ଅପରାଧ

ବାଲିଗୁଡ଼ା ବସଷ୍ଟାଣ୍ଡରେ ଦୋକାନ କରି ବିକୁଥିଲେ ବିଦେଶୀ ମଦ ସହ ଗଞ୍ଜେଇ, ବେପାରୀ ଗିରଫ

ବାଲିଗୁଡା,୨୯।୩(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ସ୍ଥିତ ବସଷ୍ଟାଣ୍ଡରେ ଦୋକାନ କରିଥିବା ବରଡ଼ ଭେରାଇଟ ଷ୍ଟୋରରେ ଚକଲେଟ, ବିସ୍କୁଟ, ମିକ୍ଚର ବିକ୍ରି ନାମରେ ଦୀର୍ଘଦିନ ଧରି ବିଦେଶୀ ମଦ ବିକ୍ରି କରାଯାଉଥିଲା। ଏନେଇ ସ୍ଥାନୀୟ ଉପଖଣ୍ଡ ଆରକ୍ଷୀ ଅଧିକାରୀଙ୍କୁ ବିଶେଷ…

ଶିକୁଳାରେ ଦଣ୍ଡ ବାହାରିଲେ ମୁଣ୍ଡ ଗଡୁଛି, ପୁଣି ଜଣେ ଯୁବକଙ୍କୁ ବୀଭତ୍ସ ହତ୍ୟା

ପୁରୁଷୋତ୍ତମପୁର,୨୯ା୩(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଦଣ୍ଡଯାତ୍ରା ବାହାରିଲେ ମୁଣ୍ଡ ଗଡିବାରେ ଲାଗିଛି। ଏଠାରେ ଥିବା ଅପରାଧୀ ଗୋଷ୍ଠୀମାନେ ଯାତ୍ରା ସମୟରେ ଏଭଳି ଆପରାଧିକ କାଣ୍ଡ ଭିଆଇବାରେ ଲାଗିଛନ୍ତି। ଗତ ବର୍ଷ ଏହି ଯାତ୍ରା ସମୟରେ…

ବାୟୁସେନା ଅଧିକାରୀଙ୍କ ସମେତ ୫ ଅଭିଯୁକ୍ତ ନିର୍ଦ୍ଦୋଷରେ ଖଲାସ

ଦିଗପହଣ୍ଡି,୨୮।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମାଜିଷ୍ଟ୍ରେଟ ନିଳିମା ଷଡଙ୍ଗୀ ଶୁକ୍ରବାର ଏକ ଆକ୍ରମଣ ମାମଲାର ଚୂଡାନ୍ତ ରାୟ ପ୍ରକାଶ କରି ବାୟୁସେନାରେ କାର୍ଯ୍ୟରତ ଜଣେ ଅଧିକାରୀଙ୍କ ସମେତ ୫ ଜଣ ଅଭିଯୁକ୍ତଙ୍କୁ ପ୍ରମାଣ ଅଭାବରୁ ନିର୍ଦ୍ଦୋଶରେ ଖଲାସ କରିଛନ୍ତି।…

ଭିଜିଲାନ୍ସ ଜାଲରେ ତହସିଲ କିରାଣି, ଜାରି ରହିଛି ଚଢ଼ାଉ

ବଇଣ୍ଡା,୨୮ା୩(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା ଆଠମଲ୍ଲିକ ତହସିଲ କାର୍ଯାଳୟରେ ଶୁକ୍ରବାର ଅନୁଗୋଳ ଭିଜିଲାନ୍ସ ଟିମ୍‌ ଚଢ଼ାଉ କରିଛି। ଲାଞ୍ଚ ନେଉଥିବା ବେଳେ ଆଠମଲ୍ଲିକ ତହସିଲ ଅଫିସର କିରାଣି ସତ୍ୟପ୍ରିୟ ନାୟକଙ୍କୁ ଗିରଫ କରାଯାଇଛି। ଘଟଣାରୁ ଜଣାପଡିଛି ଯେ, କେନ୍ଦୁପାଟି ଗ୍ରାମର ଚରଣ…

