ଅପରାଧ

ପ୍ରେମ ପାଇଁ କାଙ୍ଗାଳ ହେଲେ କୋଟିପତିଙ୍କ ପୁଅ, ହରାଇଲେ ୭୦ କୋଟି ଟଙ୍କାର ସମ୍ପତ୍ତି

ଜୟପୁର,୧୯ା୫: ରାଜସ୍ଥାନର ଏଆର୍‌ଏଲ ଗ୍ରୁପ ଏବଂ ଅକ୍ଷତ ବିଲଡର୍ସଙ୍କ ବିରୋଧରେ ଆୟକର ବିଭାଗ ଦ୍ୱାରା କରାଯାଇଥିବା ଚଢ଼ାଉରେ ପ୍ରିୟଜନଙ୍କ ପ୍ରତି ବିଶ୍ୱାସଘାତକତା କରାଯାଇଥିବା ଘଟଣା ମଧ୍ୟ ସାମ୍ନାକୁ ଆସିଛି। ଅକ୍ଷତ ବିଲଡର୍ସ ଗ୍ରୁପ୍ର ଅକ୍ଷତ ଜୈନଙ୍କ ସମ୍ପତ୍ତି ତାଙ୍କ ନିଜ ଲୋକଙ୍କ…

ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ହତ୍ୟା କଲେ ଦୁର୍ବୃତ୍ତ

ପାରଳାଖେମୁଣ୍ଡି,୧୯ା୫(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୁରାଣ୍ଡି ଥାନା ଅନ୍ତର୍ଗତ ସରଦାପୁର ବ୍ରିଜ୍‌ ପାଖରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଛି। ମୃତ ଯୁବକଙ୍କ ନାଁ ପ୍ରଶାନ୍ତ ଜେନା(୨୩)। ସେ ଭିନଳା ଗାଁର ବୋଲି ଜଣାପଡ଼ିଛି। ସୂଚନାନୁଯାୟୀ, ପ୍ରତିଦିନ ପରି ପ୍ରଶାନ୍ତ କୁଣ୍ଡା ବେପାର…

ଖୁଲମଖୁଲା ବୁଲୁଛନ୍ତି ଝିଅର ହତ୍ୟାକାରୀ, ଗିରଫ ଦାବିରେ ଅନଶନରେ ବସିଲେ ମା’

କେନ୍ଦୁଝର,୧୮ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ନିର୍ବାଚନ ସମୟରେ ସବୁ ଓ୍ବାରେଣ୍ଟ କାର୍ଯ୍ୟକାରୀ ହୁଏ ପୁରୁଣା କେସ୍‌ ଥିବା ଅପରାଧୀ ଧରା ହୁଅନ୍ତି। ତେବେ କେନ୍ଦୁଝରର ଲୋକପ୍ରିୟ ସମାଜସେବୀ ରୋଜାଲିନ ସାହୁଙ୍କୁ ବୀଭତ୍ସ ଭାବେ ହତ୍ୟା ଘଟଣାରେ ଜଡ଼ିତ ଅଭିଯୁକ୍ତଙ୍କୁ ଗିରଫ କାହିଁକି ଗିରଫ…

ବିରଞ୍ଚି ହତ୍ୟାକାରୀଙ୍କୁ କୋର୍ଟ ଚାଲାଣ

କେସିଙ୍ଗା,୧୭ା୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅଧିନସ୍ଥ ପରଲସିଙ୍ଗା ପଞ୍ଚାୟତ ନିକଟସ୍ଥ ରଏନ ପଡ଼ାର ବିରଞ୍ଚି ନାଏକ (୩୨)ଙ୍କ ହତ୍ୟାକାରୀ ଜିତୁ ଗୌଡ଼ (୧୯)ଙ୍କ କେସିଙ୍ଗା ପୋଲିସ ଶୁକ୍ରବାର କୋର୍ଟ ଚାଲାଣ କରିଛି। ପରଲସିଙ୍ଗା ଗ୍ରାମ ମହୁଲପଡାର ଜିତୁଙ୍କୁ ତାଙ୍କ…

