ପୂର୍ବତନ ସମିତି ସଭ୍ୟଙ୍କ ଗଳାକାଟି ହତ୍ୟା, ମାଓବାଦୀଙ୍କ ହାତ ଥିବା ସନ୍ଦେହ
ମାଲକାନଗିରି,୨୭ା୪(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ରେ କଂଗ୍ରେସ ନେତା ତଥା ପୂର୍ବତନ ସମିତି ସଭ୍ୟଙ୍କୁ ଶନିବାର କେହି ଦୁର୍ବୃତ୍ତ ହତ୍ୟା କରିଛନ୍ତି। ଏଥିରେ ମାଓବାଦୀଙ୍କ ହାତ ଥିବା ସନ୍ଦେହ କରାଯାଉଛି। ମୃତକ ହେଲେ ଜଗା ପୋଡିୟମ। ମାଲକାନଗିରି ସୀମାନ୍ତ ଛତିଶଗଡ଼ ଦାନ୍ତଓ୍ବୋଡା ଜିଲାରେ ଏପରି…
ବନ କର୍ମଚାରୀଙ୍କୁ ଆକ୍ରମଣ କରି ବନ୍ଧା ହେଲେ ୩
କେନ୍ଦୁଝର,୨୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଭୂୟାଁ ଜୁଆଙ୍ଗ ପୀଢ଼ ରେଞ୍ଜର ନୟାକୋଟ ବିଟ୍ର ଫରେଷ୍ଟର ଏବଂ ସ୍କ୍ବାଡ କର୍ମଚାରୀଙ୍କୁ ଆକ୍ରମଣ କରିବା ଘଟଣାରେ ବନ ବିଭାଗ ୩ଜଣଙ୍କୁ ଗିରଫ କରିଛି। ଗତ ୨୫ ତାରିଖ ଅପରାହ୍ନରେ ଭୂୟାଁ ଜୁଆଙ୍ଗ ପୀଢ଼ ରେଞ୍ଜ ଅଧିନସ୍ଥ…
କାଠଫାଳିଆରେ ମା’ଙ୍କୁ ପିଟିପିଟି ମାରିଦେଲେ ଝିଅ
ଭୁବନ,୨୭ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ମଝିପାଳ ଗ୍ରାମରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଝିଅର କାଠଫାଳିଆ ମାଡ଼ରେ ମାଆଙ୍କ ମୃତ୍ୟୁ ଘଟିଛି। ମଝିପାଳ ଗ୍ରାମର ବିଭୂତି ଭୂଷଣ ଦାଶଙ୍କ ପତ୍ନୀ ଦୁର୍ଗାବତୀ (୮୬) ଓ ବିବାହିତା ମାନସିକ…
ଖଲ୍ଲିକୋଟ ଏନ୍ଏସି କାଉନ୍ସିଲର୍ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ
ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍ଏସି କାଉନ୍ସିଲରଙ୍କ ଘରେ ପଶି ମାର୍ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ ଖଲ୍ଲିକୋଟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ସୂଚନା ମୁତାବକ, ୧୧ନଂ ଏନ୍ଏସି…
ନୟାଗଡ଼ ଡବଲ ମର୍ଡର: ଦୋଷୀଙ୍କୁ ଫାଶୀ
ନୟାଗଡ଼,୨୬ା୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ହୋଇଥିବା ଡବଲ ମର୍ଡର ଘଟଣାରେ ଶୁକ୍ରବାର ଓଡ଼ଗାଁ ଏଡିଜେ କୋର୍ଟ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଦୋଷୀ ନିରଞ୍ଜନ ମଲ୍ଲିକଙ୍କୁ ହାଇକୋର୍ଟ ଦୋଷୀ ସାବ୍ୟସ୍ତ କରିଛନ୍ତି। ୨୭ ଜଣଙ୍କ ସାକ୍ଷ୍ୟ ପ୍ରମାଣକୁ ଭିତ୍ତିକରି କୋର୍ଟ ଏହି…
ଘରେ ପଶି ମା’- ଦେଢ଼ ବର୍ଷର ପୁଅଙ୍କୁ ବୀଭତ୍ସ ହତ୍ୟା
ସମ୍ବଲପୁର,୨୬ା୪: ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ଦଲକିବାହାଲ ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଘରେ ପଶି ମା’-ପୁଅଙ୍କୁ ହତ୍ୟା କରିଛନ୍ତି ଜଣେ ବ୍ୟକ୍ତି। ଖବର ନେବାରୁ ଜଣାପଡ଼ିଛି ଉକ୍ତ ବ୍ୟକ୍ତି ଜଣଙ୍କ ତାଙ୍କ ଭାଇବୋହୂ ଏବଂ…