ନଗ୍ନ ଭିଡିଓ ଭାଇରାଲ ଧମକ ଦେଇ ପିଉସା କରୁଥିଲେ ବଳାତ୍କାର, ଏବେ ଝିଆରୀ ୩ ମାସର ଗର୍ଭବତୀ

ବାରିପଦା,୨୭ା୩(ନୀଳାଦ୍ରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ଟାଉନ ଥାନା ଅଞ୍ଚଳରେ ଜନୈକା ଦଶମ ଶ୍ରେଣୀ ଛାତ୍ରୀଙ୍କ ନଗ୍ନ ଭିଡିଓ ଭାଇରାଲ ଧମକରେ ସମ୍ପର୍କୀୟ ପିଉସା ବାରମ୍ବାର ବଳାତ୍କାର କରିବା ଘଟଣା ସହରରେ ଆଲୋଡ଼ନ ସୃଷ୍ଟି ହୋଇଛ। ପୀଡ଼ିତା ଛାତ୍ରୀ ଜଣକ ଅନ୍ତଃସତ୍ତ୍ୱା…

ରାସ୍ତା ପାର ହେଉଥିବା ବେଳେ ବାଇକ ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ ଘଟଣା, କୋର୍ଟ ଚାଲାଣ ହେଲେ ଅଭିଯୁକ୍ତ ଚାଳକ

ଦିଗପହଣ୍ଡି,୨୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମ ମୁଖ୍ୟରାସ୍ତାରେ ଗତ ୭ ତାରିଖ ରାତି ପ୍ରାୟ ସାଢ଼େ ୮ ଟାରେ ବାଇକ ଧକ୍କାରେ ସୀମା ସେଠୀ ନାମକ ବୃଦ୍ଧଙ୍କ ମୃତ୍ୟୁ ଘଟିଥିଲା। ଅନଙ୍ଗପୁର ଗ୍ରାମର…

ମନ୍ଦିର ଭିତରେ ଗହଳି ଦେଖି ଲୁଟୁଥିଲେ ସୁନା ଅଳଙ୍କାର, ଏବେ ଧରା ପଡ଼ିଲେ ମହିଳା ଗ୍ୟାଙ୍ଗ୍‌

ବ୍ରହ୍ମପୁର,୨୬ା୩: ବ୍ରହ୍ମପୁରର ଏକ ମହିଳା ଲୁଟେରା ଗ୍ୟାଙ୍ଗକୁ ବୁଧବାର ଧରିଛି ପୋଲିସ॥ ବୈଦ୍ୟନାଥପୁର ଥାନା ପୋଲିସ ଦ୍ବାରା ୬ ମହିଳାଙ୍କ ସମେତ ୭ ଜଣଙ୍କୁ ଗିରଫ କରାଯାଇଥିବା ଜଣାପଡ଼ିଛି॥ ବିଶେଷକରି ମନ୍ଦିର ଭିତରେ ଗହଳିକୁ ଦେଖି ଏହି ମହିଳା ଗ୍ୟାଙ୍ଗ୍‌ ସୁନା…

ମହିଳାଙ୍କୁ ଆଜୀବନ କାରାଦଣ୍ଡ

ବ୍ରହ୍ମପୁର,୨୬ା୩(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ପୋଲିସ ଜିଲା କେ.ନୂଆଗାଁ ଥାନା ଅନ୍ତର୍ଗତ ଚୌଧୁରୀ ଟିକରପଡ଼ା ଗ୍ରାମରେ ୨୦୨୩ ଜାନୁଆରୀ ୮ରେ ଜଣେ ଭିନ୍ନକ୍ଷମ ଯୁବତୀ ବିଷ୍ଣୁପ୍ରିୟା ସାହୁ(୩୮)ଙ୍କୁ ହତ୍ୟା କରାଯାଇଥିଲା। ଗଞ୍ଜାମ ଜିଲା ଦୌରାଜଜ୍‌ ରୂପଶ୍ରୀ ଚୌଧୁରୀ ଉକ୍ତ ହତ୍ୟା ମାମଲାର…

ଲାଞ୍ଚ ନେଇ ଧରାପଡ଼ିଲେ ଅମିନ, ଅଭିଯୋଗକାରୀଙ୍କୁ ମାଗିଥିଲେ…

ସୁନ୍ଦରଗଡ଼/କୁତ୍ରା,୨୬ା୩(ଜୟନାରାରଣ ମେଣ୍ଡୁଳି/ଦେବାଶିଷ ସାହୁ): ସୁନ୍ଦରଗଡ଼ ଜିଲା କୁତ୍ରା ତହସିଲ କାର୍ଯ୍ୟାଳୟର ଜଣେ ଅମିନ ଶିଶିର କୁମାର ନାଏକ ବୁଧବାର ୬ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଭିଜିଲାନ୍ସ ଟିମ୍‌ ଏହି ଲାଞ୍ଚ ଟଙ୍କା ତାଙ୍କଠାରୁ ଜବତ କରିବା ସହ…

ଅଭିଯୁକ୍ତଙ୍କୁ ନେଇ ସିନ୍‌ ରିକ୍ରିଏଶନ କଲା ପୋଲିସ,ବଳାତ୍କାରର ଡେମୋ ଦେଖାଇଲେ…

ସୋରଡା,୨୫ା୩(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଗାଜଲବାଡି ଖଜୁରିପଲି ଗ୍ରାମ ନିକଟ କୋଟାମଣି ପାହାଡ ତଳ ଜଙ୍ଗଲରୁ ଗତ ଶନିବାର ନର କଙ୍କାଳ ଓ ଖପୁରି ଠାବ ହେଇଥିଲା। ତଦନ୍ତରୁ ସେ ଟିକାବାଲି ଅଞ୍ଚଳର ଜଣେ ନାବାଳିକା ବୋଲି ଜଣାପଡିଥିଲା। ଏହି…

ଭୁବନେଶ୍ୱର ହେବ ୨ ପୋଲିସ ଜିଲା

ଭୁବନେଶ୍ୱର,୨୪ା୩(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ସହରାଞ୍ଚଳ ପୋଲିସ ଜିଲାରେ ପୂର୍ବାପେକ୍ଷା ଜନସଂଖ୍ୟା ବଢ଼ିବାରେ ଲାଗିଛି। ଏପରି କି ମାମଲା ସଂଖ୍ୟାରେ ବୃଦ୍ଧି, ଆଇନଶୃଙ୍ଖଳା ଚ୍ୟାଲେଞ୍ଜ୍‌, ବିକ୍ଷୋଭ ଓ ସହରକୁ ନିୟମିତ ଭିଭିଆଇପି ତଥା ଭିଆଇପି ଗସ୍ତକୁ ନେଇ କମିଶନରେଟ୍‌ ପୋଲିସ ଚିନ୍ତାରେ ପଡୁଛି।…

ଘରୁ ଯାଇ ଆଉ ଫେରି ନ ଥିଲେ ନାବାଳିକା, ଜଙ୍ଗଲରୁ ମିଳିଲା କ୍ଷତବିକ୍ଷତ ମୃତଦେହ

ବରଗଡ଼,୨୪।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ଅଞ୍ଚଳରୁ ଗତ ୨୦ ତାରିଖରୁ ନିଖୋଜ ହୋଇଥିବା ନାବାଳିକା (୧୭ବର୍ଷ)ଙ୍କ ମୃତଦେହ ରବିବାର ବୁର୍ଲା ଥାନା ଅଶୋକ ନିବାସ ନିକଟ ଏକ ଜଙ୍ଗଲରୁ ପୋଲିସ ଜବତ କରିଛି। ପାରିପାର୍ଶ୍ୱିକ ସ୍ଥିତିରୁ ମୁଣ୍ଡରେ ଆଘାତ ଦେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?