୍ଡ ଘଟିଛି। ଏଥିରେ କିର୍ବା ଛକରେ ମାଂସ ଦୋକାନ ଦେଇଥିବା ମହମ୍ମଦ ଅନିଶ(୩୬)ଙ୍କ ମୃତ୍ୟୁ ଘଟିଛି। ପୋଲିସ ଅଭିଯୁକ୍ତ ରାଜା ସ୍ୱାମୀ(୨୫)ଙ୍କୁ ଅଟକ…
ଟିଏ, ଡିଏ ନାଁରେ କରିଥିଲେ ଦେଢ଼କୋଟି ଟଙ୍କା ଚଳୁ, ଡାଟା ଏଣ୍ଟ୍ରି ଅପରେଟରଙ୍କୁ ବାନ୍ଧିଲା ପୋଲିସ
କଟକ,୨୮ା୮(ପ୍ରଭୁକଲ୍ୟାଣ ପାଲ): ଟିଏ, ଡିଏ ନାଁରେ ଦେଢ଼ କୋଟି ଟଙ୍କା ଚଳୁ କରି ଶେଷରେ ବନ୍ଧା ହୋଇଛନ୍ତି ଡାଟା ଏଣ୍ଟ୍ରି ଅପରେଟର। ଅନ୍ୟ ଲୋକଙ୍କ ଦରମାରେ ନିଜେ ଅୟସ କରୁଥିଲେ ଡାଟା ଏଣ୍ଟ୍ରି ଅପରେଟର। କଟକ ଏସ୍ସିବି ମେଡିକାଲ ଅଧୀକ୍ଷକଙ୍କ କାର୍ଯ୍ୟାଳୟର…
ପାର୍ଟିଶନ ପାଇଁ ନେଉଥିଲେ ଏତିକି ଟଙ୍କା ଲାଞ୍ଚ, ରେଭିନ୍ୟୁ ଆସିଷ୍ଟାଣ୍ଟଙ୍କୁ ଧରିଲା ଭିଜିଲାନ୍ସ
ପାଟଣା,୨୮ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲରେ କାର୍ଯ୍ୟରତ ରେଭିନ୍ୟୁ ଆସିଷ୍ଟାଣ୍ଟ ବିଏଚ୍ ଉମାଶଙ୍କର ମ୍ୟୁଟେଶନ ପାଇଁ ଜଣେ ଆବେଦନକାରୀଙ୍କଠାରୁ ୬ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଶୁକ୍ରବାର ପୂର୍ବାହ୍ନରେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। କେନ୍ଦୁଝର ଭିଜିଲାନ୍ସ ଡିଏସ୍ପି ସୁଧାଂଶୁ ଶେଖର…
ରାତିର ସୁଯୋଗ ନେଇ ଘରେ ପଶି ମହିଳାଙ୍କୁ ଅସଦାଚରଣ, ଅଭିଯୁକ୍ତକୁ ଧରି ଜେଲ୍ ପଠାଇଲା ଆନନ୍ଦପୁର ପୋଲିସ!
ବଞ୍ଚୋ, ୨୭।୮ (ପ୍ରଦୋଷ ବିଶ୍ୱାଳ): ଘରେ ପଶି ଜଣେ ମହିଳାଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଆନନ୍ଦପୁର ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଯୁବକ ଜଣକ ସାହାନନ୍ଦପୁର ଗ୍ରାମର ୩୪ ବର୍ଷୀୟ ରାଜକିଶୋର ଦେହୁରୀ। ପୋଲିସ…
ପ୍ରେମ ନା ପ୍ରତାରଣା? ନାବାଳିକାଙ୍କ ସହ ବାରମ୍ବାର ଅନୈତିକ ସମ୍ପର୍କ ରଖି କଲେ ଗର୍ଭବତୀ, ଶେଷରେ କୋର୍ଟ ଚାଲାଣ!