ସ୍ତ୍ରୀଙ୍କୁ ହତ୍ୟା କରି ବସ୍ତାରେ ପୁରାଇ ରଖିଥିଲେ ସ୍ବାମୀ, ଝିଅ ଖୋଜିବା ପରେ…

କେନ୍ଦୁଝର,୧୪ା୫(ନରେଶ ଚନ୍ଦ୍ର ପଟ୍ଟନାୟକ)- କେନ୍ଦୁଝର ଜିଲା ବାରିଆ ଥାନା ଅଧୀନ ଷଡ଼ଙ୍ଗୀ ଗ୍ରାମରେ ସ୍ତ୍ରୀଙ୍କୁ ହତ୍ୟାକରି ସ୍ବାମୀ ବସ୍ତାରେ ପୂରାଇ ଘରେ ଲୁଚାଇ ରଖିବା ଘଟଣା ଚାଞ୍ଚଲ୍ୟ ଖେଳାଇ ଦେଇଛି। ଗ୍ରାମବାସୀ ଅଭିଯୁକ୍ତଙ୍କୁୁ ଧରି ପୋଲିସ ଜିମା ଦେଇଛନ୍ତି। ପୋଲିସ ମୃତଦେହ…

ସ୍ବାଧୀନ ପ୍ରାର୍ଥୀ ପିଣ୍ଟୁ ଦାଶ ଜେଲ ଗଲେ, ପାଲଟା ଅଭିଯୋଗ ଆଣିଲେ ସ୍ତ୍ରୀ

ବ୍ରହ୍ମପୁର,୧୪ା୫(ସୁବାସ ଚନ୍ଦ୍ର ପାଢ଼ୀ):ବ୍ରହ୍ମପୁର ଭାଜପା ଏମ୍‌ପି ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ପୋଲିସ ସ୍ବାଧୀନ ବିଧାୟକ ପ୍ରାର୍ଥୀ ଶିବ ଶଙ୍କର ଦାଶ ଓରଫ ପିଣ୍ଟୁଙ୍କୁ ସୋମବାର ରାତିରେ ଗିରଫ କରିଥିଲା। ମଙ୍ଗଳବାର ତାଙ୍କୁ କୋର୍ଟ ଚାଲାଣ କରାଯାଇଛି ।…

ରାଜ୍ୟପାଳଙ୍କ ଅଡ଼ୁଆ ବଢ଼ିଲା, ଏବେ ନୃତ୍ୟଶିଳ୍ପୀ ଆଣିଲେ ଦିଲ୍ଲୀ ନେଇ ଅସଦାଚରଣ କରିଥିବା ଅଭିଯୋଗ

କୋଲକାତା,୧୪।୫: ପଶ୍ଚିମବଙ୍ଗ ରାଜ୍ୟପାଳ ସିଭି ଆନନ୍ଦଙ୍କ ଅଡ଼ୁଆରେ ବଢ଼ିବାରେ ଲାଗିଛି। ଏବେ ତାଙ୍କ ଉପରେ ଜଣେ ନୃତ୍ୟଶିଳ୍ପୀ ଅସଦାଚରଣ ଭଳି ବଡ଼ ଅଭିଯୋଗ ଆଣିଛନ୍ତି। ନୃତ୍ୟଶିଳ୍ପୀଙ୍କ ଅଭିଯୋଗ ମୁତାବକ କିଛି ମାସ ପୂର୍ବେ ଜଣେ ପ୍ରସିଦ୍ଧ ଗାୟକଙ୍କ ଜରିଆରେ ସେ କୋଲକାତା…

କେନାଲ ହିଡ଼ରୁ ମିଳିଲା ଯୁବକଙ୍କ କ୍ଷତବିକ୍ଷତ ମୃତଦେହ

ଦିଗପହଣ୍ଡି/ଚିକିଟି,୧୨ା୫(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ପଞ୍ଚାୟତ ନାରାୟଣପୁର ଗ୍ରାମ ନିକଟ ରାସ୍ତା କଡ଼ କେନାଲ ହିଡ଼ରୁ ଜଣେ ଯୁବକଙ୍କ କ୍ଷତାକ୍ତ ମୃତଦେହକୁ କେ.ନୂଆଗାଁ ଥାନା ପୋଲିସ ଜବତ କରିଛନ୍ତି। ମୃତକଙ୍କ ପରିଚୟ ମିଳିପାରିନାହିଁ।…