ଯାଞ୍ଚବେଳେ ବାଇକ୍ରୁ ମିଳିଲା ବିପୁଳ ଗଞ୍ଜେଇ: ନଗଦ ଟଙ୍କା ଜବତ, ଅଭିଯୁକ୍ତ ଗିରଫ
ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ପୋଲିସ ବୁଧବାର ଯାଞ୍ଚବେଳେ ଗଞ୍ଜେଇ ବୋଝେଇ ଏକ ବାଇକ୍ ଜବତ କରିଛି। ଏହା ସହିତ ଅଭିଯୁକ୍ତ ଚିତ୍ରେଶ୍ୱର ଭୁଏଙ୍କୁ ପୋଲିସ ଗିରଫ କରିଛି। ତାଙ୍କ ପାଖରୁ ୩ କି.ଗ୍ରା. ୬୦୦ ଗ୍ରାମ୍ ଗଞ୍ଜେଇ…
ଘରେ ପଶି ଗୃହକର୍ତ୍ତାଙ୍କ ପାଟିରେ ବନ୍ଧୁକ ଭର୍ତ୍ତି କରି ଡକାୟତି ଉଦ୍ୟମ, ମରଣାନ୍ତକ ଆକ୍ରମଣ କରି ୩ ଫେରାର
ବଡ଼ବିଲ,୨୪ା୪(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ପିଏଚ୍ଡି ରୋଡ୍ସ୍ଥିତ ଭଞ୍ଜ କଲୋନୀରେ ବୁଧବାର ଜଣେ ବ୍ୟକ୍ତିଙ୍କ ଘରେ ସ୍ପଷ୍ଟ ଦିବାଲୋକରେ ଡକାୟତି ପାଇଁ ୩ ଦୁର୍ବୃତ୍ତ ପାଚେରି ଡେଇଁ ପଶିବା ସହ ଗୃହକର୍ତ୍ତାଙ୍କ ପାଟିରେ ବନ୍ଧୁକ ଭର୍ତ୍ତି କରି…
ନାବାଳିକାଙ୍କୁ ବଳାତ୍କାର କରି ଯୁବକଙ୍କୁ ୧୦ ବର୍ଷ ଜେଲ୍ଦଣ୍ଡ
କେନ୍ଦୁଝର,୨୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଫାଷ୍ଟଟ୍ରାକ୍ କୋର୍ଟର ମାନ୍ୟବର ବିଚାରପତି ବିଜୟ କୁମାର ମିଶ୍ର ଏକ ବଳାତ୍କାର ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ଦଣ୍ତାଦେଶ ଶୁଣାଇଛନ୍ତି। ଏହି ଘଟଣାରେ ଘଟଗାଁ ଥାନା ଅନ୍ତର୍ଗତ ଧୋବାପିଟଣା ଗ୍ରାମର ଅଭିଯୁକ୍ତ ପିଣ୍ଟୁ ମୁଣ୍ତା(୨୪)ଙ୍କୁ ୨୧ସି…
ଓ୍ବାରେଣ୍ଟ ବଳରେ ୭ ଜଣଙ୍କୁ ବାନ୍ଧିଲା ପୋଲିସ
ଦାରିଙ୍ଗବାଡ଼ି,୨୪ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଦୀର୍ଘଦିନ ଧରି ବିଭିନ୍ନ ମାମଲାରେ ଫେରାର ଥିବା ୭ ଜଣଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ସମସ୍ତ ଗିରଫ ବ୍ୟକ୍ତିଙ୍କ ନାମରେ ଜାମିନ ବିହିନ ଗିରଫ…
୭.୪ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ଜଣେ ଗିରଫ
କଟକ,୨୨ା୪ (କାର୍ତ୍ତିକ ସାହୁ) ଜିଲା ଅବକାରୀ ବିଭାଗ କ୍ୟାଣ୍ଟନମେଣ୍ଟ ଥାନା ଅନ୍ତର୍ଗତ ସତ୍ୟବ୍ରତ ଷ୍ଟାଡିୟମ ନିକଟରୁ ଜଣେ ବ୍ରାଉନସୁଗାର ମାଫିଆକୁ ସୋମବାର ଗିରଫ କରିଛି। ଅଭିଯୁକ୍ତ ନିକଟରୁ ୭.୪ ଲକ୍ଷ ଟଙ୍କା ମୂଲ୍ୟର ବ୍ରାଉନସୁଗାର ଜବତ ହୋଇଛି। ଗିରଫ ଅଭିଯୁକ୍ତ ଜଣକ…
୪ କୋଟି ଟଙ୍କାର ଗଞ୍ଜେଇ ସହ ୫ ଦେଶୀ ବନ୍ଧୁକ ଜବତ
ବାଲିଗୁଡ଼ା,୨୨ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବାଲିଗୁଡ଼ା ଥାନା ଗଦ୍ରିଙ୍ଗିଆ ଘାଟି ନିକଟସ୍ଥ ଇର୍ପିଗୁଡ଼ା ଜଙ୍ଗଲରୁ ୪ କୋଟି ଟଙ୍କାରୁ ଊଦ୍ଧର୍ବ ମୂଲ୍ୟର ବେଆଇନ ଗଞ୍ଜେଇ ଜବତ କରିଛି ବାଲିଗୁଡ଼ା ପୋଲିସ। ଘଟଣାସ୍ଥଳରୁ…
Archives