ହାଟଡ଼ିହି/ଛେନାପଦୀ, ୨୭।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଗର୍ଭବତୀ କରିବା ଅଭିଯୋଗରେ ପୋଲିସ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ଶଙ୍ଖଣା ଗ୍ରାମର ବିମ୍ବାଧର…
ରାୟଗଡ଼ାରେ ବଲାଙ୍ଗୀର ପୋଲିସର ଚଢ଼ାଉ: ବିପୁଳ ସୁନା-ରୂପା ଅଳଙ୍କାର ଜବତ, ୨ ସନ୍ଦିଗ୍ଧ…
କଲ୍ୟାଣସିଂହପୁର, ୨୬।୮ (ଦୀପକ କୁମାର ପରିଡା): ରାୟଗଡ଼ା ଜିଲାରେ ବଲାଙ୍ଗୀର ଜିଲା ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଚୋରି ସୁନା ଓ ରୂପା ଅଳଙ୍କାର ଜବତ କରିବା ସହ ଦୁଇ ଜଣଙ୍କୁ ଅଟକ ରଖିଛି। କଲ୍ୟାଣସିଂହପୁର ଥାନା ଅନ୍ତର୍ଗତ ସିଙ୍ଗାରି…
ଟ୍ରାକ୍ଟର ଭଡ଼ା ଟଙ୍କାକୁ ନେଇ ଆକ୍ରମଣ-ପ୍ରତିଆକ୍ରମଣ: ୨ ଗିରଫ, ନୋଟିସ ଦେଇ ଛାଡ଼ିଲା…
ଦିଗପହଣ୍ଡି, ୨୬।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ପୋଡ଼ାଖାଲ ଗ୍ରାମ ନିକଟରେ ଟ୍ରାକ୍ଟର ଭଡ଼ା ଟଙ୍କାକୁ ନେଇ ଆକ୍ରମଣ ଓ ପ୍ରତିଆକ୍ରମଣ ଘଟିଛି। ଏହି ଘଟଣାରେ ପୋଲିସ ଦୁଇ ପୃଥକ୍ ମାମଲା ରୁଜୁ କରିବା ସହ…
ଫାଷ୍ଟଫୁଡ୍ ଦୋକାନ ଆଢୁଆଳରେ ଚାଲିଥିଲା ବେଆଇନ ମଦ କାରବାର: ଅବକାରୀ ଟିମ୍ର ଅତର୍କିତ ଚଢ଼ାଉ, ଧରାପଡ଼ିଲେ…
ଦିଗପହଣ୍ଡି, ୨୬।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଢେପାପେଣ୍ଠ ଗ୍ରାମରେ ଏକ ଫାଷ୍ଟଫୁଡ୍ ଦୋକାନରୁ ବେଆଇନ ବିଦେଶୀ ମଦ ଜବତ ହୋଇଛି। ବ୍ରହ୍ମପୁର ଅବକାରୀ ଷ୍ଟ୍ରାଇକିଂ ଫୋର୍ସ ଅତର୍କିତ ଚଢ଼ାଉ କରି ୩୦ ବୋତଲ ବିଦେଶୀ ମଦ…
ଶ୍ରୀମନ୍ଦିର ପରିସରରେ ଦୁଇ ଭକ୍ତ ଗୋଷ୍ଠୀ ମଧ୍ୟରେ ହାତାହାତି
ପୁରୀ,୨୬ା୮(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପରିସରରେ ବୁଧବାର ସକାଳେ ସମୟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଦର୍ଶନକୁ ନେଇ ଦୁଇ ଗୋଷ୍ଠୀ ଭକ୍ତଙ୍କ ମଧ୍ୟରେ ହାତାହାତି ହୋଇଥିବା ସୂଚନା ମିଳିଛି। ତେବେ ପୋଲିସ ଉଭୟ ଗୋଷ୍ଠୀକୁ ନେଇ ସିଂହଦ୍ୱାର ଥାନାରେ…
“ବିବାହ ନ କଲେ ଆତ୍ମହତ୍ୟା କରିବି” କହି ନେଇଗଲେ, ପ୍ରେମିକା ୩ ମାସର ଗର୍ଭବତୀ ହେବା ପରେ ଫେରାର୍; ପରିଶେଷରେ…
ଦେବଗଡ଼,୨୫।୮(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଛ ପ୍ରତିଶ୍ରୁତି ଦେଇ ପ୍ରେମିକାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ସ୍ଥାପନ କରିବା ଏବଂ ପରବର୍ତ୍ତୀ ସମୟରେ ପ୍ରତାରଣା କରିବା ଅଭିଯୋଗରେ ଜଣେ ଯୁବକଙ୍କୁ ଗିରଫ କରିଛି ଦେବଗଡ଼ ଥାନା ପୋଲିସ। ପୀଡ଼ିତା ଯୁବତୀ ଜଣକ…
ପିଉସାଙ୍କୁ ନିର୍ମମ ଭାବେ ହତ୍ୟା କରି ପୋଡ଼ି ଦେବା ଘଟଣା: ଆଉ ୬ ଗିରଫ, ମୋଟ ଗିରଫ ସଂଖ୍ୟା ୮କୁ ବୃଦ୍ଧି
ଦାରିଙ୍ଗବାଡ଼ି,୨୫।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗ୍ରାମରେ ପିଉସାଙ୍କୁ ନିର୍ମମ ଭାବେ ହତ୍ୟା କରି ପୋଡ଼ି ଦେବା ଘଟଣାରେ ପୋଲିସକୁ ବଡ଼ ସଫଳତା ମିଳିଛି। ମଙ୍ଗଳବାର ଏହି ମାମଲାରେ ଆଉ ୬ ଜଣ ଅଭିଯୁକ୍ତଙ୍କୁ ପୋଲିସ…