ଧାରୁଆ କାତିରେ କାଟି ଦାଦାଙ୍କ ମୁଣ୍ଡଗଣ୍ଡି ଅଲଗା କରିଦେଲେ ପୁତୁରା

ଏମ୍‌ଭି-୭୯,୧୧ା୫(ଭିକି ବାରିକ): ମାଲକାନଗିରି ଜିଲା କାଲିମେଳା ବ୍ଲକ ଏମ୍‌ଭି-୭୯ ଥାନା ଅନ୍ତର୍ଗତ ତେଲରାଇ ପଞ୍ଚାୟତ ଇପିଗୁଡା ଗ୍ରାମରେ ଶନିବାର ଆଦିବାସୀଙ୍କ ଆମ୍ବପରବ ପୂଜା ଚାଲିଥିବା ସମୟରେ ହଠାତ୍‌ ଦାଦା-ପୁତୁରାଙ୍କ ମଧ୍ୟରେ ପାରିବାରିକ କଳହକୁ ନେଇ ବଚସା ହୋଇଥିଲା। ଏଥିରେ ଉତ୍‌କ୍ଷିପ୍ତ ହୋଇ…

ଗଞ୍ଜେଇ ଭର୍ତ୍ତି କାର୍‌ ଜବତ: ବ୍ୟବସାୟୀ ଗିରଫ

ବ୍ରହ୍ମପୁର,୧୧ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରକୁ ଗଞ୍ଜେଇ ଚାଲାଣ ହେଉଥିବା ନେଇ ଅବକାରୀ ବିଭାଗ ଖବର ମିଳିଥିଲା। କମିଶନର ନରସିଂହ ଭୋଳଙ୍କ ନିର୍ଦ୍ଦେଶରେ ଏଜେ ଟିମ୍‌ ଶୁକ୍ରବାର ସନ୍ଧ୍ୟାରେ ସଦର ଥାନା ଅନ୍ତର୍ଗତ ଆଙ୍କୁଶପୁରଠାରେ ଯାନବାହନ ଯାଞ୍ଚ କରୁଥିଲା। ସେଠାରୁ ଏକ ଗଞ୍ଜେଇ…

ରାଜଧାନୀରେ ବଡ଼ ଧରଣର ଆଇଟି ରେଡ୍‌, ୨ କୋଟିରୁ ଅଧିକ ଟଙ୍କା ଜବତ

ଭୁବନେଶ୍ୱର,୯ା୫: ରାଜଧାନୀରେ ଗୁରୁବାର ବଡ଼ ଧରଣର ଆଇଟି ରେଡ୍‌ ହୋଇଛି। ପୁରୁଣ ପୋଷ୍ଟ ଅଫିସ୍‌ ଲେନ୍‌ ବୁଦ୍ଧେଶ୍ୱରୀ କଲୋନୀରେ ଥିବା ଏକ ଫ୍ଲେକ୍ସ ପ୍ରିଣ୍ଟ ମିଡିଆ ହାଉସ୍‌ ଉପରେ ଆଜି ଆୟକର ବିଭାଗ ପକ୍ଷରୁ ଏକ ବଡ଼ ଧରଣର ଚଢ଼ାଉ କରାଯାଇଛି।…

ସୂଚନାଦାତା ସନ୍ଦେହରେ ଯୁବକଙ୍କୁ ମାଓବାଦୀଙ୍କ ଆକ୍ରମଣ

ମାଲକାନଗିରି,୮ା୫(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ନାରାୟଣପୁରରେ ମାଓବାଦୀମାନେ ଜଣେ ବ୍ୟକ୍ତିଙ୍କୁ ନିସ୍ତୁକ ମାଡ଼ ମାରିଛନ୍ତି। ଗୁରୁତର ଅବସ୍ଥାରେ ଆହତ ବ୍ୟକ୍ତିଙ୍କୁ ସୁରକ୍ଷା କର୍ମୀମାନେ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଛନ୍ତି। ସୂଚନା ଅନୁଯାୟୀ, ମଙ୍ଗବଳାର ବିଳମ୍ବିତ ରାତିରେ ଛୋଟେଙ୍ଗର ଥାନା ଅଞ୍ଚଳର କାଲେପାଦ ଗ୍ରାମର ଗୁଡୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri