ତ୍ରିବେଣୀ କମ୍ପାନୀରୁ ୧୨ ଲକ୍ଷ ଟଙ୍କା ହେର୍ଫେର୍, ଇସ୍ତଫା ଦେଇଥିବା କର୍ମଚାରୀ କେନ୍ଦ୍ରାପଡ଼ାରୁ ଗିରଫ
ବଡ଼ବିଲ,୨୨ା୪(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ରୁଗୁଡ଼ିସ୍ଥିତ ତ୍ରିବେଣୀ ଆର୍ଥ ମୁଭର୍ସ କମ୍ପାନୀରୁ ୧୨ଲକ୍ଷ ଟଙ୍କା ହେର୍ଫେର୍ କରିଥିବା ଅଭିଯୋଗରେ ପୋଲିସ ସଂପୃକ୍ତ ଅଭିଯୁକ୍ତଙ୍କୁ କେନ୍ଦ୍ରାପଡ଼ାରୁ ଗିରଫ କରି ସୋମବାର ସନ୍ଧ୍ୟାରେ କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ଜୟନ୍ତ…
ନାବାଳିକାଙ୍କୁ ଗର୍ଭବତୀ କରି ଫେରାର ଥିଲେ ବିବାହିତ ଯୁବକ, ଭୁବନେଶ୍ୱରରୁ ବାନ୍ଧିଲା ପୋଲିସ
ଦାରିଙ୍ଗବାଡ଼ି,୨୨ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ପ୍ରଥମେ ପ୍ରେମ ଓ ପରେ ଶାରୀରିକ ସମ୍ପର୍କ ସ୍ଥାପନ କରି ଗର୍ଭବତୀ କରି ଫେରାର ଥିବା ବିବାହିତ ଯୁବକଙ୍କୁ ବ୍ରାହ୍ମଣୀଗାଁ ପୋଲିସ ଭୁବନେଶ୍ୱରରୁ…
ଗେଷ୍ଟ ହାଉସ୍ରେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ, ଦୁର୍ଗନ୍ଧ ଆସିବା ପରେ…
ଭୁବନେଶ୍ୱର,୧୯।୪(ସତ୍ୟଜିତ୍ ରାଉତ): ଭୁବନେଶ୍ୱର ମୈତ୍ରୀ ବିହାର ଥାନା ଅନ୍ତର୍ଗତ ଗଜପତି ନଗରର ସୈନିକ ସ୍କୁଲ ନିକଟ ଏକ ଗେଷ୍ଟ ହାଉସରେ ଜଣେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ମୃତକ ହେଲେ କନ୍ଧମାଳ ଜିଲା ଫୁଲବାଣୀ ସଦର ଥାନା ତେରଗୁଡା ଅଞ୍ଚଳର ତପନ…
ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା
ପାଇକମାଳ,୧୯ା୪(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା କରାଯାଇଛି। ପ୍ରକାଶ ଥାଉକି, ଗତ ୧୭ ତାରିଖରେ ଭୁବନେଶ୍ୱରପୁର ବଜାରରେ ମୃତ ପୂର୍ଣ୍ଣଚନ୍ଦ୍ର…
ପୋଲିସ ପରିଚୟ ଦେଇ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
କଟକ,୧୯ା୪(କାର୍ତ୍ତିକ ସାହୁ): ପୋଲିସ ପରିଚୟ ଦେଇ ଦୁଇ ଜଣଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟିନେଇଛନ୍ତି ଦୁର୍ବୃତ୍ତ। ଦୁଇଜଣଙ୍କଠାରୁ ଦୁର୍ବୃତ୍ତମାନେ ସାଢ଼େ ୩ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି। ବାଦାମବାଡ଼ି ଓ ମାଲଗୋଦାମ ଥାନା ଅଞ୍ଚଳରେ ଏପରି ଘଟଣା ଘଟିଛି। ଅଭିଯୋଗ ଆଧାରରେ ପୋଲିସ…
ଭିଜିଲାନ୍ସ ଜାଲରେ କିରାଣି
ବୌଦ୍ଧ,୧୯ା୪(ଅଜିତ ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର ବରିଷ୍ଠ କିରାଣି ରବୀନ୍ଦ୍ର ନାଥ ପାଢ଼ୀ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ବୌଦ୍ଧ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। ଶିକ୍ଷୟିତ୍ରୀ ଅନସୂୟା ନାୟକଙ୍କ ପ୍ରୋସିଡିଂ ଫାଇଲ କ୍ଲିଅର କରିବା…
ବାଇକ୍ଆରୋହୀଙ୍କଠାରୁ ଲକ୍ଷାଧିକ ଟଙ୍କା ଜବତ, ନିର୍ବାଚନ ସମୟରେ ଏତେ ଟଙ୍କା କେଉଁଠୁ ଆସିଲା ଚାଲିଛି ତନାଘନା
ଝାରବନ୍ଧ,୧୯ା୪(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଥାନା ପୋଲିସ ଗୁରୁବାର ରାତିରେ ଡଭାଛକଠାରେ ଚେକିଂ କରୁଥିବା ସମୟରେ ୨ ବାଇକ୍ଆରୋହୀଙ୍କଠାରୁ ୬ଲକ୍ଷ ୫୨ହଜାର ୮୦୦ ଟଙ୍କା ଜବତ କରିଛି। ସମ୍ପୃକ୍ତ ଯୁବକଦ୍ୱୟ ହେଲେ ବରଗଡ଼ ଜିଲା ଝାରବନ୍ଧ ଥାନା ବଲାଙ୍ଗୀର ଗ୍ରାମରର…
ଭୁବନେଶ୍ୱର ବିମାନବନ୍ଦରରୁ କେଜିଏ ସୁନା ଜବତ, ମଳଦ୍ୱାରରେ ଲୁଚାଇ ନେଉଥିଲେ ଯାତ୍ରୀ
ଭୁବନେଶ୍ୱର,୧୭।୪(ସତ୍ୟଜିତ୍ ରାଉତ): ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ କଷ୍ଟମ ବିଭାଗ ଚଢ଼ାଉ କରି ଜଣେ ଯାତ୍ରୀଙ୍କଠାରୁ ୧ କେଜି ସୁନା ଜବତ କରିଛି। ଚାଲାଣକାରୀ ଜଣକ ମହାରାଷ୍ଟ୍ରର ବାସିନ୍ଦା ବୋଲି ଜଣାପଡିଛି। ସେ ବ୍ୟାଙ୍କକ୍ରୁ ବିମାନ ଯୋଗେ ଆସି…
ମା’ଙ୍କ ଗୋଇଠା ମାଡ଼ରେ ଚାଲିଗଲା ପୁଅର ଜୀବନ
କାଲିମେଳା,୧୪ା୪(ଜୀବନ କୃଷ୍ଣ ଦାସ): ପୁଅକୁ ଆକଟ କରିବାକୁ ଯାଇ ମା’ଙ୍କ ଗୋଇଠା ମାଡ଼ରେ ନିଜ ଜନ୍ମ କଲା ୮ ବର୍ଷ ପୁଅର ମୃତ୍ୟୁ ହେବା ପରି ଅଭାବନୀୟ ଘଟଣା ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ ତୁମ୍ବାଗୁଡ଼ା ଗ୍ରାମରେ ଦେଖିବାକୁ ମିଳିଛି।…
ଗଞ୍ଜେଇ ଚଢ଼ାଉବେଳେ ପୋଲିସକୁ ଆକ୍ରମଣ ଘଟଣା: ଗିରଫ ଅଭିଯୁକ୍ତଙ୍କ ସଂଖ୍ୟା ୧୪କୁ ବୃଦ୍ଧି
ବରଗଡ଼,୧୩ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଝାରବନ୍ଧ ଥାନା ନିତ୍ୟାନନ୍ଦପୁର ଗ୍ରାମରେ ଗଞ୍ଜେଇ ଚଢ଼ାଉବେଳେ ପୋଲିସକୁ ଆକ୍ରମଣ ଘଟଣାରେ ଶନିବାର ପୋଲିସ ପୁଣି ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନଙ୍କ ମଧ୍ୟରେ ମୁଖ୍ୟ ଅଭିଯୁକ୍ତ ନାନୁ ଓରଫ ଝସକେତନ ସାହୁ(୨୧)ଙ୍କ ସମେତ ଅନ୍ୟ…
ଏହି ୩ ରାଜ୍ୟକୁ ଉଡ଼ାଇ ଦେବା ପାଇଁ ଲକ୍ଷ୍ୟ ରଖିଥିଲେ ଦୁଇ ଆତଙ୍କବାଦୀ
ବେଙ୍ଗାଲୁରୁ,୧୩ା୪: ବେଙ୍ଗାଲୁରୁ ରାମେଶ୍ୱରମ କାଫେ ବିସ୍ଫୋରଣ ମାମଲାରେ ଏନ୍ଆଇଏ ଦ୍ୱାରା ଗିରଫ ହୋଇଥିବା ଦୁଇ ଅଭିଯୁକ୍ତଙ୍କୁ ପଚରାଉଚରା ବେଳେ ଏକ ବଡ଼ କଥା ଉନ୍ମୋଚନ ହୋଇଛି। ଉଭୟ ଆତଙ୍କବାଦୀ ଆଇଏସ୍-ଅଲ୍ ହିନ୍ଦ ମଡ୍ୟୁଲ ସହିତ ଜଡ଼ିତ। ଦକ୍ଷିଣ ଭାରତର ରାଜ୍ୟଗୁଡ଼ିକ ବିଶେଷ…
କ୍ଲବ ଘର ବାହାରେ ପଡ଼ିଛି ଖଣ୍ଡା, ଭିତରେ ପଡ଼ିଛି ଯୁବକଙ୍କ ମୃତଦେହ
ବାଙ୍କୀ,୧୨ା୪: କଟକ ଜିଲା ବାଙ୍କୀ ଥାନା ଅନ୍ତର୍ଗତ ହରିରାଜପୁର ଗାଁରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏଠାରେ ଥିବା ନୂଆସାହି କ୍ଲବ ଘର ଭିତରୁ ଜଣେ ଯୁବକଙ୍କର ମୃତଦେହ ଜବତ ହୋଇଥିବା ବେଳେ ଘର ବାହାରେ ଖଣ୍ଡା, ମୋବାଇଲ ଓ…
Archives


